ଫେବୃୟାରୀରେ ଶୀର୍ଷ ଛୁଇଁବ ଓମିକ୍ରନ୍: ଦୈନିକ ସଂକ୍ରମଣ ୫ ଲକ୍ଷ ଅତିକ୍ରମ କରିବ
ନୂଆଦିଲ୍ଲୀ,୯ ।୧: ଦେଶରେ ଓମିକ୍ରନ୍ ସଂକ୍ରମଣ ଯୋଗୁ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଇଛି । ଗତ ୨୪ ଘଣ୍ଟାରେ ରାଜଧାନୀ ଦିଲ୍ଲୀରେ ୨୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମହାରାଷ୍ଟ୍ରରେ ୪୧…
ବର୍ଷେ ୫ ମାସରେ ୧୨ ବାଲ୍ୟ ବିବାହ ବନ୍ଦ
କେନ୍ଦ୍ରାପଡ଼ା ଅଫିସ, ୯ା୧: ବିବାହ ବୟସ ସୀମା ଏବେ ଜାତୀୟସ୍ତରରେ ପ୍ରସଙ୍ଗ ପାଲଟିଛି। ବେଟି ବଚାଓ, ବେଟି ପଢ଼ାଓ ସ୍ଲୋଗାନକୁ ଅଗ୍ରାଧିକାର ଦିଆଯାଉଛି। ତେବେ ଏହି ସ୍ଲୋଗାନ କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳରେ କାର୍ଯ୍ୟ କରୁନାହିଁ। ଏହି ଅଞ୍ଚଳରେ ୧୮ ବର୍ଷ…
ପବ୍ଲିକ୍ ଓ୍ବାଇଫାଇ ବ୍ୟବହାର କରୁଥିଲେ ରୁହନ୍ତୁ ସତର୍କ; ଜାଣିରଖନ୍ତୁ…
ବର୍ତ୍ତମାନ ବିନା ଇଣ୍ଟରନେଟ୍ରେ ଅଧିକାଂଶ କାମ ଯେମିତି ଅସମ୍ଭବ ମନେହେଉଛି। ଯେଉଁଥିପାଇଁ କେବଳ ମୋବାଇଲ୍ରେ ଇଣ୍ଟରନେଟ୍ ନୁହେଁ, ଅନେକେ ଓ୍ବାଇଫାଇ ମଧ୍ୟ ବ୍ୟବହାର କରୁଥିବା ଦେଖିବାକୁ ମିଳୁଛି। ବିଶେଷକରି ରେଲ୍ଓ୍ବେ ଷ୍ଟେଶନ୍, କେତେକ ଶପିଂ ମଲ୍, ହୋଟେଲ୍, କଲେଜ କ୍ୟାମ୍ପସ୍ ଆଦିରେ…
୧୨ରେ ୬ ଜିଲାକୁ ପ୍ରବଳ ବର୍ଷା
ଭୁବନେଶ୍ୱର, ୯।୧(ବ୍ୟୁରୋ): ରାଜ୍ୟରେ ରବିବାରଠାରୁ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହେବ। ଏହା ୪ରୁ ଅଧିକ ଦିନ ଧରି ଜାରି ରହିପାରେ। ୧୨ ତାରିଖରେ ୬ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।…
ମହାରାଷ୍ଟ୍ରରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୧୦୦୦ ଅତିକ୍ରମ କଲା
ମୁମ୍ବାଇ,୯ ।୧: ଦେଶରେ ଗୋଟିଏ ପଟେ ବଢି ଚାଲିଛି କରୋନା ସଂକ୍ରମଣ । ଅନ୍ୟପଟେ ଓମିକ୍ରନ୍ ସଂକ୍ରମଣକୁ ବି କାବୁ କରାଯାଇ ପାରୁନାହିଁ । ଅଧିକାଂଶ ସ୍ଥାନରେ ଲୋକେ ଏହାକୁ ହାଲୁକା ଭାବେ ନେଉଥିବାରୁ ସଂକ୍ରମଣ ବଢୁଥିବା କୁହାଯାଉଛି । ଏବେ…
ସଂକ୍ରମଣ ବଢିଲେ ଚିକିତ୍ସା ଅଭାବରୁ ବଢିବ ମୃତ୍ୟୁସଂଖ୍ୟା: ଡବ୍ଲୁଏଚଓ
ଜେନେଭା,୯ ।୧: ସାରା ବିଶ୍ୱରେ ଜଙ୍ଗଲରେ ନିଆଁ ବ୍ୟାପିଲା ଭଳି ବ୍ୟାପିଛି କରୋନା ସଂକ୍ରମଣ । ସାମାନ୍ୟ ଅବହେଳା ଏହାକୁ ଭୟଙ୍କର ରୂପ ଦେଇପାରେ ବୋଲି କହିଛି ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) । ଏଥିରେ ଯଦି ବ୍ରେକ୍ ନ ଲାଗେ ତେବେ…
ପାର୍ଲାମେଣ୍ଟରେ କରୋନା ବିସ୍ଫୋରଣ: ୪୦୦ରୁ ଅଧିକ ସଂକ୍ରମିତ
ନୂଆଦିଲ୍ଲୀ,୯ ।୧: ରାଜଧାନୀ ଦିଲ୍ଲୀରେ ତାଣ୍ଡବ ରଚିଛି କରୋନା । ଏହି ସଂକ୍ରମଣ ପାର୍ଲାମେଣ୍ଟ ପର୍ଯ୍ୟନ୍ତ ପହଞ୍ଚିସାରିଲାଣି । ଜାନୁୟାରୀ ୬ ଓ ୭ରେ ପାର୍ଲାମେଣ୍ଟରେ କାମ କରୁଥିବା କର୍ମଚାରୀ, ସୁରକ୍ଷାକର୍ମୀଙ୍କ କରୋନା ଟେଷ୍ଟ କରାଯାଇଥିବା ବେଳେ ଏମାନଙ୍କ ମଧ୍ୟରୁ ୪୦୦ରୁ…
ପ୍ରବାସରେ ଦେଶପ୍ରେମ
ଭାରତ ବାହାରେ ବାସକରୁଥିବା ଭାରତୀୟଙ୍କ ଉଲ୍ଲେଖନୀୟ କାର୍ଯ୍ୟ ଯୋଗୁ ବହୁ ସମୟରେ ଦେଶ ଗର୍ବିତ ହୋଇଥାଏ। ପ୍ରବାସରେ ପ୍ରବାସୀଙ୍କ ଦେଶପ୍ରେମର ବହୁ ଉଦାହରଣ ମଧ୍ୟ ରହିଛି। ଜାତିର ପିତା ମହାତ୍ମା ଗାନ୍ଧୀ ଦକ୍ଷିଣ ଆଫ୍ରିକାରେ ପ୍ରବାସରେ ଥିବା ସମୟରେ ପ୍ରଥମ ଅହିଂସା…
ଅବିବାହିତା ଝିଅଙ୍କ ପ୍ରତି କର୍ତ୍ତବ୍ୟରେ ଅବହେଳା କରିପାରିବେନି ପିତା…
ନୂଆଦିଲ୍ଲୀ, ୮।୧: ଅବିବାହିିତା ଝିଅଙ୍କ ପ୍ରତି ପିତା କର୍ତ୍ତବ୍ୟରେ ଅବହେଳା କରିପାରିବେନି। ଦିଲ୍ଲୀ ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି ରାୟ ପ୍ରଦାନ କରିଛନ୍ତି। ବିଚାରପତି ବିପିନ ସାଙ୍ଗଭୀ ଏବଂ ଜସମିତ ସିଂଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି ଯେ…
ଗୋଦାମରେ ଅଗ୍ନିକାଣ୍ଡ କୌଣସି ଦୈବୀ ଘଟଣା ନୁହେଁ, ସୁପ୍ରିମକୋର୍ଟ…
ନୂଆଦିଲ୍ଲୀ, ୮।୧: ଏକ ମଦ କମ୍ପାନୀର ଗୋଦାମରେ ଅଗ୍ନିକାଣ୍ଡ ଘଟିବା ମାମଲାର ବିଚାର କରି ସୁପ୍ରିମ୍ କୋର୍ଟ କହିଛନ୍ତି ଯେ, ଏହା କୌଣସି ଦୈବୀ ଘଟଣା ନୁହେଁ। ଝଡ଼ବର୍ଷା, ବନ୍ୟା, ବଜ୍ରପାତ, ଭୂକମ୍ପ ଆଦି ପ୍ରାକୃତିକ ବାହ୍ୟ ଶକ୍ତି ଦ୍ୱାରା ଗୋଦାମରେ…
‘ରୁଷିଆର ଆକ୍ରମଣାତ୍ମକ ଆଚରଣକୁ ଉଚିତ୍ ଜବାବ ଦିଆଯିବ’
ଓ୍ବାଶିଂଟନ,୮ା୧: ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ କହିଛନ୍ତି, ସୀମାରେ ରୁଷିଆ ସୈନିକଙ୍କ ଚାପ ବୃଦ୍ଧି ପାଇଁ ୟୁକ୍ରେନ ଏକ କୂଟନୈତିକ ସମାଧାନ କରିଛି। ଏହା ମଧ୍ୟ ଯଥାର୍ଥ, କିନ୍ତୁ ରୁଷିଆର ଆକ୍ରମଣାତ୍ମକ ଆଚରଣକୁ ନାଟୋ ଉପଯୁକ୍ତ ଉତ୍ତର ଦେବାକୁ ପ୍ରସ୍ତୁତ।…
ଦୈନିକ ସଂକ୍ରମଣ ଦେଢ଼ ଲକ୍ଷ ମୁହାଁ…
ନୂଆଦିଲ୍ଲୀ, ୮।୧: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୧ ଲକ୍ଷ ୪୧ ହଜାର ୯୮୬ ଜଣ ନୂଆ…
Archives


