Home

ଅନମୋଲ ଅମ୍ବାନୀଙ୍କ ମେହେନ୍ଦୀ କାର୍ଯ୍ୟକ୍ରମରେ ସାମିଲ ହେଲେ ଜୟା ବଚ୍ଚନ

ମୁମ୍ବାଇ: ବର୍ତ୍ତମାନ ବିବାହ ଋତୁ ଚାଲିଛି। ବଲିଉଡ୍‌ ଷ୍ଟାରଙ୍କଠାରୁ ଆରମ୍ଭ କରି ଅନେକ ସେଲିବ୍ରିଟିଙ୍କ ବିବାହ ଖବର ଜାଣିବାକୁ ମିଳୁଛି। ଏବେ ବିଶିଷ୍ଟ ଶିଳ୍ପପତି ଅନିଲ ଅମ୍ବାନୀ ଏବଂ ଟିନା ଅମ୍ବାନୀଙ୍କ ବଡ଼ ପୁଅ ଅନମୋଲ ମଧ୍ୟ କ୍ରିଷ୍ଣା ଶାହାଙ୍କ ସହ…

‘ଆସନ୍ତା ସପ୍ତାହରେ ଆକ୍ରମଣ କରିବ ରୁଷିଆ’

ଓ୍ବାଶିଂଟନ,୧୯ା୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି ସେ ନିଶ୍ଚିତ ଯେ, ରୁଷିଆ ଆସନ୍ତା ସପ୍ତାହରେ ୟୁକ୍ରେନ ଉପରେ ଆକ୍ରମଣ କରିବ। ଏହି କାରଣରୁ ରୁଷିଆ ସମର୍ଥିତ ବିଦ୍ରୋହୀଙ୍କ ପରିବାରକୁ ସୁରକ୍ଷିତ ସ୍ଥାନକୁ ପଠାଯାଉଛି। ୟୁକ୍ରେନ ଉପରେ ଆକ୍ରମଣ ପାଇଁ ଏକ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨୬୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୯ା୨(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୧୨୬୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୬୭,୧୦୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

କୁମାର ବିଶ୍ୱାସଙ୍କୁ ଓ୍ବାଇ-ଶ୍ରେଣୀ ସୁରକ୍ଷା…

ନୂଆଦିଲ୍ଲୀ,୧୯।୨ : କେନ୍ଦ୍ର ସରକାରଙ୍କ ପକ୍ଷରୁ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି)ର ପୂର୍ବତନ ନେତା କୁମାର ବିଶ୍ୱାସଙ୍କୁ ଓ୍ବାଇ-ଶ୍ରେଣୀ ସୁରକ୍ଷା ପ୍ରଦାନ କରିଛନ୍ତି। ଏଣିକି ସିଆର୍‌ପିଏଫ୍‌ ପକ୍ଷରୁ କୁମାର ବିଶ୍ୱାସଙ୍କୁ ଆବଶ୍ୟକ ସୁରକ୍ଷା ଯୋଗାଇ ଦିଆଯିବ। କୁମାର ଏଏପି ସଂଯୋଜକ ତଥା ଦିଲ୍ଲୀ…

୪୫ ବୁଥ୍‌ରେ ଆସନ୍ତା ୨୩ରେ ହେବ ସାନି ମତଦାନ

ଭୁବନେଶ୍ୱର,୧୯ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବାଧାପ୍ରାପ୍ତ ହୋଇଥିବା ବୁଥ୍‌ରେ ସାନି ମତଦାନ ଅନୁଷ୍ଠିତ ହେବ। ଏନେଇ ରାଜ୍ୟ ନିର୍ବାଚନ ଆୟୋଗ ପକ୍ଷରୁ ନିଷ୍ପତ୍ତି ହୋଇଛି। ଆସନ୍ତା ୨୩ରେ ୪ଟି ଜିଲା ଅର୍ଥାତ୍‌ ଯାଜପୁର, ଢେଙ୍କାନାଳ, ପୁରୀ, ଭଦ୍ରକର ୪୫ଟି ବୁଥ୍‌ରେ ସାନି…

ନିର୍ବାଚନ ପରବର୍ତ୍ତୀ ହିଂସା ବଢୁଛି: ସାଧାରଣରେ ଉଦ୍‌ବେଗ

ହିଞ୍ଜିଳିକାଟୁ,୧୯ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକର ବିଭିନ୍ନ ପଞ୍ଚାୟତରେ ନିର୍ବାଚନ ପରବର୍ତ୍ତୀ ହିଂସାକାଣ୍ଡ ବଢୁଛି। ବ୍ଲକରେ ଗତ ୧୬ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରିଛି। ଶୁକ୍ରବାର ଦୟାପଲ୍ଲୀ ପଞ୍ଚାୟତର ପୂର୍ବତନ ସରପଞ୍ଚ ବି. ଆପେୟା ରାଜନୈତିକ ଆକ୍ରମଣ ଶିକାର ହୋଇଥିବା ନେଇ…

୧୬ ବର୍ଷର ବିବାହ, ଦୁଇ ଝିଅ; ଅଧୁନାଙ୍କ ସହ ସମ୍ପର୍କ ଛିନ୍ନ କରି ଦ୍ୱିତୀୟ ବିବାହ କଲେ ଫର୍‌ହାନ୍‌

ବମ୍ବେ: ୩ ବର୍ଷର ପ୍ରେମ, ୧୬ ବର୍ଷର ବିବାହକୁ ଭୁଲି ଆଗକୁ ବଢ଼ିଛନ୍ତି ବଲିଉଡ୍‌ ଅଭିନେତା ଫରହାନ୍‌ ଅଖ୍‌ତର। ଶନିବାର ସେ ପ୍ରେମିକା ଶିବାନୀ ଦାଣ୍ଡେକରଙ୍କୁ ବିବାହ କରିଛନ୍ତି। ଉଭୟ ଦୀର୍ଘ ଚାରି ବର୍ଷ ଧରି ପରସ୍ପରକୁ ଡେଟ୍‌ କରୁଥିଲେ। ସେମାନଙ୍କ…

ବିଜେଡିର ବିଜୟଧାରାକୁ ବ୍ରେକ୍‌ ଦେବା ପାଇଁ ଭାଜପାର ଜୋରଦାର ପ୍ରୟାସ

କେନ୍ଦୁଝର,୧୯ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକର ୨୯ ନମ୍ବର ଜୋନ୍‌ ଅଣସଂରକ୍ଷିତ ରହିଛି। ଏହି ସିଟ୍‌ରେ ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ଫେବୃୟାରୀ ୨୪ରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଜୋନ୍‌ରେ ମୋଟ୍‌ ୫ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଥିବା ବେଳେ…

ପ୍ରିୟଙ୍କା ଲେଖିଲେ ‘ମିସ୍‌ ୟୁ ଡାଡ୍‌’

ବମ୍ବେ: ମାତାପିତାଙ୍କ ବିବାହବାର୍ଷିକୀରେ ଭାବବିହ୍ବଳ ହେଲେ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା। ଏହି ଖାସ୍‌ ଦିନରେ ବାପା ଅଶୋକ ଚୋପ୍ରାଙ୍କ ଅନୁପସ୍ଥିତି ତାଙ୍କୁ ଦୁଃଖ ଦେଇଛି। ୨୦୧୩ରେ କ୍ୟାନ୍‌ସର ସହ ଲଢ଼ି ଆର୍‌ ପାରିକୁ ଚାଲିଯାଇଥିଲେ ସେ। ଏବେ ପ୍ରିୟଙ୍କା ବାପାମା’ଙ୍କ ଏକ…

ସରକାରୀ ଘର ଖାଲି କର, ଅବସରପ୍ରାପ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ …

ନୂଆଦିଲ୍ଲୀ,୧୯।୨ : ଦିଲ୍ଲୀ ହାଇକୋର୍ଟ ୩ ଜଣ ଅବସରପ୍ରାପ୍ତ କଶ୍ମୀରୀ ଅଧିକାରୀଙ୍କୁ ଶୀଘ୍ର ସରକାରୀ ଘର ଖାଲି କରିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ସମ୍ପୃକ୍ତ ଅଧିକାରୀମାନେ କଶ୍ମୀରୀ ପ୍ରବାସୀ ହୋଇଥିବା ଦାବି କରି ସରକାରୀ ଘରେ ରହିବାକୁ ଅନୁମତି ଲୋଡିଥିଲେ। ସେମାନେ…

ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ମତଦାନ: ୨୬୨ ବୁଥ୍‌କୁ ଗଲେ ନିର୍ବାଚନ କର୍ମଚାରୀ

କୋକସରା,୧୯ା୨(ଡି.ଏନ୍‌.): ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ଶେଷ ହୋଇଛି। ରବିବାର କଳାହାଣ୍ଡି ଜିଲା କୋକସରା ବ୍ଲକରେ ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଏଥିପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ବ୍ଲକର ୨୨ ପଞ୍ଚାୟତରେ ୮୭ ହଜାର…

ଜସ୍ମିନ-ଅଲିଙ୍କ ବ୍ରେକ୍‌ଅପ୍‌!

ବମ୍ବେ: ଟେଲି ପରଦାର ଲୋକପ୍ରିୟ ଯୋଡ଼ି ମଧ୍ୟରୁ ଅଲି ଗୋନି ଏବଂ ଜାସ୍ମିନ ଭସିନ ଅନ୍ୟତମ। ବିଗ୍‌ ବସ୍‌ ଘରେ ଉଭୟଙ୍କୁ ପ୍ରଥମେ ଯୋଡ଼ି ଭାବେ ଦେଖିବାକୁ ମିଳିଥିଲା। ହେଲେ ଏବେ ସେମାନଙ୍କ ମଧ୍ୟରେ ସବୁକିଛି ଠିକ୍‌ ଚାଲି ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?