Home

୭୦ ଲକ୍ଷର ଗାଡ଼ି, କୋଟିଏ ମୂଲ୍ୟ ଘରର ମାଲିକାଣୀ ନୁସରତ; ମୋଟ ସମ୍ପତ୍ତି ଜାଣିଲେ…

ବମ୍ବେ: ବଙ୍ଗାଳୀ ଅଭିନେତ୍ରୀ ତଥା ତୃଣମୂଳ କଂଗ୍ରେସର ଏମ୍‌ପି ନୁସରତ ଜହାଁ ଯେଉଁଆଡେ, ବିବାଦ ସେଇଆଡେ। କାରଣ ବ୍ୟକ୍ତିଗତ ଜୀବନକୁ ନେଇ ସେ ଚର୍ଚ୍ଚାରେ ରହିଆସୁଛନ୍ତି। ପ୍ରଥମେ ବ୍ୟବସାୟୀ ନିଖିଲ ଜୈନଙ୍କୁ ବିବାହ କରିଥିଲେ ସେ। ହେଲେ କିଛି ଦିନ ପରେ…

ଫିଲ୍ମଠାରୁ କମ୍‌ ନୁହେଁ ପ୍ରେମକାହାଣୀ; ଭିନ୍ନ ଧର୍ମର ସତ୍ତ୍ୱେ…

ବମ୍ବେ: ଫିଲ୍ମ କଳାକାର-କ୍ରିକେଟରମାନଙ୍କ ମଧ୍ୟରେ ପ୍ରେମସମ୍ପର୍କ କିଛି ନୂଆ କଥା ନୁହେଁ। ଅନେକ ପ୍ରେମକାହାଣୀ ଏଭଳି ଗଢ଼ିଉଠିଛି। ସେଥିମଧ୍ୟରୁ ଭାରତୀୟ କ୍ରିକେଟର ଜାହିର ଖାନ୍‌ ଏବଂ ଅଭିନେତ୍ରୀ ସାଗରିକା ଘାଟଗେଙ୍କ କାହାଣୀ ଅନ୍ୟତମ। ଫିଲ୍ମ ‘ଚକ୍‌ ଦେ ଇଣ୍ଡିଆ’ରୁ ଡେବ୍ୟୁ କରିଥିଲେ…

ବ୍ରିଟେନ୍‌ରୁ ଆମେରିକା ଯାଏ ଥିଲା ନାମ, ଆଜି ଯାଏ କେହି ଭାଙ୍ଗିନି ରେକର୍ଡ

ବମ୍ବେ: ଦର୍ଶକଙ୍କ ହୃଦୟରେ ଜାଗା ସୃଷ୍ଟି କରିବାରେ ସଫଳ ହେବା ଜଣେ ପୋଖତ କଳାକାରର ଲକ୍ଷଣ। ସେଭଳି ଜଣେ କଳାକାର ଥିଲେ ସଇଦ ଜାଫରୀ। ସେ ଜଣେ ଭାରତୀୟ-ବ୍ରିଟିଶ ଅଭିନେତା ଥିଲେ। ରେଡିଓ, ଷ୍ଟେଜ୍‌, ଟେଲିଭିଜନ ସହ ଫିଲ୍ମରେ ତାଙ୍କର ଦବଦବା…

ଟିକା ନେଇ ନ ଥିଲେ ସାବଧାନ: ମୁମ୍ବାଇରେ ୯୬ ପ୍ରତିଶତ ସଂକ୍ରମିତ ଟିକା ନ ନେଇ ଅକ୍ସିଜେନ ସପୋର୍ଟରେ

ମୁମ୍ବାଇ,୮ ।୧: ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଏକ ଚମକାଇବା ଭଳି ଖବର ମିଳିଛି । ବୃହନମୁମ୍ବାଇ ମହାନଗର ନିଗମ(ବିଏମ୍‌ସି)ର ଏକ ଡାଟାରୁ ସୂଚନା ମିଳିଛି କି ମୁମ୍ବାଇର ହସ୍ପିଟାଲରେ ଅକ୍ସିଜେନ ସପୋର୍ଟରେ ୯୬…

ଚନ୍ନିଙ୍କ ପାଲଟା ଆକ୍ରମଣ: କିଛି ପଥର ବାଜିନାହିଁ, ଗୁଳି ବି ଚାଲିନାହିଁ…

ଚଣ୍ଡିଗଡ଼, ୮।୧: ପଞ୍ଜାବର ଫିରୋଜପୁରରେ ରାଲି କରିବାକୁ ଆସୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା କ୍ଷେତ୍ରରେ ଢିଲା ପ୍ରସଙ୍ଗକୁ ନେଇ ରାଜନୀତି ସରଗରମ ରହିଛି। ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ସିଧାସଳଖ ଭାବେ ପାଲଟା ଆକ୍ରମଣ କରି କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ…

ଫ୍ରାନ୍ସରେ ମିଳିଥିବା କରୋନାର ନୂଆ ଭାରିଏଣ୍ଟ ‘ଆଇଏଚ୍‌ୟୁ’ ନୁହେଁ ଭୟଙ୍କର

ପ୍ୟାରିସ,୮ ।୧: ଫ୍ରାନ୍ସରେ ମିଳିଥିବା କରୋନାର ନୂଆ ଭାରିଏଣ୍ଟ ‘ଆଇଏଚ୍‌ୟୁ’ କୁ ନେଇ ଅଧ୍ୟୟନ କରାଯିବା ପରେ ଏକ ଆଶ୍ୱସ୍ତିକର ଖବର ଆସିଛି । ବିଶେଷଜ୍ଞମାନେ କହିଛନ୍ତି କି ‘ଆଇଏଚ୍‌ୟୁ’ ଭାରିଏଣ୍ଟର ସଂକ୍ରମଣ ଖୁବ୍ କମ୍ । ତେଣୁ ଏହାକୁ ନେଇ…

ଫେବୃୟାରୀରେ ଶୀର୍ଷ ଛୁଇଁବ କରୋନା: ଦୈନିକ ଚିହ୍ନଟ ହେବେ ୮ ଲକ୍ଷରୁ ଊର୍ଦ୍ଧ୍ୱ

କାନପୁର,୮ ।୧: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆରମ୍ଭ ହୋଇ ଯାଇଛି । ଆସନ୍ତା ଫେବୃୟାରୀରେ ଏହା ଶୀର୍ଷରେ ପହଞ୍ଚିବ ବୋଲି ବିଶେଷଜ୍ଞମାନେ ଅନୁମାନ କରିଛନ୍ତି । ସେତେବେଳକୁ ଦୈନିକ ସଂକ୍ରମଣ ୮ଲକ୍ଷରୁ ଊର୍ଦ୍ଧ୍ୱ ହେବ ବୋଲି ଅନୁମାନ କରାଯାଇଛି…

ଗଙ୍ଗା ସାଗର ମେଳାରେ କରୋନା ଏଣ୍ଟ୍ରି: ୪ ସାଧୁ ପଜିଟିଭ

କୋଲକାତା,୮ ।୧: ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ପଶ୍ଚିମବଙ୍ଗର ଗଙ୍ଗା ସାଗର ମେଳା ଓ ଉତ୍ତର ପ୍ରଦେଶର ପ୍ରୟାଗରାଜ ମାଘମେଳା ଆଉ ଏକ ସମସ୍ୟା ସୃଷ୍ଟ କରିବାକୁ ଯାଉଛି । ଗଙ୍ଗା ସାଗର ମେଳାରେ ୪ ସାଧୁ କରୋନା…

ବିରଳ କୋକିଶିଆଳି

କାନାଡାରେ ଏକ ବିରଳ ପ୍ରଜାତିର କୋକିଶିଆଳି ଦେଖିବାକୁ ମିଳିଛି। ଏହାର ରଙ୍ଗ କଳା ଏବଂ ବାଦାମୀ ହୋଇଥିବାରୁ ଅନ୍ୟ କୋକିଶିଆଳିଠାରୁ ଏହା ଭିନ୍ନ ଅଟେ। ବିଶେଷଜ୍ଞମାନେ କୁହନ୍ତି, ଏପରି ରଙ୍ଗ ଥିବା ପ୍ରାଣୀ ଅତ୍ୟନ୍ତ ଦୁର୍ଲଭ। ବନ୍ୟଜନ୍ତୁମାନଙ୍କ ବିଷୟରେ ଅଧ୍ୟୟନ କରୁଥିବା…

ସୋମବାରଠାରୁ ଭକ୍ତଙ୍କ ଲାଗି ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ ଅଫିସ,୭।୧: ଆସନ୍ତା ସୋମବାରଠାରୁ ଭକ୍ତଙ୍କ ଲାଗି ବନ୍ଦ ରହିବ ଶ୍ରୀମନ୍ଦିର। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଜାନୁୟାରୀ ୩୧ ଯାଏ ଏହି କଟକଣା ରହିବ। ଶୁକ୍ରବାର ଛତିଶା ନିଯୋଗ- ଶ୍ରୀମନ୍ଦିର ପ୍ରଶାସନ ବୈଠକରେ ବନ୍ଦ ଲାଗି…

ଚାଇନାର ଆଣବିକ ଅସ୍ତ୍ର ଦେଖି ଆମେରିକା ଛାନିଆ

ଓ୍ବାଶିଂଟନ,୭ା୧: ଆମେରିକା ପ୍ରତିରକ୍ଷା ବିଭାଗର ଏକ ରିପୋର୍ଟରେ କୁହାଯାଇଛି, ଚାଇନା ଆଣବିକ ଅସ୍ତ୍ରକୁ ଖୁବ୍‌ ଶୀଘ୍ର ବଢ଼ାଇ ଦେଇଛି। ଏନେଇ ଆମେରିକା ଚିନ୍ତାରେ ପଡ଼ିଛି। ତେବେ ଗତବର୍ଷର ସାଟେଲାଇଟ୍‌ ଫଟୋ ସାହାଯ୍ୟରେ ଆମେରିକା ଏହି ନୂତନ ସୂଚନାକୁ ସାର୍ବଜନୀନ କରିଛି। ଏହି…

ସାଢ଼େ ୮ ଲକ୍ଷ ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଗଲା ସହାୟତା ରାଶି

ଭୁବନେଶ୍ବର,୭।୧(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ଘର ମରାମତି ସହାୟତା ରାଶି ପ୍ରଦାନର ଶୁଭାରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ପକ୍କାଘର ପାଇଥିବା ହିତାଧିକାରୀଙ୍କୁ ୩ ହଜାର ଟଙ୍କା ଏବଂ ଘର ପାଇ ନ ଥିବା ହିତାଧିକାରୀଙ୍କୁ ୫ ହଜାର ଟଙ୍କାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri