Home

ଟିମ୍‌ ଇଣ୍ଡିଆ ପାଇଁ ପୁଣି ଚିନ୍ତାର ବିଷୟ ପାଲଟିଲେ ଏହି ଖେଳାଳି

ଜୋହାନ୍ସବର୍ଗ,୭।୧: ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ୭ ଉଇକେଟରେ ପରାସ୍ତ ହୋଇଛି ଭାରତୀୟ ଟିମ୍‌ । ଏହା ସହିତ ଉଭୟ ଦଳ ତିନି ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ୧-୧ ସ୍ତରରେ ଅଛନ୍ତି। ସିରିଜର ତୃତୀୟ…

ମହିଳାଙ୍କୁ କଚାଡ଼ି ମାରିଲା ହାତୀ

କେନ୍ଦୁଝର,୭ା୧(ସ୍ବ.ପ୍ର.): ଭୂୟାଁ ଓ ଜୁଆଙ୍ଗ ପିଢ଼ ରେଞ୍ଜ ଅନ୍ତର୍ଗତ ବାଂଶପାଳ ବ୍ଲକ କଦକଳା ଧୀବର ସାହିରେ ଦନ୍ତାହାତୀ ଆକ୍ରମଣରେ ପ୍ରଭାତୀ ଧୀବର(୨୬)ଙ୍କ ମୃତ୍ୟୁ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ହାତୀଟି ଗ୍ରାମରେ ପଶି ଉତ୍ପାତ କରିବାରୁ ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ହାତୀ…

କ୍ରିକେଟ୍‌ରୁ ବ୍ରେକ୍‌ ନେଲେ ନବୀନ

କାବୁଲ,୭।୧:ଆଫଗାନିସ୍ତାନର ଦ୍ରୁତ ବୋଲର ନବୀନ ଉଲ ହକ କ୍ରିକେଟ୍‌ରୁ ବ୍ରେକ୍‌ ନେଇଛନ୍ତି। ସେ ମାତ୍ର ୭ଟି ଦିନିକିଆରେ ନିଜର ବୋଲିଂ ଯାଦୁ ଦେଖାଇଥିଲେ। କିନ୍ତୁ ଏବେ କ୍ରିକେଟରୁ ବିରତି ନେଇ ସମସ୍ତଙ୍କ ଆଶ୍ଚର୍ଯ୍ୟ କରିଛନ୍ତି। ଚଳିତ ବର୍ଷ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ…

ଆମ ସୀମାରେ ଯାହା ଘଟୁଛି, ତାହା ମଧ୍ୟ ଜାତୀୟ ନିରାପତ୍ତାର ଏକ ବଡ଼ ଧରଣର ତ୍ରୁଟି, ପ୍ରଧାନମନ୍ତ୍ରୀ ଚୁପ୍‌ କାହିଁକି: ରାହୁଲ

ନୂଆଦିଲ୍ଲୀ,୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ତ୍ରୁଟି ନେଇ ପଞ୍ଜାବରେ ରାଜନୀତି ଏବେ ସରଗରମ ହୋଇଛି। ଗୋଟିଏ ପଟେ ଅନେକ ଭାଜପା ନେତା ପଞ୍ଜାବ ସରକାରଙ୍କୁ ଟାର୍ଗେଟ କରୁଥିବାବେଳେ କଂଗ୍ରେସ ନେତାମାନେ ଏହାକୁ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କହିଛନ୍ତି। ଏହି…

ଏନ୍‌ଏଚ୍‌ଏମ୍‌ ପୋର୍ଟାଲ ହ୍ୟାକ୍‌ କରି ୫.୧ କୋଟି ଠକେଇ ମାମଲା: ରାଉରକେଲାରୁ ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୭।୧(ବ୍ୟୁରୋ): ସୋନପୁର ଜାତୀୟ ସ୍ବାସ୍ଥ୍ୟ ମିଶନ (ଏନ୍‌ଏଚ୍‌ଏମ୍‌) ପୋର୍ଟାଲ ହ୍ୟାକ୍‌ କରି ଇ-ଚେକ୍‌ ଜରିଆରେ ୫.୧ କୋଟି ଠକେଇ ମାମଲାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା( ଇଓଡବ୍ଲ୍ୟୁ) ଗିରଫ କରିଛି। ସେ ହେଲେ ରାଉରକେଲାର ବିକାଶ କୁମାର…

ଓଡ଼ିଶା ଅଗ୍ନିଶମ ସେବା ସଂସ୍ଥା ଦେଶରେ ଶ୍ରେଷ୍ଠ

କଟକ ଅଫିସ,୭ା୧: ଓଡ଼ିଶା ଅଗ୍ନିଶମ ସେବା ସଂସ୍ଥା ସର୍ବଭାରତୀୟ ସ୍ତରରେ ସର୍ବଶ୍ରେଷ୍ଠ ବିବେଚିତ ହୋଇଛି। ଦିଲ୍ଲୀର ନୋଇଡାରେ ଗତ ଡିସେମ୍ବର ୨ରୁ ୫ତାରିଖ ପର୍ଯ୍ୟନ୍ତ ଇନ୍‌ଷ୍ଟିଚ୍ୟୁଶନ ଅଫ୍‌ ଫାୟାର ଇଞ୍ଜିନିୟର୍ସ (ଇଣ୍ଡିଆ) ଦ୍ୱାରା ଆୟୋଜିତ ଆନ୍ତର୍ଜାତିକ ଫାୟାର ଇଣ୍ଡିଆ-୨୦୨୧ ମେଳାରେ ଏହି…

ବିପାଶାଙ୍କୁ ଶକ୍ତ ଚାପୁଡା ମାରିଥିଲେ କରୀନା

ବଲିଉଡ ଅଭିନେତ୍ରୀ ବିପାଶା ବସୁ ଆଜି ୪୩ ବର୍ଷରେ ପଦାର୍ପଣ କରିଛନ୍ତି। ବିପାଶା କେବଳ ଅଭିନୟ ନୁହେଁ, ତାଙ୍କ ଫିଟନେସକୁ ନେଇ ମଧ୍ୟ ଚର୍ଚ୍ଚାରେ ରହିଥା’ନ୍ତ। ଯଦିଓ ବିପାଶା କିଛି ଦିନ ହେବ ଫିଲ୍ମଠାରୁ ଦୂରରେ ଥିଲେ ମଧ୍ୟ ସେ ନିଜର…

ଚାଷୀଙ୍କ କାମରେ ଲାଗୁନି ମନ୍ଦାକିନୀ ବ୍ୟାରେଜ

ନିରାକାରପୁର,୭ା୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକରେ ୯ହଜାର ୮୫୩ ହେକ୍ଟର ଚାଷଜମି ରହିଥିବା ବେଳେ ୯ ହଜାର ୫୦୦ ହେକ୍ଟର ଜମି ଚାଷ ଉପଯୋଗୀ ରହିଛି। ବ୍ଲକର ପ୍ରାୟ ୬୦ପ୍ରତିଶତ ଲୋକ ଚାଷ ଉପରେ ନିର୍ଭର କରିଥାନ୍ତି। ଏଠାରେ ଧାନଚାଷ ପରେ…

ବିନାଶ ଆଡ଼କୁ ମୁହାଁଉଛି ପୃଥିବୀ

ଓ୍ବାଲର୍‌ଡ ଓ୍ବାଇଡ୍‌ ପାଣ୍ଠି (WWF) ବିଶ୍ୱକୁ ଏକ ବଡ଼ ଚେତାବନୀ ଦେଇଛି। ଡବ୍ଲ୍ୟୁଡବ୍ଲ୍ୟୁଏଫ୍‌ କହିଛି, ଆସନ୍ତା ଦଶନ୍ଧିରେ ପୃଥିବୀ ବିନାଶ ଆଡ଼କୁ ମୁହାଁଉଛି। ପରିବେଶ ଏବଂ ପଶୁମାନଙ୍କ ପାଇଁ କାର୍ଯ୍ୟ କରୁଥିବା ବିଶ୍ୱର ଜଣାଶୁଣା ସଂଗଠନ କହିଛି ଯେ, ଡାଇନୋସର ବିଲୁପ୍ତ…

ନିଟ୍‌-ପିଜି କାଉନ୍‌ସେଲିଂ ୨୦୨୧: ସୁପ୍ରିମକୋର୍ଟଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୭।୧: ନିଟ୍‌-ପିଜି କାଉନ୍‌ସେଲିଂ ୨୦୨୧କୁ ସୁପ୍ରିମକୋର୍ଟ ସବୁଜ ସଙ୍କେତ ଦେଇଛନ୍ତି। ଓବିସି ପାଇଁ ୨୭ ପ୍ରତିଶତ ସଂରକ୍ଷଣକୁ ମଧ୍ୟ ସୁପ୍ରିମକୋର୍ଟ ଅନୁମୋଦନ କରିଛନ୍ତି। ଏଥି ସହିତ, ଇଡବ୍ଲ୍ୟୁଏସ୍‌ ପାଇଁ ୧୦ ପ୍ରତିଶତ ସଂରକ୍ଷଣ ଚଳିତ ବର୍ଷ କାର୍ଯ୍ୟକାରୀ ହେବ। ତେବେ ଭବିଷ୍ୟତରେ…

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ତ୍ରୁଟି ଘଟଣା: ମାମଲା ରୁଜୁ

ନୂଆଦିଲ୍ଲୀ,୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ତ୍ରୁଟିକୁ ନେଇ ପଞ୍ଜାବର ମୁଖ୍ୟ ସଚିବ କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ଏକ ରିପୋର୍ଟ ଦାଖଲ କରିଛନ୍ତି। ଏହି ମାମଲାରେ ପୋଲିସ ମାମଲା ରୁଜୁ ହୋଇଛି ବୋଲି ସଚିବ ଗୃହ ମନ୍ତ୍ରଣାଳୟକୁ ସୂଚନା ଦେଇଛନ୍ତି। ଏହା…

ଏହି କ୍ରିକେଟର୍‌ଙ୍କ ଉପରେ ପ୍ରବଳ ରାଗିଗଲେ ଦ୍ରାବିଡ

ଜୋହାନ୍ସବର୍ଗ,୭।୧:ଜୋହାନ୍ସବର୍ଗରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ ଜିତିବାର ସୁଯୋଗକୁ ଟିମ ଇଣ୍ଡିଆ ସୁଯୋଗ ହାତଛଡ଼ା କରିଛି। ଏବେ ତୃତୀୟ ଟେଷ୍ଟ ମ୍ୟାଚ ପର୍ଯ୍ୟନ୍ତ ଭାରତର ସିରିଜର ଫଳାଫଳକୁ ଅପେକ୍ଷା କରିବାକୁ ପଡ଼ିବ। ଯଦି ଭାରତ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri