ଡିଜିଟାଲ ହେବ ଡ୍ରାଇଭିଂ ଟେଷ୍ଟ ପ୍ରକ୍ରିୟା
ଭୁବନେଶ୍ୱର,୧୮ା୨(ବ୍ୟୁରୋ): ଡ୍ରାଇଭିଂ ଲାଇସେନ୍ସ କରିବାକୁ ହେଲେ ଆମକୁ ପ୍ରଥମେ ଜଣେ ଇନ୍ସ୍ପେକ୍ଟରଙ୍କ ଉପସ୍ଥିତିରେ ଡ୍ରାଇଭିଂ ସ୍କିଲ୍ ଟେଷ୍ଟ ଦେବାକୁ ପଡୁଥିଲା। ବର୍ତ୍ତମାନ କ୍ୟାମେରା, ସେନ୍ସର ଏବଂ କମ୍ପ୍ୟୁଟର ଦ୍ୱାରା ଡ୍ରାଇଭିଂ ଟେଷ୍ଟ ନିଆଯିବ ଅର୍ଥାତ୍ ଏହି ପ୍ରକ୍ରିୟା ସମ୍ପୂର୍ଣ୍ଣ ଡିଜିଟାଲ ହେବ।…
ନେହେରୁଙ୍କ ଭାରତର ଅଧା ଏମ୍ପି ଦାଗୀ
ନୂଆଦିଲ୍ଲୀ,୧୮ା୨: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ସିଏନ୍ ଲୁଙ୍ଗ୍ ପାର୍ଲାମେଣ୍ଟରେ ଉଦ୍ବୋଧନ ଦେବାବେଳେ ‘ନେହେରୁ ଇଣ୍ଡିଆରେ ଏମ୍ପିମାନଙ୍କ ଅପରାଧ ରେକର୍ଡ’ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇଥିବାରୁ ଏହାକୁ ଭାରତ ପକ୍ଷରୁ ନିନ୍ଦା କରାଯାଇଛି। ଲୁଙ୍ଗ୍ଙ୍କ ଏଭଳି ଅବାଞ୍ଛିତ ମନ୍ତବ୍ୟ ପାଇଁ ନୂଆଦିଲ୍ଲୀ ପକ୍ଷରୁ…
ନାଟୋ ବିନା ଅନ୍ୟ ଗତି ନାହିଁ
କ୍ୱିଭ୍, ୧୮ା୨:ନାଟୋ ହିଁ ୟୁକ୍ରେନକୁ ସୁରକ୍ଷା ଗ୍ୟାରେଣ୍ଟି ଦେଇପାରିବ। ଏହା ଉପରେ କୌଣସି ବୁଝାମଣା ହେବ ନାହିଁ। ନାଟୋରେ ମିଶିବା ଆମର ଲକ୍ଷ୍ୟ ନୁହେଁ, ବରଂ ଜୀବନ କହି ଏକପ୍ରକାର ଅସହାୟତା ପ୍ରକାଶ କରିଛନ୍ତି ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କି। ୟୁକ୍ରେନକୁ…
ନିର୍ବାଚନ ଲୋଡ଼ାନାହିଁ, ସ୍ବାମୀଙ୍କୁ ଫେରାଇଦିଅ
ଢେଙ୍କାନାଳ ଅଫିସ୍, ୧୮ା୨: ‘ମୋର ଭୋଟ ଦରକାର ନାହିଁ କି ନିର୍ବାଚନ ଲଢ଼ିବାର ନାହିଁ, ମୋର ଭୁଲ ହୋଇଛି। ମୁଁ ହାତ ଯୋଡ଼ି ନେହୁରା ହେଉଛି। ମୋ ସ୍ବାମୀଙ୍କୁ ସୁରକ୍ଷିତ ଭାବେ ଫେରାଇଦିଅ’। ମତଦାନକୁ ମାତ୍ର କେଇଘଣ୍ଟା ବାକିଥିବାବେଳେ ଅପହରଣକାରୀଙ୍କ ଉଦ୍ଦେଶ୍ୟରେ…
ନିଖୋଜର ୨ ବର୍ଷ ପରେ ଗୁପ୍ତ କୋଠରିରୁ ଶିଶୁ ଉଦ୍ଧାର
ନ୍ୟୁୟର୍କ, ୧୮ା୨: ନ୍ୟୁୟର୍କରେ ଆଶ୍ଚର୍ଯ୍ୟ କରିଦେବା ଭଳି ଏକ ଖବର ସାମ୍ନାକୁ ଆସିଛି। ୨ ବର୍ଷ ହେଲା ଜଣେ ୬ ବର୍ଷର ଶିଶୁ କନ୍ୟା ନିଖୋଜ ଥିବାବେଳେ ପୋଲିସ ସୋମବାର ରାତିରେ ତାଙ୍କୁ ନ୍ୟୁୟର୍କର ହୁଡ୍ସନ୍ ଭ୍ୟାଲିରେ ଏକ ଗୁପ୍ତ କୋଠରିରୁ…
ମମିତା ମେହେର ହତ୍ୟା ମାମଲା: ସିବିିଆଇ ତଦନ୍ତ ଦାବିକଲେ ଏନ୍ସିଡବ୍ଲ୍ୟୁ ଅଧ୍ୟକ୍ଷା
କଟକ ଅଫିସ,୧୮ା୨: ମମିତା ମେହେର ହତ୍ୟା ମାମଲାରେ ରାଜ୍ୟ ପୋଲିସ ଠିକ୍ ଭାବେ ତଦନ୍ତ କରି ନାହିଁ। ଏ ମାମଲାରେ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଅଭିଯୋଗ ହେଉଥିବାରୁ ପୋଲିସ ନିରପେକ୍ଷ ଭାବେ ତଦନ୍ତ କରିପାରିବ ନାହିଁ। ତେଣୁ ରାଜ୍ୟ…
ଭାରତକୁ ଆମେରିକାର ଭରସା
ଓ୍ବାଶିଂଟନ୍, ୧୮ା୨: ୟୁକ୍ରେନ ସଙ୍କଟ ଭିତରେ ଆମେରିକା ଭାରତ ଉପରେ ଆସ୍ଥା ପ୍ରକଟ କରିଛି। ଯଦି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରେ, ତେବେ ଭାରତ ଆମେରିକା ସହ ଛିଡ଼ାହେବ ଏବଂ ମସ୍କୋକୁ ହରାଇବା ପାଇଁ ସହଯୋଗ କରିବ ବୋଲି ବାଇଡେନ୍…
ବ୍ରାଜିଲରେ ବନ୍ୟା, ଭୂସ୍ଖଳନ: ଶତାଧିକ ମୃତ
ପେଟ୍ରୋପୋଲିସ,୧୮।୨:ବ୍ରାଜିଲର ପେଟ୍ରୋପୋଲିସ ସହରରେ ପ୍ରବଳ ବର୍ଷାଜନିତ ବନ୍ୟା ଓ ଭୂସ୍ଖଳନରେ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଛି। ରିଓ ଡି ଜେନିରୋ ଉତ୍ତରରେ ପାର୍ବତ୍ୟାଞ୍ଚଳରେ ଅବସ୍ଥିତ ଏହି ସହରରେ ପ୍ରବଳ ବର୍ଷା ଲାଗିରହିବା ଫଳରେ ଶହ ଶହ ଘର ଭାଙ୍ଗିଯାଇଛି। ବନ୍ୟାପାଣି ସ୍ରୋତରେ…
ପୂର୍ବତନ ଏନ୍ଏସ୍ଇ ସିଇଓଙ୍କ ଘରେ ଆୟକର ଚଢ଼ାଉ
ମୁମ୍ବାଇ,୧୮।୨:ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଚିତ୍ରା ରାମକ୍ରିଷ୍ଣାଙ୍କ ବାସଭବନରେ ଗୁରୁବାର ଆୟକର ବିଭାଗ ଅଧିକାରୀମାନେ ଚଢ଼ାଉ କରିଛନ୍ତି। ୨୦୧୬ରେ ଏନ୍ଏସ୍ଇରୁ ଇସ୍ତଫା ଦେଇଥିବା ଚିତ୍ରା ବହୁ ବେଆଇନ କାର୍ଯ୍ୟରେ ସାମିଲ…
ଆଜି କୋଟିଆରେ ନିର୍ବାଚନ
କୋରାପୁଟ,୧୮ା୨(ସ୍ବ.ପ୍ର.): ଚର୍ଚ୍ଚାରେ ରହି ଆସିଥିବା କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଳକର କୋଟିଆ ପଞ୍ଚାୟତରେ ଶୁକ୍ରବାର ନିର୍ବାଚନ ହେବ। ଏନେଇ କୋରାପୁଟ ଜିଲା ପ୍ରଶାସନ ସମସ୍ତ ପ୍ରସ୍ତୁତି ଶେଷ କରିଛି। ଶୁକ୍ରବାର କୋଟିଆ ପଞ୍ଚାୟତର ମାଡକାର, ଫଗୁଣସିନେରି, ରଣାସିଙ୍ଗ, ତାଡ଼ିବାଲସା, ତଳସେମ୍ବି, ଉପରସେମ୍ବି,…
ବିଶ୍ୱକୁ ଠକୁଛି ରୁଷିଆ
ମସ୍କୋ/କ୍ୱିଭ୍/ଓ୍ବାଶିଂଟନ,୧୮ା୨:ବେଲାରୁଷ, କ୍ରିମିଆ ଓ ପଶ୍ଚିମ ରୁଷିଆରେ ବିପୁଳ ସୈନ୍ୟ ଠୁଳ ତଥା ଯୁଦ୍ଧାସ୍ତ୍ର ମୁତୟନର ଉପଗ୍ରହ ଚିତ୍ର ୟୁକ୍ରେନ୍ ସୀମାରୁ ସେନା ପ୍ରତ୍ୟାହାର ନେଇ ମସ୍କୋର ଦାବିକୁ ମିଛ ପ୍ରମାଣିତ କରିଛି। ସାମରିକ ବଳ ଅପସାରଣ କଥା କହି ସୀମାନ୍ତକୁ ଅତିରିକ୍ତ…
ଆଜି ଭୋଟ୍ ଗ୍ରହଣ: ୧୯୨ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା
ମ.ରାମପୁର,୧୮ା୨(ଡି.ଏନ୍.ଏ.): ଆଜି ୧୮ ତାରିଖ ଶୁକ୍ରବାର ମ.ରାମପୁର ବ୍ଲକ ଅଞ୍ଚଳରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୧୯ଟି ପଞ୍ଚାୟତର ୨୩୮ଟି ଭୋଟଦାନ କେନ୍ଦ୍ରରେ ୧୯୨ ଜଣ ପ୍ରାର୍ଥୀଙ୍କର ଭାଗ୍ୟ ପରୀକ୍ଷା ହେବ। ତନ୍ମଧ୍ୟରୁ ୨ଟି ଜିଲା ପରିଷଦର ସଭ୍ୟ ପଦବୀ ପାଇଁ ୮…

