Home

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ କାଟିଲା ବେଳେ ଖସିପଡ଼ିବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ ସ୍ଥାନୀୟ ଧୂମାତ…

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ ଗିରଫ କରିଛି । ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଥିବା…

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ କହିଛନ୍ତି, ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ୭ ଦିନରେ ବ୍ୟକ୍ତିଗତ ଭାବେ ଜବାବ…

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ ଦମ୍ପତି ଏକ ମିଳିତ ବିବୃତ୍ତିରେ କହିଛନ୍ତି, ‘ଆମେ ଏହି ଖବର ଜଣାଇ ବହୁତ ଖୁସି…

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌। ଫଳରେ ପିକ୍‌ଅପ୍‌ରେ ଥିବା ୩ ଜଣ ଗୁରୁତର ହୋଇଛନ୍ତି। ଅନ୍ୟପକ୍ଷରେ-ଟ୍ରକ୍‌ ଓ ପିକ୍‌ଅପ୍‌ ଜବତ…

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ କିଛି ଖାଇ ନଥିଲେ, ଯାହା ଫଳରେ ତାଙ୍କ ଅବସ୍ଥା ଖରାପ ହୋଇଯାଇଥିଲା। ଏହି ସମୟ…

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ ଜବରଦଖଲ ଉଛେଦ କାର୍ଯ୍ୟକୁ ଜୋରଦାର କରାଯାଇଛି। ଏହି ପ୍ରରିପ୍ରେକ୍ଷୀରେ ସ୍ଥାନୀୟ ତହସିଲଦାର ତଥା କାର୍ଯ୍ୟନିର୍ବାହୀ…

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ ନିଷ୍ପତ୍ତି ନେଇଛି। ଏହି ପଦକ୍ଷେପ ବାଂଲାଦେଶର ସଂସଦୀୟ ନିର୍ବାଚନର ମାତ୍ର ସପ୍ତାହ ପୂର୍ବରୁ ନିଆଯାଇଛି।…

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ ଯୋଜନା (APY) ଜାରି ରଖିବା ଏବଂ ୨୦୩୦-୩୧ ପର୍ଯ୍ୟନ୍ତ ବିକାଶମୂଳକ କାର୍ଯ୍ୟକଳାପ ପାଇଁ ପାଣ୍ଠି…

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା ପ୍ରଘଟ କରିଦେବା ଭୟ ଦେଖାଇ ସମ୍ପୃକ୍ତ ବୃଦ୍ଧଙ୍କୁ ବ୍ଲାକମେଲ୍‌ କଲେ। ବ୍ଲାକ୍‌ମେଲ କରି କଟକ…

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା ଏକ ପୋଖରୀରେ ପଡ଼ିଯାଇଥିଲା। କେପି କଲେଜ ପଛରେ ଏହି ଦୁର୍ଘଟଣା ଘଟିଥିଲା। ସ୍ଥାନୀୟ ଲୋକମାନେ…

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା ୩ ମାସରେ ଶତ ପ୍ରତିଶତ ବଜେଟ୍‌ ଖର୍ଚ୍ଚ କରିବାକୁ ନିର୍ଦ୍ଦେଶ ରହିଛି। ବଜେଟ ଖର୍ଚ୍ଚ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri