Home

ଅନାଥ ଶିଶୁଙ୍କ ଥଇଥାନ ରିପୋର୍ଟ ଲୋଡିଲେ ସୁପ୍ରିମ୍‌କୋର୍ଟ, ସମସ୍ତ ରାଜ୍ୟକୁ ନୋଟିସ୍‌…

ନୂଆଦିଲ୍ଲୀ,୩୧।୧୦: କରୋନା ମହାମାରୀ ଯୋଗୁ ଅନାଥ ହୋଇଥିବା ଶିଶୁମାନଙ୍କର ଥଇଥାନ ରିପୋର୍ଟ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ଲୋଡା ଯାଇଛି। ସୁପ୍ରିମକୋର୍ଟ ରାଜ୍ୟଗୁଡିକରୁ ସ୍ଥିତି ସମ୍ପର୍କରେ ରିପୋର୍ଟ ସମସ୍ତ ରାଜ୍ୟ ସରକାର ଏବଂ କେନ୍ଦ୍ରଶାସିତ ଅଞ୍ଚଳରୁ ଲୋଡ଼ିଛନ୍ତି। ଏନେଇ ଶୀର୍ଷକୋର୍ଟଙ୍କ ପକ୍ଷରୁ ନୋଟିସ୍‌ ଜାରି…

ମନ୍ଦିର ସୁନା ତରଳାଇବା ଉପରେ ରୋକ ଲଗାଇଲେ ହାଇକୋର୍ଟ…

ଚେନ୍ନାଇ,୩୧।୧୦: ମାଡ୍ରାସ ହାଇକୋର୍ଟ ତାମିଲନାଡୁର ବିଭିନ୍ନ ମନ୍ଦିରର ସୁନା ତରଳାଇବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା ନିଷ୍ପତ୍ତିି ଉପରେ ରୋକ ଲଗାଇଛନ୍ତି। କୋର୍ଟ କହିଛନ୍ତି, କେବଳ ମନ୍ଦିରର ଟ୍ରଷ୍ଟିମାନେ ଏଭଳି ନିଷ୍ପତ୍ତି ନେଇପାରିବେ, ସରକାର ନୁହେଁ। ରାଜ୍ୟର ମୁଖ୍ୟମନ୍ତ୍ରୀ…

ଦୂରବୀକ୍ଷଣ ଯନ୍ତ୍ର ନୁହେଁ, ଚଷମା ଲଗାନ୍ତୁ ଶାହା

ଲକ୍ଷ୍ନୌ,୩୧।୧୦:ଉତ୍ତର ପ୍ରଦେଶର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରସୋରରେ ଆରମ୍ଭ ହୋଇଛି। କଂଗ୍ରେସ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରବିବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଗଡ ଗୋରଖପୁରରେ ପହଞ୍ଚି ପ୍ରତିଜ୍ଞା ରାଲିକୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ସେ ଆଦିତ୍ୟନାଥ ଏବଂ…

ବିଦେଶାଗତ ପକ୍ଷୀଙ୍କ ସୁରକ୍ଷା ପାଇଁ ପଦକ୍ଷେପ, ଭାରତ ନେତୃତ୍ୱରେ ବିଶ୍ୱସ୍ତରୀୟ ଅଭିଯାନ…

ନୂଆଦିଲ୍ଲୀ,୩୧।୧୦: ପ୍ରତ୍ୟେକ ଦେଶ ବିଦେଶାଗତ ପକ୍ଷୀମାନଙ୍କର ଆତିଥ୍ୟତା ନେଇ ଏକତ୍ରିତ ହେବେ। ବିଦେଶାଗତ ପକ୍ଷୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଭାରତ ନେତୃତ୍ୱରେ ଏକ ବିଶ୍ୱସ୍ତରୀୟ ଅଭିଯାନ ପରିଚାଳିତ ହେବାକୁ ଯାଉଛି। ହଜାର ହଜାର କିଲୋମିଟର ଉଡ଼ି ଉଡ଼ି ଗୋଟିଏ ଦେଶରୁ ଅନ୍ୟ…

ନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଛାତ୍ର

ରାଉରକେଲା,୩୧ା୧୦(ଡି.ଏନ): ନଦୀରେ ସାଙ୍ଗମାନଙ୍କ ସହ ଗାଧୋଉଥିବା ବେଳେ ଜଣେ ଅଷ୍ଟମ ଶ୍ରେଣୀର ଛାତ୍ର ପାଣିରେ ବୁଡ଼ି ନିଖୋଜ ହୋଇଛନ୍ତି। ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ନିଖୋଜ ଥିବା ଛାତ୍ର ବିବେକ ସିଂହ ରାଉରକେଲାର…

ରାସ୍ତା ନିର୍ମାଣ ନ ହେବାରୁ ଇସ୍ତଫା ଦେଲେ ବିଧାୟକ

ଲକ୍ଷ୍ନୌ,୩୧।୧୦: ସମାଜବାଦୀ ପାର୍ଟିର ବିଧାୟକ ରାକେଶ ପ୍ରତାପ ସିଂ ଆମେଠିଙ୍କ ଗୌରିଗଞ୍ଜ ଆସନରୁ ବିଧାୟକ ପଦରୁ ଇସ୍ତଫା ଘୋଷଣା କରିଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ବିଧାନସଭାର ଅଧ୍ୟକ୍ଷ ହୃଦୟ ନାରାୟଣ ଦୀକ୍ଷିତଙ୍କୁ ଦେଇଛନ୍ତି। ଏହା ସହିତ ସେ ହଜରତଗଞ୍ଜରେ ଅବସ୍ଥିତ…

ପୁଣି ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ: କରାଗଲା ଏୟାରଲିଫ୍ଟ

ଫୁଲବାଣୀ ଅଫିସ/ଦାରିଙ୍ଗବାଡ଼ି,୩୧ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଗସ୍ତରେ ଆସିଥିବାବେଳେ ପଞ୍ଚାୟତିରାଜ ତଥା ପାନୀୟଜଳ, ଆଇନମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ ହୋଇପଡ଼ିଛନ୍ତି। ସେ ଥଣ୍ଡା କାଶରେ ପୀଡ଼ିତ ହେବା ସହ କଫ ଯୋଗୁ ନିଶ୍ୱାସ ନେବାରେ କଷ୍ଟ ପାଇଥିଲେ। ଏଥିସହ ତାଙ୍କଠାରେ ରକ୍ତଚାପର ସମସ୍ୟା…

ଟି-୨୦ ବିଶ୍ୱକପ୍‌ ମଝିରେ କ୍ରିକେଟ୍‌କୁ ଅଲବିଦା କହିଲେ ସବୁଠୁ ସଫଳ ଅଧିନାୟକ

ଦୁବାଇ,୩୧।୧୦: ଆଫଗାନିସ୍ତାନ କ୍ରିକେଟର୍‌ ଅସଘର ଆଫଗାନ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ମଧ୍ୟ ଟି -୨୦ ବିଶ୍ୱକପ ୨୦୨୧ ପାଇଁ ଆଫଗାନିସ୍ତାନ ଦଳରେ ସାମିଲ ହୋଇଛନ୍ତି । ତାଙ୍କୁ ଉଭୟ ମ୍ୟାଚ ଖେଳିବାର ସୁଯୋଗ ମଧ୍ୟ ମିଳିଥିଲା। ଆଫଗାନିସ୍ତାନ…

ଓଡ଼ିଶୀ ପୋଷାକର ରୂପକାର

ଓଡ଼ିଶୀ ନୃତ୍ୟଶିଳ୍ପୀଙ୍କ ବେଶ ପରିପାଟିର ସ୍ବତନ୍ତ୍ର ପରିଚୟ ରହିଥାଏ। ତେବେ ପୋଷାକ ତିଆରିରେ ଏମିତି ଜଣେ ରୂପକାର ଯେକି ଏଥିରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି । ସେ ହେଲେ ଭାଗୀରଥି ଦାସ। ପିତା କୁଳମଣି ଦାସ। କିନ୍ତୁ ଭାଗୀରଥିଙ୍କୁ…

ଜୀବନ ଭୟରେ ଜଙ୍ଗଲ ଛାଡୁଛନ୍ତି ଆତଙ୍କବାଦୀ, ସର୍ଚ୍ଚ ଅପରେଶନ୍‌ ଜାରି …

ଶ୍ରୀନଗର,୩୧।୧୦: ଦୁଇ ସପ୍ତାହ ପରେ ରବିବାର ସକାଳେ ଜମ୍ମୁ-ରାଜୌରୀ ଜାତୀୟ ରାଜପଥକୁ ଯାତାୟତ ପାଇଁ ଖୋଲି ଦିଆଯାଇଛି। ଅପରେଶନ୍‌ ଅଲ୍‌ଆଉଟ୍‌ ଅନ୍ତର୍ଗତ ଗତ ୨୧ ଦିନ ଧରି ଜାରି ରହିଥିବା ସର୍ଚ୍ଚ ଅପରେଶନ ଯୋଗୁଁ ଏହା ବନ୍ଦ ହୋଇଯାଇଥିଲା। ଅଧିକାରୀମାନେ କହିଛନ୍ତି…

ଝୋଟ କାରିଗରି

ଓଡ଼ିଶାର ଯେଉଁସବୁ କଳାକାରିଗରି ଦେଶବିଦେଶରେ ପ୍ରସିଦ୍ଧି ଲାଭ କରିଛି ସେଥିରେ ଝୋଟର ରହିଛି ଏକ ସ୍ବତନ୍ତ୍ର ସ୍ଥାନ। ଝୋଟ ପାଇଁ ବିଶେଷକରି ଉପକୂଳ ଅଞ୍ଚଳର ବିଭିନ୍ନ ଜାଗାରେ ନଳିତା ଚାଷ କରାଯାଏ। ଯେଉଁଥିରୁ ଝୋଟ ସଂଗ୍ରହ କରାଯାଏ। ହସ୍ତଶିଳ୍ପ କାରିଗରମାନେ ଝୋଟରେ…

ପାରିବାରିକ ଉତ୍ସବରେ ଯୋଗ ଦେଇ ପାରିବେ କଏଦୀ, ହାଇକୋର୍ଟ…

ଚଣ୍ଡିଗଡ଼,୩୧।୧୦: ଦୋଷୀ ସାବ୍ୟସ୍ତ ହୋଇ ଜେଲରେ କାରାଦଣ୍ଡାଦେଶ ଭୋଗୁଥିବା କଏଦୀ ଗୁରୁତ୍ୱପୂର୍ଣ୍ଣ ପାରିବାରିକ ଉତ୍ସବରେ ଯୋଗ ଦେଇପାରିବେ। ସେମାନଙ୍କୁ ଏଥିରୁ ବଞ୍ଚିତ କରିହେବ ନାହିଁ ବୋଲି ପଞ୍ଜାବ ହରିୟାଣା ହାଇକୋର୍ଟଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରାଯାଇଛି। ପାରିବାରିକ ବିବାହ ଉତ୍ସବରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri