Home

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ିଲା

ଭୁବନେଶ୍ୱର,୩ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ଶିକ୍ଷାଦାନରେ ନିୟୋଜିତ କନିଷ୍ଠ ଶିକ୍ଷକମାନଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ, କନିଷ୍ଠ ଶିକ୍ଷକ (ଚୁକ୍ତିଭିତ୍ତିକ) ଏବଂ କନିଷ୍ଠ ଶିକ୍ଷକମାନଙ୍କ ଦରମାରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି।…

ନିଜ ପ୍ରିୟ ଖାଦ୍ୟ ଦେଖି ଏମିତି ହେଲେ କରୀନା: ପ୍ରଶଂସକ ଆଶ୍ଚର୍ଯ୍ୟ

ବଲିଉଡ ଅଭିନେତ୍ରୀ କରୀନା କପୁର ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ସେ ପ୍ରଶଂସକଙ୍କ ସହ ସର୍ବଦା ଯୋଡି ହୋଇ ରହିବାକୁ ଚେଷ୍ଟା କରନ୍ତି। ପ୍ରତିଦିନ ଫଟୋ ହେଉ କି ଭିଡିଓ ପ୍ରଶଂସକଙ୍କ ସହ ଶେୟାର କରନ୍ତି। ନିକଟରେ କରୀନା ଏପରି ଏକ…

ଏଲ୍‌ଓସିରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର-ନିଶାଦ୍ରବ୍ୟ ଜବତ…

ଶ୍ରୀନଗର, ୩।୧ : ଏଲ୍‌ଓସିରେ ପାକିସ୍ତାନ ପଟୁ ଲଗାତାର ଉତ୍ତେଜନା ସୃଷ୍ଟି ଜାରି ରହିଛି। ଜମ୍ମୁ-କଶ୍ମୀରର ସାମ୍ବା ଜିଲା ଅନ୍ତର୍ଗତ ଅନ୍ତର୍ଜାତୀୟ ସୀମା ନିକଟରେ ପାଟ୍ରୋଲିଂ ବେଳେ ବିଏସଏଫ ଯବାନମାନେ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଛନ୍ତି। ଏସବୁ ଏକ ବୁଦା…

ନିର୍ବାଚନ ପୂର୍ବରୁ ପ୍ରତିଶ୍ରୁତି ବର୍ଷା,ପ୍ରତି ମହିଳାଙ୍କୁ ମାସକୁ ୨ ହଜାର ଟଙ୍କା, ବର୍ଷରେ ୮ ସିଲିଣ୍ଡର ଦେବାକୁ ଘୋଷଣା…

ନୂଆଦିଲ୍ଲୀ, ୩।୧ : ଆଗକୁ ପଞ୍ଜାବ ବିଧାନସଭା ନିର୍ବାଚନ। ଏନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଭୋଟରଙ୍କୁ ଆକର୍ଷିତ କରିବା ଲାଗି ନା ନା ପ୍ରକାର ପ୍ରତିଶ୍ରୁତି ପ୍ରଦାନ ଜାରି ରହିଛି। ରାଜ୍ୟରେ ନିର୍ବାଚନ ପୂର୍ବରୁ ପ୍ରତିଶ୍ରୁତି ବର୍ଷା ହେବାରେ ଲାଗିଛି।…

ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି: ଆଉ ଶୁଣିବାକୁ ମିଳିବନି ମାଇଁ ଲଡ୍‌ ଉଚ୍ଚାରଣ

କଟକ ଅଫିସ,୩ା୧: ଏଣିକି ଆଉ କୋର୍ଟରେ ଶୁଣିବାକୁ ମିଳିବନି ମାଇଁ ଲର୍ଡ ଉଚ୍ଚାରଣ। ମାଇଁ ଲର୍ଡ ବଦଳରେ ଶୁଣିବାକୁ ମିଳିବ ସାର୍‌। ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଏପରି ଐତିହାସିକ ନିଷ୍ପତ୍ତି ନେଇଛନ୍ତି। କୋର୍ଟ ରୁମ୍‌ରେ ଆଉ ମାଇଁ ଲଡ୍‌ ସମ୍ବୋଧନ…

୨୪ ଘଣ୍ଟାରେ ୨୦୦୦ ବିମାନ ବାତିଲ

ଓ୍ବାଶିଂଟନ,୩ା୧: କରୋନା ସଂକ୍ରମଣ ସମଗ୍ର ବିଶ୍ୱରେ କାୟା ବିସ୍ତାର କରି ଚାଲିଛି। କରୋନା ବୃଦ୍ଧି ହେତୁ ଗତ ୨୪ ଘଣ୍ଟା ମଧ୍ୟରେ ଆମେରିକାରେ ପ୍ରାୟ ୨ ହଜାର ବିମାନ ବାତିଲ କରାଯାଇଛି। ଏକ ରିପୋର୍ଟ ଅନୁଯାୟୀ, ରବିବାର ସକାଳେ ଆମେରିକାର ଭିତରକୁ…

କଫ ସମସ୍ୟାର ଘରୋଇ ଉପଚାର

କଫଜନିତ ସମସ୍ୟା ଦେଖାଦେଲେ ଅବହେଳା କରନ୍ତୁ ନାହିଁ। କାରଣ ପରବର୍ତ୍ତୀ ସମୟରେ ଏହା ଜଟିଳ ଆକାର ଧାରଣ କରିଥାଏ। ଏପରି କି ସେହି ସମୟରେ ହସ୍ପିଟାଲରେ ଆଡ୍‌ମିଶନ ହୋଇ ଏଥିପାଇଁ ଚିକିତ୍ସିତ ହେବାକୁ ପଡିଥାଏ। ତେବେ ଏଥିରୁ କେତେକାଂଶରେ ଉପଶମ ପାଇବା…

ଆଣ୍ଟିବାୟୋଟିକ୍‌ ଖାଉଥିଲେ…

କେତେକ ରୋଗର ଚିକିତ୍ସା ସମୟରେ ଡାକ୍ତର ମେଡିସିନ୍‌ ସହ ଆଣ୍ଟିବାୟୋଟିକ ଖାଇବାକୁ ପରାମର୍ଶ ଦିଅନ୍ତି। କିନ୍ତୁ ଅଳ୍ପ କେତେଜଣ ବ୍ୟକ୍ତି ସାମାନ୍ୟ ଦେହ ଖରାପ ହେଲେ ଆଣ୍ଟିବାୟୋଟିକ ଖାଇବାକୁ ପସନ୍ଦ କରିଥାଅନ୍ତି। ହେଲେ ଏହି ସମୟରେ ଡାକ୍ତରଙ୍କ ସହ ପରାମର୍ଶ କରିବା…

ଜେମ୍‌ସ ଓ୍ବେବ୍‌ ମହାକାଶ ଦୂରବୀକ୍ଷଣ ଯନ୍ତ୍ର

ବିଶ୍ୱ ହେଉଛି ଅନନ୍ତ ଓ ଅସୀମ। କୋଟି କୋଟି ନକ୍ଷତ୍ର ଓ ଗାଲାକ୍ସିକୁ ନେଇ ଏହା ଗଠିତ। ଆମେ କେବଳ ଏହାର କିୟଦଂଶକୁ ଦେଖିପାରିଛେ। ବିଶ୍ୱର ବିଭିନ୍ନ ବସ୍ତୁପିଣ୍ଡର ଅଧ୍ୟୟନ ପାଇଁ ମହାକାଶକୁ କେତେଗୁଡ଼ିଏ କୃତି୍ରିମ ଉପଗ୍ରହ ଓ ମହାକାଶଯାନ ପଠାଯାଇ…

ଭାରତକୁ ବଡ଼ ଝଟ୍‌କା

ଜୋହାନ୍ସବର୍ଗ,୨।୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ ପୂର୍ବରୁ ଭାରତକୁ ଏକ ବଡ଼ ଝଟ୍‌କା ଲାଗିଛି। ଆହତ ଯୋଗୁ ଏହି ମ୍ୟାଚ୍‌ ଅଧିନାୟକ ବିରାଟ କୋହଲି ଖେଳିବେ ନାହିଁ ବୋଲି ଜଣାପଡିଛି। ତାଙ୍କ ସ୍ଥାନରେ…

୭୩ ବର୍ଷ ହେବ ଭାଙ୍ଗିନି କ୍ରିକେଟ୍‌ର ଏହି ରେକର୍ଡ

କ୍ରିକେଟରେ ଶତକ ମାରିବା ପ୍ରତ୍ୟେକ କ୍ରିକେଟର୍‌ଙ୍କ ସ୍ବପ୍ନ ଥାଏ। ତେବେ ଟେଷ୍ଟରେ ଲଗାତର ୫ ଇନିଂସରେ ୫ଟି ଶତକ ହାସଲ କରିବା ନିହାତି ଏକ ଗୁରୁତ୍ୱପୂର୍ଣ୍ଣ କଥା। ଏମିତି ଏକ କାରନାମା କରିଥିଲେ ଓ୍ବେଷ୍ଟଇଣ୍ଡିଜ୍‌ର ମହାନ କ୍ରିକେଟର୍‌ ଏଭଟର୍ନ ଓ୍ବିକ୍ସ। ୧୯୪୯…

ଲଖିମପୁର କାଣ୍ଡ, ୫୦୦୦ ପୃଷ୍ଠାର ଚାର୍ଜସିଟ୍‌ ଦାଖଲ, ମୁଖ୍ୟ ଅଭିଯୁକ୍ତ ମନ୍ତ୍ରୀଙ୍କୁ ପୁଅ…

ନୂଆଦିଲ୍ଲୀ, ୩।୧ : ଲଖିମପୁର ଖେରି କାଣ୍ଡ ନେଇ ଏସ୍‌ଆଇଟି ପକ୍ଷରୁ ୫୦୦୦ ପୃଷ୍ଠାର ଏକ ଚାର୍ଜସିଟ୍‌ ଦାଖଲ କରାଯାଇଛି। ଚାର୍ଜସିଟ୍‌ରେ ମୁଖ୍ୟ ଅଭିଯୁକ୍ତ ଭାବେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କ ନାମ ଉଲ୍ଲେଖ କରାଯାଇଛି। ଏସ୍‌ଆଇଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri