Home

ଜର୍ମାନୀ ସହ ଆଲୋଚନା ପରେ ପଛକୁ ହଟିଲେ ରୁଷିଆ ସୈନ୍ୟ…

ମସ୍କୋ, ୧୫।୨ : ଜର୍ମାନୀ ସହିତ ଆଲୋଚନା ପରେ ୟୁକ୍ରେନ୍‌କୁ ଘେରି ରହିଥିବା ରୁଷିଆ ସୈନ୍ୟ ପଛକୁ ହଟିବା ଆରମ୍ଭ କରିଛନ୍ତି। ଗଣମାଧ୍ୟମ ସଂସ୍ଥା ଏଏଫ୍‌ପି ପକ୍ଷରୁ କୁହାଯାଇଛି ଯେ, ରୁଷିଆ ସୈନ୍ୟ ଏବେ ସୀମାରୁ ହଟିବା ଆରମ୍ଭ କରିଛନ୍ତି। ପଶ୍ଚିମ…

ଭାଲେଣ୍ଟାଇନ୍ସ ଡେ’ରେ ସ୍ବାମୀଙ୍କୁ ଲିଭର ଉପହାର ଦେଲେ ପତ୍ନୀ

ଥିରୁଭାନନ୍ତପୁରମ,୧୫।୨: ପ୍ରେମର ପ୍ରତୀକ ଭାବେ ଭାଲେଣ୍ଟାଇନ୍ସ ଡେ’କୁ ଜଣାଯାଏ। ପ୍ରେମୀଯୁଗଳମାନେ ଏହି ଦିନକୁ ବେଶ୍‌ ଉଲ୍ଲାସ ସହ ପାଳନ କରିବା ସହ ନିଜର ମନର ଭାବନାକୁ ପରିପ୍ରକାଶ କରିଥାନ୍ତି। କିଏ ଗିଫ୍ଟ ତ ଆଉ କିଏ ଫୁଲ ଦେଇ ନିଜର ପ୍ରେମର…

ୟୁକ୍ରେନ୍‌କୁ ୧୦ ପଟୁ ଘେରିଲେ ରୁଷିଆ ସୈନ୍ୟ…

ମସ୍କୋ/କାଇଭ୍‌, ୧୫।୨ : ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି। ରୁଷିଆ ୟୁକ୍ରେନ ସୀମାରେ ପ୍ରାୟ ଲକ୍ଷେ ୩୦ ହଜାର ଲକ୍ଷ ସୈନ୍ୟ ମୁତୟନ କରିଛି। ସୈନ୍ୟମାନେ ପୂର୍ବ ଏବଂ ଦକ୍ଷିଣ ସୀମାରେ ୟୁକ୍ରେନକୁ ୧୦ ପଟୁ ଘେରି…

ଦାଉଦ୍‌ଙ୍କ ଭଉଣୀଙ୍କ ଘରେ ଇଡ଼ି ଚଢ଼ାଉ, ରାଜନୈତିକ ଲିଙ୍କର ଖିଅ ଖୋଜା ଜାରି..

ମୁମ୍ବାଇ, ୧୫।୨ : ଅଣ୍ଡରୱାଲର୍‌ଡ କାର୍ଯ୍ୟକଳାପ, ବେଆଇନ ସମ୍ପତ୍ତି କ୍ରୟ ବିକ୍ରୟ ତଥା ହାୱାଲା କାରବାର ସହ ଜଡିତ ମନି ଲଣ୍ଡରିଂ ମାମଲାର ଯାଞ୍ଚ ଅନ୍ତର୍ଗତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ମୁମ୍ବାଇର ୯ ଟି ଏବଂ ଠାଣେର ଗୋଟିଏ ସ୍ଥାନରେ…

କଂଗ୍ରେସକୁ ବଡ଼ ଝଟ୍‌କା: ୪୬ ବର୍ଷ ପରେ ଦଳର ହାତ ଛାଡ଼ିଲେ ଅଶ୍ୱିନୀ କୁମାର

ଚଣ୍ଡିଗଡ଼,୧୫।୨: ପଞ୍ଜାବ ବିଧାନସଭା ନିର୍ବାଚନ ମଧ୍ୟରେ କଂଗ୍ରେସ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଅଶ୍ୱିନୀ କୁମାର ୪୬ବର୍ଷ ପରେ ଦଳରୁ ଇସ୍ତଫା ଦେଇ ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ଅନ୍ୟପଟେ ଇସ୍ତଫା…

ନିର୍ବାଚନ ସମୟରେ ଗୋଖାଦ୍ୟ ଦୁର୍ନୀତି ଫଇସଲା: ୭୫ ଦୋଷୀ, ୬ ଫେରାର୍‌ …

ପାଟନା, ୧୫।୨ : ବିଧାନସଭା ନିର୍ବାଚନ ସମୟରେ ପୁଣି ବିହାରରେ ଗୋଖାଦ୍ୟ ଦୁର୍ନୀତିକୁ ନେଇ ରାଜନୈତିକ ସ୍ଥିତି ସରଗରମ ହୋଇଉଠିଛି। ୫ ରାଜ୍ୟର ବିଧାନସଭାରୁ ଫାଇଦା ନେବା ପାଇଁ କେନ୍ଦ୍ର ସରକାର ଏଭଳି କରୁଥିବା ବିରୋଧୀ ଅଭିଯୋଗ କରିଛନ୍ତି। ୨୬ ବର୍ଷ…

ଅଏଲି ସ୍କିନ୍‌ କେୟାର

ଅଏଲି ସ୍କିନ୍‌ ହୋଇଥିଲେ ସାଧାରଣତଃ ଅଧିକ ଯତ୍ନ ନେବାକୁ ହୋଇଥାଏ। ଆଉ ଏଥିପାଇଁ ରାସାୟନିକ ସାମଗ୍ରୀ ବଦଳରେ ଘରୋଇ ଉପାୟ ଆପଣେଇବା ଅଧିକ ଫଳପ୍ରଦ… ସାଧାରଣତଃ ତୈଳୀୟ ତ୍ୱଚାରେ ବ୍ରଣ, ଦାଗ ଆଦି ବିଭିନ୍ନ ସମସ୍ୟା ଦେଖାଯାଇଥାଏ। ଏହି ସମସ୍ୟାରୁ ସହଜରେ…

ନ କହିଲେ ଭଲ

ପାଖରେ ଶୁଏ, କାନରେ କୁହେ, ତା କଥା କି ଅନ୍ୟଥା ହୁଏ। ଏକଥା ଠିକ୍‌, କିନ୍ତୁ ଏମିତି ଅନେକ କଥା ଅଛି ଯାହା କହିବା ଉଚିତ୍‌ ନୁହେଁ। କାରଣ ଏହି କାନକୁହା କଥା ବି ବେଳେବେଳେ ବୁମେରାଂ ହୋଇପାରେ। ସୁଖୀ ଓ…

ଯୁଦ୍ଧ ପାଇଁ ରୁଷିଆ ପ୍ରସ୍ତୁତ: ସ୍ୟାଟେଲାଇଟ୍‌ରୁ ଆସିଲା ଫଟୋ

କ୍ୱିଭ୍‌,୧୫।୨: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧ ଘନେଇବାରେ ଲାଗିଛି। ୟୁକ୍ରେନକୁ ଆକ୍ରମଣ ପାଇଁ ରୁଷିଆ ଏକପ୍ରକାର ପ୍ରସ୍ତୁତି ଶେଷ କରିଛି। ଗତ ୪୮ ଘଣ୍ଟା ମଧ୍ୟରେ ୟୁକ୍ରେନ ସୀମାରେ ଅତ୍ୟଧିକ ସୈନ୍ୟ ମୁତୟନ କରିଛି ରୁଷିଆ। ସ୍ୟାଟେଲାଇଟ୍‌ରୁ ଏହାର ଫଟୋ…

ଡେଞ୍ଜର ଲୁକ୍‌ରେ ଅକ୍ଷୟ କୁମାର

ମୁମ୍ବାଇ: ବଲିଉଡ୍‌ର ଆକ୍ସନ ମାଷ୍ଟର ଅକ୍ଷୟ କୁମାର ଗୋଟିଏ ପରେ ଗୋଟିଏ ନିଜ ଫିଲ୍ମର ଲୁକ୍‌ ଶେୟାର କରିବା ସହ ରିଲିଜ୍‌ ଡେଟ୍‌ ମଧ୍ୟ ଘୋଷଣା କରିଛନ୍ତି। କିଛି ଦିନ ପୂର୍ବରୁ ଅକ୍ଷୟ କୁମାର ଫିଲ୍ମ ପୃଥ୍ବୀରାଜର ରିଲିଜ ଡେଟ୍‌ ଘୋଷଣା…

କଂଗ୍ରେସକୁ ପୁଣି ଝଟ୍‌କା, ଦଳ ଛାଡିଲେ ବରିଷ୍ଠ ନେତା

ନୂଆଦିଲ୍ଲୀ,୧୫।୨: କଂଗ୍ରେସକୁ ପୁଣି ଏକ ବଡ ଝଟ୍‌କା ଲାଗିଛି। ଦଳର ବରିଷ୍ଠ ନେତା ତଥା ପୂର୍ବତନ ଆଇନମନ୍ତ୍ରୀ ଅଶ୍ୱିନୀ କୁମାର ଦଳରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କ ନିକଟକୁ ପଠାଇଛନ୍ତି। ସେ ଦଳ…

ଭାରତୀୟ ରୀତିନୀତିରେ ବିବାହ କରିବେ ଅଷ୍ଟ୍ରେଲୀୟ କ୍ରିକେଟର୍‌

ନୂଆଦିଲ୍ଲୀ,୧୫।୨:ଅଷ୍ଟ୍ରେଲୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ଖୁବ ଶୀଘ୍ର ହାତକୁ ଦି’ ହାତ ହେବାକୁ ଯାଉଛନ୍ତି। ସେ ଭାରତୀୟ ଯୁବତୀ ଭିନି ରମଣଙ୍କୁ ବିବାହ କରିବାକୁ ଯାଉଛନ୍ତି। ତାମିଲରେ ଲେଖାଯାଇଥିବା ମ୍ୟାକ୍ସୱେଲଙ୍କ ବିବାହ କାର୍ଡ ସୋସିଆଲ ମିଡିଆରେ ଭାଇରାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?