Home

ଦେବୀଙ୍କ ଦର୍ଶନ କରିବାକୁ ଦେଲେ ନାହିଁ: ମୋଦି

ଚଣ୍ଡିଗଡ଼,୧୪।୨: ପଞ୍ଜାବ ରାଜନୀତି ଏବେ ସରଗରମ ରହିଛି। ନିର୍ବାଚନୀ ଯୁଦ୍ଧ ପାଇଁ ସମସ୍ତ ଦଳ ନିଜ ନିଜର ବଳ ଲଗାଇ ଦେଇଛନ୍ତି। ଶିଖ୍‌ ସଂଖ୍ୟାଲଘୁ ରାଜ୍ୟରେ ଶିରୋମଣି ଅକାଳୀ ଦଳ ସହ ମେଣ୍ଟ ନ କରି ପ୍ରଥମ ଥର ଭାରତୀୟ ଜନତା…

ମୁଖ୍ୟମନ୍ତ୍ରୀ, ତାଙ୍କ ପତ୍ନୀଙ୍କ ବିରୋଧରେ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ

ଡେରାଡୁନ,୧୪।୨: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନର ସମସ୍ତ ୭୦ଟି ଆସନ ପାଇଁ ସୋମବାର ମତଦାନ ଜାରି ରହିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଓ ତାଙ୍କ ପତ୍ନୀ ଗୀତାଙ୍କ ବିରୋଧରେ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ଧାମି ଓ…

ସଚିନଙ୍କ ପୁଅ ଆଇପିଏଲ୍‌ରେ ବିକ୍ରି ହେବା ପରେ ଝିଅ କହିଲେ…

ମୁମ୍ବାଇ,୧୪।୨:ଇଣ୍ଡିଆନ ପ୍ରିମିୟର ଲିଗର ୧୫ତମ ସଂସ୍କରଣ ପାଇଁ ଖେଳାଳିଙ୍କ ନିଲାମ ଶେଷ ହୋଇଛି। ବେଙ୍ଗାଲୁରୁରେ ଆୟୋଜିତ ଦୁଇ ଦିନିଆ ନିଲାମରେ ମୋଟ ୨୦୪ ଖେଳାଳି ବିକ୍ରି ହୋଇଥିଲେ। ସେଥିମଧ୍ୟରୁ ୬୭ ଜଣ ବିଦେଶୀ ଥିଲେ। ପ୍ରସିଦ୍ଧ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ପୁଅ…

ଭାଲେଟାଇନ୍ସ ଡେ’ରେ ପ୍ରେମିକାଙ୍କ ସହ ରୋମାଣ୍ଟିକ ହେଲେ ରାହୁଲ

ଆଜି ଭାଲେଣ୍ଟାଇନ୍ସ ଡେ’ ଅର୍ଥାତ୍‌ ପ୍ରେମ ଦିବସ। ଏହି ଦିନ ପ୍ରେମିକା-ପ୍ରେମିକାମାନେ ପରସ୍ପର ପ୍ରତି ଥିବା ପ୍ରେମ ପ୍ରକାଶ କରିଥାନ୍ତି। ଭାରତୀୟ କ୍ରିକେଟର୍‌ କେ.ଏଲ ରାହୁଲ ଭାଲେଣ୍ଟାଇନ୍ସ ଡେ ଅବସରରେ ସୋସିଆଲ ମିଡିଆରେ ନିଜର ଗର୍ଲଫ୍ରେଣ୍ଡ ତଥା ବଲିଉଡ ଅଭିନେତ୍ରୀ ଆଥିଆ…

ସର୍ଜିକାଲ ଷ୍ଟ୍ରାଇକର ପ୍ରମାଣ ଦିଅନ୍ତୁ ମୋଦି ସରକାର:କେସିଆର୍‌

ହାଇଦ୍ରାବାଦ୍‌,୧୪।୨: ପାକିସ୍ତାନ ଅଧିକୃତ କାଶ୍ମୀର (ପିଓକେ) ରେ ହୋଇଥିବା ସର୍ଜିକାଲ ଷ୍ଟ୍ରାଇକ ଉପରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ ସରକାରଙ୍କୁ ନିକଟରେ ସର୍ଜିକାଲ ଷ୍ଟ୍ରାଇକର ପ୍ରମାଣ ମାଗିଛନ୍ତି। ଚନ୍ଦ୍ରଶେଖର ରାଓ କହିଛନ୍ତି, ଆଜି…

ହିଜାବ ମାଧ୍ୟମରେ ସମାନ ନାଗରିକ ସଂହିତା, ରାଜନୈତିକ ମହଲରେ ଚର୍ଚ୍ଚା…

ନୂଆଦିଲ୍ଲୀ,୧୪ା୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ପ୍ରତିଶ୍ରୁତି ଦେଇଛନ୍ତି ଯେ ଯଦି ରାଜ୍ୟରେ ପୁନର୍ବାର ଭାଜପା କ୍ଷମତାକୁ ଆସେ ତେବେ କର୍ନାଟକର ହିଜାବକୁ ନେଇ ବିବାଦ ମଧ୍ୟରେ ସମାନ ନାଗରିକ ସଂହିତା (ୟୁନିଫର୍ମ ସିଭିଲ କୋଡ) କାର୍ଯ୍ୟକାରୀ ହେବ। ସମାନ…

ତୃଣମୂଳସ୍ତରରେ ନ୍ୟାୟିକ ସୁବିଧା ଉପଲବ୍ଧ କରାଇବା ଅପରିହାର୍ଯ୍ୟ…

ଚେନ୍ନାଇ,୧୪ା୨: ସମାଜର ତୃଣମୂଳସ୍ତରରେ ନ୍ୟାୟିକ ବ୍ୟବସ୍ଥା ଉପଲବ୍ଧ କରାଇବା ଅପରିହାର୍ଯ୍ୟ। ଏହା ଦ୍ୱାରା ସାଧାରଣ ବ୍ୟକ୍ତି ଉପକୃତ ହେବା ସହିତ ନ୍ୟାୟପାଳିକାର ଲକ୍ଷ୍ୟ ପୂରଣ ହୋଇପାରିଥାଏ। ମାଡ୍ରାସ୍‌ ହାଇକୋର୍ଟର ୩୨ ତମ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରି ବିଚାରପତି…

ସ୍ବାମୀ ବେକାର ଥିଲେ ବି ସ୍ତ୍ରୀଙ୍କର ଦାୟିତ୍ୱ ବହନ କରିବାରୁ ମୁକ୍ତି ପାଇବେ ନାହିଁ, କୋର୍ଟଙ୍କ ରାୟ…

ନୂଆଦିଲ୍ଲୀ,୧୪ା୨: ରୋଜଗାର କରୁ ନ ଥିବା ବେକାର ସ୍ବାମୀଙ୍କୁ ଦାୟିତ୍ୱରୁ ମୁକ୍ତ କରାଯାଇ ପାରିବ ନାହିଁ। ସେ ନିଜେ ବେକାର ଥିଲେ ବି ସ୍ତ୍ରୀଙ୍କର ଦାୟିତ୍ୱ ବହନ କରିବାରୁ ମୁକ୍ତି ପାଇବେ ନାହିଁ ବୋଲି ଦିଲ୍ଲୀର ତିସ୍‌ ହଜାରୀ କୋର୍ଟ ପକ୍ଷରୁ…

ସୋଲାର ହିଟରକୁ ମିଳିବ ମାନ୍ୟତା

ଢେଙ୍କାନାଳ ଅଫିସ୍‌,୧୪।୨: ସୌରଶକ୍ତିରେ କାର୍ଯ୍ୟକ୍ଷମ ହେବ ହିଟର। ପାରମ୍ପରିକ ବୈଦ୍ୟୁତିକ ହିଟର ଭଳି ଏହାକୁ ମଧ୍ୟ ଦୈନନ୍ଦିନ ରୋଷେଇ କାର୍ଯ୍ୟରେ ବ୍ୟବହାର କରାଯାଇପାରିବ। ହେଲେ ଏଥିଲାଗି ଉପଭୋକ୍ତାଙ୍କୁ ବୋହିବାକୁ ପଡ଼ିବନି ବିଦ୍ୟୁତ୍‌ ବିଲ୍‌ ବୋଝ କି ମାସକୁ ମାସ ଦେବାକୁ ପଡ଼ିବନି…

ଶପଥ ନେଲେ ହାଇକୋର୍ଟର ୩ ବିଚାରପତି

କଟକ ଅଫିସ,୧୪ା୨: ଓଡ଼ିଶା ହାଇକୋର୍ଟରେ ନବ ନିଯୁକ୍ତ ୩ ବିଚାରପତି ସୋମବାର ଶପଥ ଗ୍ରହଣ କରିଛନ୍ତି । ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧରନ ତିନି ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି। ଶପଥ ନେଇଥିବା ବିଚାରପତିମାନେ ହେଲେ ଜଷ୍ଟିସ ଭି. ନରସିଂହ, ଜଷ୍ଟିସ…

ଭାଲେଣ୍ଟାଇନ୍ସ୍‌ ଡେ’କୁ ରାସ୍ତା ମଝିରେ ଫାଶୀ…

ଆଗ୍ରା,୧୪ା୨: ସୋମବାର ଭାଲେଣ୍ଟାଇନ୍ସ୍‌ ଡେ’କୁ ରାସ୍ତା ମଝିରେ ଫାଶୀ ଦିଆଯାଇଛି। ଉତ୍ତରପ୍ରଦେଶ ଆଗ୍ରାରେ କେତେକ ପ୍ରଦର୍ଶନକାରୀ ଭାଲେଣ୍ଟାଇନ୍ସ୍‌ ଡେ’ର କୁଶ ପୁତ୍ତଳିକାକୁ ଏଭଳି ଦଣ୍ଡ ଦେଇଛନ୍ତି। ଏବେ ଏହାର ଫଟୋ ଏବଂ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। କେତେକ…

ଯୋଡ଼ାରେ ରାଜନୈତିକ ହିଂସା, ୩ ଆହତ

କେନ୍ଦୁଝର,୧୪ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡ଼ାରେ ନିର୍ବାଚନୀ ହିଂସାକାଣ୍ଡ ଘଟି ୩ ଜଣ ଆହତ ହୋଇଥିବା ବେଳେ ସେମାନଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ରାଜନୈତିକ ବିବାଦକୁ ନେଇ ପୂର୍ବତନ ବିଧାୟକ ସନାତନ ମହାକୁଡ଼ ଓ ବର୍ତ୍ତମାନର ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?