Home

କରୋନାକୁ ଡରି ବିମାନବନ୍ଦରରେ ୩ ମାସ ରହିଥିଲେ ଏହି ଭାରତୀୟ

ଓ୍ବାଶିଂଟନ,୨୮ା୧୦: କରୋନା ଭୟରେ ଭାରତକୁ ଫେରିବା ପରିବର୍ତ୍ତେ ଚିକାଗୋର ଓହେର ଅନ୍ତର୍ଜାତୀୟ ବିମାନବନ୍ଦରରେ ୩ ମାସ ରହିଥିବା ଜଣେ ଭାରତୀୟଙ୍କୁ ଆମେରିକାର ଅଦାଲତ ଅନଧିକୃତ ପ୍ରବେଶ ଦ୍ୱାରା ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ଏହି ଘଟଣା ୨୦୦୪ରେ ରିଲିଜ୍‌ ହୋଇଥିବା ଫିଲ୍ମ ‘ଦି…

କ’ଣ ଏହି ଦୁଇ ଘଟଣାକୁ ନେଇ ଆଜି ବି ଅବିବାହିତ ସଲମାନ? ନିଜେ କହିଥିଲେ …

ବମ୍ବେ: କାହିଁକି ଅବିବାହିତ ଅଛନ୍ତି ବଲିଉଡ୍‌ର ଦବଙ୍ଗ ଖାନ୍‌ ସଲମାନ। କେବେ ହାତକୁ ଦୁଇହାତ ହେବେ ସେ? ଅନେକ ଥର ଏହି ପ୍ରଶ୍ନ ଉଠିଥିଲେ ହେଁ ଉତ୍ତର କାହାକୁ ମିଳେନା। ପ୍ରକୃତ କଥା ଦେଖିଲେ ଦୁଇଟି କଥା ଲାଗି ଏଯାଏ ବିବାହ…

ସୋସିଆଲ ମିଡିଆର ଦାନବ ହେଉଛି ‘ଫେସବୁକ୍‌’ ! ପ୍ରତି ଘଣ୍ଟାରେ ୧୦୦ କୋଟି ବ୍ୟବସାୟ କରୁଛନ୍ତି ଜୁକରବର୍ଗ

ନୂଆଦିଲ୍ଲୀ,୨୮।୧୦: ସୋସିଆଲ ମିଡିଆ ପ୍ଲାଟଫର୍ମରେ ‘ଫେସବୁକ୍‌’ର ଲୋକପ୍ରିୟତା ଅଧିକ। ସାରା ବିଶ୍ୱରେ ଏହାର ବ୍ୟବହାରକାରୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଜଣେ ଅନ୍ୟଜଣେ ପରିଚିତଙ୍କ ସହ ଯୋଡ଼ି ହେବାକୁ ଆରମ୍ଭ ହୋଇଥିବା ଏହି ପ୍ଲାଟଫର୍ମ ଆଜିର ସମୟରେ ବ୍ୟବସାୟରେ…

ମମିତାଙ୍କ ପରିବାରକୁ ଭେଟିଲା ଜାତୀୟ କଂଗ୍ରେସ ଟିମ୍‌

ବଲାଙ୍ଗୀର ଅଫିସ,୨୮ା୧୦: ମମିତା ମେହେରଙ୍କ ପରିବାରବର୍ଗଙ୍କୁ ଗୁରୁବାର ଜାତୀୟ କଂଗ୍ରେସର ଉଚ୍ଚସ୍ତରୀୟ ଟିମ୍‌ ବଲାଙ୍ଗୀର ଜିଲାର ଝରଣୀ ଗାଁକୁ ଯାଇ ଭେଟିଛନ୍ତି । ଏହି ଟିମ୍‌ରେ ଜାତୀୟ କଂଗ୍ରେସ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ରଣଦୀପ ସିଂ ସୂର୍ଯ୍ୟବାଲା, ଓଡ଼ିଶା ପ୍ରଭାରୀ ଏ.…

ଗାଈ ଚରାଇବାକୁ ଯାଇ ୫ ଦିନ ହେଲା ଯୁବକ ନିଖୋଜ: ଏସ୍‌ପି ଅଫିସ ଘେରିଲେ ଗ୍ରାମବାସୀ

ଖୋର୍ଦ୍ଧା ଅଫିସ,୨୮ା୧୦: ଖୋର୍ଦ୍ଧା ଟାଉନ୍‌ ଥାନା କୁମ୍ବିଲୋ ଗ୍ରାମର ସନ୍ତୋଷ ବେହେରା(୨୨) ଗତ ୫ଦିନ ହେଲା ନିଖୋଜ ଅଛନ୍ତି। ଅଭିଯୋଗ ସତ୍ତ୍ବେ ଚୁପ୍‌ ବସିଛି ପୋଲିସ। ଏହାର ପ୍ରତିବାଦରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ନେତୃତ୍ୱରେ ଶତାଧିକ ଗ୍ରାମବାସୀ ଗୁରୁବାର…

ଆର୍ୟନଙ୍କୁ ମିଳିଲା ଜାମିନ

ମୁମ୍ବାଇ,୨୮।୧୦: ଅଭିନେତା ଶାହରୁଖ ଖାନଙ୍କ ପୁଅ ଆର୍ୟ୍ୟନଙ୍କୁ କ୍ରୁଜ୍‌ ଡ୍ରଗ୍ସ ମାମଲାରେ ଶେଷରେ ଜାମିନ ମିଳିଛି। ଗୁରୁବାର ବମ୍ବେ ହାଇକୋର୍ଟ ଲଗାତର ୩ ଦିନ ଶୁଣାଣି ପରେ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଏହାସହ ଆର୍ୟନଙ୍କ ଦୁଇ ସାଙ୍ଗ ଅରବାଜ ମର୍ଚ୍ଚାଣ୍ଟ…

ମହଙ୍ଗା ମାଡ: ଚା’ ପତି କିଲୋ ୫୧୦୦, ସାମ୍ପୁ ବୋତଲ ୧୪୦୦୦ ଟଙ୍କା

ପ୍ୟୋଙ୍ଗୟାଙ୍ଗ,୨୮।୧୦: ଗତ କିଛି ବର୍ଷ ଧରି ଉତ୍ତର କୋରିଆରେ ଖାଦ୍ୟ ସଙ୍କଟ ଦେଖାଦେଇଛି। କିନ୍ତୁ ଏହି ସମୟରେ ଉତ୍ତର କୋରିଆର ଅବସ୍ଥା ଅତ୍ୟନ୍ତ ଖରାପ ହୋଇଯାଇଛି। ଏକ ରିପୋର୍ଟ ଅନୁଯାୟୀ, ଦେଶରେ ମାତ୍ର ୨ ମାସ ଖାଦ୍ୟ ବାକି ଅଛି। ପରିସ୍ଥିତି…

ମମିତା ହତ୍ୟା ମାମଲା: ଭାଜପା କର୍ମୀ-ପୋଲିସ ଧସ୍ତାଧସ୍ତି

ଛତ୍ରପୁର,୨୮ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ ଭାଜପା ସାଙ୍ଗଠନିକ ଘୁମୁସର ଜିଲା ଯୁବମୋର୍ଚ୍ଚା ପକ୍ଷରୁ ବିଶାଳ ରାଲି କରାଯାଇଛି। ମମିତା ପରିବାରକୁ ନ୍ୟାୟ ଦାବିରେ ଗଞ୍ଜାମ ଏସ୍‌ପିଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ପୋଲିସ କର୍ମଚାରୀ ଓ ଭାଜପା ନେତା ଓ କର୍ମୀଙ୍କ ମଧ୍ୟରେ…

ନୀରଜଙ୍କ ହୃଦୟ ଜିତିଲେ ଏହି କୁନି ବାଳିକା; ଏପରି କଥା କହିଲେ ଯେ…

ନୂଆଦିଲ୍ଲୀ,୨୮।୧୦: ଟୋକିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପରଠାରୁ ଚର୍ଚ୍ଚାରେ ଆଥ୍‌ଲେଟ ନୀରଜ ଚୋପ୍ରା। ପ୍ରାୟତଃ ତାଙ୍କର ଫଟୋ ଭାଇରାଲ ହେଉଥିବା ବେଳେ ଏବେ ଏକ ଭିଡିଓ ସମସ୍ତଙ୍କ ହୃଦୟ ଜିତୁଛି। ଭିଡିଓରେ ନୀରଜ ଜଣେ ବାଳିକା ସହ କଥା ହେଉଛନ୍ତି।…

ଉତ୍ସବ ପାଳନ ପାଇଁ ଲୋକଙ୍କ ଜୀବନ ସହିତ ଖେଳି ହେବ ନାହିଁ…

ନୂଆଦିଲ୍ଲୀ,୨୮।୧୦: ଦୀପାବଳିରେ ରାଜଧାନୀ ଦିଲ୍ଲୀରେ ବାଣ ଫୁଟା ନେଇ ସୁପ୍ରିମ୍‌କୋର୍ଟ ଗୁରୁବାର କହିଛନ୍ତି ଯେ, ଉତ୍ସବ ପାଳନ ପାଇଁ ଲୋକଙ୍କ ଜୀବନ ସହିତ ଖେଳି ହେବ ନାହିଁ। ବାଣ ଫୁଟାଇବା ଉପରେ ପ୍ରତିବନ୍ଧ କୌଣସି ସମ୍ପ୍ରଦାୟ ବିରୋଧୀ ନୁହେଁ। ତେବେ ଉତ୍ସବ…

ପୁଣି ଫେରିଲା କରୋନା, ୧୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କଲେ ସରକାର…

ମସ୍କୋ,୨୮।୧୦: ରୁଷିଆରେ ପୁଣି କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ହଜାର ୯୬ ହୋଇଛି। ସେହିପରି ମୃତକଙ୍କ ସଂଖ୍ୟା ୧,୧୫୯ରେ ପହଞ୍ଚିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତି ବ୍ଳୂାଡିମୀର…

‘ମାଉସ୍‌’ର ନାଁ ପଛରେ ରହିଛି ରୋଚକ ତଥ୍ୟ

ଆମେ ସମସ୍ତେ କମ୍ପ୍ୟୁଟରରେ କାମ କରିବା ପାଇଁ ମାଉସ ବ୍ୟବହାର କରୁ। କମ୍ପ୍ୟୁଟର ପରଦାରେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବା କିମ୍ବା ଏକ ଆଇକନ ଉପରେ କ୍ଲିକ କରିବା ପାଇଁ ମାଉସ ବ୍ୟବହାର କରାଯାଏ। କିନ୍ତୁ ଅନେକ ଥର ଆପଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri