Home

୫୪ ଚାଇନା ଆପ୍‌ ବ୍ୟାନ୍‌ କଲେ ସରକାର

ନୂଆଦିଲ୍ଲୀ,୧୪।୨: କେନ୍ଦ୍ର ସରକାର ଭାରତରେ ୫୪ଟି ଚାଇନା ଆପ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଏହାସହ ୨୦୨୦ ମସିହାରୁ ମୋଟ ୨୭୦ଟି ଆପ ଉପରେ ନିଷେଧାଦେଶ ଲାଗିଛି। ଭାରତୀୟଙ୍କ ଗୋପନୀୟତା ତଥା ସୁରକ୍ଷା ପ୍ରତି ବିପଦ ବୋଲି କହି କେନ୍ଦ୍ର ସରକାର ଏପରି…

୨୦ ହଜାରରୁ ଅଧିକ ଭାରତୀୟ ଛାତ୍ରୀଛାତ୍ରଙ୍କୁ ସ୍ବଦେଶ ଫେରାଇ ଆଣିବାକୁ ଅନୁରୋଧ…

ନୂଆଦିଲ୍ଲୀ,୧୪ା୨: ରୁଷିଆ ୟୁକ୍ରେନ ମଧ୍ୟରେ ଯୁଦ୍ଧ ସଙ୍କଟ ଘନେଇବାରେ ଲାଗିଛି। ଏହାର ପ୍ରଭାବ ଏବେ ପୃଥିବୀର ଅନ୍ୟ ଦେଶ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ପୂର୍ବ ୟୁରୋପରେ ଯୁଦ୍ଧର ବିପଦ ମଧ୍ୟରେ, ୟୁକ୍ରେନରେ ଇଞ୍ଜିନିୟରିଂ ଏବଂ ମେଡ଼ିକାଲ ସହିତ ଅନ୍ୟ…

ଆଜି ରାଜ୍ୟରେ ୧୦୦୦ ତଳେ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୪ା୨(ବ୍ୟୁରୋ): ସୋମବାର ରାଜ୍ୟରୁ ୮୫୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୭୮,୧୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୦୩ ଜଣ ଚିହ୍ନଟ ହୋଇଥିବା…

ଭାଲେଣ୍ଟାଇନ୍ସ୍‌ ଡେ’ରେ ‘ ବୟଫ୍ରେଣ୍ଡ୍‌ ଅନ୍‌ ରେଣ୍ଟ୍‌’ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ…

ଦରଭଙ୍ଗା,୧୪ା୨: ସୋମବାର ଭାଲେଣ୍ଟାଇନ୍ସ ଡେ’ ଅବସରରେ ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଏଥିରେ ଜଣେ ବାଳକ ଏକ ପୋଷ୍ଟର ମାଧ୍ୟମରେ ଏକୁଟିଆ ଯନ୍ତ୍ରଣାକୁ ବହୁତ ଭଲ ଭାବରେ ବର୍ଣ୍ଣନା କରୁଛନ୍ତି। ଏହି ଭାଇରାଲ ଭିଡିଓ ବିହାରର…

‘କଂଗ୍ରେସକୁ ବୁଡ଼ାଇବାକୁ ଆଉ କାହାର ଆବଶ୍ୟକତା ନାହିଁ, ରାହୁଲ-ପ୍ରିୟଙ୍କା ଯଥେଷ୍ଟ’

ଲକ୍ଷ୍ନୌ,୧୪।୨: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ଏକ ସାକ୍ଷାତକାରରେ ମୁଖ୍ୟମନ୍ତ୍ରୀ ତାଙ୍କ ସରକାରର ପିଠି ଥାପୁଡାଇ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। କଂଗ୍ରେସ ଦଳ ସହ ଜଡିତ ଏକ ପ୍ରଶ୍ନ ଉପରେ ଯୋଗୀ ଆଦିତ୍ୟନାଥ…

ନିଜକୁ ଡାକ୍ତର କହି ୫ ରାଜ୍ୟରେ ରଖିଛନ୍ତି ୧୩ ସ୍ତ୍ରୀ, ଠକିଛନ୍ତି ବହୁ କୋଟି ଟଙ୍କା

ଭୁବନେଶ୍ୱର,୧୪ା୨(ବ୍ୟୁରୋ): ନିଜକୁ ଡାକ୍ତର କହି ଲୋକଙ୍କୁ କୋଟି କୋଟି ଟଙ୍କା ଠକିଥିବା ଜଣେ କୁଖ୍ୟାତ ଠକକୁ ଗିରଫ କରିଛି କମିଶନରେଟ ପୋଲିସ। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ କେନ୍ଦ୍ରାପଡ଼ା ଜିଲା ଭଗବାନପୁରର ରମେଶ ଚନ୍ଦ୍ର ସାଇଁ (୬୧)। ଖବର ଅନୁଯାୟୀ, ରମେଶ…

ଶୃଙ୍ଖଳିତ ମତଦାନକୁ ଗୁରୁତ୍ୱ

ଖୋର୍ଦ୍ଧା ଅଫିସ,୧୪ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ୧୬ରୁ ୨୪ତାରିଖ ପର୍ଯ୍ୟନ୍ତ ୫ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ। ଭୋଟ ଗ୍ରହଣଠାରୁ ଗଣତି ପର୍ଯ୍ୟନ୍ତ ଶୃଙ୍ଖଳିତ ଭାବେ ନିର୍ବାଚନ କାର୍ଯ୍ୟ ସୁପରିଚାଳନା ନିମନ୍ତେ ରବିବାର ଖୋର୍ଦ୍ଧା ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ…

ଦୈନିକ ସଂକ୍ରମଣ ୪୦ ହଜାର ତଳେ…

ନୂଆଦିଲ୍ଲୀ, ୧୪।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି…

ଏନ୍‌ଏଚ୍‌ଆର୍‌ସିରେ ମଡେଲ ସୌମ୍ୟରଞ୍ଜନ ଆତ୍ମହତ୍ୟା ମାମଲା

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଇନ୍‌ଫୋସିଟି ଥାନା ନନ୍ଦନବିହାର ଅଞ୍ଚଳରେ ରହୁଥିବା ମଡେଲର ସୌମ୍ୟରଞ୍ଜନ ପାଣିଗ୍ରାହୀଙ୍କ ଆତ୍ମହତ୍ୟାକୁ ୧୩ଦିନ ବିତିଛି। ପରିବାର ଲୋକଙ୍କ ଅଭିଯୋଗ ସତ୍ତ୍ୱେ ସୌମ୍ୟଙ୍କ ପ୍ରେମିକା ଓ ତାଙ୍କ ପରିବାର ଲୋକଙ୍କ ବିରୋଧରେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଇନାହିଁ। ତେଣୁ ଭାରତୀୟ ବିକାଶ…

ଅପମୃତ୍ୟୁ ମାମଲା କରି ବସିପଡ଼ିଛି ପୋଲିସ

କଟକ,୧୪।୨: କଟକ-ଭୁବନେଶ୍ୱର ମଝି ବମ୍ଫକୁଦଠାରେ ଘରୋଇ ଠିକା ସଂସ୍ଥା ଦ୍ୱାରା ନିର୍ମାଣାଧୀନ ୮ତାଲା ବିଶିଷ୍ଟ ଅଟାଳିକାରୁ ପଡ଼ି ଶନିବାର ଜଣେ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ମୃତ ଶ୍ରମିକ ମୟୂରଭଞ୍ଜର ସୁକାନ୍ତ ତନ୍ତୀ (୪୦)। ସେ ଦୀର୍ଘ ଦିନ ହେବ ଉକ୍ତ ଠିକା…

ଅନ୍‌ଲାଇନ୍‌, ଅଫ୍‌ଲାଇନ୍‌ରେ ହେବ କ୍ଲାସ ପ୍ରମୋଶନ ପରୀକ୍ଷା

ଭୁବନେଶ୍ୱର,୧୪।୨(ବ୍ୟୁରୋ): ରାଜ୍ୟରେ ସ୍କୁଲ୍‌ଗୁଡ଼ିକ ପର୍ଯ୍ୟାୟକ୍ରମେ ଖୋଲୁଛି। ଅଷ୍ଟମରୁ ଦ୍ୱାଦଶ ପାଠପଢ଼ା ଆରମ୍ଭ ହୋଇଛି। ସେହିଭଳି ସୋମବାରଠାରୁ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲୁଥିଲେ ମଧ୍ୟ ପାଠପଢ଼ା ୨୮ରୁ ଆରମ୍ଭ ହେବ। ସେ ପର୍ଯ୍ୟନ୍ତ ଅନ୍‌ଲାଇନ୍‌ରେ କ୍ଲାସ୍‌ ଚାଲୁଥିବ। ତେବେ ସ୍କୁଲ୍‌…

ମନରେ ସେବା ଭରିଦେଲା ପ୍ରେମ

ପୁରୀ ଅଫିସ,୧୪।୨: ଦରିଆ ସେପାରିର ପ୍ରେମ। ଏହି ପ୍ରେମ ଭିତରେ ମାଇଲ ମାଇଲର ଦୂରତା। ଭାଷା, ଚାଲିଚଳଣି ଓ ପରମ୍ପରା ଦୃଷ୍ଟିକୋଣରୁ ଉଭୟ ଏକଦମ୍‌ ଭିନ୍ନ। ତଥାପି ମିଶିଛି ମନ। ଦୁହେଁ ପରସ୍ପରର ହୃଦୟର ଭାଷାକୁ ବୁଝିପାରି ବିବାହ ବନ୍ଧନରେ ବାନ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?