ମାଗଣା ଯାତ୍ରା ସୁବିଧା ବନ୍ଦ କଲା ଏୟାର ଇଣ୍ଡିଆ, ସରକାରୀ ବାବୁ ଏବେ କିଣିବେ ଟିକଟ…
ନୂଆଦିଲ୍ଲୀ,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସମସ୍ତ ମନ୍ତ୍ରଣାଳୟ ଏବଂ ବିଭାଗକୁ ତୁରନ୍ତ ଏୟାର ଇଣ୍ଡିଆର ବକେୟା ଦେୟ ପୈଠ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ ବର୍ତ୍ତମାନ ଟିକେଟ କେବଳ ନଗଦ ଆକାରରେ କିଣିବାକୁ କୁହାଯାଇଛି। ଟାଟା ଗ୍ରୁପର ଏକ…
ବିମାନକୁ ଗୋଡ଼ାଇଲେ ଏଲିଅନ୍ସ !
ଓ୍ବାଶିଂଟନ: ଆମେରିକୀୟ ପାଇଲଟମାନେ ଆକାଶରୁ ଖସିଥିବା ଏକ ଉଜ୍ଜ୍ୱଳ ଜିନିଷକୁ କାବୁ କରିଥିବା ଦାବି କରିଛନ୍ତି। ଯେତେବେଳେ ପାଇଲଟ ଏହି ଘଟଣାକୁ କ୍ୟାମେରାରେ କଏଦ କରିଥିଲେ ସେତେବେଳେ ବିମାନ ଆକାଶରେ ଉଡୁଥିଲା। କୁହାଯାଉଛି, ଉଡୁଥିବା କିଛି ଉଜ୍ଜ୍ୱଳ ଜିନିଷ ହେଉଛନ୍ତି ଏଲିଅନ୍ସ।…
କାହାକୁ ପିଟିବାକୁ ଚାହୁଁଛନ୍ତି ସାମନ୍ଥା
ଦକ୍ଷିଣ ଫିଲ୍ମ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ନାଗା ଚୈତନ୍ୟଙ୍କଠାରୁ ଛାଡପତ୍ର ହେବା ପରେ ତାଙ୍କ ଜୀବନ ସଜାଡିବାକୁ ଆରମ୍ଭ କରିଛନ୍ତି। ନିକଟରେ ସେ ଦର୍ଶନ ପାଇଁ ବଦ୍ରିନାଥ ଏବଂ କେଦାରନାଥରେ ପହଞ୍ଚିଥିଲେ। ଦର୍ଶନ ପରେ ପରେ ସେ ନିଜ ସମାଲୋଚକଙ୍କୁ…
ବୀରେନ୍ଦ୍ର ସେହ୍ବାଗଙ୍କ ଭବିଷ୍ୟବାଣୀ
ନୂଆଦିଲ୍ଲୀ,୨୮।୧୦: ଟି -୨୦ ବିଶ୍ୱକପ ୨୦୨୧ ଏବେ ଏକ ରୋମାଞ୍ଚକ ସ୍ଥିତିରେ ପହଞ୍ଚିଛି। ଏହି ଟୁର୍ନାମେଣ୍ଟର ସୁପର ୧୨ ଲିଗରେ ପ୍ରତ୍ୟେକ ଦଳ ସେମିଫାଇନାଲରେ ସ୍ଥାନ ପାଇବାକୁ କଠିନ ଚେଷ୍ଟା କରୁଛନ୍ତି। ପାକିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ ହାରିବା ପରେ…
ଆନ୍ଦୋଳନକାରୀ ମହିଳା ଚାଷୀଙ୍କ ଉପରେ ଦ୍ରୁତଗତିରେ ମାଡ଼ିଗଲା ଟ୍ରକ୍, ୩ ମୃତ…
ଚଣ୍ଡିଗଡ଼,୨୮।୧୦: ଆନ୍ଦୋଳନକାରୀ ମହିଳା ଚାଷୀଙ୍କ ଉପରେ ଦ୍ରୁତଗତିରେ ଏକ ଟ୍ରକ ମାଡ଼ିଯାଇଛି। ଏଥିରେ ୩ ମହିଳା ଚାଷୀଙ୍କ ମୃତ୍ୟୁ ଘଟିଛି। ହରିୟାଣା ବାହାଦୂରଗଡ଼ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମହିଳା ଚାଷୀ ମାନେ ରୋଡ୍ ଡିଭାଇଡରରେ ବସି ଘରକୁ ଫେରିବା…
ଟି-୨୦ ମ୍ୟାଚ୍ରେ କେବେ ହାରିନାହାନ୍ତି ଏହି ଦୁଇ ଦଳ
ଦୁବାଇ,୨୮।୧୦: କ୍ରିକେଟ ପ୍ରେମୀମାନେ ଆଜିକାଲି ଟି -୨୦ ବିଶ୍ୱକପ ୨୦୨୧ ଉପଭୋଗ କରୁଛନ୍ତି। ୟୁଏଇ ଏବଂ ଓମାନରେ ଖେଳାଯାଉଥିବା ଟି -୨୦ ବିଶ୍ୱକପରେ ୧୬ଟି ଦେଶ ଅଂଶଗ୍ରହଣ କରୁଛନ୍ତି । ଏଥିମଧ୍ୟରୁ ୪ ଟି ଦଳ ପରାଜୟ ପରେ ଟୁର୍ନାମେଣ୍ଟରୁ ବାଦ୍…
୭ ଶହ ଟପିଲା ଦୈନିକ ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ,୨୮।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୬ ହଜାର ୧୫୬ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ…
କେଉଁ ରାଷ୍ଟ୍ର ବଡ଼ ପକ୍ଷ
ଗ୍ଲାସ୍ଗୋ, ୨୮ା୧୦: ଜଳବାୟୁ ପରିବର୍ତ୍ତନର ପ୍ରଭାବ କେବଳ ଭାରତ ନୁହେଁ ପୂରା ବିଶ୍ୱରେ ଦେଖିବାକୁ ମିଳିଛି। ଚଳିତ ମାସରେ ଭାରତର ବିଭିନ୍ନ ସ୍ଥାନରେ ଅତ୍ୟଧିକ ବର୍ଷା ସହିତ ବିଶ୍ୱର ଅନେକ ଦେଶରେ ପାଣିପାଗରେ ହଠାତ୍ ପରିବର୍ତ୍ତନ ଯୋଗୁ ବିପୁଳ କ୍ଷୟକ୍ଷତି ହୋଇଛି।…
ସତ ପଦାକୁ ଆସିବା ଜରୁରୀ
ନୂଆଦିଲ୍ଲୀ,୨୮।୧୦: ନିଜ ନାଗରିକଙ୍କ ବିରୋଧରେ ଗୁପ୍ତଚରଗିରି କରାଇବା ଲାଗି ଇସ୍ରାଏଲର ଟେକ୍ନୋଲୋଜି ଫାର୍ମ ଏନ୍ଏସ୍ଓ ଗ୍ରୁପ୍ଠାରୁ ପେଗାସସ୍ ସ୍ପାଏଓ୍ବେର ଆଣି କେନ୍ଦ୍ର ସରକାର ତାକୁ ବ୍ୟବହାର କରିଥିବା ବିଷୟକୁ ଖଣ୍ଡନ କରିନାହାନ୍ତି। ତେଣୁ ଏହାର ସତ ସାମ୍ନାକୁ ଆସିବା ଜରୁରୀ ବୋଲି…
ଡିସେମ୍ବରରେ ବିବାହ କରିବେ ବଲିଉଡର ଏହି ଚର୍ଚ୍ଚିତ ଲଭ୍ବାର୍ଡ !
ବମ୍ବେ: ଡିସେମ୍ବରରେ ବିବାହ କରିବେ ବଲିଉଡ୍ର ଚର୍ଚ୍ଚିତ ଲଭ୍ବାର୍ଡ ବିକ୍କି କୌଶଲ-କଟ୍ରିନା କୈଫ। ଏନେଇ ଅନେକ କିଛି ଶୁଣିବାକୁ ମିଳୁଛି। ଡିଜାଇନର ସବ୍ୟସାଚୀ କଟ୍ରିନାଙ୍କ ବିବାହ ପୋଷାକ ପ୍ରସ୍ତୁତ କରୁଛନ୍ତି। ଯଦି ସବୁକିଛି ଠିକ୍ ରୁହେ ଖୁବ୍ଶୀଘ୍ର ପ୍ରଶଂସକମାନେ ଏହି ଖୁସିଖବର…
ଆଜି ବି ମିଳିଲାନି ଆର୍ୟନଙ୍କୁ ଜାମିନ, କାଲି ହେବ ଶୁଣାଣି
ମୁମ୍ବାଇ: କ୍ରୁଜ ଡ୍ରଗ୍ସ ମାମଲାରେ ଅଭିନେତା ଶାହରୁଖ ଖାନଙ୍କ ପୁଅ ଆର୍ୟନଙ୍କ ଜାମିନ ଆବେଦନ ଉପରେ ମୁମ୍ବାଇ ହାଇକୋର୍ଟ ଶୁଣାଣି କରିଛନ୍ତି। ହାଇକୋର୍ଟରେ ଥିବା ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍ସିବି) ଆର୍ୟନଙ୍କ ଜାମିନକୁ ବିରୋଧ କରି ଅନ୍ତର୍ଜାତୀୟ ଡ୍ରଗ୍ସ ସିଣ୍ଡିକେଟ ସହ…
ଏହି ୪ ରାଶିର ଯୁବତୀ ହୁକୁମ ଚଳାଇବାରେ ମାହିର, ଶାଶୁଘର ସହ ସ୍ବାମୀଙ୍କ ଉପରେ ଥାଏ କଣ୍ଟ୍ରୋଲ
ସବୁ ଝିଅ ଚାହାନ୍ତି ବିବାହ ପରେ ସବୁ ଇଚ୍ଛା ପୂରଣ କରିବା ଭଳି ସ୍ବାମୀ ଏବଂ ଶାଶୁଘର ମିଳୁ। ହେଲେ ଜ୍ୟୋତିଷଶାସ୍ତ୍ରରେ କୁହାଯାଇଛି କିଛି ଝିଅ ଡୋମିନେଟିଂ(ପ୍ରାଧାନ୍ୟ) ବିସ୍ତାର କରିବାରେ ମାହିର ହୋଇଥାନ୍ତି। ଏମାନେ ସ୍ବାମୀ ସହ ଶାଶୁଘରରେ ହୁକୁମ ଚଳାଇଥାନ୍ତି।…
Archives


