Home

୩ ନଂ. ଜୋନ୍‌ରେ ଚର୍ତୁମୁଖୀ ଲଢ଼େଇ

ଏରସମା,୧୪ା୨(ସ୍ବ.ପ୍ର.): ଏରସମା ବ୍ଲକର ୪ଟି ଜିଲା ପରିଷଦ ଜୋନ ମଧ୍ୟରୁ ୩ ନଂ. ଜୋନରେ ପ୍ରଚାର ଜୋର ଧରିଛି। ଏରସମା, ଜିରାଇଲୋ, ଜପା, ନୂଆଡିହି, ଭିତର ଅନ୍ଧାରୀ ଓ କୁଞ୍ଜକୋଠି ପଞ୍ଚାୟତକୁ ନେଇ ଉକ୍ତ ଜୋନ୍‌ ଗଠିତ। ଏଠାରେ ୨୮,୬୩୧ ଭୋଟର…

ପ୍ରଥମ ପର୍ଯ୍ୟାୟ ପାଇଁ ଆଜି ପ୍ରଚାର ଶେଷ

ଭୁବନେଶ୍ୱର,୧୪ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସକାଶେ ଅବଗଣନା ଆରମ୍ଭ ହୋଇଯାଇଛି। ୨ ଦିନ ପରେ ଅର୍ଥାତ୍‌ ବୁଧବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଜନସାଧାରଣ ସେମାନଙ୍କ ମତ ସାବ୍ୟସ୍ତ କରିବେ। ନିଜ ମନପସନ୍ଦ ପ୍ରାର୍ଥୀଙ୍କୁ ସେମାନେ ୫ ବର୍ଷ ପରେ ବାଛିବାର…

ଆଜି ଖୋଲିବ ପ୍ରଥମରୁ ସପ୍ତମ ଶ୍ରେଣୀ: ୨୮ରୁ ସ୍କୁଲ ଯିବେ ପିଲା

ଭୁବନେଶ୍ୱର, ୧୪।୨(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ହେଲେ ଏବେ ଛାତ୍ରୀଛାତ୍ରମାନେ ସ୍କୁଲ ଯିବେ ନାହିଁ। କେବଳ ଶିକ୍ଷକ ଓ କର୍ମଚାରୀ ସ୍କୁଲକୁ ଯାଇ ଶ୍ରେଣୀକକ୍ଷ, ପରିସର ସଫେଇ ସହ ଅନ୍ୟାନ୍ୟ କାର୍ଯ୍ୟ ତଦାରଖ…

ଇସ୍ରୋ ମିଶନ ୨୦୨୨: ଚଳିତ ବର୍ଷର ପ୍ରଥମ ପିଏସ୍‌ଏଲ୍‌ଭି-ସି୫୨ ସାଟେଲାଇଟ ଲଞ୍ଚ

ବେଙ୍ଗାଲୁରୁ,୧୪ ।୨: ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଙ୍ଗଠନ(ଇସ୍ରୋ) ଚଳିତ ବର୍ଷର ଏହାର ପ୍ରଥମ ମିଶନ ଭାବେ ସୋମବାର ଏକ ସାଟେଲାଇଟ ଲଞ୍ଚ କରିଛି । ଏହି ପରୀକ୍ଷଣ ସୋମବାର ସକାଳ ୫ଟା ୫୯ରେ କରାଯାଇଛି । ଆନ୍ଧ୍ର ପ୍ରଦେଶ ଶ୍ରୀହରିକୋଟାରେ ଥିବା…

ବିଧାୟକଙ୍କ ପ୍ରଚାରକୁ ବିରୋଧ: ମହିପୁର ପଞ୍ଚାୟତରେ ନିର୍ବାଚନୀ ହିଂସା, ୫ ଆହତ

ନୂଆଗାଁ,୧୪।୨(ଡି.ଏନ.ଏ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ପଞ୍ଚାୟତରେ ରବିବାର ଅପରାହ୍ନରେ ଦଶପଲ୍ଲା ବିଧାୟକ ରମେଶ ବେହେରାଙ୍କ ପ୍ରଚାରକୁ କର୍ମୀମାନେ ବିରୋଧ କରିଛନ୍ତି। ବିରୋଧକୁ ନେଇ ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ କନ୍ଦଳରୁ ସଂଘର୍ଷର ସୂତ୍ରପାତ ଘଟି ୫ ଜଣ ଆହତ…

ଭାଜପାରୁ ୫ ବହିଷ୍କୃତ

ଭୁବନେଶ୍ୱର, ୧୪ା୨(ବ୍ୟୁରୋ): ଭାଜପାର ଜିଲା ସଭାପତିମାନଙ୍କ ସୁପାରିସ ଏବଂ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନକ୍ରମେ ଦଳ ବିରୋଧୀ କାର୍ଯ୍ୟ ଲାଗି ଦଳରୁ କେତେଜଣଙ୍କୁ ବହିଷ୍କୃତ କରାଯାଇଛି। କିଛିଦିନ ତଳେ ଦଳ ତରଫରୁ ପୁରୀ ଜିଲାର କେତେଜଣ ଏବଂ ଅନ୍ୟ ଜିଲାର…

୪୮ ଘଣ୍ଟା ପ୍ରଚାର କରିପାରିବେନି ପ୍ରମିଳା

ଯାଜପୁର ଅଫିସ/ ବିଞ୍ଝାରପୁର(ଡି.ଏନ.ଏ.),୧୪ା୨: ପ୍ରଚାର ବେଳେ ଭୋଟରଙ୍କ ଉପରେ ଚାପ ପକାଇ ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଛନ୍ତି। ଏହା ପ୍ରମାଣିତ ହେବା ପରେ ରାଜ୍ୟ ନିର୍ବାଚନ କମିଶନ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।…

ଭାଲେଣ୍ଟାଇନ୍ସ ଡେ’ରେ ବିବାହ କରିଛନ୍ତି ଏହିସବୁ ପ୍ରସିଦ୍ଧ ଅଭିନେତା

ଫେବୃୟାରୀ ୧୪କୁ ବିଶ୍ୱର ଅନେକ ଦେଶରେ ପ୍ରେମ ଦିବସ ବା ଭାଲେଣ୍ଟାଇନ୍ସ ଡେ’ ପାଳନ କରାଯାଏ। ଏହି ଦିନଟି ପ୍ରେମର ଅଭିବ୍ୟକ୍ତିର ଦିନ ବୋଲି କୁହାଯାଏ। ଅନେକ ପ୍ରସିଦ୍ଧ ସେଲିବ୍ରିଟି ଅଛନ୍ତି ଯେଉଁମାନେ ଭାଲେଣ୍ଟାଇନ୍ସ ଡେ’ରେ ବିବାହ କରିଥିଲେ। ସଞ୍ଜୟ ଦତ୍ତଙ୍କ…

୧୨ ଭାରତୀୟ ମତ୍ସ୍ୟଜୀବୀଙ୍କୁ ଗିରଫ କଲା ଶ୍ରୀଲଙ୍କା

କଲମ୍ବୋ,୧୩।୨: ଶ୍ରୀଲଙ୍କା ନୌସେନା ୧୨ ଜଣ ଭାରତୀୟ ମତ୍ସ୍ୟଜୀବୀଙ୍କୁ ଗିରଫ କରିଛି। ବେଆଇନ ଭାବେ ମାଛ ଧରିବା ପାଇଁ ୨ ଡଙ୍ଗା ମଧ୍ୟ ଜବତ କରିଛି। ରବିବାର ଏକ ସରକାରୀ ବିବୃତ୍ତିରେ ଏହି ସୂଚନା ଦିଆଯାଇଛି। ଶ୍ରୀଲଙ୍କା ନୌସେନା କହିଛି, ତଲାଇମନ୍ନାର…

ସ୍ବାମୀଙ୍କଠାରୁ ଅଲଗା ହେଲେ ଡ୍ରାମା କୁଇନ୍‌

ବଲିଉଡ୍‌ର ଡ୍ରାମା କୁଇନ୍‌ ରାଖୀ ସାୱନ୍ତ ସ୍ବାମୀ ରିତେଶ ସିଂଙ୍କ ଠାରୁ ଅଲଗା ହୋଇଯାଇଛନ୍ତି। ଏନେଇ ଇନ୍‌ଷ୍ଟାଗ୍ରାମରେ ରାଖୀ ନିଜେ ସୂଚନା ଦେଇଛନ୍ତି। ରାଖୀ ତାଙ୍କ ପୋଷ୍ଟରେ ଲେଖିଛନ୍ତି, ପ୍ରିୟ ପ୍ରଶଂସକ ଏବଂ ଶୁଭେଚ୍ଛୁ, ମୁଁ କହିବାକୁ ଚାହେଁ ଯେ ରିତେଶ…

ଦିନେ ୨୦୦ ଟଙ୍କା ପାଇଁ ଖେଳୁଥିଲେ କ୍ରିକେଟ୍‌, ଏବେ ଆଇପିଏଲ୍‌ରେ କୋଟି କୋଟି ଟଙ୍କା କରିବେ ରୋଜଗାର

ବେଙ୍ଗାଲୁରୁ,୧୩।୨:କୁହାଯାଏ, ସମୟ ବଡ଼ ବଳବାନ। ସମୟକୁ ଅପେକ୍ଷା କଲେ ପରିଶ୍ରମର ଫଳ ନିଶ୍ଚେ ମିଳିଥାଏ। ଆଇପିଏଲ୍‌ ୨୦୨୨ର ନିଲାମରେ ଏହିପରି ଜଣେ ଖେଳାଳିଙ୍କ ଭାଗ୍ୟ ବଦଳିଯାଇଛି।ସେ ହେଉଛନ୍ତି ନବଦୀପ ସଇନି। ତାଙ୍କୁ ଆଇପିଏଲ ୨୦୨୨ର ମେଗା ନିଲାମରେ ୨.୬ କୋଟି ଟଙ୍କା…

ଶାହାଙ୍କୁ କଡ଼ା ଜବାବ ଦେଲେ ହରିଶ ରାଓ୍ବତ, ଆବଶ୍ୟକ ପଡିଲେ ସବୁକିଛି କରିପାରିବି

ଡେରାଡୁନ,୧୩।୨: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଫେବୃୟାରୀ ୧୪ରେ ନିର୍ବାଚନ ହେବ। ଏଥିପାଇଁ ପ୍ରଚାର ଶେଷ ହୋଇଛି। କିନ୍ତୁ ଦଳୀୟ ନେତାଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ଚାଲିଛି। ରବିବାର ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ହରିଶ ରାୱତ ସ୍ବରାଷ୍ଟ୍ର ମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?