Home

ଦିନେ ୨୦୦ ଟଙ୍କା ପାଇଁ ଖେଳୁଥିଲେ କ୍ରିକେଟ୍‌, ଏବେ ଆଇପିଏଲ୍‌ରେ କୋଟି କୋଟି ଟଙ୍କା କରିବେ ରୋଜଗାର

ବେଙ୍ଗାଲୁରୁ,୧୩।୨:କୁହାଯାଏ, ସମୟ ବଡ଼ ବଳବାନ। ସମୟକୁ ଅପେକ୍ଷା କଲେ ପରିଶ୍ରମର ଫଳ ନିଶ୍ଚେ ମିଳିଥାଏ। ଆଇପିଏଲ୍‌ ୨୦୨୨ର ନିଲାମରେ ଏହିପରି ଜଣେ ଖେଳାଳିଙ୍କ ଭାଗ୍ୟ ବଦଳିଯାଇଛି।ସେ ହେଉଛନ୍ତି ନବଦୀପ ସଇନି। ତାଙ୍କୁ ଆଇପିଏଲ ୨୦୨୨ର ମେଗା ନିଲାମରେ ୨.୬ କୋଟି ଟଙ୍କା…

ଶାହାଙ୍କୁ କଡ଼ା ଜବାବ ଦେଲେ ହରିଶ ରାଓ୍ବତ, ଆବଶ୍ୟକ ପଡିଲେ ସବୁକିଛି କରିପାରିବି

ଡେରାଡୁନ,୧୩।୨: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଫେବୃୟାରୀ ୧୪ରେ ନିର୍ବାଚନ ହେବ। ଏଥିପାଇଁ ପ୍ରଚାର ଶେଷ ହୋଇଛି। କିନ୍ତୁ ଦଳୀୟ ନେତାଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ଚାଲିଛି। ରବିବାର ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ହରିଶ ରାୱତ ସ୍ବରାଷ୍ଟ୍ର ମନ୍ତ୍ରୀ…

ନକଲି ଭୋଟର ସାବଧାନ, ଧରାପଡ଼ିଲେ ଭୋଗିବେ ଜେଲ୍‌ ଦଣ୍ଡ

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ନକଲି ଭୋଟର ବୋଲି ଜଣାପଡ଼ିଲେ ପୋଲିସରେ ଜିମା ଦିଆଯିବ। ପରିଚୟ ପତ୍ର ଭୁଲ ଥିଲେ ଜେଲ ଦଣ୍ଡ ଭୋଗିବାକୁ ପଡ଼ିବ। ଆଉ ଦୁଇ ଦିନ ପରେ ପଞ୍ଚାୟତ ନର୍ବାଚନ ହେବ। ଏଥିପାଇଁ ନିର୍ବାଚନ କମିଶନର ନକଲି ଭୋଟରଙ୍କୁ ସତର୍କ କରାଇ…

ଗିରଫ ହେଲେ ସୁନ୍ଦରଗଡ଼ ଏଡିଏମ୍‌

ଭୁବନେଶ୍ୱର/ସୁନ୍ଦରଗଡ଼,୧୩ା୨(ବ୍ୟୁରୋ/ଡି.ଏନ୍‌.ଏ.): ସୁନ୍ଦରଗଡ଼ର ଅତିରିକ୍ତ ଜିଲାପାଳ ବିଶ୍ୱଜିତ ମହାପାତ୍ର ଶେଷରେ ଗିରଫ ହୋଇଛନ୍ତି। ଦୁର୍ନୀତି ନିବାରଣ ଆଇନ ଆଧାରରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ। ରବିବାର ତାଙ୍କୁ ଭୁବନେଶ୍ୱରର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯିବ। ବିଶ୍ୱଜିତଙ୍କ ସ୍ତ୍ରୀଙ୍କ ବିରୋଧରେ ମଧ୍ୟ ଭିଜିଲାନ୍ସ…

‘କଂଗ୍ରେସ ସରକାରକୁ ଫେରିଲେ ଲୋକଙ୍କୁ ମାଗଣା ଗ୍ୟାସ ସିଲିଣ୍ଡର’

ଚଣ୍ଡିଗଡ,୧୩।୨:ପଞ୍ଜାବ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଚାର ଜୋରସୋରରେ ଚାଲିଛି। ଶାସକ କଂଗ୍ରେସ ସମେତ ସମସ୍ତ ବିରୋଧୀ ଦଳ ଲୋକଙ୍କ ଲୋଭନୀୟ ପ୍ରତିଶ୍ରୁତି ଦେବାରେ ବ୍ୟସ୍ତ ଅଛନ୍ତି। ରବିବାର ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚାନ୍ନି ସରକାର ଫେରିବା ପରେ ଲୋକଙ୍କୁ…

ମଧୁବାଲା-ଦିଲୀପ କୁମାରଙ୍କ ପ୍ରେମ ସମ୍ପର୍କକୁ ନେଇ ଏମିତି କହିଲେ ଭଉଣୀ

ମୁମ୍ବାଇ: ବଲିଉଡ୍‌ର ଭେଟେରାନ ଅଭିନେତା ଦିଲୀପ କୁମାର ଏବଂ କିମ୍ବଦନ୍ତୀ ଅଭିନେତ୍ରୀ ମଧୁବାଲାଙ୍କ ଫିଲ୍ମ ‘ମୋଗଲ-ଏ-ଆଜମ’ ଭାରତୀୟ ଫିଲ୍ମର ୍‌ବ୍ଲକବଷ୍ଟର ଫିଲ୍ମ ମଧ୍ୟରୁ ଅନ୍ୟତମ। ଫିଲ୍ମରେ ତାଙ୍କର ପ୍ରେମ କାହାଣୀ ଯେତିକି ଦୁଃଖଦ ଥିଲା ବାସ୍ତବ ଜୀବନର ପ୍ରେମ କାହାଣୀ ମଧ୍ୟ…

କ୍ୟାପଟେନଙ୍କୁ ଟାର୍ଗେଟ୍‌ କଲେ ପ୍ରିୟଙ୍କା

ଜଳନ୍ଧର,୧୩।୨: କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ରବିବାର ନିର୍ବାଚନ ପ୍ରଚାର ପାଇଁ ପଞ୍ଜାବରେ ପହଞ୍ଚିଛନ୍ତି। ସର୍ବପ୍ରଥମେ, ସେ ନାଭି ସୋଚ ନଭା ପଞ୍ଜାବ ସମାବେଶକୁ ସମ୍ବୋଧିତ କରିବା ପାଇଁ କୋଟକାପୁରାରେ ପହଞ୍ଚିଥିଲେ। ଲୋକମାନଙ୍କୁ ସମ୍ବୋଧିତ କରିବାବେଳେ ପ୍ରିୟଙ୍କା ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ…

ଆମେରିକାକୁ ଘାରିଛି ଚାଇନାର ଆମ୍ଫିବିୟସ୍‌ ବିମାନ ଚିନ୍ତା…

ଓ୍ବାଶିଂଟନ, ୧୩।୨ : ଆମ୍ଫିବିଆସ ବିମାନ ନିର୍ମାଣ କରିଛି ଚାଇନା। ଏହାକୁ ନେଇ ଆମେରିକାର ଚିନ୍ତା ବଢ଼ିବାରେ ଲାଗିଛି। ଚାଇନାରୁ ଏକ ଭିଡିଓ ରିଲିଜ ହୋଇଛି ଯେଉଁଥିରେ ବିମାନର ସମସ୍ତ ଚାରୋଟି ଇଞ୍ଜିନ ଏକାସାଙ୍ଗରେ ପରୀକ୍ଷଣ କରାଯାଉଥିବାର ଦେଖାଯାଇଛି। ସମ୍ପ୍ରତି, ଜାପାନର…

ଗୋଟିଏ ଦିନରେ ଡବଲ୍‌ ଖୁସି ଖବର

ନୂଆଦିଲ୍ଲୀ,୧୩।୨:ଭାରତୀୟ ଅଲରାଉଣ୍ଡର ଶିବମ ଦୁବେଙ୍କ ପାଇଁ ଫେବୃଆରୀ ୧୩ ଅର୍ଥାତ୍‌ ଆଜିର ଦିନ ଅବିସ୍ମରଣୀୟ ହୋଇ ରହିବ। କାରଣ ଆଜି ଦୁଇଟି ଖୁସି ଖବର ମିଳିଛି। ସକାଳେ ସେ ବାପା ହୋଇଥିବାବେଳେ ଅପରାହ୍ନରେ ଚେନ୍ନାଇ ସୁପର କିଙ୍ଗ୍ସ କୋଟି କୋଟି ଟଙ୍କାରେ…

ବୁଡ଼ାଜାହାଜ ପଠାଇବା କଥାକୁ ଅସ୍ବୀକାର କଲା ଆମେରିକା

ଓ୍ବାଶିଂଟନ,୧୩ା୨: ଆମେରିକାର ବୁଡ଼ାଜାହାଜ ରୁଷିଆର ସାମୁଦ୍ରିକ ସୀମାରେ ପ୍ରବେଶ କରି ଅନ୍ତର୍ଜାତୀୟ ସୀମା ଉଲ୍ଲଂଘନ କରିଛି ଏବଂ ୟୁକ୍ରେନ ସହିତ ତିକ୍ତତା ବୃଦ୍ଧି ପାଇଁ କାର୍ଯ୍ୟ କରିଛି ବୋଲି ରୁଷିଆ ଅଭିଯୋଗ କରିଥିଲା। ତେବେ ଏହାକୁ ଖଣ୍ଡନ କରିଛି ଆମେରିକା। ରୁଷିଆ…

୫୦ଥର ଇଣ୍ଟରଭ୍ୟୁରେ ଫେଲ୍‌ ପରେ ବଦଳିଲା ଯୁବତୀଙ୍କ ଭାଗ୍ୟ, ଗୁଗଲ ଦେଲା ୧.୧୦ କୋଟି ପ୍ୟାକେଜ୍‌ରେ ଚାକିରି

କୁହାଯାଏ, ଚେଷ୍ଟା କଲେ ସଫଳତା ନିଶ୍ଚେ ମିଳେ। ଏହାର ନିଚ୍ଛକ ଉଦାହରଣ ବିହାରର ୨୪ ବର୍ଷୀୟା ସମ୍ପ୍ରିତି ଯାଦବ। କଠିନ ପରିଶ୍ରମ ବଳରେ ସେ ଗୁଗଲରେ ଚାକିରି ପାଇଛନ୍ତି। ଏକ ସମୟ ଥିଲା ଯେତେବେଳେ ସମ୍ପ୍ରତି କ୍ରମାଗତ ୫୦ ସାକ୍ଷାତକାର ପରେ…

ଜିଲା ପରିଷଦ ପ୍ରାର୍ଥୀଙ୍କୁ ନୋଟିସ

କେନ୍ଦୁଝର,୧୩ା୨(ସ୍ବ.ପ୍ର.): ପ୍ରାର୍ଥିପତ୍ର ଦାଖଲବେଳେ ମିଥ୍ୟା ସତ୍ୟପାଠ ଦେଇଥିବା ଭାଜପାର ହାଟଡିହି ବ୍ଲକ ୩୪ ନମ୍ବର ଜୋନ୍‌ର ପ୍ରାର୍ଥୀ ବିବେକାନନ୍ଦ ରାଉତଙ୍କ ବିରୋଧରେ ଉପଜିଲାପାଳ ଗୋପୀନାଥ କୁଅଁର ଆନନ୍ଦପୁର ଥାନାରେ ଏତଲା ଦେବା ପରେ ପୋଲିସ ପ୍ରାର୍ଥୀଙ୍କୁ ନୋଟିସ କରି ୧୩ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?