Home

ଦୈନିକ ମୃତ୍ୟୁ ସଂଖ୍ୟା ପୁଣି ଟପିଲା ୫ ଶହ…

ନୂଆଦିଲ୍ଲୀ,୨୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୩ ହଜାର ୪୫୧ ରେ ପହଞ୍ଚିଛି। ୨୩୯ ଦିନ ପରେ ଦୈନିକ ସଂକ୍ରମଣ…

ଭାରତକୁ ରହିବାକୁ ପଡ଼ିବ ସାବଧାନ

ଦୁବାଇ,୨୭।୧୦: ଟି -୨୦ ବିଶ୍ୱକପ୍‌ର ଗ୍ରୁପ-୨ରେ ପାକିସ୍ତାନର ସେମିଫାଇନାଲ ରାସ୍ତା ସହଜ ହୋଇଛି। ମଙ୍ଗଳବାର ଖେଳାଯାଇଥିବା ମ୍ୟାଚରେ ପାକିସ୍ତାନ ନ୍ୟୁଜିଲାଣ୍ଡକୁ ୫ ଉଇକେଟରେ ପରାସ୍ତ କରିଛି। ଏହା ଦଳର କ୍ରମାଗତ ଦ୍ୱିତୀୟ ବିଜୟ ଏବଂ ଦଳ ମଧ୍ୟ ଟେବୁଲର ଶୀର୍ଷରେ ପହଞ୍ଚିଛି।…

ଦ୍ୱିତୀୟ ଡୋଜ୍‌ ଟିକା ନେଇନାହାନ୍ତି ୧୧ କୋଟି

ନୂଆଦିଲ୍ଲୀ, ୨୭।୧୦: ଦେଶର ସାବାଳକ ଜନସଂଖ୍ୟାର ୭୬ ପ୍ରତିଶତରୁ ଊର୍ଦ୍ଧ୍ୱ କୋଭିଡ୍‌ ଟିକାର ଅନୂ୍ୟନ ଗୋଟିଏ ଡୋଜ୍‌ ନେଇଥିବାବେଳେ ମାତ୍ର ୩୨ ପ୍ରତିଶତ ଦୁଇଟି ଡୋଜ୍‌ ନେଇଥିବା ଜଣାପଡ଼ିଛି। ଧାର୍ଯ୍ୟ ସମୟ ଅତିକ୍ରମ କରିଥିଲେ ମଧ୍ୟ ୧୧ କୋଟି ଲୋକ ଦ୍ୱିତୀୟ…

ସମୁଦ୍ର ଗର୍ଭରେ ବୋମା ପରୀକ୍ଷଣ

ବେଜିଂ, ୨୭ା୧୦: ସୀମା ବିସ୍ତାର କରିବାକୁ ବେଆଇନ କାର୍ଯ୍ୟକଳାପରେ ଲିପ୍ତ ଚାଇନା ଏବେ ଅନ୍ୟଦେଶ ବନ୍ଦରକୁ ନଷ୍ଟ କରିବା ନିମନ୍ତେ କ୍ଷମତା ବୃଦ୍ଧି କରିଛି। ଚାଇନା ସୈନ୍ୟ ପିପୁଲ୍ସ ଲିବରେଶନ ଆର୍ମି(ପିଏଲ୍‌ଏ) ପ୍ରଥମ କରି ସମୁଦ୍ର ଭିତରେ ବୋମା ପରୀକ୍ଷଣ କରିଛି,…

୪୦ ବର୍ଷ ପରେ ଏକାଠି ହେଲେ ପିଲାଦିନର ପ୍ରେମ ପକ୍ଷୀ: ଆଉ ତା’ପରେ…

କୁହାଯାଏ, ପ୍ରେମ ଶାଶ୍ୱତ। ପ୍ରକୃତ ପ୍ରେମ କେବେ ହାରେନା। ଏମିତି ଏକ ପ୍ରେମ କାହାଣୀ ବ୍ରିଟେନରେ ଦେଖିବାକୁ ମିଳିଛି। ପେନି ଉମ୍ବର୍ସ ଏବଂ ମାର୍କ ବେଥେଲଙ୍କ ପ୍ରେମ କାହାଣୀ ବେଶ୍‌ ନିଆରା। ପେନି ଉମ୍ବର୍ସ ଏବଂ ମାର୍କ ବେଥେଲଙ୍କ ପ୍ରେମ କାହାଣୀ…

ରାତି ୩ରେ ଏହି କାମ କରନ୍ତି ଅମିତାଭ ବଚ୍ଚନ

ବଲିଉଡ ମେଗାଷ୍ଟାର ଅମିତାଭ ବଚ୍ଚନ ଏବେ କୁଇଜ୍‌ ଶୋ’ କୌନ ବନେଗା କରୋଡପତି ୧୩ ଯୋଗୁ ଚର୍ଚ୍ଚାରେ ଅଛନ୍ତି। ଶୋ’ ହୋଷ୍ଟିଂ କରୁଥିବା ବିଗ୍‌ ବି’ ନିଜର ପୁରୁଣା ସ୍ମୃତିକୁ ପ୍ରଶଂସକ ଏବଂ ଦର୍ଶକଙ୍କ ସହ ଶେୟାର କରନ୍ତି। ନିକଟରେ ଏକ…

ଆର୍ଯ୍ୟନଙ୍କ ମାମଲାରେ ୨ ଜଣଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୨୬।୧୦: ମୁମ୍ବାଇର ଡାଗ୍ସ କ୍ରୁଜ ମାମଲାରେ ଗିରଫ ହୋଇଥିବା ୨୦ ଜଣଙ୍କ ମଧ୍ୟରୁ ୨ ଜଣ(ମନୀଷ ରାଜଗାରିଆ ଓ ଅଭିନ ସାହ)ଙ୍କୁ ମଙ୍ଗଳବାର ଏକ ସ୍ପେଶାଲ କୋର୍ଟ ଜାମିନ ଦେଇଛନ୍ତି। ଏହି ମାମଲାରେ ବଲିଉଡ୍‌ ଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନଙ୍କ…

ରାଜନୀତିରେ ପାଦ ରଖିବେ କାମ୍ୟା

ବମ୍ବେ: ରାଜନୀତିରେ ପାଦ ରଖିବାକୁ ଯାଉଛନ୍ତି ଟେଲି ପରଦାର ଚର୍ଚ୍ଚିତ ଅଭିନେତ୍ରୀ କାମ୍ୟା ପଞ୍ଜାବୀ। ସେ କଂଗ୍ରେସରେ ଯୋଗ ଦେଇଛନ୍ତି। ଏନେଇ ସେ ପ୍ରଶଂସକଙ୍କୁ ଖୁବ୍‌ଶୀଘ୍ର ଜଣାଇବେ ବୋଲି କୁହାଯାଉଛି। ଟେଲି ଧାରାବାହିକ ‘ଶକ୍ତି-ଅସ୍ତିତ୍ୱ ଏକ ଏହସାସ କି’ ଅଫଏୟାର ହୋଇଛି।…

ଖୋଲିଲା ଜିଓ-ବିପିର ପ୍ରଥମ ପେଟ୍ରୋଲ ପମ୍ପ, ଗ୍ରାହକଙ୍କୁ ମିଳିବ ଏଭଳି ସୁବିଧା

ମୁମ୍ବାଇ,୨୬।୧୦: ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ ଏବଂ ଶକ୍ତି କ୍ଷେତ୍ରରେ ଅଭିଜ୍ଞ ‘ବିପି’ ପ୍ରଥମ ପେଟ୍ରୋଲ ପମ୍ପ ଖୋଲିଛନ୍ତିି। ଏହି ପେଟ୍ରୋଲ ପମ୍ପରେ ଗ୍ରାହକଙ୍କ ପାଇଁ ବୈଦ୍ୟୁତିକ ଯାନ ଚାର୍ଜିଂ ଷ୍ଟେଶନ ସହିତ ବିଭିନ୍ନ ଇନ୍ଧନ ବିକଳ୍ପ ଉପଲବ୍ଧ ହେବ…

ଜୟ ଜଗନ୍ନାଥ, ରସଗୋଲା ଆମର…

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରସଗୋଲା କାହାର? ଓଡ଼ିଶାର ନା ପଶ୍ଚିମବଙ୍ଗର? ଏହାକୁ ନେଇ ପୂର୍ବରୁ ଅନେକ ବିତର୍କ ହୋଇଆସୁଛି। ଗୋଟିଏ ପଟେ ଓଡ଼ିଶାବାସୀ ରସଗୋଲା ଆମର ବୋଲି କହୁଥିବା ବେଳେ ପଶ୍ଚିମବଙ୍କକୁ ଜିଆଇ ଟ୍ୟାଗ୍‌ ମିଳିସାରିଛି। ହେଲେ ଏବେ ପୁଣି ଚର୍ଚ୍ଚାରେ ଏହି ରସଗୋଲା…

ବିନା ଦର୍ଶକରେ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ଜୁନିଅର ପୁରୁଷ ହକି ବିଶ୍ୱକପ୍‌

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୨୪ରୁ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବ ଜୁନିଅର ପୁରୁଷ ହକି ବିଶ୍ୱକପ୍‌। ଡିସେମ୍ବର ୫ ଯାଏ ଏହା ଚାଲିବ। ଏହାପୂର୍ବରୁ ବିନା ଦର୍ଶକରେ ମ୍ୟାଚ୍‌ଗୁଡ଼ିକ ଖେଳାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଗହଳିରେ କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କା…

ପାକିସ୍ତାନ ଜିତିଲା ବୋଲି ବାଣ ଫୁଟୁଛି, ତେବେ ଦୀପାବଳିରେ କାହିଁକି ନୁହେଁ: ସେହ୍ବାଗ

ନୂଆଦିଲ୍ଲୀ,୨୬।୧୦: ଟି-୨୦ ବିଶ୍ୱକପ୍‌ ୨୦୨୧ରେ ଭାରତ ଆରମ୍ଭରୁ ପରାଜୟର ସମ୍ମୁଖୀନ ହୋଇଛି। ରବିବାର ଖେଳାଯାଇଥିବା ସୁପର-୧୨ ରାଉଣ୍ଡର ପ୍ରଥମ ମ୍ୟାଚ୍‌ରେ ଦଳ ପାକିସ୍ତାନଠାରୁ ୧୦ ଉଇକେଟରେ ପରାସ୍ତ ହୋଇଥିଲା। ଅନ୍ୟପକ୍ଷେ ଏହା ପାକିସ୍ତାନର ବିଶ୍ୱକପ୍‌ରେ ପ୍ରଥମ ବିଜୟ। ତେବେ ଚିର ପ୍ରତିନ୍ଦ୍ୱନ୍ଦ୍ୱୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri