ଆର୍ୟନଙ୍କ ପାଇଁ ଲଢ଼ିଲେ ପୂର୍ବତନ ଆଟର୍ଣ୍ଣି ଜେନେରାଲ; ତଥାପି ଆଜି ମିଳିଲାନି ଜାମିନ
ବମ୍ବେ: ଆଜି ବି ମିଳିଲାନି ଜାମିନ। ଡ୍ରଗ୍ସ ମାମଲାରେ ଛନ୍ଦି ହୋଇ ଜେଲରେ ଅଛନ୍ତି ଅଭିନେତା ଶାହରୁଖ ଖାନ୍ଙ୍କ ପୁଅ ଆର୍ୟନ। ଏହାକୁ ୩ ସପ୍ତାହରୁ ଅଧିକ ସମୟ ବିତିଲାଣି। ସବୁଥର ପରି ମଙ୍ଗଳବାର ମଧ୍ୟ ତାଙ୍କ ଜାମିନ ଆବେଦନକୁ ମାଜିଷ୍ଟ୍ରେଟ୍…
୬ ସିଂହ ସହ ଏକା ଲଢ଼ିଲା ଜିରାଫ; କିଏ ପିଠିରେ ଚଢ଼ିଲା ତ କିଏ ଗୋଡକୁ କାମୁଡ଼ି ଧରିଲା; ଶେଷରେ…
କୁହାଯାଏ ସିଂହ ଜଙ୍ଗଲର ରାଜା। ସେ ଶତ୍ରୁ ହେଉ ଅଥବା ଶିକାର, ଥରେ ଆକ୍ରମଣ କଲେ ବଞ୍ଚିବା ଅସମ୍ଭବ। ଏମିତିରେ ଯଦି ଏକାସଙ୍ଗେ ଛଅଟି ସିଂହ ଆକ୍ରମଣ କରିବା କଥା କୁହାଯାଏ ତା’ ହେଲେ ପରିଣାମ ବିଷୟରେ ଚିନ୍ତା କରିବା ମୁର୍ଖାମୀ…
ଚରିତ୍ର ଲାଗି ଲଣ୍ଡା
ବମ୍ବେ: କଳାକାରଟିଏ ନିଜକୁ ଚରିତ୍ରରେ ଢ଼ାଳିବା ପାଇଁ କିଛି ବି କରିପାରେ। ଏପରି ଅନେକ ଦୃଷ୍ଟାନ୍ତ ବଲିଉଡ୍ରେ ଦେଖିବାକୁ ମିଳିଛି। ଅନେକ ଅଭିନେତ୍ରୀ ନିଜର ଚରିତ୍ର ଲାଗି ଲଣ୍ଡା ହେବାକୁ ପଛାଇ ନାହାନ୍ତି। ସେମାନଙ୍କ ମଧ୍ୟରେ ରହିଛନ୍ତି ଶବାନା ଆଜମୀଙ୍କଠାରୁ ଆରମ୍ଭ…
ଭଲ କାମ କରିବାକୁ ଯାଉଛନ୍ତି ପାକିସ୍ତାନ ଅଧିନାୟକ
ଦୁବାଇ,୨୬।୧୦: ଦୁଇ ଦିନ ପୂର୍ବେ ପାକିସ୍ତାନ ଅଧିନାୟକ ବାବର ଆଜମ ନିଜ ଦେଶର କ୍ରିକେଟ ପ୍ରଶଂସକମାନଙ୍କୁ ଉତ୍ସବ ପାଳନ କରିବାକୁ ଏପରି ସୁଯୋଗ ଦେଇଥିଲେ, ଯାହାକି ସେମାନେ ଦୀର୍ଘ ସମୟ ଅପେକ୍ଷା କରିଥିଲେ। ବାବରଙ୍କ ଅଧିନାୟକତ୍ୱରେ ପାକିସ୍ତାନ ଟି -୨୦ ବିଶ୍ୱକପରେ…
ରୋହିଙ୍ଗ୍ୟାଙ୍କୁ ନିର୍ବାସିତ କରିବାର ଯୋଜନା ଏବେ ନାହିଁ, ସୁପ୍ରିମ୍କୋର୍ଟରେ ଉତ୍ତର ରଖିଲେ ରାଜ୍ୟ ସରକାର…
ନୂଆଦିଲ୍ଲୀ,୨୬।୧୦: କର୍ନାଟକରେ ଥିବା ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ଏବେ ନିର୍ବାସିତ କରିବାର କୌଣସି ଯୋଜନା ନାହିଁ। ପରବର୍ତ୍ତୀ ସମୟରେ ଏନେଇ ପଦକ୍ଷେପ ଗ୍ରହଣ କରାଯିବ। ତେବେ ତତ୍କାଳ କୌଣସି ପଦକ୍ଷେପ ଗ୍ରହଣ କରାଯିବାର ଯୋଜନା ରାଜ୍ୟ ସରକାର କରି ନାହାନ୍ତି ବୋଲି କର୍ନାଟକ…
ପଡ଼ୋଶୀ ଦେଶଙ୍କୁ ଡରାଉଛି ଚାଇନା, ପେଣ୍ଟାଗନ୍ ରିପୋର୍ଟ…
ଓ୍ବାଶିଂଟନ,୨୬।୧୦: ବିସ୍ତାରବାଦୀ ନୀତି ଆପଣେଇ ଚାଇନା ପଡ଼ୋଶୀ ଦେଶଙ୍କୁ ଡରାଇବା ସହିତ ଧମକ ଦେଉଛି। ଆମେରିକା ପ୍ରତିରକ୍ଷା ବିଭାଗର ମୁଖ୍ୟାଳୟ ପେଣ୍ଟାଗନ୍ ପକ୍ଷରୁ ଏସମ୍ପର୍କିତ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହାଦ୍ୱାରା ପଡ଼ୋଶୀ ଦେଶଗୁଡ଼ିକର ରାଷ୍ଟ୍ରୀୟ ସୁରକ୍ଷା ଏବଂ ଆର୍ଥିକ ସ୍ବାର୍ଥ…
ରାଜ ପରିବାର ଛାଡି ସାଧାରଣ ନାଗରିକଙ୍କୁ ବିବାହ କଲେ ରାଜକୁମାରୀ
ଟୋକିଓ,୨୬।୧୦:ଜାପାନର ରାଜକୁମାରୀ ମାକୋ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସାଧାରଣ ନାଗରିକ କେ କୋମୁରୋଙ୍କୁ ୩-୪ଜଣ ଅତିଥିଙ୍କ ଉପସ୍ଥିତିରେ ମଙ୍ଗଳବାର ବିବାହ କରିଛନ୍ତି। ଏହି ବିବାହ ପରେ ମାକୋ ଆଉ ରାଜକୁମାରୀ ରହିବେ ନାହିଁ। ସେ ସାଧାରଣ ନାଗରିକଙ୍କ ପରି ଜୀବନଯାପନ…
ପୁଣି କରୋନା ଆତଙ୍କ, ୪ ଲକ୍ଷ ଲୋକ ଘରେ ବନ୍ଦ…
ବେଜିଂ,୨୬।୧୦: ଚାଇନାର ବିଭିନ୍ନ ସହରକୁ ପୁଣି ଥରେ କରୋନା ଫେରିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଚାଇନାର ଲାଝୁଂ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଏଠାରେ…
ପାଣ୍ଡ୍ୟା ଫିଟ୍ ନା ଅନଫିଟ୍: ଆସିଲା ଅପଡେଟ୍
ଦୁବାଇ,୨୬।୧୦: ପାକିସ୍ତାନ ବିପକ୍ଷ ଟି -୨୦ ବିଶ୍ୱକଫ ଉଦଘାଟନୀ ମ୍ୟାଚରେ ଟିମ ଇଣ୍ଡିଆର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଆଘାତ ସେତେଟା ଗୁରୁତର ନୁହେଁ। ତେଣୁ ସେ ୩୧ ଅକ୍ଟୋବରରେ ନ୍ୟୁଜିଲାଣ୍ଡ ବିପକ୍ଷ ପରବର୍ତ୍ତୀ ମ୍ୟାଚ ପାଇଁ ଉପଲବ୍ଧ ହେବାର ସମ୍ଭାବନା ରହିଛି।…
କରୋନା ମହାମାରୀରେ ମହିଳା ଅଧିକ ଆକ୍ରାନ୍ତ, ମୃତ୍ୟୁ ସଂଖ୍ୟାରେ ପୁରୁଷ ଆଗରେ…
ଜେନେଭା,୨୬।୧୦: ପୃଥିବୀରେ କରୋନା ମହାମାରୀ ସଂକ୍ରମଣକୁ ୨ ବର୍ଷ ପୂରଣ ହେବାକୁ ଯାଉଛି। ୨୦୧୯ ନଭେମ୍ବରରେ ଏହାର ପ୍ରଥମ ମାମଲା ଚାଇନାରେ ଚିହ୍ନଟ ହୋଇଥିବା ଘୋଷଣା କରାଯାଇଥିଲା। ଇତିମଧ୍ୟରେ ପୃଥିବୀର ୨୪ କୋଟି ୪୭ ଲକ୍ଷରୁ ଅଧିକ ଲୋକ ଆକ୍ରାନ୍ତ ହୋଇଛନ୍ତି।…
ବସ୍ କଣ୍ଡକ୍ଟରରୁ ସିନେମାର ଶ୍ରେଷ୍ଠ ପୁରସ୍କାର ପର୍ଯ୍ୟନ୍ତ ଯାତ୍ରା
ସୁପରଷ୍ଟାର ରଜନୀକାନ୍ତ ଅଭିନୟ ଜରିଆରେ ପ୍ରଶଂସକଙ୍କ ହୃଦୟରେ ରାଜ୍ କରନ୍ତି। ସିନେମାରେ ତାଙ୍କର ଅବଦାନ ହେତୁ ତାଙ୍କୁ ସିନେମା ଜଗତର ଶ୍ରେଷ୍ଠ ପୁରସ୍କାର ଦାଦାସହେବ ଫାଲକେ ପୁରସ୍କାର ପ୍ରଦାନ କରାଯାଇଛି। ଆଜି ବି ସେ ସମଗ୍ର ବିଶ୍ୱରେ ଏକ ନିଆରା ପରିଚୟ…
ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ଭାରତର ୮୭୦୦ କୋଟି ଡଲାର କ୍ଷତି…
ନୂଆଦିଲ୍ଲୀ,୨୬।୧୦: ଜଳବାୟୁ ପରିବର୍ତ୍ତନ ଯୋଗୁ ଭାରତରେ ଗତ ୨୦୨୦ ବର୍ଷରେ ଦେଖାଦେଇଥିବା ପ୍ରାକୃତିକ ବିପର୍ଯ୍ୟୟରେ ୭୮୦୦ କୋଟି ଡଲାର କ୍ଷତି ହୋଇଛି। ଏନେଇ ମଙ୍ଗଳବାର ବିଶ୍ୱ ପାଣିପାଗ ସଂଗଠନ (ଡବ୍ଲ୍ୟୁଏମ୍ଓ) ପକ୍ଷରୁ ଏସିଆରେ ଜଳବାୟୁ ସମ୍ପର୍କରେ ପ୍ରକାଶିତ ଏକ ରିପୋର୍ଟ ଉଲ୍ଲେଖ…
Archives


