Home

ଟିକାଦାନ ସତ୍ତ୍ୱେ ଥମୁନି ଦୈନିକ ସଂକ୍ରମଣ-ମୃତ୍ୟୁସଂଖ୍ୟା…

ନୂଆଦିଲ୍ଲୀ, ୩୦।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୧୩ ହଜାର ୧୫୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ…

ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଲେ ଏହି ମହାନ କ୍ରିକେଟର୍‌

ଅକଲାଣ୍ଡ,୩୦।୧୨: ନ୍ୟୁଜିଲାଣ୍ଡର ମହାନ ଖେଳାଳି ରସ ଟେଲର ଗୁରୁବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଘରୋଇ ଗ୍ରୀଷ୍ମ ପରେ ସେ ଅନ୍ତର୍ଜାତୀୟ କ୍ରିକେଟ ସହିତ ବିଦାୟ ନେବେ ବୋଲି ସେ କହିଛନ୍ତି। ନ୍ୟୁଜିଲାଣ୍ଡ ପାଇଁ ତାଙ୍କର ଶେଷ ମ୍ୟାଚ ନେଦରଲାଣ୍ଡ…

ଘନେଇଲା ଓମିକ୍ରନ୍‌ ସଙ୍କଟ, ୨୨ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୬୧ ଛୁଇଁଲା…

ନୂଆଦିଲ୍ଲୀ, ୩୦।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ସଙ୍କଟ ଘନେଇବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୨ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୬୧ ଛୁଇଁଛି। ଦେଶରେ ଓମିକ୍ରନ୍‌…

ନଷ୍ଟ ହୋଇନି ୩୫ଶହ ବର୍ଷ ପୁରୁଣା ମମିର ଦାନ୍ତ

କାଏରୋ, ୩୦ା୧୨: ଇଜିପ୍ଟର ଅନେକ ରାଜା, ରାଜ ପରିବାର ସଦସ୍ୟ, ପୂଜାରୀ ଆଦିଙ୍କୁ ମୃତ୍ୟୁ ପରେ ମମିରେ ପରିଣତ କରାଯିବା ବିଷୟ ସର୍ବଦା ଲୋକଙ୍କ ପାଇଁ ନୂଆ କିଛି ଜାଣିବାର ଉତ୍ସ ହୋଇଆସିଛି। ପୂର୍ବ ସଭ୍ୟତାର ଲୋକଙ୍କ ବିଷୟରେ ଏହା ଦ୍ୱାରା…

ପାର୍ଲାମେଣ୍ଟରେ ମୁଥ ମରାମରି

ଅମ୍ମାନ, ୩୦ା୧୨: ଲିଙ୍ଗଗତ ସମାନତାକୁ ନେଇ ସମ୍ବିଧାନରେ ସଂଶୋଧନ ନିମନ୍ତେ ଏକ ବିଧେୟକ ଉପରେ ଆଲୋଚନାବେଳେ ମଙ୍ଗଳବାର ଜୋର୍ଡାନ ପାର୍ଲାମେଣ୍ଟରେ ଏମ୍‌ପିମାନେ ପରସ୍ପର ମଧ୍ୟରେ ମାରପିଟ ହୋଇଛନ୍ତି। ସେହି ସମୟରେ ମାଡ଼ ମରାମରି ବେଳର ଲାଇଭ୍‌ ଟେଲିକାଷ୍ଟ ହେବା ସହ ସୋସିଆଲ…

ଭାରତରେ ବିସ୍ଫୋରକ ହେବ ସଂକ୍ରମଣ

ନୂଆଦିଲ୍ଲୀ, ୩୦।୧୨: କରୋନା ଭୂତାଣୁର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଆସିବା ପରେ ଭାରତରେ ଗତ କିଛିଦିନ ହେଲା କୋଭିଡ୍‌ ସଂକ୍ରମଣ ବଢ଼ିଚାଲିଛି। ଆଗାମୀ ଦିନରେ ଏହା ଅତ୍ୟଧିକ ବୃଦ୍ଧି ପାଇବ। ତେବେ ଏହି ଲହର ଅଳ୍ପଦିନ ପାଇଁ ରହିବ ବୋଲି କେମ୍ବ୍ରିଜ୍‌…

ଦେଶରେ କରୋନାର ତୃତୀୟ ଲହର!

ନୂଆଦିଲ୍ଲୀ,୩୦ ।୧୨: ଦେଶରେ କରୋନା ସଂକ୍ରମଣ ବୃଦ୍ଧି ହେବାରେ ଲାଗିଲାଣି । କୋଭିଡର ନୂଆ ଭାରିଏଣ୍ଟ ଆଶା କରାଯାଉଥିବା ତୁଳନାରେ ଅଧିକ ବଢିବାରେ ଲାଗିଛି । ଏହି କ୍ରମରେ ରାଜଧାନୀ ଦିଲ୍ଲୀରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନା ୨ ଗୁଣା…

ମୁଖ୍ୟମନ୍ତ୍ରୀଙ୍କୁ ମିଳିଲାନି ଗୃହ ବିଭାଗ

ଚଣ୍ଡିଗଡ଼/ନୂଆଦିଲ୍ଲୀ,୩୦।୧୨: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଅସନ୍ତୁଷ୍ଟ ବିଧାୟକମାନଙ୍କୁ ମନାଇବା ପାଇଁ ମଙ୍ଗଳବାର ନିଜ କ୍ୟାବିନେଟ ସମ୍ପ୍ରସାରଣ କରିଥିଲେ। ହେଲେ ଏହି ବିସ୍ତାର ପରେ ଭାଜପାରେ ବିବାଦ ବଢ଼ିଛି। କାରଣ ଦୁଇ ନୂଆ ମନ୍ତ୍ରୀ କମଲ ଗୁପ୍ତା (ଭାଜପା) ଏବଂ…

ଓମିକ୍ରନ୍‌ ନିରୋଧୀ ଆଣ୍ଟିବଡି ଚିହ୍ନଟ

ଓ୍ବାଶିଂଟନ, ୩୦।୧୨: ଓମିକ୍ରନ୍‌ ଏବଂ କରୋନା ଭୂତାଣୁର ଅନ୍ୟ ଭାରିଆଣ୍ଟଗୁଡ଼ିକୁ ନିଷ୍କ୍ରିୟ କରିବା ଲାଗି ଆଣ୍ଟିବଡି ଚିହ୍ନଟ ହୋଇଛି। ବୈଜ୍ଞାନିକମାନଙ୍କର ଏକ ଅନ୍ତର୍ଜାତୀୟ ଟିମ୍‌ ନିକଟରେ କରିଥିବା ଅଧ୍ୟୟନରୁ ଏହା ଜାଣିବାକୁ ପାଇଛନ୍ତି। ଉକ୍ତ ଆଣ୍ଟିବଡିଗୁଡ଼ିକ ଭୂତାଣୁର ସ୍ପାଇକ୍‌ ପ୍ରୋଟିନ୍‌ ଅଞ୍ଚଳକୁ…

ଖୁସି ଖବର: ଟିକା ନେଇଥିବା ଲୋକଙ୍କୁ ଓମିକ୍ରନ୍ ଆଶଙ୍କା କମ୍‌

ନୂଆଦିଲ୍ଲୀ,୩୦ ।୧୨: ସାରା ବିଶ୍ୱରେ ଏବେ ତାଣ୍ଡବ ରଚିଲାଣି କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ । ଏହାକୁ ନେଇ ସାରା ବିଶ୍ୱ ଚିନ୍ତାରେ ପଡି ଯାଇଥିବା ବେଳେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) ଏକ ଆଶ୍ୱସ୍ତିକର ଖବର ଦେଇଛି । ଡବ୍ଲୁଏଚ୍‌ର…

ଏହି ଦେଶରେ ଅଧାରୁ ପାଠପଢ଼ା ଛାଡ଼ନ୍ତି ଛାତ୍ରୀଛାତ୍ର, କାରଣ ଜାଣିଲେ…

ଦୁନିଆର ପ୍ରତ୍ୟେକ ଦେଶରେ ଅନେକ ଅଜବ ନିୟମ ଅଛି, ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ କରେ। ପଡ଼ୋଶୀ ଦେଶ ପାକିସ୍ତାନରେ ମଧ୍ୟ କିଛି ଅଜବ ନିୟମ ରହିଛି। ଏହି ନିୟମକୁ ନେଇ ପାକିସ୍ତାନ ଚର୍ଚ୍ଚାରେ ରହିଥାଏ। ଏପରି ଅଦ୍ଭୁତ ନିୟମ ପାଇଁ ପାକିସ୍ତାନକୁ…

ସଲମାନଙ୍କୁ ଜନ୍ମଦିନରେ ଏମିତି ଉପହାର ଦେଲେ କ୍ୟାଟ୍ରିନା

ବଲିଉଡ ଅଭିନେତା ସଲମାନ ଖାନଙ୍କ ପାଇଁ ୫୬ତମ ଜନ୍ମଦିନ ଅତ୍ୟନ୍ତ ସ୍ବତନ୍ତ୍ର ଥିଲା। ଅନେକ ସେଲିବ୍ରିଟ ପାନଭେଲରେ ସଲମାନଙ୍କ ଜନ୍ମଦିନ ପାର୍ଟିରେ ଅଂଶଗ୍ରହଣ କରିଥିବାବେଳେ ଅନେକ ସୋସିଆଲ ମିଡିଆରେ ଥ୍ରୋବ୍ୟାକ ଫଟୋ ଶେୟାର କରି ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ସଲ୍ଲୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri