ନୂଆବର୍ଷ ପୂର୍ବରୁ ଘରକୁ ଆଣନ୍ତୁ ଏସବୁ ଶୁଭ ଜିନିଷ; ବର୍ଷତମାମ ଧନର ଅଭାବ ରହିବ ନାହିଁ
ଆଉ ଦିନ କେଇଟାର ଅପେକ୍ଷା। ନବବର୍ଷ ୨୦୨୨କୁ ସ୍ବାଗତ କରିବା ଲାଗି ଏବେଠାରୁ ସଜବାଜ ହେଲେଣି ଲୋକେ। ତେବେ ବାସ୍ତୁ ଅନୁଯାୟୀ ନୂଆବର୍ଷ ଦିନ କିଛି ଏଭଳି ଜିନିଷ ଆଣନ୍ତୁ ଯାହା ଶୁଭ। ଏହାଦ୍ୱାରା ଘରେ ସୁଖସମୃଦ୍ଧି ଆସିଥାଏ। ଏଥିସହ ନକରାତ୍ମକ…
ରେଷ୍ଟୁରାଣ୍ଟରେ ପିଆଜ ମାଗିବା ପଡ଼ିଲା ମହଙ୍ଗା; ମାଡ଼ ମାରି ଲହୁଲୁହାଣ କଲେ ରେଷ୍ଟୁରାଣ୍ଟ କର୍ମଚାରୀ
କୋଲକାତା,୨୯।୧୨: ପିଆଜ ମାଗିଲେ ବୋଲି ରେଷ୍ଟୁରାଣ୍ଟର କର୍ମଚାରୀ ଜଣେ ଯୁବକଙ୍କୁ ଲହୁଲୁହାଣ କରିଛନ୍ତି। ଏହି ମାମଲାରେ ଉକ୍ତ ରେଷ୍ଟୁରାଣ୍ଟର ମ୍ୟାନେଜରଙ୍କୁ ଗିରଫ କରିନିଆଯାଇଛି। ଘଟଣାଟି କୋଲକାତାର ହାତିବାଗାନ ଅଞ୍ଚଳର। ଦୁଇଜଣ ଯୁବକଙ୍କୁ କଥିତ ଭାବେ ପିଟିବାକୁ ନେଇ ଅଭିଯୋଗ ହେବା ପରେ…
ବେବି ବମ୍ପ ଦେଖାଇ ପ୍ରଶଂସକଙ୍କୁ ଏଭଳି ପ୍ରଶ୍ନ ପଚାରିଲେ ଭାରତୀ
ବମ୍ବେ: ଖୁବ୍ଶୀଘ୍ର ମା’ ହେବାକୁ ଯାଉଛନ୍ତି ଲୋକପ୍ରିୟ କମେଡିଆନ୍ ଭାରତୀ ସିଂହ। କିଛି ଦିନ ତଳେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ପ୍ରଶଂସକଙ୍କୁ ଜଣାଇଥିଲେ ସେ। ଏହାପରଠାରୁ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଥିଲା। ଏବେ ଭାରତୀ ଇନ୍ଷ୍ଟାଗ୍ରାମରେ ନିଜର…
କଂଗ୍ରେସର ମୁଣ୍ଡବିନ୍ଧା ବଢାଇଲେ ସିଦ୍ଧୁ: କହିଲେ, ବିନା ବରରେ କି ବରଯାତ୍ରୀ
ଚଣ୍ଡିଗଡ଼,୨୯।୧୨: ପଞ୍ଜାବରେ ୨୦୨୨ ବିଧାନସଭା ନିର୍ବାଚନ ପୂର୍ବରୁ ନବଜୋତ ସିଂ ସିଦ୍ଧୁ ପୁଣି ଥରେ କଂଗ୍ରେସର ଚିନ୍ତା ବଢାଇଛନ୍ତି। ସିଦ୍ଧୁ ନିଜ ଦଳ ଉପରେ ବର୍ଷି ୨୦୨୨ ନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ଚେହେରା ସ୍ପଷ୍ଟ କରିବାକୁ କହିଛନ୍ତି। ବୁଧବାର ନବଜୋତ ସିଂ…
ଓମିକ୍ରନକୁ ନେଇ ଏପରି ଚେତାବନୀ ଦେଲା ଡବ୍ଲୁଏଚ୍ଓ
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯ା୧୨: ସାରା ବିଶ୍ୱରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିନ୍ତା ବଢ଼ାଉଛି। ଦିନକୁ ଦିନ ଏହି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହାର ପ୍ରଭାବ ମଧ୍ୟ ଭାରତ ଉପରେ ପଡ଼ିଛି। ବର୍ତ୍ତମାନ ସୁଦ୍ଧା ଭାରତରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୭୮୨ରେ ପହଞ୍ଚିଛି। ତେବେ…
ସହଦେବଙ୍କ ମୁହଁରେ ହସ
ରାୟପୁର,୨୯।୧୨: ଦୁର୍ଘଟଣାରେ ଗୁରୁତର ହୋଇଥିଲେ ‘ବଚପନ୍ କା ପ୍ୟାର୍’ ଗାଇ ଲୋକପ୍ରିୟ ହୋଇଥିବା କୁନି ଗାୟକ ସହଦେବ ଦିର୍ଦୋ। ଅଭିଜ୍ଞ ଡାକ୍ତରଙ୍କ ଦ୍ୱାରା ତାଙ୍କର ଚିକିତ୍ସା କରାଯାଉଥିବା ବେଳେ ଏବେ ସେ ହୋସ୍କୁ ଫେରିଛନ୍ତି। ଧିରେ ଧିରେ ତାଙ୍କ ସ୍ବାସ୍ଥ୍ୟରେ ସୁଧାର…
୩୫୧ ପ୍ରତିରକ୍ଷା ଉପକରଣ ଆମଦାନୀ ଉପରେ ଲାଗିଲା ପ୍ରତିବନ୍ଧକ
ନୂଆଦିଲ୍ଲୀ,୨୯।୧୨: ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଏକ ବଡ ନିଷ୍ପତ୍ତି ନିଆଯାଇଛି। ୩୫୧ ପ୍ରତିରକ୍ଷା ଉପକରଣ ଆମଦାନୀ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏହି ଉପକରଣଗୁଡ଼ିକରେ ଅନେକ ଉପତନ୍ତ୍ର ଏବଂ ପ୍ରତିରକ୍ଷା ଉତ୍ପାଦନର ଉପାଦାନ ଅନ୍ତର୍ଭୁକ୍ତ। ଆସନ୍ତା ବର୍ଷ ଡିସେମ୍ବରରୁ ଏହି ସମୟସୀମା…
ଥରିଲା ଗ୍ରୀସ୍
ଆଥେନ୍ସ,୨୯ା୧୨: ଗ୍ରୀସ୍ର ଦକ୍ଷିଣ ଦ୍ୱୀପ କ୍ରିଟ୍ରେ ବୁଧବାର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୫.୭ ଥିଲା। ରିପୋର୍ଟ ଅନୁଯାୟୀ, ଭୂକମ୍ପ ଯୋଗୁ କୌଣସି ଧନଜବୀନ ନଷ୍ଟ ହୋଇଥିବା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ସୂଚନା ଜଣାପଡ଼ିନାହିଁ। ଅନ୍ୟପକ୍ଷରେ ବୁଧବାର…
ବିପିଏଲ କାର୍ଡଧାରୀଙ୍କ ପାଇଁ ଶସ୍ତା ହେବ ପେଟ୍ରୋଲ
ରାଞ୍ଚି,୨୯।୧୨: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ବୁଧବାର ରାଜ୍ୟର ବିପିଏଲ କାର୍ଡଧାରୀମାନଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ବିପିଏଲ କାର୍ଡଧାରୀଙ୍କ ପାଇଁ ପେଟ୍ରୋଲ ଦର ହ୍ରାସ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ନୂତନ ନିଷ୍ପତ୍ତି ଅନୁଯାୟୀ ଏହାର ମୂଲ୍ୟ ୨୫…
ଜବରଦଖଲ ଉଚ୍ଛେଦ ପ୍ରତିବାଦରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ
ପାରଳାଖେମୁଣ୍ଡି,୨୯ା୧୨(ଡି.ଏନ୍.ଏ.): କାଶୀନଗର ବ୍ଲକ ହାଡୁଭାଙ୍ଗି ଗ୍ରାମରେ ଜବରଦଖଲ ଉଚ୍ଛେଦ ପ୍ରତିବାଦରେ କିରୋସିନି ଢାଳି ହୋଇ ନିଆଁ ଲଗାଇ ଉଦ୍ୟମ ବେଳେ ପୋଲିସ କାବୁ କରିଛି। ତେବେ ସମ୍ପୃକ୍ତ ଅଞ୍ଚଳରେ ୧୪୪ ଧାରା ବଳବତ୍ତର ରଖିଛି ପ୍ରଶାସନ। ଗଜପତି ଜିଲା କାଶୀନଗର ବ୍ଲକ…
ଅଭିନେତ୍ରୀଙ୍କ ବୋଲ୍ଡ ଲୁକ୍ ଦେଖି ପ୍ରଶଂସକ ଘାଇଲା
ମୁମ୍ବାଇ: ଭୋଜପୁରୀ ଇଣ୍ଡଷ୍ଟ୍ରିର ଜଣାଶୁଣା ଅଭିନେତ୍ରୀ ମୋନାଲିସା ନିଜର ଷ୍ଟାଇଲ୍ ଏବଂ ବୋଲ୍ଡ ଲୁକ୍କୁ ନେଇ ପ୍ରଶଂସକଙ୍କୁ ଘାଇଲା କରିଦିଅନ୍ତି। ଏବେ ସୋସିଆଲ ମିଡିଆରେ ସେମିତି ଏକ ଫଟୋ ଶେୟାର କରି ଚର୍ଚ୍ଚାକୁ ଆସିଛନ୍ତି। ମୋନାଲିସାଙ୍କ ଦେଶ ବିଦେଶରେ କୋଟି କୋଟି…
ପ୍ରଧାନମନ୍ତ୍ରୀଙ୍କ ୟୁଏଇ-କୁଏତ ଗସ୍ତ ବାତିଲ…
ନୂଆଦିଲ୍ଲୀ, ୨୯।୧୨: କରୋନା ମହାମାରୀର ନୂଆ ଭାରିଆଣ୍ଟ୍ ଓମିକ୍ରନ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୟୁଏଇ ଏବଂ କୁଏତ ଗସ୍ତକୁ ବାତିଲ କରାଯାଇଛି। ୨୦୨୨ ଜାନୁୟାରୀ ୬ରେ ଏହି ପ୍ରସ୍ତାବିତ ଗସ୍ତ କାର୍ଯ୍ୟକ୍ରମ ଧାର୍ଯ୍ୟ କରାଯାଇଥିଲା। ମାତ୍ର ଓମିକ୍ରନ୍…
Archives


