Home

ପ୍ରଥମେ ପ୍ରତିଶ୍ରୁତି ପରେ ଦୁର୍ନୀତି କରିଥାଏ କଂଗ୍ରେସ, କହିଲେ ପ୍ରଧାନମନ୍ତ୍ରୀ…

ଡେରାଡୁନ୍‌, ୧୨।୨ : କଂଗ୍ରେସ ପ୍ରଥମେ ବଡ଼ ବଡ଼ ପ୍ରତିଶ୍ରୁତି ଦେଇ ପରେ ଦୁର୍ନୀତି କରିଥାଏ। ଉତ୍ତର।ଖଣ୍ଡ ବିଧାନସଭା ପ୍ରଚାରରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଏଭଳି କହିଛନ୍ତି। ସେ କଂଗ୍ରେସକୁ ଟାର୍ଗେଟ କରି କହିଛନ୍ତି ଯେ, ନିର୍ବାଚନୀ ପ୍ରଚାରରେ…

ପୁଣି ପୋଷ୍ଟର ଜାରି କଲେ ମାଓବାଦୀ, ଭୋଟ ବର୍ଜନ ପାଇଁ ଆହ୍ବାନ

ବାଲିଗୁଡ଼ା,୧୨ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି ମାଓବାଦୀ ସଙ୍ଗଠନ କନ୍ଧମାଳ ଜିଲାରେ ସେତିକି ସ୍ଥିତି ଜାହିର କରୁଥିବା ଦେଖିବାକୁ ମିଳୁଛି। ଶନିବାର ପୁଣି କନ୍ଧମାଳ ଜିଲା କୋଟଗଡ଼ ଥାନା ରଡ଼ିଗୁମା ସ୍କୁଲ ଅଞ୍ଚଳରେ ବାସଧାରା ଘୁମୁସର ନାଗାବଳୀ ଡିଭିଜନରେ…

ଉଦ୍ୟୋଗପତି ରାହୁଲ ବଜାଜ୍‌ଙ୍କ ପରଲୋକ…

ପୁଣେ, ୧୨।୨ : ଖ୍ୟାତି ସମ୍ପନ୍ନ ଉଦ୍ୟୋଗପତି ତଥା ବଜାଜ୍‌ ଗ୍ରୁପ୍‌ର ପୂର୍ବତନ ଅଧ୍ୟକ୍ଷ ରାହୁଲ ବଜାଜ୍‌ଙ୍କ ପରଲୋକ ଘଟିଛି। ଶନିବାର ପୁଣେଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ୧୯୩୮ ଜୁନ୍‌…

ଲୋକାଲ ଟ୍ରେନ୍‌ରେ ଫିଲ୍ମ-ଟିଭି ଶୋ ଦେଖିପାରିବେ ଯାତ୍ରୀ…

ମୁମ୍ବାଇ, ୧୨।୨ : ଏଣିକି ମୁମ୍ବାଇର ଲୋକାଲ ଟ୍ରେନରେ ଯାତ୍ରା କରିବା ସମୟରେ ଯାତ୍ରୀ ଫିଲ୍ମ ଏବଂ ଟିଭି ଶୋ ଦେଖିପାରିବେ। ଭାରତୀୟ ରେଳ ଅଧିକାରୀ କହିଛନ୍ତି ଯେ କେନ୍ଦ୍ରୀୟ ରେଳବାଇ ଏବଂ ସୁଗାରବକ୍ସ ନେଟୱାର୍କ ସ୍ଥାନୀୟ ଟ୍ରେନରେ ‘କଣ୍ଟେଣ୍ଟ ଅନ…

ବାହାରୁ ସବଳ, ଭିତରୁ ଦୁର୍ବଳ ଚାଇନା, ନିଜ ପାଦରେ ଚୋଟ ମାରୁଛନ୍ତି ଜିନ୍‌ପିଙ୍ଗ୍‌…

ଲଣ୍ଡନ, ୧୨।୨ : ବାହାରୁ ଶକ୍ତିଶାଳୀ ମନେ ହେଉଥିବା ଚାଇନା ପ୍ରକୃତରେ ଭିତରୁ ଦୁର୍ବଳ। ଏନେଇ ବିଶେଷଜ୍ଞ ମତପୋଷଣ କରିଛନ୍ତି। ବେଜିଂରେ ବ୍ରିଟିଶ ଦୂତାବାସରେ ଦୁଇଥର କାର୍ଯ୍ୟ କରିଥିବା ରୋଜର ଗାର୍ସାଇଡ କହିଛନ୍ତି ଯେ ଆଭ୍ୟନ୍ତରୀଣ କାରଣଗୁଡିକ ଯୋଗୁ ଚାଇନାର ସ୍ଥିତି…

ଆଇପିଏଲ୍‌ ମେଗା ନିଲାମ ବେଳେ ଅଘଟଣ: ହଠାତ ଚେତା ହରାଇଲେ ନିଲାମଧାରୀ

ବେଙ୍ଗାଲୁରୁ,୧୨।୨: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)-୨୦୨୨ର ମେଗା ନିଲାମ ଶନିବାର ଚାଲିଥିବା ବେଳେ ଏକ ଅଘଟଣ ଘଟିଛି। ଅକ୍ସନ ବେଳେ ୬୩ ବର୍ଷୀୟ ବ୍ରିଟିଶ ନିଲାମଧାରୀ ହଗ୍‌ ଏଡ୍‌ମିଡସ୍‌ ହଠାତ ଅଚେତ ହୋଇପଡ଼ିଥିବା ଦେଖାଯାଇଛି। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ ପଞ୍ଜାବ କିଙ୍ଗ୍ସ…

କୋଟିପତି ହେଲେ ପାଡିକଲ

ବେଙ୍ଗାଲୁରୁ,୧୨।୨: ଆଇପିଏଲ୍‌-୨୦୨୨ ମେଗା ଅକ୍ସନର ଦ୍ୱିତୀୟ ସେଟ୍‌ ନିଲାମରେ ବାଜି ମାରିଛନ୍ତି ଦେବଦତ୍ତ ପାଡିକଲ। ତାଙ୍କୁ ରାଜସ୍ଥାନ ରୟାଲ୍ସ ୭.୭୫ କୋଟି ଟଙ୍କାରେ କିଣି ନେଇଛି। ଆଇପିଏଲ୍‌ ଲିଗ୍‌ର ଗତ ଦୁଇ ସଂସ୍କରଣରେ ଦୁଇଜଣ ଖେଳାଳି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।…

କଂଗ୍ରେସକୁ ବଡ଼ ଝଟ୍‌କା: ପ୍ରିୟଙ୍କାଙ୍କ ଆଉ ଜଣେ ପୋଷ୍ଟର ଗର୍ଲ ଭାଜପାରେ ସାମିଲ

ଲକ୍ଷ୍ନୌ,୧୨।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରିୟଙ୍କାଙ୍କ ଆଉ ଜଣେ ପୋଷ୍ଟର ଗର୍ଲ ଭାଜପାରେ ସାମିଲ ହୋଇଛନ୍ତି। ସୂଚନାଯୋଗ୍ୟ, କଂଗ୍ରେସର ଆଉ ଜଣେ ପୋଷ୍ଟର ଗର୍ଲ ପଲ୍ଲବୀ ସିଂହ ଶନିବାର ଭାଜପାରେ…

ପଞ୍ଜାବ ଟିମ୍‌କୁ ଗଲେ ରବାଡା, ଅଷ୍ଟ୍ରେଲିୟ ଅଧିନାୟକଙ୍କ ପାଇଁ ୩ ଫ୍ରାଞ୍ଚାଇଜ୍‌ ମଧ୍ୟରେ ଲଢ଼େଇ

ବେଙ୍ଗାଲୁରୁ,୧୨।୨: ଦକ୍ଷିଣ ଆଫ୍ରିକାର ଏକ ନମ୍ବର ପେସ୍‌ ବୋଲର୍‌ କାଗିସୋ ରବାଡାଙ୍କୁ କିଣିଛି ପଞ୍ଜାବ୍‌ କିଙ୍ଗ୍ସ। ଏହି କ୍ରିକେଟର ୯.୨୫ କୋଟି ଟଙ୍କାରେ ନିଲାମ ହୋଇଛନ୍ତି। ଅପରପକ୍ଷେ ଅଷ୍ଟ୍ରେଲିଆ ଟେଷ୍ଟ ଟିମ୍‌ ଅଧିନାୟକ ପ୍ୟାଟ୍‌ କମିନ୍ସ ୭.୨୫ କୋଟି ଟଙ୍କାରେ ନିଲାମ…

ପୁରୁଣା ଟିମ୍‌କୁ ଫେରିଲେ ଓ୍ବାର୍ନର: ଜାଣନ୍ତୁ କେତେରେ ହେଲେ ବିକ୍ରି…

ବେଙ୍ଗାଲୁରୁ,୧୨।୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୫ତମ ସଂସ୍କରଣ ଲାଗି ମେଗା ନିଲାମ ପ୍ରକ୍ରିୟା ଜାରି ରହିଛି। ଏଥିରେ ଅଷ୍ଟ୍ରେଲିୟ ଖେଳାଳିଙ୍କ ପାଇଁ ବହୁତ ଚାହିଦା ରହିଥିବା ବେଳେ ଚଳିତ ଥର ୪୭ ଖେଳାଳି ସେମାନଙ୍କ ନାମ ପଞ୍ଜିକରଣ କରିଥିଲେ। ସେଥିରୁ ବିସ୍ଫୋରକ…

କେବେ ଏ ଦଳ ତ କେବେ ସେ ଦଳ: ପ୍ରାୟ ୪୬ ଦିନ ମଧ୍ୟରେ ୩ଥର ଦଳ ପରିବର୍ତ୍ତନ କରିସାରିଲେଣି ଏହି ବିଧାୟକ

ଚଣ୍ଡିଗଡ଼,୧୨।୨: ବିଧାନସଭା ନିର୍ବାଚନ ପାଇଁ ୫ଟି ରାଜ୍ୟରେ ରାଜନୈତିକ ଉଷ୍ଣତା ଜାରି ରହିଛି। ସମସ୍ତ ରାଜ୍ୟରେ ପ୍ରଚାରକୁ ଜୋରଦାର କରାଯାଇଥିବା ବେଳେ ଏବେ ବି ଦଳ ପରିବର୍ତ୍ତନ ପର୍ବ ଜାରି ରହିଛି। ଉତ୍ତରପ୍ରଦେଶ, ଗୋଆ, ଉତ୍ତରାଖଣ୍ଡ ଓ ତ୍ରିପୁରା ପରେ ଏବେ…

ଖୋଲିବ ଅଙ୍ଗନବାଡ଼ି କେନ୍ଦ୍ର, ପ୍ରସ୍ତୁତି ନେଇ ଜିଲାପାଳଙ୍କୁ ଚିଠି

ଭୁବନେଶ୍ୱର,୧୨।୨(ବ୍ୟୁରୋ): ରାଜ୍ୟରେ ଧିରେ ଧିରେ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖଇ ସମସ୍ତ ଶିକ୍ଷାନୁଷ୍ଠାନ ଖୋଲିବାକୁ ସରକାର ନିର୍ଦ୍ଦେଶ ଦେଇଥିବା ବେଳେ ଏବେ ଅଙ୍ଗନବା କେନ୍ଦ୍ର ଗୁଡ଼ିକ ଖୋଲିବ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?