ଅଣାୟତ୍ତା ମୁହାଁ ଓମିକ୍ରନ୍, ଆକ୍ରାନ୍ତଙ୍କ ସଂଖ୍ୟା ୭୮୧ ଛୁଇଁଲା…
ନୂଆଦିଲ୍ଲୀ, ୨୯।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍ ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୧ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୮୧ ଛୁଇଁଛି। ଦେଶରେ…
ବିକ୍ରମ ମିସ୍ରି ଡେପୁଟି ଏନ୍ଏସ୍ଏ
ନୂଆଦିଲ୍ଲୀ, ୨୯।୧୨: ଗତ ସପ୍ତାହରେ ଚାଇନାରୁ ରାଷ୍ଟ୍ରଦୂତ ଭାବେ କାର୍ଯ୍ୟକାଳ ଶେଷ କରି ଫେରିଥିବା ବରିଷ୍ଠ କୂଟନୀତିଜ୍ଞ ବିକ୍ରମ ମିସ୍ରି ଭାରତର ଜାତୀୟ ସୁରକ୍ଷା ଉପପରାମର୍ଶଦାତା (ଡେପୁଟି ଏନ୍ଏସ୍ଏ) ଭାବେ ନିଯୁକ୍ତ ହୋଇଛନ୍ତି। ସେ ନୂଆଦିଲ୍ଲୀସ୍ଥିତ ନ୍ୟାଶନାଲ ସିକ୍ୟୁରିଟି କାଉନ୍ସିଲରେ ଜାତୀୟ…
ଗୋଟିଏ ଦିନରେ ଦାଖଲ ହେଲା ୧୫.୪୯ ଲକ୍ଷ ଆଇଟିଆର୍
ନୂଆଦିଲ୍ଲୀ,୨୯ା୧୨: ୨୦୨୦-୨୦୨୧ ଆର୍ଥିକ ବର୍ଷ ପାଇଁ ସୋମବାର ସୁଦ୍ଧା ୪ କୋଟି ୬୭ ଲକ୍ଷ ୪୫ ହଜାର ୨୪୯ଟି ଆୟକର ରିଟର୍ନ (ଆଇଟିଆର୍) ଦାଖଲ ହୋଇଛି। ସେଥିମଧ୍ୟରେ ସୋମବାର ଗୋଟିଏ ଦିନରେ ୧୫ ଲକ୍ଷ ୪୯ ହଜାର ୮୩୧ଟି ଆଇଟିଆର୍ ଦାଖଲ…
ବିନା ମେଡିକାଲ ପ୍ରମାଣପତ୍ରରେ ବୟସ୍କଙ୍କୁ ବୁଷ୍ଟର ଡୋଜ୍
ନୂଆଦିଲ୍ଲୀ, ୨୯ା୧୨: ଜାନୁୟାରୀ ୧୦ରୁ କୋଭିଡ୍ ଟିକାର ସମସ୍ତ ଡୋଜ୍ ନେଇସାରିଥିବା ୬୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ବ୍ୟକ୍ତି ବୁଷ୍ଟର ଡୋଜ୍ ପାଇଁ ନାଁ ପଞ୍ଜୀକରଣ କରାଇପାରିବେ। କୌଣସି ରୋଗର ଶିକାର ହୋଇଥିଲେ କିମ୍ବା ଚିକିତ୍ସାଧୀନ ଥିଲେ ମଧ୍ୟ ସେମାନେ ବୁଷ୍ଟର…
ଏହି ୪ ରାଶିଙ୍କ ଭାଗ୍ୟ ବଦଳାଇବ ୨୦୨୨; ଧନର ଦେବତା କୁବେରଙ୍କ ରହିବ ବିଶେଷ କୃପା
ନୂଆ ବର୍ଷକୁ ଆଉ ଦିନ କେଇଟା ବାକି। ସମସ୍ତଙ୍କୁ ଏହି ବର୍ଷକୁ ନେଇ ବହୁତ ଆଶା ରହିଛି। ବିଭିନ୍ନ ଦିଗରୁ ବର୍ଷଟି ସଫଳତାପୂର୍ଣ୍ଣ ହେଉ ବୋଲି ସମସ୍ତେ ଚାହାନ୍ତି। ଏଣୁ ଆଜିର ଆଲୋଚନାରେ ଆମେ କହିବାକୁ ଯାଉଛୁ ଏଭଳି ୪ ରାଶି…
ଆଉ ବିଡିଏ ଅନୁମତି ଲୋଡାନାହିଁ
ଭୁବନେଶ୍ୱର, ୨୮।୧୨(ବ୍ୟୁରୋ): ସହରାଞ୍ଚଳରେ ଜମି କିଣାବିକା ସହଜ ହେବ। କାରଣ ରାଜ୍ୟ ସରକାର ସମସ୍ତ ଲିଜ ଜମିକୁ ଫ୍ରି ହୋଲ୍ଡ କରିବେ। ବର୍ତ୍ତମାନ ସ୍ଥିତିରେ ଲିଜ ଜମିରେ ଜମି ମାଲିକଙ୍କୁ କେବଳ ହେରିଟେବୁଲ ରାଇଟ୍ସ ଦିଆଯାଇଛି। ଏହାର ଅର୍ଥ ଲିଜ୍ଧାରୀ କେବଳ…
ଏକାମ୍ର କ୍ଷେତ୍ରର ବିକାଶ ଲାଗି ୧୩ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଖର୍ଚ୍ଚ ହେବ ୧୦୩ କୋଟି
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଏକାମ୍ର ଅଞ୍ଚଳର ବିକାଶ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୧୩ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିଲାଗି ୧୦୩ କୋଟି ଟଙ୍କା ବିନିଯୋଗ କରାଯିବ। ସେଥିମଧ୍ୟରେ ପୁରୁଣା ଭୁବନେଶ୍ୱରରେ ୨୪ ଘଣ୍ଟିଆ ଗୁଣାତ୍ମକ ପାନୀୟ ଜଳଯୋଗାଣ, ଧଉଳି ଶାନ୍ତିସ୍ତୂପର ପୁନରୁଦ୍ଧାର…
ସମାଜବାଦୀ ପାର୍ଟିକୁ ଟାର୍ଗେଟ କଲେ ମୋଦି
କାନପୁର,୨୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର କାନପୁର ମେଟ୍ରୋ ରେଳ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ କାନପୁର ବ୍ୟବସାୟୀ ପୀୟୂଷ ଜୈନ୍ଙ୍କ ଘରୁ ଜବତ ହୋଇଥିବା କୋଟି କୋଟି ଟଙ୍କାକୁ ନେଇ ପ୍ରଧାନମନ୍ତ୍ରୀ ବିରୋଧୀଙ୍କୁ ଟାର୍ଗେଟ କରିଥିଲେ। ସେ ବିଶେଷ…
ଭାଜପାରେ ମିଶିଲେ କ୍ରିକେଟର୍ ଦୀନେଶ ମୋଙ୍ଗିଆ
ନୂଆଦିଲ୍ଲୀ,୨୮।୧୨: ପୂର୍ବତନ କ୍ରିକେଟର ଦୀନେଶ ମୋଙ୍ଗିଆ ମଙ୍ଗଳବାର ଦିଲ୍ଲୀରେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ଏହି ସମୟରେ ଦଳର ନେତାମାନେ ତାଙ୍କୁ ସ୍ବାଗତ କରିଥିଲେ। ରାଜନୈତିକ ଇନିଂସ ବିଷୟରେ ମୋଙ୍ଗିଆ କହିଛନ୍ତି ଯେ, ମୁଁ ଭାରତୀୟ ଜନତା ପାର୍ଟିରେ ଯୋଗ…
ଜାନୁୟାରୀ ୩ରୁ ଖୋଲିବ ପ୍ରାଥମିକ ସ୍କୁଲ
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଜାନୁୟାରୀ ୩ରୁ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ସ୍କୁଲ। ସାରା ରାଜ୍ୟରେ ଥିବା ପ୍ରାୟ ୨୭,୦୦୦ ପ୍ରାଥମିକ ବିଦ୍ୟାଳୟକୁ ଖୋଲିବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି। ଯେଉଁ ବିଦ୍ୟାଳୟରେ ଦଶମ ଶ୍ରେଣୀ ନିମନ୍ତେ ୫ରୁ ୮ପର୍ଯ୍ୟନ୍ତ ସମେଟିଭ୍-୧ ପରୀକ୍ଷା…
ଉତ୍ତୋଳନ ବେଳେ ସୋନିଆଙ୍କ ହାତରେ ଖସିପଡିଲା ଦଳୀୟ ପତାକା
ନୂଆଦିଲ୍ଲୀ,୨୮।୧୨: କଂଗ୍ରେସର ୧୩୭ ତମ ଫାଉଣ୍ଡେସନ ଦିବସ ପାଳନ ଅବସରରେ ଏକ ଅଜବ ଘଟଣା ସାମ୍ନାକୁ ଆସିଥିଲା। ପାର୍ଟି କାର୍ଯ୍ୟାଳୟରେ ସ୍ଥାପନ ସମାରୋହ ଆୟୋଜିତ ହୋଇଥିଲା। ଏଥିରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହିତ କଂଗ୍ରେସର ଅନେକ ବଡ଼ ନେତା ମଧ୍ୟ ଅଂଶଗ୍ରହଣ କରିଥିଲେ।…
ନିଖୋଜ ‘ମଜ୍ନୁ’ଙ୍କ ଲାଗି ଦିଆଗଲା ଏଭଳି ବିଜ୍ଞାପନ; ପଢ଼ିଲେ ମୁଣ୍ଡରେ ହାତ ଦେବେ…
ସୋସିଆଲ ମିଡିଆରେ ଏଭଳି କିଛି ଜିନିଷ ଦେଖିବାକୁ ମିଳେ, ଯାହାର ବାସ୍ତବତା ଚକିତ କରେ। କାରଣ ସେଗୁଡ଼ିକୁ ବିଶ୍ୱାସ କରିବା କଷ୍ଟକର। ଏବେ ସେଭଳି ଏକ ବିଜ୍ଞାପନ ବେଶ ଆଲୋଚନାର ବିଷୟ ପାଲଟିଛି। ଉକ୍ତ ବିଜ୍ଞାପନଟି କୋଲକାତାର ଶେରଓ୍ବାନି ବିକ୍ରେତାଙ୍କର। ଭାଇରାଲ…
Archives


