Home

ଓଡ଼ିଶା ହାଇକୋର୍ଟରେ ୩ ବିଚାରପତି ନିଯୁକ୍ତ

କଟକ ଅଫିସ,୧୧ା୨: ଓଡ଼ିଶା ହାଇକୋର୍ଟ ପାଇଁ ୩ ନୂଆ ବିଚାରପତି ନିଯୁକ୍ତ ହୋଇଛନ୍ତି। ସେମାନେ ହେଲେ ଭି. ନରସିଂହ, ବିରଜା ପ୍ରସନ୍ନ ଶତପଥୀ ଏବଂ ରମଣ ମୁରାହାରୀ ଓରଫ ମୁରାହାରୀ ଶ୍ରୀ ରମଣ। ଏହି ୩ ବିଚାରପତିଙ୍କ ନାମକୁ ରାଷ୍ଟ୍ରପତି ରାମନାଥ…

ଗଣତାନ୍ତ୍ରିକ ସୂଚକାଙ୍କ:୪୬ତମ ସ୍ଥାନରେ ଭାରତ

ଲଣ୍ଡନ,୧୧।୨:ଇଆଇୟୁ (ଇକୋନୋମିଷ୍ଟ ଇଣ୍ଟେଲିଜେନ୍ସ ୟୁନିଟ) ଦ୍ୱାରା ପ୍ରସ୍ତୁତ ୨୦୨୧ ଗଣତନ୍ତ୍ର ସୂଚକାଙ୍କରେ ଭାରତର ଗଣତାନ୍ତ୍ରିକ ସ୍କୋର ହ୍ରାସ ପାଇଛି। ହିନ୍ଦୁ ଜାତୀୟତାବାଦୀଙ୍କ ଦ୍ୱାରା ସଂଖ୍ୟାଲଘୁଙ୍କ ବିରୋଧରେ ହେଉଥିବା ମାମଲା ଓ ଅନ୍ୟାନ୍ୟ ଧର୍ମୀୟ ମାମଲାଗୁଡ଼ିକୁ ରୋକିବାରେ ଭାରତ ସରକାର ବିଫଳ ହୋଇଥିବାରୁ…

୧୦ ଲକ୍ଷ ଲୋକରେ ୨୧ ବିଚାରପତି

ନୂଆଦିଲ୍ଲୀ,୧୧।୨(ପି.ଟି.):ଭାରତରେ ପ୍ରତି ୧୦ ଲକ୍ଷ ଲୋକଙ୍କ ପାଇଁ ମାତ୍ର ୨୧ ଜଣ ବିଚାରପତି ରହିଛନ୍ତି। ଗୁରୁବାର ରାଜ୍ୟ ସଭାରେ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏକ ପ୍ରଶ୍ନର ଲିଖିତ ଉତ୍ତର ଦେଇ ଆଇନ ମନ୍ତ୍ରୀ କିରେନ ରିଜିଜୁ କହିଥିଲେ, ୨୦୧୧…

ଚର୍ଚ୍ଚରେ ଶିଶୁଙ୍କୁ ଯୌନ ଶୋଷଣ

ଲିସ୍‌ବନ୍‌, ୧୧ା୨:ପର୍ତ୍ତୁଗିଜ୍‌ କ୍ୟାଥୋଲିକ୍‌ ଚର୍ଚ୍ଚରେ ଶିଶୁଙ୍କୁ ଯୌନ ନିର୍ଯାତନା ଦିଆଯାଇଥିବା ନେଇ ଖବର ପ୍ରକାଶ ପାଇ ଆସୁଥିବାବେଳେ ଏହା ଉପରେ ଅଧ୍ୟୟନ କରୁଥିବା ଏକ ସ୍ବାଧୀନ କମିଟି ଗୁରୁବାର ଏକ ରିପୋର୍ଟ ପ୍ରଘଟ କରିଛି। ନ୍ୟାୟ ପାଇଁ ପ୍ରତିଶ୍ରୁତି ପାଇବା ପରେ…

୨୮ରୁ ସ୍କୁଲ ଯିବେ ୧ରୁ ୭ମ ପିଲା

ଭୁବନେଶ୍ୱର, ୧୧ା୨(ବ୍ୟୁରୋ):ପ୍ରଥମରୁ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ଆସନ୍ତା ୧୪ ତାରିଖଠାରୁ ସ୍କୁଲ ଖୋଲିବ। ସ୍କୁଲ ଖୋଲିଲେ ମଧ୍ୟ ଛାତ୍ରୀଛାତ୍ରମାନେ ସ୍କୁଲ ଯିବେ ନାହିଁ। ଆସନ୍ତା ୨୮ ତାରିଖରୁ ଅଫ୍‌ଲାଇନ୍‌ କ୍ଲାସ ବା ଶ୍ରେଣୀଗୃହ ପାଠପଢ଼ା ଆରମ୍ଭ ହେବ। ସେତେଦିନ ପର୍ଯ୍ୟନ୍ତ…

କ୍ରିପ୍ଟୋକରେନ୍ସି ଆର୍ଥିକ ସ୍ଥିରତା ପ୍ରତି ବିପଦ

ମୁମ୍ବାଇ,୧୧।୨:ମୁଦ୍ରାନୀତି ଘୋଷଣା ଅବସରରେ ଆର୍‌ବିଆଇ ଗଭର୍ନର କ୍ରିପ୍ଟୋକରେନ୍ସି ନିବେଶକମାନଙ୍କୁ ସତର୍କ କରାଇ ଦେଇଛନ୍ତି। ଏହି ଡିଜିଟାଲ ମୁଦ୍ରାରେ ପୁଞ୍ଜି ଲଗାଉଥିବା ବ୍ୟକ୍ତି ମନେରଖିବା ଉଚିତ ଯେ, ସେମାନେ ନିଜ ରିସ୍କରେ ନିବେଶ କରୁଛନ୍ତି। ଏହା ଆଧାରଭୂତ ସମ୍ପତ୍ତି (ଅଣ୍ଡରଲେଇଙ୍ଗ୍‌ ଆସେଟ୍‌) ନୁହେଁ।…

ପ୍ରମିଜ୍‌ ଡେ’: ଆଜି ପ୍ରେମୀଯୁଗଳ କରିବେ ପ୍ରତିଜ୍ଞା

ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍‌ ବା ପ୍ରେମସପ୍ତାହ। ପ୍ରେମୀଯୁଗଳ ଏହି ସପ୍ତାହରେ ଅସୁମାରୀ ସ୍ବପ୍ନ ଦେଖିଥାନ୍ତି। ନିଜର ସାଥୀ ସହ ପ୍ରତି ମୁହୂର୍ତ୍ତକୁ କେମିତି ସ୍ପେଶାଲ ବା ସ୍ମରଣୀୟ କରିବେ ସେ ନେଇ ବେଶ୍‌ ଉତ୍ସାହିତ ରହିଥାନ୍ତି। ଖାସ୍‌ ଏଥିପାଇଁ ତ…

ଉତ୍ତର ପ୍ରଦେଶ ବିଧାନସଭା ପ୍ରଥମ ପର୍ଯ୍ୟାୟ ନିର୍ବାଚନ: ୫୮ ଆସନରେ ୬୦% ମତଦାନ

ଲକ୍ଷ୍ନୌ,୧୦ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ସରିଛି । ପ୍ରଥମ ପର୍ଯ୍ୟାୟରେ ୧୧ ଜିଲାର ୫୮ଟି ଆସନ ଲାଗି ଭୋଟ ଗ୍ରହଣ ହୋଇଛି । ସକାଳ ୭ଟାରୁ ଆରମ୍ଭ ହୋଇଥିବା ଏହି…

ଭିଜିଲାନ୍ସ ଜାଲରେ ରେଞ୍ଜର

ବାଲିଗୁଡ଼ା,୧୦ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଜଙ୍ଗଲ ଡିଭିଜନ ଅନ୍ତର୍ଗତ କ.ନୂଆଗାଁ ଜଙ୍ଗଲ ବିଭାଗ ରେଞ୍ଜ ଅଫିସର ବୈରାଗୀ ଚରଣ ବେହେରା ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ଓ ଫୁଲବାଣୀ ଭିଜିଲାନ୍ସ ଅଧିକାରୀ ମିଳିତ ଚଢ଼ାଉ…

‘ପୁଷ୍ପା’ ଫିଲ୍ମ ଗୀତ ନୁହେଁ, ଏହି ଗୀତରେ ନାଚି ସମସ୍ତଙ୍କ ହୃଦୟ ଜିତିଲେ ଅଲ୍ଲୁ ଅର୍ଜୁନଙ୍କ କୁନି ଝିଅ

ଫିଲ୍ମ ‘ପୁଷ୍ପା’ର ସଫଳତା ପରେ ଅଲ୍ଲୁ ଅର୍ଜୁନ ଏବେ ସୁପରଷ୍ଟାର ହୋଇଯାଇଛନ୍ତି। ସାଧାରଣ ଯୁବକମାନଙ୍କଠାରୁ ଆରମ୍ଭ କରି କ୍ରିକେଟରଙ୍କ ପର୍ଯ୍ୟନ୍ତ ସମସ୍ତେ ତାଙ୍କ ଫିଲ୍ମକୁ ପସନ୍ଦ କରୁଛନ୍ତି। ‘ପୁଷ୍ପା’ ଫିଲ୍ମର ସଂଳାପ, ଗୀତ ଏବଂ ଅଲୁ ଅର୍ଜୁନଙ୍କ ଡ୍ୟାନ୍ସ ଶୈଳୀକୁ ନେଇ…

କରୋନାରେ ପ୍ରାଣ ହରାଇଥିବା ସାମ୍ବାଦିକ ପରିବାରଙ୍କୁ ମିଳିବ ସହାୟତା

ନୂଆଦିଲ୍ଲୀ,୧୦।୨: କରୋନା ମହାମାରୀରେ ମୃତ୍ୟୁ ହୋଇଥିବା ସାମ୍ବାଦିକଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କଲେ କେନ୍ଦ୍ର ସରକାର। କରୋନାରେ ମୃତ୍ୟୁ ହୋଇଥିବା ୧୨୩ ସାମ୍ବାଦିକ ପରିବାରବର୍ଗଙ୍କ ପାଇଁ କେନ୍ଦ୍ର ସରକାର ୬.୧୫ କୋଟି ଟଙ୍କା ଆର୍ଥିକ ସହାୟତା ମଞ୍ଜୁରୀ ପ୍ରଦାନ…

ସ୍ଥାନାନ୍ତର ହେବ ୧ ନମ୍ବର ପରିବା ହାଟ

ଭୁବନେଶ୍ୱର,୧୦ା୨(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ୧ ନମ୍ବର ପରିବା ହାଟ ସ୍ଥାନାନ୍ତର ହେବ। ସହର ଉପକଣ୍ଠ ଭଗବାନପୁରକୁ ଏହା ସ୍ଥାନାନ୍ତରିତ ହେବ। ଏଥିପାଇଁ ସେଠାରେ ୧୦ ଏକର ଜମି ଚିହ୍ନଟ କରାଯାଇଛି। ପରିବା ହୋଲସେଲ ମାର୍କେଟ ପାଇଁ ସେଠାରେ ଆବଶ୍ୟକ ଭିତ୍ତିଭୂମି ଯୋଗାଇ ଦେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?