Home

ବାସ୍ତବ ହେବ ନ୍ୟୁକ୍ଲିୟର ପାଓ୍ବାର ଷ୍ଟେଶନ

ଲଣ୍ଡନ, ୧୦ା୨: ନ୍ୟୁକ୍ଲିୟର ଫ୍ୟୁଜନ ଯୋଗୁ ସୃଷ୍ଟ ଶକ୍ତିକୁ ଗ୍ରୀନ ଏନର୍ଜୀ ଉତ୍ସ ଭାବେ ବ୍ୟବହାର ଦିଗରେ ବୈଜ୍ଞାନିକଙ୍କୁ ବଡ଼ ସଫଳତା ମିଳିଛି। ସୂର୍ଯ୍ୟକୁ ଶକ୍ତି ପ୍ରଦାନ କରୁଥିବା ପ୍ରକ୍ରିୟାର ସଫଳ ନକଲ କରାଯିବା ପରେ ବ୍ରିଟେନରେ ବିକଶିତ ଏହି ଟେକ୍ନୋଲୋଜି…

ଉତ୍ତର ପ୍ରଦେଶ ବିଧାନସଭା ଲାଗି ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ, ୬୨୩ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ଲକ୍ଷ୍ନୌ,୧୦ ।୨: ଉତ୍ତର ପ୍ରଦେଶ ବିଧାନସଭା ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ କରାଯାଇଛି । ଏଥିରେ ବହୁ ସଂଖ୍ୟାରେ ଭୋଟର ଭାଗ ନେଉଥିବା ପରିଲକ୍ଷିତ ହୋଇଛି । ଭୋଟରଙ୍କ ଲମ୍ବା ଲାଇନ ସେମାନଙ୍କ ଉତ୍ସାହକୁ ଦର୍ଶାଉଛି ।…

ଟଙ୍କା ନ ନେବାରୁ ଭୋଟରଙ୍କୁ ଧମକ: ରାଶନ୍‌ କାର୍ଡ଼, ଭତ୍ତା କାର୍ଡ଼ କାଟିଦେବୁ

ଯାଜପୁର ଅଫିସ,୧୦ା୨: ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଟଙ୍କା ବାଣ୍ଟିବା ଘଟଣାକୁ ଭୋଟର ନାପସନ୍ଦ କରିଛନ୍ତି। ଏନେଇ ମାମଲା ଥାନା ପର୍ଯ୍ୟନ୍ତ ଯାଇଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ ବ୍ରହ୍ମବରଦା ଫାଣ୍ଡି ଅଧୀନ କୋଠଢ଼ିହ ଦଳିତ ସାହିରେ ଭୋଟରଙ୍କ ମଧ୍ୟରେ ଏଭଳି…

ବଢ଼ିପାରେ ଖାଇବା ତେଲ ଦର

ମୁମ୍ବାଇ,୧୦।୨: ପାଞ୍ଚ ରାଜ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ ଖାଇବା ତେଲ ଦର କମାଇବା ପାଇଁ ସରକାର ଉଦ୍ୟମ ଚଳାଇଥିଲେ। କିନ୍ତୁ ବିଶ୍ୱର ସର୍ବବୃହତ୍‌ ତେଲ ଯୋଗାଣକାରୀ ରାଷ୍ଟ୍ର ଇଣ୍ଡୋନେସିଆ ରପ୍ତାନି ଉପରେ କଟକଣା ଲଗାଇବାରୁ ଅନ୍ତର୍ଜାତୀୟ ବଜାରରେ ଏହି ତେଲ ଦର…

ଓଡ଼ିଶାରେ ହେଲିକପ୍ଟର ସେବା କେବେ: ଉତ୍ତର ଦେଲାନି କେନ୍ଦ୍ର

ନୂଆଦିଲ୍ଲୀ,୧୦ା୨: ଓଡ଼ିଶାର ମାଓବାଦୀ ପ୍ରଭାବିତ ଅଞ୍ଚଳରେ ଆହତଙ୍କୁ ଏୟାରଲିଫ୍ଟିଂ ପାଇଁ ନିରବଚ୍ଛିନ୍ନ ହେଲିକପ୍ଟର ସେବାକୁ ନେଇ ବିଜେଡି ପକ୍ଷରୁ କରାଯାଇଥିବା ଏକ ପ୍ରଶ୍ନର ଉତ୍ତର ଦେବାକୁ ଆବଶ୍ୟକ ମଣିନାହିଁ କେନ୍ଦ୍ର। ରାଜ୍ୟ ସଭାରେ ବିଜେଡି ସଦସ୍ୟ ପ୍ରଶାନ୍ତ ନନ୍ଦଙ୍କ ପ୍ରଶ୍ନକୁ ବୁଧବାର…

ମୃତ୍ୟୁ ଦଣ୍ଡାଦେଶରୁ ଆଜୀବନ ଜେଲ

ନୂଆଦିଲ୍ଲୀ,୧୦ା୨: ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ୪୦ ବର୍ଷୀୟଙ୍କୁ ସୁପ୍ରିମକୋର୍ଟ ବୁଧବାର ସୁଧୁରିବାକୁ ସୁଯୋଗ ଦେଇଛନ୍ତି। ୨୦୧୭ ଅକ୍ଟୋବରରେ ଆଲ୍ଲାହାବାଦ୍‌ ହାଇକୋର୍ଟ ଏ ମାମଲାରେ ମୃତ୍ୟୁ ଦଣ୍ଡାଦେଶ ଦେଇଥିଲେ। ପପୁ ୨୦୧୫ରେ…

ଭାଜପା, ବିଜେଡି ପାଇଁ ସମ୍ମାନର ପ୍ରଶ୍ନ

କେନ୍ଦ୍ରାପଡ଼ା ଅଫିସ, ୧୦ା୨: କେନ୍ଦ୍ରାପଡ଼ା ବ୍ଲକ ୬ ନଂ. ଜୋନ୍‌ରେ ଆସନ୍ତା ୨୨ରେ ନିର୍ବାଚନ ହେବ। ପ୍ରାର୍ଥୀମାନଙ୍କ ପ୍ରଚାର ଦିନକୁ ଦିନ ଜୋରଦାର ହୋଇଛି। କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀର ଏହି ଜୋନ୍‌ ଉଭୟ ଶାସକ ବିଜେଡି ଓ ଭାଜପା ପାଇଁ ସମ୍ମାନର…

ଆମକୁ ‘ଗୁଜରାଟର ଗଧ’ କହୁଥିଲେ: ମୋଦି

ନୂଆଦିଲ୍ଲୀ,୧୦ା୨: ସମାଜବାଦୀ ପାର୍ଟି (ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ୫ ବର୍ଷ ତଳର କଟାକ୍ଷକୁ ଏ ଯାଏ ଭୁଲି ପାରିନାହାନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୟୁପି ବିଧାନସଭାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅବ୍ୟବହିତ ପୂର୍ବରୁ…

ଉତ୍ତର ପ୍ରଦେଶରେ ପ୍ରଥମ ପର୍ଯ୍ୟାୟ ମତଦାନ ପୂର୍ବରୁ ମୋଦିଙ୍କ ଅପିଲ

ନୂଆଦିଲ୍ଲୀ,୧୦ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯାଉଛି । ଏଥିରେ ୧୧ ଜିଲାର ୫୮ ଆସନ ପାଇଁ ଭୋଟ ଗ୍ରହଣ କରାଯିବ । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍…

ଶିଶୁଙ୍କ ସ୍ବାସ୍ଥ୍ୟ ଗୁରୁତ୍ୱପୂର୍ଣ୍ଣ

କୁହାଯାଏ ଆଜିର ଶିଶୁ କାଲିର ନାଗରିକ। ତେଣୁ ଶିଶୁଙ୍କ ସ୍ବାସ୍ଥ୍ୟ ସୁରକ୍ଷା ସର୍ବୋପରି ଭାବେ ବିବେଚନା କରାଯାଇଥାଏ। ଦେଶର ପ୍ରତ୍ୟେକ ଶିଶୁଙ୍କୁ କୃମି ମୁକ୍ତ କରିବା ପାଇଁ ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରତିବର୍ଷ ଫେବୃୟାରୀ…

ନୀଳାଚଳ ଘରୋଇକରଣ ପ୍ରସଙ୍ଗ: କଠିନ ହୋଇପାରେ ପରିଚାଳନା

ଯାଜପୁର ଅଫିସ,୧୦।୨: ଯାଜପୁର ଜିଲା କଳିଙ୍ଗନଗରସ୍ଥିତ ନୀଳାଚଳ ଇସ୍ପାତ ନିଗମ ଲିଃ (ଏନ୍‌ଆଇଏନ୍‌ଏଲ୍‌)କୁ ଘରୋଇ କମ୍ପାନୀ ହାତରେ ଟେକିଦେବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଏଥିପାଇଁ ଟାଟା ଷ୍ଟିଲ୍‌ ଲଙ୍ଗ ପ୍ରଡକ୍ଟ (ଟିଏସ୍‌ଏଲ୍‌ପି) ସର୍ବୋଚ୍ଚ ବିଡର ଭାବେ ବିବେଚିତ ହୋଇଛି।…

ବେରୋଜଗାରୀ, ଋଣ ବୋଝରେ ୨୫,୦୦୦ ଆତ୍ମହତ୍ୟା

ନୂଆଦିଲ୍ଲୀ,୧୦।୨: ବେରୋଜଗାରୀ କିମ୍ବା ଋଣ ବୋଝ ଯୋଗୁ ୨୦୧୮ରୁ ୨୦୨୦ ମଧ୍ୟରେ ଭାରତରେ ୨୫,୦୦୦ରୁ ଊର୍ଦ୍ଧ୍ୱ ଲୋକ ଆତ୍ମହତ୍ୟା କରିଛନ୍ତି। କେନ୍ଦ୍ର ସରକାର ବୁଧବାର ରାଜ୍ୟ ସଭାରେ ଏହି ସୂଚନା ଦେଇଛନ୍ତି। ସରକାରୀ ତଥ୍ୟ ଅନୁଯାୟୀ ଏହି ସମୟ ମଧ୍ୟରେ ବେରୋଜଗାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?