Home

ଚିକିତ୍ସା ବିଜ୍ଞାନରେ ନୂଆ ବିପ୍ଳବ: ମଣିଷ ଜୀବନ ରକ୍ଷା କରିବ ଘୁଷୁରି କିଡ୍‌ନୀ

ଓ୍ବାଶିଂଟନ,୨୧ା୧୦: ମେଡିକାଲ ସାଇନ୍ସ ବା ଡାକ୍ତରୀ ବିଜ୍ଞାନ କେତେ ଯେ ଅଗ୍ରଗତି କରିଛି, ତାହା ଆପଣ ଠିକ୍‌ରେ ଅନୁମାନ କରିପାରୁଥିବେ। ଏବେ ଆମେରିକାର ଜଣେ ବ୍ୟକ୍ତିଙ୍କ ଶରୀରରେ ଘୁଷୁରି କିଡ୍‌ନୀ ଲଗାଯାଇଛି। ନ୍ୟୁୟର୍କର ସର୍ଜନମାନେ ଘୁଷୁରିର କିଡ୍‌ନୀକୁ ଜଣେ ରୋଗୀଙ୍କ ଶରୀରରେ…

ଏଲ୍‌ଏସିରେ ଆଣ୍ଟି ଏୟାରକ୍ରାଫ୍ଟ୍‌ ଏଲ୍‌-୭୦ ତୋପ ମୁତୟନ କଲା ଭାରତ…

ନୂଆଦିଲ୍ଲୀ,୨୧।୧୦: ଭାରତ ଚାଇନା ମଧ୍ୟରେ ଏଲ୍‌ଏସିରେ ଉତ୍ତେଜନା ଥମିବାର ନାଁ ଧରୁନି। ଏପରିସ୍ଥଳେ ଅରୁଣାଚଳପ୍ରଦେଶଠାରେ ଥିବା ଏଲ୍‌ଏସିରେ ଭାରତୀୟ ସେନାର ଶକ୍ତି ବୃଦ୍ଧି ପାଇଁ ଆଣ୍ଟି ଏୟାରକ୍ରାଫ୍ଟ୍‌ ଏଲ୍‌-୭୦ ତୋପ ମୁତୟନ କରାଯାଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁସାରେ ଏଠାରେ ଏମ୍‌-୭୭୭ ହ୍ବିଜର…

କୋହଲିଙ୍କ ବୋଲିଂ ଦେଖି ହସିଲେ ଏହି କ୍ରିକେଟର୍‌: ଦେଖନ୍ତୁ ଭିଡିଓ

ଦୁବାଇ,୨୧।୧୦: ଟି -୨୦ ବିଶ୍ୱକପ ପୂର୍ବରୁ ଭାରତ ଦ୍ୱିତୀୟ ଅଭ୍ୟାସ ମ୍ୟାଚରେ ଅଷ୍ଟ୍ରେଲିଆକୁ ୯ ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚର ଏକ ମଜାଦାର ମୁହୂର୍ତ୍ତ ଦର୍ଶକଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଏହି ମ୍ୟାଚ୍‌ରେ ବିରାଟ କୋହଲି ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନଙ୍କୁ ବୋଲିଂ…

ମଝି ଆକାଶରେ ଦୁଇଖଣ୍ଡ ହେଲା ବାୟୁସେନା ମିରାଜ ବିମାନ…

ଭୋପାଳ,୨୧।୧୦: ମଝି ଆକାଶରେ ବାୟୁସେନାର ମିରାଜ ଯୁଦ୍ଧ ବିମାନ ଦୁଇଖଣ୍ଡ ହୋଇଯାଇଛି। ତେବେ ପାଇଲଟ ସୁରକ୍ଷିତ ରହିଥିବା ବାୟୁସେନା ପକ୍ଷରୁ ସୂଚନା ଦିଆଯାଇଛି। ମଧ୍ୟପ୍ରଦେଶ ଭିଣ୍ଡ ଅଞ୍ଚଳର ମନକାବାଗ୍‌ ଗାଁରେ ଏଭmଳି ଅଭାବନୀୟ ଘଟଣା ଘଟିଛି। ତେବେ ଏଥିରେ ଥିବା ପାଇଲଟ…

ମହାନ କ୍ରିକେଟର୍‌ଙ୍କ ଭବିଷ୍ୟବାଣୀ: ଭାରତ-ପାକିସ୍ତାନ ମଧ୍ୟରୁ କିଏ ଜିତିବ ଟି-୨୦ ବିଶ୍ୱକପ୍‌

ଦୁବାଇ,୨୧।୧୦: ୨୪ ଅକ୍ଟୋବରରେ ଟି -୨୦ ବିଶ୍ୱକପ ୨୦୨୧ରେ ଭାରତ ଏବଂ ପାକିସ୍ତାନ ମୁହାଁମୁହିଁ ହେବେ। ଆଜି ପର୍ଯ୍ୟନ୍ତ ପାକିସ୍ତାନ ଟି -୨୦ ବିଶ୍ୱକପରେ ଭାରତକୁ ପରାସ୍ତ କରିପାରି ନାହିଁ। ଟି -୨୦ ବିଶ୍ୱକପ ଟୁର୍ନାମେଣ୍ଟରେ ପାକିସ୍ତାନ ବିପକ୍ଷରେ ଭାରତର ବିଜୟ…

ସୁଲଭ ଶୌଚାଳୟରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ

ବଲାଙ୍ଗୀର ଅଫିସ,୨୧ା୧୦: ବଲାଙ୍ଗୀର ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ସୁଲଭ ଶୌଚାଳୟରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ମିଳିଛି। ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରିଛି । ସେ ଶୌଚ ହେବା ପାଇଁ ଯାଇଥିବା ବେଳେ ତାଙ୍କର…

ପ୍ରିୟଙ୍କାଙ୍କ ନିର୍ବାଚନୀ ପ୍ରତିଶ୍ରୁତି, ଝିଅଙ୍କୁ ମିଳିବ ସ୍କୁଟି-ସ୍ମାର୍ଟଫୋନ୍‌…

ଲକ୍ଷ୍ନୌ,୨୧।୧୦: ଉତ୍ତରପ୍ରଦେଶରେ ଆସନ୍ତା ୨୦୨୨ ଫେବୃୟାରୀ-ମାର୍ଚ୍ଚରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟେjରଗତ ୩ ଦଶନ୍ଧି ଧରି କଂଗ୍ରେସ କ୍ଷମତାଠାରୁ ଦୂରରେ ରହି ବନବାସ କାଟୁଛି। ଏପରି ସ୍ଥଳେ ମିଶନ-୨୦୨୨ ଅନ୍ତର୍ଗତ ପୁଣି ଥରେ କ୍ଷମତା ଦଖଲ ପାଇଁ କଂଗ୍ରେସ ପକ୍ଷରୁ…

ଆଜି ବଲାଙ୍ଗୀର ବନ୍ଦ

ବଲାଙ୍ଗୀର ଅଫିସ,୨୧ା୧୦: ବଲାଙ୍ଗୀର ବନ୍ଦ ଡାକରା ପରେ ଗୁରୁବାର ସକାଳୁ ଭାଜପା ପକ୍ଷରୁ ବିଭିନ୍ନ ଅଫିସ ସମ୍ମୁଖରେ ପିକେଟିଂ କରାଯାଇଛି। ଜିଲାପାଳ କାର୍ଯ୍ୟାଳୟ, ସିଭିଲ କୋର୍ଟ, ପ୍ରଧାନ ଡାକଘର, ଡିଆରଡିଏ ଅଫିସ ସମ୍ମୁଖରେ ପିକେଟିଂ କରିଛନ୍ତି । ସକାଳୁ ବନ୍ଦର ପ୍ରଭାବ…

ପୁଣି ୧୮ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୮ ହଜାର ୪୫୪ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧୬୦…

ପ୍ରଥମଥର ପାଇଁ ପୁଅଙ୍କୁ ଭେଟିବାକୁ ଜେଲ୍‌ କଲେ ଶାହରୁଖ

ଅଭିନେତା ଶାହରୁଖ ଖାନ୍‌ ପୁଅ ଆର୍ୟନ କ୍ରୁଜ ଡ୍ରଗ୍ସ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଜେଲରେ ଅଛନ୍ତି। ପ୍ରଥମଥର ପାଇଁ ପୁଅଙ୍କୁ ଭେଟିବାକୁ ଶାହାରୁଖ ମୁମ୍ବାଇର ଆର୍ଥର ରୋଡ ଜେଲ ନିକଟରେ ପହଞ୍ଚିଥିଲେ। ପୁଅକୁ ଭେଟିବା ପରେ ଶାହାରୁଖ ୧୫ ମିନିଟ…

ହାତୀ-କୁମ୍ଭୀର ଲଢ଼େଇରେ କିଏ ଜିତିଲା, କ୍ୟାମେରାରେ ହେଲା କଏଦ

ଆଫ୍ରିକାର ଜାମ୍ବିଆରେ ଏକ ମାଈ ହାତୀ ଏବଂ କୁମ୍ଭୀର ମଧ୍ୟରେ ଲଢ଼େଇ ହେଉଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଦେଖିବାକୁ ମିଳିଛି, ହାତୀଟି କୁମ୍ଭୀରକୁ ପାଣି ଭିତରେ ଶୁଣ୍ଢରେ ମାରୁଛି। ମଝିରେ ମଝିରେ ତା’ ଉପରେ ପାଦ…

ଜମ୍ମୁ-କଶ୍ମୀରରେ ନିବେଶ ପାଇଁ ସୁମଲିମ୍‌ ରାଷ୍ଟ୍ରଙ୍କ ସହିତ ଭାରତର ଯୋଗାଯୋଗ ପ୍ରୟାସ…

ନୂଆଦିଲ୍ଲୀ,୨୧।୧୦: ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଭାରତ କୂଟନୈତିକ ସ୍ତରରେ ପାକିସ୍ତାନକୁ ଘେରିବାକୁ ପ୍ରସ୍ତୁତ ହେଉଛି। ଜମ୍ମୁ-କଶ୍ମୀରରେ ପର୍ଯ୍ୟାୟକ୍ରମେ ପୁଞ୍ଜି ନିବେଶ ପାଇଁ ଭାରତ ଏକ ସ୍ବତନ୍ତ୍ର ରଣନୀତି ଉପରେ କାର୍ଯ୍ୟ କରୁଛି। ଏହା ଅନ୍ତର୍ଗତ ମୁସଲିମ୍‌ ରାଷ୍ଟ୍ରମାନଙ୍କରୁ କାଶ୍ମୀରରେ ବ୍ୟାପକ ବିନିଯୋଗ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri