ଆଇଜି ହେଲେ ଗଜଭିୟେ
ଭୁବନେଶ୍ୱର, ୯ା୨(ବ୍ୟୁରୋ):ବରିଷ୍ଠ ଆଇପିଏସ୍ ଅଫିସର ଗଜଭିୟେ ସତୀଶ୍ କୁମାର ଈଶ୍ୱରଦାସ ଇନ୍ସପେକ୍ଟର ଜେନେରାଲ ଅଫ୍ ପୋଲିସ୍ (ଆଇଜିପି) ର଼୍ୟାଙ୍କ୍କୁ ପଦୋନ୍ନତି ପାଇଛନ୍ତି। ଏହି ପଦୋନ୍ନତି ୨୦୨୦ ଜାନୁୟାରୀ ପହିଲାଠାରୁ ପିଛିଲା ଭାବେ ଲାଗୁ ହେବ। ତେବେ ସେ କେଉଁ ସ୍ଥାନରେ ନିଯୁକ୍ତି…
ଖବରଦାତା ରୋହିତ ବିଶ୍ୱାଳଙ୍କ ପରିବାରକୁ ସରକାର ଦେଲେ ଅନୁକମ୍ପା ରାଶି
ଭୁବନେଶ୍ୱର (ବ୍ୟୁରୋ)/ମ. ରାମପୁର, ୯ା୨(ଡି.ଏନ୍.ଏ):ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ପ୍ରାଣ ହରାଇଥିବା ‘ଧରିତ୍ରୀ’ ଖବରକାଗଜର କଳାହାଣ୍ଡି ଜିଲା ମଦନପୁର-ରାମପୁର ବ୍ଲକ୍ ଖବରଦାତା ରୋହିତ ବିଶ୍ୱାଳଙ୍କ ପରିବାରକୁ ୪ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯାଇଥିବା ମଙ୍ଗଳବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ…
ଚାଉଳକୁ ନେଇ ବିଜେଡି, ଭାଜପା ନାଟକ କରୁଛନ୍ତି: କଂଗ୍ରେସ
ଭୁବନେଶ୍ୱର, ୯ା୨(ବ୍ୟୁରୋ):ଅରୁଆ ଓ ଉଷୁନା ଚାଉଳକୁ ନେଇ ରାଜନୀତି ଜୋର୍ ଧରିଛି। ସମ୍ପ୍ରତି ପଞ୍ଚାୟତ ନିର୍ବାଚନ ଥିବାରୁ ଅରୁଆ ଓ ଉଷୁନା ଚାଉଳକୁ ନେଇ ଉଭୟ ଶାସକ ବିଜେଡି ଏବଂ ଭାଜପା ନାଟକବାଜି କରୁଛନ୍ତି ବୋଲି ପ୍ରଦେଶ କଂଗ୍ରେସ କିଷାନ ସେଲ୍…
ଶାସକ ଦଳର ଗୁଣ୍ଡାଗର୍ଦ୍ଦି ଗଣତନ୍ତ୍ର ପ୍ରତି ବିପଦ: ଭାଜପା
ଭୁବନେଶ୍ୱର, ୯ା୨(ବ୍ୟୁରୋ):ସରକାରୀ କଳର ଅପବ୍ୟବହାର କରି ଶାସକ ଦଳ କାର୍ଯ୍ୟକର୍ତ୍ତାଙ୍କ ଗୁଣ୍ଡାଗର୍ଦ୍ଦି ବର୍ତ୍ତମାନ ରାଜ୍ୟର ସ୍ବଚ୍ଛ ଗଣତନ୍ତ୍ର ପ୍ରତି ବିପଦ ଆଣିଛି। ଏହାସତ୍ତ୍ୱେ ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ସମସ୍ତ ବିଧିବ୍ୟବସ୍ଥାକୁ ଫୁ କରିଦେଇ ବ୍ୟାପକ ଅର୍ଥ ବଣ୍ଟନ ନିର୍ବାଚନ ଆଚରଣ…
ପ୍ରଚାରକୁ ଓହ୍ଲାଇଲେ ଦୁଇ ଗର୍ଭବତୀ ପ୍ରାର୍ଥୀ
ନିରାକାରପୁର,୯ା୨(ଡି.ଏନ୍.ଏ.):ଖୋର୍ଦ୍ଧା ନିର୍ବାଚନମଣ୍ଡଳୀ ଟାଙ୍ଗୀ ବ୍ଲକ ଅନ୍ତର୍ଗତ ନିରାକାରପୁର ପଞ୍ଚାୟତରେ ସରପଞ୍ଚ ଓ ସମିତିସଭ୍ୟ ପ୍ରାର୍ଥୀଭାବେ ଦୁଇଜଣ ଗର୍ଭବତୀ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ନିରାକାରପୁର ପଞ୍ଚାୟତ ସରପଞ୍ଚ ପଦ ପାଇଁ ପଛୁଆ ବର୍ଗ ମହିଳା ହୋଇଥିବା ବେଳେ ସମିତିସଭ୍ୟ ପ୍ରାର୍ଥୀ ପାଇଁ ସାଧାରଣ…
କଶ୍ମୀର ବିବାଦରେ ବହୁରାଷ୍ଟ୍ରୀୟ କମ୍ପାନୀ
ନୂଆଦିଲ୍ଲୀ, ୯ା୨:କଶ୍ମୀର ଉପରେ ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟ କରି ଅଡ଼ୁଆରେ ପଡ଼ିଛନ୍ତି ଏକାଧିକ ବହୁରାଷ୍ଟ୍ରୀୟ କମ୍ପାନୀ। କାର୍ ନିର୍ମାଣକାରୀ ଦକ୍ଷିଣ କୋରିଆ କମ୍ପାନୀ ହ୍ୟୁଣ୍ଡାଇ, କିଆ, ଆମେରିକୀୟ ଫାଷ୍ଟଫୁଡ୍ କମ୍ପାନୀ କେଏଫ୍ସି ଏବଂ ପିଜ୍ଜା ହଟ୍ ସମେତ ଡୋମିନୋସ୍, ଓସାକା…
ଆଜି ଓଏସ୍ଏସ୍ଟିଇଟି: କପି କରି ଧରାପଡ଼ିଲେ ଜୀବନଯାକ ପରୀକ୍ଷା ମନା
କଟକ ଅଫିସ,୮ା୨: ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ (ଓଏସ୍ଏସ୍ଟିଇଟି) ବୁଧବାର ଅନୁଷ୍ଠିତ ହେବ। କୋଭିଡ୍ କଟକଣା ମଧ୍ୟରେ ରାଜ୍ୟର ୩୩୮ଟି କେନ୍ଦ୍ରରେ ୭୨,୨୮୦ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ଏଥିପାଇଁ ୪୦ଟି ନୋଡାଲ ସେଣ୍ଟର କରାଯାଇଛି। ଚଳିତବର୍ଷ ଏହି ପରୀକ୍ଷାରେ…
ଯୁକ୍ତ୨: ମାର୍କ ଅପ୍ଲୋଡ୍ ପାଇଁ ନିର୍ଦ୍ଦେଶ
ଭୁବନେଶ୍ୱର, ୯ା୨(ବ୍ୟୁରୋ):ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ତ୍ରୈମାସିକ ଶେଷ ପରୀକ୍ଷା ମାର୍କକୁ ଷ୍ଟୁଡେଣ୍ଟ ଏକାଡେମିକ୍ ମ୍ୟାନେଜମେଣ୍ଟ ସିଷ୍ଟମ (ସାମ୍ସ)ରେ ଅପ୍ଲୋଡ୍ କରିବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ନିର୍ଦ୍ଦେଶ ଦେଇଛି। ଏ ନେଇ ପରିଷଦ ପକ୍ଷରୁ ମଙ୍ଗଳବାର ସମସ୍ତ ଉଚ୍ଚ…
୧୪ରୁ ଖୋଲିବ ପ୍ରି-ସ୍କୁଲ
ଭୁବନେଶ୍ୱର, ୯ା୨(ବ୍ୟୁରୋ):ରାଜ୍ୟର ସମସ୍ତ ଘରୋଇ ପ୍ରି-ସ୍କୁଲ (ପ୍ଲେ ଓ କେଜି ଶ୍ରେଣୀ) ଖୋଲିବା ପାଇଁ ମଙ୍ଗଳବାର ରାଜ୍ୟ ସରକାର ଅନୁମତି ଦେଇଛନ୍ତି। କୋଭିଡ୍ ଗାଇଡ୍ଲାଇନ୍ ଅନୁପାଳନ ସହ ଆସନ୍ତା ୧୪ ତାରିଖରୁ ପ୍ଲେ ସ୍କୁଲ ଖୋଲିବ। କରୋନା ତୃତୀୟ ଲହର ତଳମୁହାଁ…
ଏବେ ଦଶମ, ଦ୍ୱାଦଶ ପରୀକ୍ଷା ଚିନ୍ତା
ଭୁବନେଶ୍ୱର, ୯ା୨(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିଛି। ସ୍କୁଲ ଖୋଲିବା ଛାତ୍ରୀଛାତ୍ରଙ୍କୁ ଆଶ୍ୱାସନା ଦେଇଥିବାବେଳେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ପରୀକ୍ଷାକୁ ନେଇ ଚିନ୍ତା ବଢ଼ିଛି। ଦୀର୍ଘଦିନ ଧରି ସ୍କୁଲ ବନ୍ଦ ଥିବାରୁ…
ଆଇପିଏଲ୍ ଅକ୍ସନ ପୂର୍ବରୁ ନାଁ ଫେରାଇନେଲେ ଏହି ବିସ୍ଫୋରକ ଅଲରାଉଣ୍ଡର
ନୂଆଦିଲ୍ଲୀ,୮।୨: ଆଇପିଏଲ୍ ମେଗା ଅକ୍ସନ ଫେବୃୟାରୀ ୧୨ ଏବଂ ୧୩ ରେ ହେବାକୁ ଯାଉଛି। ଦୁନିଆର ସବୁଠାରୁ ଅଧିକ ଦେଖାଯାଉଥିବା ଏହି ଲିଗ୍ର ନିଲାମ ଉପରେ ଏବେ ସମସ୍ତଙ୍କ ନଜର ରହିଛି। ହେଲେ ଏହା ପୂର୍ବରୁ ଇଂଲଣ୍ଡର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ବେନ…
ଆଇପିଏଲ୍ ଅକ୍ସନ ପୂର୍ବରୁ ପୃଥ୍ବୀଙ୍କୁ ବଡ଼ ସଫଳତା: ପାଲଟିଲେ ଏହି ଟିମ୍ର ନୂଆ ଅଧିନାୟକ
ନୂଆଦିଲ୍ଲୀ,୮।୨: ଦୀର୍ଘଦିନର ଅପେକ୍ଷା ପରେ ଆରମ୍ଭ ହେବାକୁ ଯାଉଛି ରଣଜୀ ଟ୍ରଫି ଟୁର୍ନାମେଣ୍ଟ। ଦୁଇଟି ପର୍ଯ୍ୟାୟରେ ବିସିସିଆଇ ଏହାକୁ ଆୟୋଜିତ କରିବ। ସମସ୍ତ ରାଜ୍ୟ ପକ୍ଷରୁ ଏହାକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ଏବେ ବିସ୍ଫୋରକ ଓପନର ବ୍ୟାଟ୍ସମ୍ୟାନ୍ ପୃଥ୍ବୀ ଶ’ଙ୍କୁ…

