Home

୧୭ ବର୍ଷ ଧରି ନିଜର ପରିସ୍ରା ପିଉଛନ୍ତି ଏହି ବ୍ୟକ୍ତି; କାରଣ ଜାଣିଲେ…

ଦୁନିଆର ପ୍ରତିଟି ବ୍ୟକ୍ତି ସର୍ବଦା ଫିଟ ଏବଂ ଯୁବକ ହେବାକୁ ଚାହାନ୍ତି। କିଛି ଲୋକ ଏଥିଲାଗି ପରିଶ୍ରମ କରି ସଫଳ ହୁଅନ୍ତି। ହେଲେ ଅଧିକାଂଶ ଲୋକଙ୍କ ପାଇଁ ଏହି ସ୍ବପ୍ନ କେବଳ ଏକ ସ୍ବପ୍ନ ହୋଇ ରହିଯାଇଥାଏ। ଅପରପକ୍ଷେ କିଛି ଲୋକ…

ସୈଫଙ୍କ ମୁଣ୍ଡ ଫ୍ରାଇଂ ପ୍ୟାନ୍‌ରେ ଫଟାଇ ଦେବାକୁ ଚାହୁଁଥିଲେ ଅମୃତା, କାରଣ ଜାଣିଲେ…

ବମ୍ବେ: ଏକ ସମୟରେ ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରୁ ଅମୃତା ସିଂହ ଜଣେ ଥିଲେ। ଅନେକ ସୁପରହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି ସେ। ହେଲେ ନିଜଠାରୁ ବୟସରେ କମ୍‌ ଅଭିନେତା ସୈଫ ଅଲ୍ଲୀ ଖାନ୍‌ଙ୍କୁ ବିବାହ କରି ସେ ଚର୍ଚ୍ଚାର ବିଷୟ…

ନିର୍ବାଚନ ପୂର୍ବରୁ କୃଷକଙ୍କୁ ବଡ଼ ଉପହାର

ନୂଆଦିଲ୍ଲୀ,୨୪।୧୨: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ସରକାର କୃଷକଙ୍କ ଏକ ବଡ଼ ଉପହାର ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ଶୁକ୍ରବାର ଚାଷୀଙ୍କ ପାଇଁ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରୁଣ ଛାଡ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ…

ପୂର୍ବତନ ଅର୍ଥମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ବରିଷ୍ଠ ରାଜନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ଶୁକ୍ରବାର ପୂର୍ବାହ୍ନ ୯ଟା.୩୦ରେ ଭୁବନେଶ୍ୱରସ୍ଥିତ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା। ଆଜି ସକାଳୁ ସେ ହଠାତ୍‌ ତଳେ ପଡ଼ି ଯାଇଥିବା ବେଳେ ଘରେ ହିଁ…

କୋହଲି-ଗାଙ୍ଗୁଲି କଳିକୁ ନେଇ ଏମିତି କହିଲେ ଶାସ୍ତ୍ରୀ

ନୂଆଦିଲ୍ଲୀ,୨୪।୧୨: ଇଣ୍ଡିଆର ପୂର୍ବତନ କୋଚ ରବି ଶାସ୍ତ୍ରୀ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଟାର୍ଗେଟ କରିଛନ୍ତି। ଟେଷ୍ଟ ଅଧିନାୟକ ବିରାଟ କୋହଲିଙ୍କୁ ଦିନିକିଆ ଅଧିନାୟକତ୍ୱରୁ ହଟାଇଯିବାକୁ ନେଇ ଶାସ୍ତ୍ରୀ ଗାଙ୍ଗୁଲିଙ୍କ ଉପରେ ବର୍ଷିଛନ୍ତି। ଗାଙ୍ଗୁଲି କହିଥିଲେ ଯେ, ବିରାଟ କୋହଲି ଟି…

ଦିନେ ମା’ବାପା ହାତ ଛାଡିଦେଇଥିଲେ, ଏବେ ଯୋଡା ଭାଇଙ୍କୁ ମିଳିଲା ସରକାରୀ ଚାକିରି

ଅମୃତସର,୨୪।୧୨: କଥାରେ ଅଛି, ମନରେ ଦୃଢ ଆତ୍ମବିଶ୍ୱାସ ଥିଲେ, ପଙ୍ଗୁ ମଧ୍ୟ ଗିରି ଲଘିଂପାରେ। ଏହା ପ୍ରମାଣିତ କରିଛନ୍ତି ପଞ୍ଜାବର ଦୁଇ ଯୋଡା ଭାଇ। ଏହି ଦୁଇ ଯୋଡା ଭାଇଙ୍କୁ ମିଳିଛି ସରକାରୀ ଚାକିରି। ୧୯ ବର୍ଷୀୟ ଯୋଡା ଶରୀର ଥିବା…

ପୂର୍ବତନ ରାଜ୍ୟସଭା ସଦସ୍ୟଙ୍କ ପରଲୋକ

ସୁନ୍ଦରଗଡ଼,୨୪ା୧୨(ଡି.ଏନ୍‌.ଏ.): ପୂର୍ବତନ ରାଜ୍ୟସଭା ସଦସ୍ୟ ତଥା ବିଶିଷ୍ଟ କଂଗ୍ରେସ ନେତା ଗଣେଶ୍ୱର କୁସୁମ ଆଉ ନାହାନ୍ତି। ୮୭ ବର୍ଷ ବୟସରେ ସେ ଶୁକ୍ରବାର ଇହଲୀଳା ସମ୍ବରଣ କରିଛନ୍ତି। ସେ ଜଣେ ଅତ୍ୟନ୍ତ ପରୋପକାରୀ, ଲୋକପ୍ରିୟ ରାଜନେତା ଥିଲେ। ତାଙ୍କ ବିୟୋଗରେ କଂଗ୍ରେସ…

ଦିନେ ବଢିଲେ ଦିନେ କମୁଛି

ନୂଆଦିଲ୍ଲୀ,୨୪।୧୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୬,୬୫୦ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩୭୪ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ…

ଚୋରି କରିବାକୁ ଆସି ଭାବପ୍ରବଣ ହେଲେ ଚୋର: ଜିନିଷ ରଖି ଛାଡିଗଲେ ଚିଠି

ଲକ୍ଷ୍ନୌ,୨୪।୧୨: ଉତ୍ତର ପ୍ରଦେଶର ବାନ୍ଦାରେ ଚୋରିର ଏକ ରୋଚକ ଘଟଣା ଘଟିଛି। ଏକ ଦୋକାନକୁ ଚୋରି କରିବାକୁ ଯାଇଥିବା ଚୋର ଦୋକାନୀ ମାଲିକଙ୍କ ଦୁଃଖ ଦେଖି ଭାବପ୍ରବଣ ହୋଇପଡିଛନ୍ତି। କେବଳ ଏତିକି ନୁହେଁ, ଚୋର ଦୋକାନୀଙ୍କୁ ସବୁ ଜିନିଷ ରଖିଦେବା ସହ…

ଏସ୍‌ଓପି ମାନୁନାହାନ୍ତି ମଦ ବିକ୍ରେତା

ଖୋର୍ଦ୍ଧା ଅଫିସ,୨୪ା୧୨: ଖୋର୍ଦ୍ଧା ଜିଲାରେ ମଦ ବିକ୍ରେତା ମାନୁନାହାନ୍ତି ଅବକାରୀ ବିଭାଗର ଷ୍ଟାଣ୍ଡାର୍ଡ ଅପରେଟିଙ୍ଗ ପ୍ରେସିଡିଓର (ଏସ୍‌ଓପି)। ଧାର୍ଯ୍ୟ ଦରଠାରୁ ଚଢ଼ା ଦରରେ ବିକ୍ରି କରୁଛନ୍ତି। ଦୋକାନ ଆଗରେ କୌଣସି ଦର ତାଲିକା ଝୁଲା ଯାଉନାହିଁ। ଗ୍ରାହକ ବିଲ୍‌ ମାଗିଲେ ଦିଆଯାଉନାହିଁ।…

ଜେଲ ସଂସ୍କାର ପାଇଁ କମିଟି ଗଠନ କର: ହାଇକୋର୍ଟ

କଟକ ଅଫିସ,୨୪ା୧୨: ଜେଲରେ ସଂଖ୍ୟାଧିକ କଏଦୀଙ୍କ ଭିଡ଼ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ଜେଲ ସଂସ୍କାର ପାଇଁ ଏକ ରାଜ୍ୟସ୍ତରୀୟ କମିଟି ଗଠନ କର। ସେଥିରେ ରାଜ୍ୟ ଗୃହ ସଚିବ, ଆଇନ ସଚିବ, ଡିଜିପି, ଜେଲ ଡିଜି, ସ୍ବାସ୍ଥ୍ୟ ଓ…

ଖବରଦାତା ଗିରଫ ମାମଲା: ଆଇଆଇସି, ଏସ୍‌ଆଇଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଆଳି,୨୪ା୧୨(ଡି.ଏନ.ଏ.): ଆଳି ଥାନା ଅଞ୍ଚଳର ୨ ଖବରଦାତାଙ୍କୁ ପୋଲିସ ଗିରଫ ଘଟଣାରେ ଆଇଆଇସି, ଏସ୍‌ଆଇଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ହାଇକୋର୍ଟ କେନ୍ଦ୍ରାପଡ଼ା ଏସ୍‌ପିଙ୍କୁ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି। ନଭେମ୍ବର ୨୮ରେ ଆଳି ଅଞ୍ଚଳର ଖବରଦାତା ଶୁଭାଶିଷ ଷଡଙ୍ଗୀ ଓ ଦୁଷ୍ମନ୍ତ ଆଚାର୍ଯ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri