ପୂରଣ ହେବ ୧୧ ହଜାର ୪୦୩ ଶିକ୍ଷକ ପଦବୀ
ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ରାଜ୍ୟରେ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ଶିକ୍ଷକ ନିଯୁକ୍ତି ପାଇଁ ଏହି ବଡ଼ ପଦକ୍ଷେପ ନିଆଯାଇଛି । ରାଜ୍ୟରେ ଆଉ ୧୧ ହଜାର ୪୦୩ ଶିକ୍ଷକ ପଦବୀ ପୂରଣ ହେବାକୁ ଲକ୍ଷ୍ୟ…
ଶାରୀରିକ ସମ୍ପର୍କ ପରେ ବିବାହ ପାଇଁ ମନା କରିବା ଠକାମି ନୁହେଁ, ହାଇକୋର୍ଟଙ୍କ ରାୟ…
ମୁମ୍ବାଇ, ୨୩।୧୨: କୌଣସି ମହିଳାଙ୍କ ସହିତ ଦୀର୍ଘ ଦିନ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ ବିବାହ ଲାଗି ମନା କରିବା ଠକାମି ନୁହେଁ। ଏକ ମାମଲାର ବିଚାର କରି ବମ୍ବେ ହାଇକୋର୍ଟ ଏଭଳି ରାୟ ଦେଇଛନ୍ତି। ବିଚାରପତି ଅନୁଜା ପ୍ରଭୁଦେଶାଇଙ୍କ…
ନକୁଲଙ୍କ ରିପୋର୍ଟ ପଜିଟିଭ୍
ବମ୍ବେ: ଲୋକପ୍ରିୟ ଧାରାବାହିକ ‘ବଡେ ଅଚ୍ଛେ ଲଗତେ ହୈ’ରେ ରାମ କପୁର ଭୂମିକାରେ ନଜର ଆସୁଥିବା ନକୁଲ ମେହେଟାଙ୍କୁ କରୋନା। ତାଙ୍କର ରିପୋର୍ଟ ପଜିଟିଭ୍ ଆସିଛି। ଏନେଇ ନକୁଲ ନିଜେ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ନକୁଲ ପ୍ରଶଂସକଙ୍କୁ…
ହିରୋଇନ୍ଙ୍କୁ ପଛରେ ପକାଇବେ ବାହୁବଲୀର କଟପ୍ପାଙ୍କ ଝିଅ
ବମ୍ବେ: ବଲିଉଡ୍ରେ ଅନେକ ସିନେମା ରିଲିଜ ହୋଇଥାଏ। ହେଲେ ସେଥିରୁ କିଛି ଫିଲ୍ମ ଏପରି ଥାଏ ଯାହା ସବୁଦିନ ପାଇଁ ମନେ ରୁହେ। ଯେମିତି କି ‘ବାହୁବଲୀ’। ଏହି ଫିଲ୍ମରେ ଅନ୍ୟତମ ପ୍ରମୁଖ ଭୂମିକା ଥିଲା ‘କଟପ୍ପା’ଙ୍କର। ଅଭିନେତା ସତ୍ୟରାଜ ଏହି…
ଖୁସି ଖବର: ଆସିଲା କରୋନା ଔଷଧ
ଓ୍ବାଶିଂଟନ,୨୩ା୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ବିଶ୍ୱବ୍ୟାପୀ ଚିନ୍ତାର ବିଷୟ। ବ୍ରିଟେନ, ଆମେରିକା, ଇସ୍ରାଏଲ ସମେତ ଅନେକ ଦେଶରେ ଓମିକ୍ରନ ମାମଲା ବୃଦ୍ଧି ପାଉଛି। ଭାରତରେ ମଧ୍ୟ କରୋନା ଭାରିଆଣ୍ଟ ଧୀରେ ଧୀରେ ମାଡ଼ିଲାଣି। ଏହି ସମୟ ମଧ୍ୟରେ ଆମେରିକାରୁ…
ନରମିଲେ ରାଓ୍ବତ
ନୂଆଦିଲ୍ଲୀ,୨୩।୧୨: କଂଗ୍ରେସ ନେତା ହରିଶ ରାୱତ ବୁଧବାର ତାଙ୍କ ହାତ ଓ ପାଦ ବନ୍ଧା ଯାଇଥିବା ଟୁଇଟ୍ କରିବା ପରେ ଗୁରୁବାର ସ୍ବର ବଦଳାଇଛନ୍ତି। ସେ କହିଛନ୍ତି, ତାହା ତାଙ୍କ ନିତିଦିନିଆ ଟୁଇଟ୍ ଥିଲା। କିନ୍ତୁ ଆଜି ଖବରକାଗଜ ପଢିବା ପରେ…
କର୍ନାଟକର ଚିକ୍କାବାଲାପୁରାରେ ଭୂକମ୍ପ
ବେଙ୍ଗାଲୁରୁ,୨୩।୧୨: ଗୁରୁବାର କର୍ନାଟକର ଚିକ୍କାବାଲାପୁରାରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହି ଭୂକମ୍ପର ତୀବ୍ରତା ୩.୬ ରେ ମାପ କରାଯାଇଛି। ଭୂକମ୍ପ ଅନୁଭବ କରିବା ପରେ ଲୋକମାନେ ନିଜ ଘରୁ ରାସ୍ତାକୁ ବାହାରି ଆସିଥିଲେ। ଏହି ଭୂକମ୍ପ ଯୋଗୁ କୌଣସି…
ଦୀର୍ଘଦିନ ପରେ ଫଟୋ ଶେୟାର କଲେ ଐଶ୍ୱର୍ଯ୍ୟା, ଲେଖିଲେ…
ମୁମ୍ବାଇ: ବିଶ୍ୱସୁନ୍ଦରୀ ତଥା ନୀଳନୟନା ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଅନେକ ସମୟରେ ଚର୍ଚ୍ଚାରେ ରୁହନ୍ତି। ଏବେ ସେ ଏକ ଫଟୋ ପୋଷ୍ଟ କରିଛନ୍ତି। ଯାହା ଖୁବ୍ ଭାଇରାଲ ହେବାରେ ଲାଗିଛି। ନିକଟରେ ଐଶ୍ୱର୍ଯ୍ୟା ତାଙ୍କ ଇନ୍ଷ୍ଟାଗ୍ରାମରେ ଏକ ଫଟୋ…
ଯେବେ ରିଲ୍-ରିୟଲ୍ କପିଳ ଦେବ ହେଲେ ଭେଟ: ଘଟିଲା ଏମିତି
ଡିସେମ୍ବର ୨୪ରେ ରଣବୀର ସିଂ ଏବଂ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘୮୩’ ମୁକ୍ତିଲାଭ କରିବାକୁ ଯାଉଛି। ଏହା ପୂର୍ବରୁ ସେଲିବ୍ରିଟି ଏବଂ ମିଡିଆ ପାଇଁ ଫିଲ୍ମର ସ୍କ୍ରିନିଂ କରାଯାଇଥିଲା। ୧୯୮୩ ବିଶ୍ୱକପ ବିଜେତା ଅଧିନାୟକ କପିଲ ଦେବଙ୍କୁ ମଧ୍ୟ ଏହି…
ନୂଆ ଅବତାରରେ ରବି ଶାସ୍ତ୍ରୀ
ନୂଆଦିଲ୍ଳୀ,୨୩।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ – ଟେଷ୍ଟ ସିରିଜ ଡିସେମ୍ବର ୨୬ରେ ସେଞ୍ଚୁରିଅନରେ ଆରମ୍ଭ ହେବାକୁ ଯାଉଛି। ଏହାପୂର୍ବରୁ ଟିମ ଇଣ୍ଡିଆର ପୂର୍ବତନ ମୁଖ୍ୟ କୋଚ ରବି ଶାସ୍ତ୍ରୀଙ୍କ ନୂଆ ଅବତାର ଭାଇରାଲ ହେବାରେ ଲାଗିଛି। ଷ୍ଟାର ସ୍ପୋର୍ଟସରେ…
ପ୍ରେମରେ ପୂର୍ଣ୍ଣଚ୍ଛେଦ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ସୁସ୍ମିତା ସେନ୍- ରେହମାନ ଶଲ୍ଙ୍କ ପ୍ରେମରେ ପୂର୍ଣ୍ଣଚ୍ଛେଦ ପଡ଼ିଥିବା ଏବେ ସୋସିଆଲ ମିଡିଆରେ ଜୋର୍ଦାର ଚର୍ଚ୍ଚା ହେଉଛି। ରେହମାନ ସୁସ୍ମିତାଙ୍କ ଘର ଛାଡ଼ି ନିଜର ଜିନିଷପତ୍ର ନେଇ ଆସିଛନ୍ତି। ବର୍ତ୍ତମାନ ସେ ତାଙ୍କ ବନ୍ଧୁଙ୍କ ଘରେ ରହୁଛନ୍ତି।…
୨୪ ଘଣ୍ଟାରେ ଦ୍ୱିତୀୟ ଥର ଲାଗି ‘ପ୍ରଳୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
ବାଲେଶ୍ବର ଅଫିସ,୨୩।୧୨: ବାଲେଶ୍ୱର ଚାନ୍ଦିପୁର ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆର୍ଡିଓ) ପକ୍ଷରୁ ‘ପ୍ରଳୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଗୁରୁବାର ସକାଳ ୯ଟା ୩୦ ସମୟରେ ଓଡ଼ିଶା ଉପକୂଳ ଅବଦୁଲ କାଲାମ ଦୀପ ୪ ନଂ ଲଞ୍ଚ ପ୍ୟାଡ୍ରୁ…
Archives


