Home

ଦିଲ୍ଲୀରୁ ଫେରି ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣକୁ ନେଇ ବଡ଼ କଥା କହିଦେଲେ ମନମୋହନ ସାମଲ

ଭୁବନେଶ୍ୱର,୨୬।୭: ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗସ୍ତରୁ ଫେରିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ଦିଲ୍ଲୀରୁ ଫେରିବା ପରେ ସେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣକୁ ନେଇ ଏକ ବଡ଼ କଥା କହିଦେଇଛନ୍ତି। ସେ କହିଛନ୍ତି, -ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଆଲୋଚନା ହୋଇନି।…

ଦେଢ ବର୍ଷର ଶିଶୁପୁତ୍ରଙ୍କ ଗଳାରେ ଲାଗିଗଲା ସେଓ: ଆଉ ତା’ପରେ ଘଟିଗଲା…

ବ୍ରଜରାଜନଗର,୨୬ା୭(ବିଜୟ ବରାଡ଼):ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ସହରାଞ୍ଚଳର ବୁଢ଼ୀଜାମ୍‌ କଲୋନୀରେ ଦେଢବର୍ଷର ଜଣେ ଶିଶୁପୁତ୍ରର ଗଳାରେ ସେଓ ଲାଗିଯିବାରୁ ଜୀବନ ଯାଇଛି। ଗୁରୁବାର ସକାଳେ ଉକ୍ତ କଲୋନୀର ଇନ୍ଦ୍ରଜିତ୍‌ ସିଂଙ୍କ ଦେଢବର୍ଷର ପୁଅକୁ ପରିବାରର କେହି ସଦସ୍ୟ ସେଓ କାଟି ଖାଇବାକୁ ଦେଇଥିଲେ।…

ନିମ୍ନମାନର ଅଙ୍ଗନୱାଡି କେନ୍ଦ୍ର ନିର୍ମାଣ ଅଭିଯୋଗ

କେସିଙ୍ଗା,୨୬ା୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ ଅଧୀନ କଛାରପଦର ଗ୍ରାମରେ ନିମ୍ନମାନର ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣକୁ ନେଇ ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଦୀର୍ଘଦିନ ହେବ ନିଜସ୍ବ ଗୃହ ନ ଥିବାରୁ ଏହି କେନ୍ଦ୍ର ଗ୍ରାମରେ ଥିବା ସରକାରୀ ପ୍ରାଥମିକ…

ପ୍ରବଳ ବର୍ଷାରେ ଉଛୁଳିଲା ନାଳ: ଜୀବନକୁ ବାଜି ଲଗାଇ ନାଳ ପାରିହେଉଛନ୍ତି ଛାତ୍ରୀଛାତ୍ର

ଥୁଆମୂଳ ରାମପୁର,୨୬ା୭(ଦୁର୍ଗା କୀର୍ତ୍ତି):ବର୍ଷାଦିନେ ପାଠ ପଢ଼ିବା ପାଇଁ ଜୀବନକୁ ବାଜି ଲଗାଇ ଛାତ୍ରୀଛାତ୍ରଙ୍କୁ ନାଳ ପାରିହେବାକୁ ପଡୁଛି। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ। ବ୍ଲକ୍‌ର ବଡଛତ୍ରଙ୍ଗ ଓ ବିରିକୋଟ ପଞ୍ଚାୟତକୁ ସଂଯୋଗ କରୁଥିବା…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୭:ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ  ଅବପାତରେ ପରିଣତ ହେବା ପରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ବିଭିନ୍ନ ଜିଲାରେ ଜଳବନ୍ଦୀ ସମସ୍ୟା ଦେଖାଦେଇଥିବାବେଳେ…

ବର୍ଷେ ହେବ ଚାକିରି ପାଇଥିଲେ, ଗ୍ରାସିଲା ଟଙ୍କା ଲୋଭ: ଭିଜିଲାନ୍ସ ଜାଲରେ ଫସିଗଲେ ଜେଆର୍‌ଏ

ଭୁବନେଶ୍ୱର,୨୬ା୭(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱର ଉପଜିଲାପାଳ ଅଫିସ ସ୍ବତନ୍ତ୍ର ସାର୍ଟିଫିକେଟ୍‌ ସେକ୍ସନ୍‌ର କନିଷ୍ଠ ରାଜସ୍ବ ସହାୟକ (ଜେଆର୍‌ଏ)) ସୌରଭ ତ୍ରିପାଠୀ ଶୁକ୍ରବାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଫସିଛନ୍ତି। ତାଙ୍କଠାରୁ ୩୦ ହଜାର ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏନେଇ ଭୁବନେଶ୍ୱର ଭିଜିଲାନ୍ସ…

୩୧.୫୦ ଲକ୍ଷ ଟଙ୍କାର ଠକେଇ କରି ଫସିଲେ ଅଭିନେତା: ମାଡ଼ିବସିଲା ପୋଲିସ

ଭୁବନେଶ୍ୱର,୨୬ା୭(ସତ୍ୟଜିତ୍‌ ରାଉତ):ଧାରରେ ନେଇଥିବା ୩୧.୫୦ ଲକ୍ଷ ଠକେଇ ଅଭିଯୋଗରେ ବଡ଼ଗଡ଼ ଥାନା ପୋଲିସ ଜଣେ ଅଭିନେତାଙ୍କୁ ଶୁକ୍ରବାର ଗିରଫ କରିଛି। ସେ ହେଲେ ମଞ୍ଚେଶ୍ୱର ଥାନା ପଳାଶୁଣୀରେ ରହୁଥିବା ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ବଡ଼ମଙ୍ଗଳପୁରର ଉଦୟନ ଅପରାଜିତ୍‌ (୪୦)।…

ଆଜି ଖୋଲା ରହିବ ସମସ୍ତ ସରକାରୀ କାର୍ଯ୍ୟାଳୟ: ଉପସ୍ଥିତ ନ ରହିଲେ କାର୍ଯ୍ୟାନୁଷ୍ଠାନ

କଟକ,୨୬।୭(କାର୍ତ୍ତିକ ସାହୁ):ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଛୁଟି ଶନିବାର ବାତିଲ କରିଛନ୍ତି। ପ୍ରବଳରୁ…

ବଳଙ୍ଗା ଘଟଣାର ରହସ୍ୟ ଖୋଲିବ ରୁପା ମୁଦି: ସବୁ ଖୋଲି କହିଦେଲେ ପୀଡ଼ିତା

ବଳଙ୍ଗା/ଭୁବନେଶ୍ୱର,୨୬ା୭ (କେଦାରେଶ୍ୱର ନନ୍ଦ/ ରବିନାରାୟଣ ଜେନା):ପୁରୀ ଜିଲାର ବଳଙ୍ଗା ନାବାଳିକା ପୋଡ଼ି ଘଟଣାକୁ ୭ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ପୋଲିସ ହାତ ଖାଲି। ଏହି ଘଟଣାରେ ପୋଲିସ କୌଣସି ଅଭିଯୁକ୍ତଙ୍କୁ ଗିରଫ କରିପାରିନାହିଁ। ତଦନ୍ତ ଜାରି ରହିଥିବାବେଳେ ଘଟଣାସ୍ଥଳରୁ ପୋଲିସକୁ ମିଳିଥିବା…

ସରକାରଙ୍କ ବଡ଼ ଘୋଷଣା: ହେବନି ନୂଆ ଆଉଟ୍‌ସୋର୍ସିଂ ନିଯୁକ୍ତି

ଭୁବନେଶ୍ୱର,୨୬ା୭ (ରବିନାରାୟଣ ଜେନା):ରାଜ୍ୟରେ ଏଣିକି ଠିକା ସଂସ୍ଥା(ଆଉଟ୍‌ସୋର୍ସିଂ) ଜରିଆରେ ସିଧାସଳଖ ନୂଆ ନିଯୁକ୍ତି ସିଧାସଳଖ ଦିଆଯିବ ନାହିଁ। ପୂର୍ବରୁ ଯେଉଁସବୁ ଆଉଟ୍‌ସୋର୍ସିଂ ସଂସ୍ଥାକୁ ମ୍ୟାନ୍‌ ପାଓ୍ବାର ଲାଗି ନିଯୁକ୍ତ କରାଯାଇଛି ତାହା ବଜାୟ ରହିବ ଏବଂ ସମ୍ପୃକ୍ତ ସଂସ୍ଥା ନବୀକରଣ କରିପାରିବେ।…

ବାପଘର ଲୋକଙ୍କୁ ଖାଦ୍ୟରେ ବିଷ ଦେଇଦେଲେ ବିବାହିତା ଝିଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଦଶରଥପୁର,୨୬ା୭(ସୁଶାନ୍ତ କୁମାର ବେହୁରିଆ):ପାରିବାରିକ କଳହକୁ ନେଇ ଯାଜପୁର ଜିଲା ମଙ୍ଗଳପୁର ଥାନା କନିକାପଡ଼ା ଗ୍ରାମରେ ଜଣେ ବିବାହିତା ଝିଅ ତାଙ୍କ ବାପଘର ଲୋକଙ୍କ ଖାଦ୍ୟରେ ବିଷ ମିଶାଇ ଦେଇଛନ୍ତି। ବିଷମିଶା ଖାଦ୍ୟ ଖାଇ ପରିବାରର ୬ ସଦସ୍ୟ ଗୁରୁତର ହୋଇଛନ୍ତି। ସେମାନଙ୍କୁ…

କଳିଯୁଗରେ ମଧ୍ୟ ଜୀବିତ ଅଛନ୍ତି ପବନପୁତ୍ର ହନୁମାନ…ଜାଣନ୍ତୁ କେଉଁଠି ତାଙ୍କର ନିବାସ?

ତ୍ରେତୟା ଯୁଗରେ ଭଗବାନ ଶ୍ରୀରାମଙ୍କ ସେବାରେ ରହିଥିବା ପବନପୁତ୍ର ହନୁମାନ କଳିଯୁଗରେ ମଧ୍ୟ ଜୀବିତ ଅଛନ୍ତି ବୋଲି ହିନ୍ଦୁ ଧର୍ମର ମାନ୍ୟତା ରହିଛି। ଧାର୍ମିକ ଗ୍ରନ୍ଥ ଓ ପୁରାଣ ଅନୁସାରେ, ହନୁମାନଙ୍କୁ ଅମର ଦେବତା ଭାବେ ଗଣାଯାଇଛି। ମାନ୍ୟତା ଅଛି ଯେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri