ଜିଲାପାଳଙ୍କ ଅଫିସ ସାମ୍ନାରେ ଆତ୍ମହୁତି ଉଦ୍ୟମ
ବରଗଡ଼ ଅଫିସ,୨୦ା୧୨: ବରଗଡ଼ ଜିଲା ଗାଇସିଲେଟ ବ୍ଲକ ଜଗଲପାଟ ପଞ୍ଚାୟତରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ତେବେ ଏ ନେଇ ଗତମାସ ୬ ତାରିଖରୁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଲେଖି ଜଣାଇଥିଲେ ସୁଦ୍ଧା କିଛି ପଦକ୍ଷେପ ନିଆଯାଉ ନ ଥିବା ବଡ଼…
ଓମିକ୍ରନକୁ ନେଇ ତତ୍ପର କେଜ୍ରିଓ୍ବାଲ୍
ନୂଆଦିଲ୍ଲୀ,୨୦।୧୧: ଦିଲ୍ଲୀରେ ଓମିକ୍ରନର ବଢୁଥିବା ବିପଦକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ୍ ସୋମବାର କ୍ୟାବିନେଟ ଏବଂ ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ବୈଠକ କରିଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ଯେ, ଓମିକ୍ରନର ବିପଦକୁ ମୁକାବିଲା କରିବା ପାଇଁ ଦିଲ୍ଲୀ…
ଗଣମାଧ୍ୟମ, ଫଟୋଗ୍ରାଫରଙ୍କୁ ଧନ୍ୟବାଦ ଜଣାଇଲେ ଅନୁଷ୍କା
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମା ଅନ୍ୟ ଅଭିନେତ୍ରୀମାନଙ୍କ ଅପେକ୍ଷା ସୋସିଆଲ ମିଡିଆରେ ବହୁତ ଆକ୍ଟିଭ୍। ଅନୁଷ୍କା ସବୁବେଳେ ପ୍ରଶଂସକମାନଙ୍କ ସହ ଯୋଡ଼ି ହୋଇ ରହିବା ପାଇଁ ତାଙ୍କ ଫଟୋ ଏବଂ ଭିଡିଓ ଶେୟାର କରିଥାନ୍ତି। ଏବେ ସେ ତାଙ୍କ ଇନ୍ଷ୍ଟାଗ୍ରାମରେ…
ଇଡିରେ ହାଜର ହେଲେ ଐଶ୍ୱର୍ଯ୍ୟା
ମୁମ୍ବାଇ,୨୦ା୧୨: ବହୁ ଚର୍ଚ୍ଚିତ ପାନାମା ପେପର୍ସ ମାମଲାରେ ବଚ୍ଚନ ପରିବାର ପାଇଁ ଅଡୁଆ ବଢ଼ିଛି। ବଲିଉଡ୍ ଅଭିନେତ୍ରୀ ତଥା ବଚ୍ଚନ ପରିବାରର ବୋହୂ ଐଶ୍ୱର୍ଯ୍ୟା ରାୟ ଇଡିରେ ହାଜର ହୋଇଛନ୍ତି। ଦିଲ୍ଲୀର ଲୋକନାୟକ ଭବନରେ ସେ ସୋମବାର ପୂର୍ବାହ୍ନରେ ପହଞ୍ଚିଛନ୍ତି। ସୂଚନାନୁସାରେ,…
ଜିନିଷ ଏକ: ଉପକାର ଅନେକ
କଲରାର ସ୍ବାଦ ପିତା ହେଲେ ମଧ୍ୟ ସେଥିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଆମକୁ ନୀରୋଗ ରଖିବାରେ ଏହା କେତେକାଂଶରେ ସାହାଯ୍ୟ କରିଥାଏ। ଏଥିରେ ଭିଟାମିନ୍-ସି ମଧ୍ୟ ପ୍ରଚୁର ପରିମାଣରେ ରହିଛି। ତେବେ ଜାଣନ୍ତୁ ଏହାର ସ୍ବାସ୍ଥ୍ୟୋପକାରୀ ଗୁଣ…
ଅନୁପ୍ରବେଶ ଉଦ୍ୟମ ବିଫଳ: ପାକିସ୍ତାନ ଡ୍ରୋନ୍କୁ ଉଡାଇ ଦେଲା ବିଏସଏଫ
ଚଣ୍ଡିଗଡ,୨୦।୧୨: ପଞ୍ଜାବର ଗୁରୁଦାସପୁରରେ ଭାରତ-ପାକିସ୍ତାନ ସୀମାରେ ପାକିସ୍ତାନ ଡ୍ରୋନ୍ର ଅନୁପ୍ରବେଶ ଉଦ୍ୟମ ବିଫଳ କରିଛି ବିଏସଏଫ୍। ଭାରତ ସୀମାକୁ ପ୍ରବେଶ ପାଇଁ ଉଦ୍ୟମ କରୁଥିଲା ବେଳେ ବିଏସଏଫ ଏହାକୁ ଗୁଳିମାଡ କରିଥିଲା। ଫଳରେ ଡ୍ରୋନଟି ପାକିସ୍ତାନ ଅଭିମୁଖେ ଫେରିଯାଇଥିଲା। ସୂଚନାଯୋଗ୍ୟ, ରବିବାର…
ହେମା ମାଳିନୀଙ୍କ ଗାଲ ସହ ସଡକକୁ ତୁଳନା କରି କ୍ଷମା ମାଗିଲେ ମନ୍ତ୍ରୀ
ମୁମ୍ବାଇ,୨୦।୧୨: ମହାରାଷ୍ଟ୍ର ମନ୍ତ୍ରୀ ତଥା ବରିଷ୍ଠ ଶିବସେନା ନେତା ଗୁଲାବରାଓ ପାଟିଲ ଜଲଗାଓଁ ଜିଲାର ସଡକକୁ ଅଭିନେତ୍ରୀ ହେମା ମାଳିନୀଙ୍କ ଗାଲ ସହ ତୁଳନା କରିବା ନେଇ ବିବାଦ ଉପୁଜିଛି। ତେବେ ରାଜ୍ୟ ମହିଳା ଆୟୋଗ କଡ଼ା ଆଭିମୁଖ୍ୟ ଗ୍ରହଣ କରିବା…
ସ୍ମରଣ ଶକ୍ତି ହ୍ରାସ କରେ ଅତ୍ୟଧିକ ମିଠା
ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଅନେକେ ଲୋଭର ବଶବର୍ତ୍ତୀ ହୋଇ ଅଧିକ ପରିମାଣରେ ମିଠା ଖାଇବାକୁ ପସନ୍ଦ କରିଥାଆନ୍ତି। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ ପ୍ରଭାବିତ…
ତେଲେଙ୍ଗାନାରେ ପ୍ରଥମଥର ବିବାହ କଲେ ସମଲିଙ୍ଗୀ ଯୋଡି
ହାଇଦ୍ରାବାଦ,୨୦।୧୨: ତେଲେଙ୍ଗାନାରେ ପ୍ରଥମଥର ସମଲିଙ୍ଗୀ ଯୋଡି ସୁପ୍ରିୟୋ ଚକ୍ରବର୍ତ୍ତୀ ଏବଂ ଅଭୟ ଡାଙ୍ଗ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ପ୍ରାୟ ଏକ ଦଶନ୍ଧି ଧରି ପ୍ରେମ ସମ୍ପର୍କରେ ଉଭୟ ବିବାହ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ସୁପ୍ରିୟୋ କହିଛନ୍ତି ଯେ, ସେମାନଙ୍କ…
ଏମ୍. ଆଇ. ହେଲିକପ୍ଟର
ନିକଟରେ ଭାରତର ପୂର୍ବତନ ସେନାଧ୍ୟକ୍ଷ ବିପିନ ରାୱତଙ୍କ ସମେତ ସେନାର କିଛି କର୍ମଚାରୀଙ୍କୁ ନେଇ ଯାଉଥିବା ସେନାର ଏକ ହେଲିକପ୍ଟର ତାମିଲନାଡୁ ନୀଳଗିରିର ଦୁର୍ଗମ ଜଙ୍ଗଲ ମଧ୍ୟରେ ଦୁର୍ଘଟଣାଗ୍ରସ୍ତ ହେବା ଦ୍ୱାରା ସମସ୍ତ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରଟି ଭାରତୀୟ…
ସହଚର ହେଲାଣି ବାତ୍ୟା, ବନ୍ୟା
ଯାଜପୁର ଅଫିସ,୨୦।୧୨: ରାଜ୍ୟର ପ୍ରମୁଖ ସହର ଓ ଶିଳ୍ପାଞ୍ଚଳଗୁଡ଼ିକରେ ବାୟୁ ଏବଂ ଜଳ ପ୍ରଦୂଷଣ ମାତ୍ରା ଅଣାୟତ୍ତ ହେବାରେ ଲାଗିଛି। ଏଭଳିସ୍ଥଳେ ରାଜ୍ୟବାସୀ ପ୍ରାୟ ଦୁଇ ଦଶନ୍ଧି ମଧ୍ୟରେ ଅନେକ ଥର ଜଳବାୟୁ ପରିବର୍ତ୍ତନଜନିତ ସଙ୍କଟରେ ହନ୍ତସନ୍ତ ହେଲେଣି। ଦିନକୁ ଦିନ…
ପ୍ରେମ ପାଇଁ ସମୟ ପାଇନି
ଶିଶୁ କଳାକାର ଓ ପରେ ଚଳଚ୍ଚିତ୍ର ନାୟିକା ସାଜି ଅଗଣିତ ଦର୍ଶକଙ୍କ ହୃଦୟରେ ରାଜ୍ କରୁଥିବା ଅଭିନେତ୍ରୀ ହେଉଛନ୍ତି ଭୂମିକା ଦାଶ। ପିଲାଟି ଦିନରୁ ଓଡ଼ିଶୀ ନୃତ୍ୟ ପ୍ରତି ଆଗ୍ରହୀ ଥିଲେ। ପ୍ରଥମ ଚଳଚ୍ଚିତ୍ର ‘ରୁମ୍କୁ ଝୁମାନା’ରେ ଶିଶୁ କଳାକାର ଭାବେ…
Archives


