ସିଡିଏମ୍ଓଙ୍କ ପ୍ରମାଣପତ୍ରକୁ କାଟିଦେଲେ ୪ ଡାକ୍ତର: ଶିକ୍ଷକ ନିଯୁକ୍ତିରୁ ବଞ୍ଚିତ ହେଲେ ୬୭ ଦିବ୍ୟାଙ୍ଗ
ଭୁବନେଶ୍ୱର, ୨୦।୧୨(ବ୍ୟୁରୋ): ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଗତ ୧୬ ତାରିଖରେ ରାଜ୍ୟ ସରକାର ୬,୧୩୧ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ନିଯୁକ୍ତିପତ୍ର ଦେଇଛନ୍ତି। ମୋଟ ୧୧,୪୦୦ ପଦବୀ ଲାଗି ବିଜ୍ଞପ୍ତି ପ୍ରକାଶ ପାଇଥିଲା। ସବୁ ପ୍ରକାର ପରୀକ୍ଷା ପରେ ଉପରୋକ୍ତ ନିଯୁକ୍ତି ଦିଆଯାଇଛି। ହେଲେ…
ଆଜିଠୁ ୪ ଜିଲାକୁ ଏୟାର ଆମ୍ବୁଲାନ୍ସ ସେବା
ଭୁବନେଶ୍ୱର/ ସମ୍ବଲପୁର,୨୦ା୧୨(ବ୍ୟୁରୋ): ରାଜ୍ୟବାସୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଏୟାର ଆମ୍ବୁଲାନ୍ସ ସେବା ଆରମ୍ଭ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ପ୍ରଥମ ପର୍ଯ୍ୟାୟରେ ୪ଟି ଜଲାରେ ଏହି ସେବା ଯୋଗାଇ ଦିଆଯିବ। ସେଗୁଡ଼ିକ ହେଲା ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର ଓ…
ଫଶିଲେ ଐଶ୍ୱର୍ଯ୍ୟା
ମୁମ୍ବାଇ,୨୦।୧୨: ବହୁ ଚର୍ଚ୍ଚିତ ପାନାମା ପେପର ଲିକ ମାମଲାରେ ବଚ୍ଚନ ପରିବାରର ବୋହୂ ଏବଂ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ସୋମବାର ଦିଲ୍ଲୀର ଲୋକନାୟକ ଭବନରେ ଇଡିରେ ହାଜର ହେବେ। ଇଡି ତାଙ୍କୁ ପଚରାଉଚରା ପାଇଁ ଡାକିଛି। ଦୀର୍ଘ ଦିନ ଧରି ପାନାମା…
ଦାରିଙ୍ଗବାଡ଼ିରେ ତୁଷାରପାତ, ୪ ଡିଗ୍ରୀକୁ ଖସିଲା ତାପମାତ୍ରା
ଦାରିଙ୍ଗବାଡ଼ି,୨୦ା୧୨(ଡି.ଏନ୍.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଅସହ୍ୟ ଶୀତ ଅନୁଭୂତ ହେବା ସହ ତୁଷାରପାତ ହୋଇଛି। ଏହା ଦେଖିବାକୁ ସ୍ଥାନୀୟ ଲୋକଙ୍କ ସମେତ ରାତ୍ରିଯାପନ କରିଥିବା ପର୍ଯ୍ୟଟକ ଭିଡ଼ ଜମାଇବା ସହ ଏହାର ମଜା ନେଇଛନ୍ତି। ଚଳିତ ବର୍ଷ…
‘ମୁଖ୍ୟମନ୍ତ୍ରୀ ପଦ ଆଶାରେ କଂଗ୍ରେସରେ ଯୋଗ ଦେଇଛନ୍ତି ସିଦ୍ଧୁ’
ଚଣ୍ଡିଗଡ଼,୨୦।୧୨: ପଞ୍ଜାବ ସରକାରଙ୍କ କ୍ୟାବିନେଟ ମନ୍ତ୍ରୀ ରାଣା ଗୁରୁଜିତ ସୋଧି ପଞ୍ଜାବ କଂଗ୍ରେସ ମୁଖ୍ୟ ନବଜୋତ ସିଂ ସିଦ୍ଧୁଙ୍କ ବିରୋଧରେ ଏକ ମୋର୍ଚ୍ଚା ଖୋଲିଛନ୍ତି। ସିଦ୍ଧୁ ଦଳ ଭାଙ୍ଗିବାକୁ ଚେଷ୍ଟା କରୁଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ନବଜୋତ…
୫୭୨ ଦିନ ପରେ ଆଜି ସବୁଠୁ କମ୍ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୨୦।୧୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୬,୫୬୩ଟି ମାମଲା ସାମ୍ନାକୁ ଆସିଥିବାବେଳେ ୧୩୨ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା…
ଶିଥିଳତା ପଛରେ ସମନ୍ବୟ ଅଭାବ
ଖୋର୍ଦ୍ଧା ଅଫିସ,୨୦ା୧୨: ୧୮୧୭ ପାଇକ ବିଦ୍ରୋହର ଦ୍ୱିଶତ ବାର୍ଷିକୀ ଅବସରରେ ବରୁଣେଇ ପାହାଡ଼ ପାଦଦେଶରେ ୨୦୧୯ ଡିସେମ୍ବର ୮ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାଇକ ସ୍ମାରକୀ ନିର୍ମାଣ ପାଇଁ ଶିଳାନ୍ୟାସ କରିଥିଲେ। ଶିଳାନ୍ୟାସକୁ ଦୁଇବର୍ଷ ବିତିଲାଣି ଅଥଚ ଏପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ…
ସଂରକ୍ଷଣ ତାଲିକାକୁ ନେଇ ତେଜୁଛି ଅସନ୍ତୋଷ
ଭୁବନେଶ୍ୱର,୨୦।୧୨ (ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପରେ ରାଜ୍ୟରେ ପୌର ନିର୍ବାଚନ ହେବ। ସମୟ ପାଖେଇ ଆସୁଥିବାବେଳେ ଏବେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଞ୍ଚଳରେ ରାଜନୀତି ସରଗରମ ହେବାରେ ଲାଗିଛି। ଇତିମଧ୍ୟରେ ଗତ ୧୦ ତାରିଖରେ ନଗର ଉନ୍ନୟନ ବିଭାଗ ପକ୍ଷରୁ…
କେରାଣ୍ଡିମାଳ ଓ ଘଣ୍ଟଶିଳା ପାହାଡ଼ରୁ କୋଣାର୍କକୁ ଆସିଥିଲା ପ୍ରଥମ ପଥର
ମନ୍ଦିର ନିର୍ମାଣର ଦାୟିତ୍ୱ ମୁଖିଆଙ୍କୁ ଦିଆଯିବା ପରେ ଗଜପତି ନରସିଂହ ଦେବ ‘ବିଡ଼ାନାସୀ’କୁ ଫେରିଯାଇଥିଲେ। କଟକର ବିଡ଼ାନାସୀ ନଅରରେ ସେତେବେଳେ ସେ ରହୁଥିଲେ। ସେହିଦିନଠାରୁ ସମସ୍ତ କାର୍ଯ୍ୟ ଓ ଖର୍ଚ୍ଚର ବିବରଣୀ ଲିଖିତ ଆକାରରେ ପ୍ରସ୍ତୁତ ହେଲା। ମନ୍ଦିରର ଭୂମି ଶୁଦ୍ଧି…
ଖିଅପାଉନି କ୍ରାଇମ୍ବ୍ରାଞ୍ଚ
ପୁରୀ ଅଫିସ,୨୦ା୧୨: ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ବ୍ୟକ୍ତିଗତ ସହାୟକ (ପିଏ) ଚିତ୍ତରଞ୍ଜନ ପଲେଇ ହତ୍ୟା ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତକୁ ୫ଦିନ ପୂରିଲାଣି। ମାତ୍ର ଏପର୍ଯ୍ୟନ୍ତ ଘଟଣା ଉପରୁ ପରଦା ହଟିପାରିନାହିଁ। ବାସ୍ତବରେ ଏହା ହତ୍ୟା ନା ଦୁର୍ଘଟଣା…
୧୪୪ ବର୍ଷ କ୍ରିକେଟ୍ ଇତିହାସରେ ମାତ୍ର ଥରେ ଏପରି ଘଟିଥିଲା
ଟେଷ୍ଟ କ୍ରିକେଟ ହେଉଛି ଖେଳର ସର୍ବପୁରାତନ ଫର୍ମାଟ। କିନ୍ତୁ ଦିନିକିଆ, ଟି-୨୦ର ଆଗମନ ପରଠାରୁ ଏହାର ରୋମାଞ୍ଚକ ପୂର୍ବ ଅପେକ୍ଷା କମ ରହିଛି। କିନ୍ତୁ ୭୩ ବର୍ଷ ପୂର୍ବେ, ୧୯୪୮ରେ, ଏକ ଟେଷ୍ଟ ମ୍ୟାଚ୍ ଖେଳାଯାଇଥିଲା ଯାହା ଟି୨୦ ଏବଂ ଦିନିକିଆ…
ଏତିକି ଟଙ୍କାରେ ବିକ୍ରି ହେବ ବିଶ୍ୱର ପ୍ରଥମ ଏସ୍ଏମ୍ଏସ୍, ଏଥିରେ ଲେଖାଥିଲା…
ଦୁନିଆର ପ୍ରଥମ ଟେକ୍ସଟ୍ ଏସ୍ଏମ୍ଏସ୍ ନିଲାମ ପାଇଁ ପ୍ରସ୍ତୁତି ଚାଲିଛି। ୧୯୯୨ରେ ଭୋଡାଫୋନ୍ କର୍ମଚାରୀଙ୍କ ଦ୍ୱାରା ପ୍ରଥମ ଏସ୍ଏମ୍ଏସ୍ ବା ବାର୍ତ୍ତା ପଠାଯାଇଥିଲା। କର୍ମଚାରୀ ଜଣକ ତାଙ୍କ ସହକର୍ମୀଙ୍କ ନିକଟକୁ ଏହି ଏସ୍ଏମ୍ଏସ୍ ପଠାଇଥିଲେ। ଏଥିରେ ମେରୀ ଖ୍ରୀଷ୍ଟମାସ ଲେଖିଥିଲେ। ବର୍ତ୍ତମାନ…
Archives


