Home

ବିବାହର ଗୋଟିଏ ଦିନ ପରେ ଛାଡପତ୍ର ନେଲେ ସ୍ତ୍ରୀ-ସ୍ବାମୀ

ଆବୁଧାବି,୪।୨: ବିବାହ ସାତ ଜନ୍ମର ବନ୍ଧନ ଭାବରେ ବିବେଚନା କରାଯାଏ, କିନ୍ତୁ ବେଳେବେଳେ ଏହି ବନ୍ଧନ ଏତେ ଶୀଘ୍ର ଭାଙ୍ଗିଯାଏ ଯେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଆନ୍ତି। ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ଏଭଳି ଏକ ମାମଲା ସାମ୍ନାକୁ ଆସିଛି। ବିବାହର…

ବୟସ୍କ ବ୍ୟକ୍ତି ଓ କର୍କଟ

କଥାରେ ଅଛି-କ୍ୟାନ୍‌ସର ନୋ ଆନ୍‌ସର। ବର୍ତ୍ତମାନ ଆମେ ସମ୍ମୁଖୀନ ହେଉଥିବା ସ୍ବାସ୍ଥ୍ୟ ସମସ୍ୟାଗୁଡ଼ିକ ମଧ୍ୟରୁ କ୍ୟାନ୍‌ସର ଅନ୍ୟତମ। ପ୍ରାରମ୍ଭିକ ସ୍ତରରେ ଏହାର ଚିକିତ୍ସା କରାଯାଇପାରିଲେ ଏଥିରୁ ଆରୋଗ୍ୟ ଲାଭର ସମ୍ଭାବନା ରହିଛି। ତେଣୁ ଏହାର ଲକ୍ଷଣ ବିଷୟରେ ଅବଗତ ହେବା ଜରୁରୀ।…

ବିଶ୍ୱ କର୍କଟ ଦିବସ: ଆଜି ଜାଣନ୍ତୁ ଫୁସ୍‌ଫୁସ୍‌ କର୍କଟ ବିଷୟରେ..

ମେରିକା ପ୍ରଭୃତି ପାଶ୍ଚାତ୍ୟ ଦେଶରେ ପୁରୁଷଙ୍କୁ ହେଉଥିବା ପ୍ରମୁଖ କ୍ୟାନସର ବା କର୍କଟ ମଧ୍ୟରେ ଅନ୍ୟତମ ଫୁସଫୁସ କର୍କଟ। କେବଳ ଆମେରିକାରେ ବର୍ଷକୁ ପ୍ରାୟ ୬୫ ହଜାର ଲୋକ ଏଥିରେ ମୃତ୍ୟୁ ବରଣ କରୁଥିବା ଏକ ସର୍ଭେ ରିପୋର୍ଟରୁ ଜଣାପଡ଼ିଛି। କାରଣ:…

ବିଶ୍ୱକପ୍‌ ଫାଇନାଲ୍‌ ପୂର୍ବରୁ ଖେଳାଳିଙ୍କୁ ଗୁରୁମନ୍ତ୍ର ଦେଲେ ବିରାଟ କୋହଲି

ଅହମଦାବାଦ୍‌,୪।୨:ଭାରତୀୟ ଦଳ ଅଷ୍ଟ୍ରେଲିଆକୁ ପରାସ୍ତ କରି ଅଷ୍ଟମ ଥର ପାଇଁ ଅଣ୍ଡର -୧୯ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି । ଫେବୃୟାରୀ ୫ରେ ଶନିବାର ଟାଇଟଲ ପାଇଁ ଇଂଲଣ୍ଡକୁ ଭେଟିବ ଭାରତ। ଏହି ବଡ ମ୍ୟାଚ ପୂର୍ବରୁ ସିନିୟର ଦଳର ପୂର୍ବତନ…

ମୁଖ୍ୟମନ୍ତ୍ରୀ, ବିଧାୟକଙ୍କ ଫଟୋ ଛାପିବା ମହଙ୍ଗା ପଡ଼ିଲା

କଣ୍ଟାପଡା,୪ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୱାର୍ଡସଭ୍ୟ, ସମିତିସଭ୍ୟ ଓ ସରପଞ୍ଚ ପ୍ରାର୍ଥୀମାନେ ଦଳୀୟ ଚିହ୍ନ ସହିତ ମୁଖ୍ୟମନ୍ତ୍ରୀ ଓ ବିଧାୟକଙ୍କ ଫଟୋ ବ୍ୟବହାର ନ କରିବା ପାଇଁ ସରକାରୀ ନିୟମ ରହିଛି। ହେଲେ କଣ୍ଟାପଡ଼ା ବ୍ଲକ ଅନ୍ତର୍ଗତ ବଡ ପାଟସୁନ୍ଦରପୁର ପଞ୍ଚାୟତରେ…

ଉତ୍ତରାଖଣ୍ଡ ନିର୍ବାଚନ: ମୋଦିଙ୍କ ପ୍ରଥମ ଭର୍ଚୁଆଲ ରାଲି ସ୍ଥଗିତ

ନୂଆଦିଲ୍ଲୀ,୪ ।୨: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ପାଖେଇ ଅସିଲାଣି । ତେବେ ନିର୍ବାଚନ ପ୍ରଚାର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସକାଳେ ତାଙ୍କର ପ୍ରଥମ ଭର୍ଚୁଆଲ ପ୍ରଚାର ଆରମ୍ଭ କରିଥାଆନ୍ତେ । ହେଲେ ଖରାପ ପାଗ ଯୋଗୁ ଏହା ସ୍ଥଗିତ…

ଭିଜିଲାନ୍ସ ଜାଲରେ ଏସ୍‌ପିସିବିର ମୁଖ୍ୟଯନ୍ତ୍ରୀ

ଭୁବନେଶ୍ୱର,୪ା୨(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି)ର ମୁଖ୍ୟଯନ୍ତ୍ରୀ ରବି ନାରାୟଣ ପୃଷ୍ଟିଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଭିଜିଲାନ୍ସ କୋର୍ଟ ସ୍ପେସାଲ ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ ରବିଙ୍କ ଭୁବନେଶ୍ୱର ପଟିଆରେ ଥିବା ରେସିଡେନ୍‌ସିଆଲ୍‌ ଫ୍ଲାଟ, ଜାଗମରାସ୍ଥିତ…

ଭୁଶୁଡିଲା ନିର୍ମାଣାଧୀନ କୋଠା: ଚାଲିଗଲା ୭ ଜୀବନ

ପୁଣେ,୪।୨: ମହାରାଷ୍ଟ୍ରର ପୁଣେର ୟେରୱାଡା ଶାସ୍ତ୍ରୀ ନାଗର ଅଞ୍ଚଳରେ ଏକ ନିର୍ମାଣାଧୀନ କୋଠା ଭୁଶୁଡି ପଡିଛି। ପୁଣେ ଫାୟାର ବ୍ରିଗେଡ କହିଛି ଯେ ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି ଏବଂ…

ଖର୍ଚ୍ଚ ହେଉଛି, ମିଳୁନି ପାଣି

ଯାଜପୁର ଅଫିସ,୪ା୨: ରାଜ୍ୟର ଖଣି ପ୍ରଭାବିତ ୬ ଜିଲାରେ ଓଏମ୍‌ବିଏଡିସିି (ଓଡ଼ିଶା ମିନେରାଲ ବିଅରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ) ପାଣ୍ଠିରେ ୨୦ଟି ମେଗା ପାଇପ୍‌ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଏଥିରେ ୪୪୨୩.୩୭ କୋଟି ଟଙ୍କା ମଞ୍ଜୁର ହୋଇଥିବାବେଳେ ଗତ ଜାନୁୟାରୀ…

‘ଗୋମୂତ୍ର ପିଅନ୍ତୁ ଭାଜପା ଏମ୍‌ପି’

ନୂଆଦିଲ୍ଲୀ,୪ା୨:ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏମ୍‌ପି ମହୁଆ ମୋଇତ୍ର ଗୁରୁବାର ପାର୍ଲାମେଣ୍ଟର ଭାଜପା ସଦସ୍ୟମାନଙ୍କୁ ଗୋମୂତ୍ର ପିଇବାକୁ ପରାମର୍ଶ ଦେଇଛନ୍ତି। ପଶ୍ଚିମବଙ୍ଗର କ୍ରିଷ୍ଣାନଗର ଆସନରୁ ଲୋକ ସଭାରେ ପ୍ରତିନିଧିତ୍ୱ କରୁଥିବା ମହୁଆ ଟୁଇଟ୍‌ କରିଥିଲେ, ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବକୁ ନେଇ…

୧୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଘଟଣା: କିଣ୍ଡୋଙ୍କ ବିରୋଧରେ ଲୁକ୍‌ ଆଉଟ୍‌ ସର୍କୁଲାର

ଭୁବନେଶ୍ୱର,୪।୨(ବ୍ୟୁରୋ): ଜାଲ୍‌ କାଗଜପତ୍ର ଦେଇ ବିଭିନ୍ନ ସଂସ୍ଥାରୁ ୧୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ମାମଲାରେ ମୁଖ୍ୟ ଅଭିଯୁକ୍ତ ଦୀପକ କିଣ୍ଡୋ ଫେରାର ଅଛନ୍ତି। ସେ ଦେଶ ଛାଡ଼ି ପଳାଇଯିବାର ଆଶଙ୍କା ଥିବାରୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) କେନ୍ଦ୍ର…

କାଠ ମିଲ୍‌ ଉପରେ ଚଢ଼ାଉ, ବନ କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ

ଗଞ୍ଜାମ,୩ା୨(ଡି.ଏନ୍‌.ଏ.): ଖଲ୍ଲିକୋଟ ରେଞ୍ଜ ଗଞ୍ଜାମ ବ୍ଲକ ଅନ୍ତର୍ଗତ ଲାଉପୁଟ ଗ୍ରାମରେ ଥିବା ଏକ କାଠ ମିଲ୍‌ ଉପରେ ଗୁରୁବାର ବନବିଭାଗ ପକ୍ଷରୁ ଚାଢ଼ାଉ କରାଯାଇଛି। ଏଥିରେ ଉତ୍‌କ୍ଷିପ୍ତ ହୋଇ କିଛି ଗ୍ରାମବାସୀ ବନ କର୍ମଚାରୀଙ୍କୁ ଅଟକ ରଖିଥିଲେ। ଯାହାକୁ ନେଇ ଗ୍ରାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?