Home

ରଜନୀକାନ୍ତଙ୍କୁ ପଛରେ ପକାଇଲେ ଅଲ୍ଲୁ ଅର୍ଜୁନ

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ କ୍ୟାରିୟର ଫିଲ୍ମ ‘ପୁଷ୍ପା’ ଚାର୍‌ଚାନ୍ଦ ଲଗାଇ ଦେଇଛି। ପୁଷ୍ପା ଯୋଗୁ ଅଲ୍ଲୁ ପ୍ୟାନ୍‌ ଇଣ୍ଡିଆ ଷ୍ଟାର ପାଲଟିଯାଇଛନ୍ତି। ଏହି ଅଭିନେତାଙ୍କ ଫ୍ୟାନ୍‌ ଫଲୋଅର୍ସ ମଧ୍ୟ ବହୁ ବଢ଼ିଯାଇଛନ୍ତି। ଟୁଇଟରରେ ଅର୍ଜୁନଙ୍କ ଫଲୋଅର୍ସ ବଢ଼ି ୬.୫…

ଲିଫ୍ଟ ଦେଇ ଲୁଟିନେଲେ, ସାହାଯ୍ୟ ମାଗି ମାଡ଼ ଖାଇଲେ ବାଙ୍ଗାଲୋର ଫେରନ୍ତା ଯୁବକ

ଭୁବନେଶ୍ୱର,୩।୨(ବ୍ୟୁରୋ): ବାଙ୍ଗାଲୋର ଫେରନ୍ତା ଯୁବକଙ୍କୁ ନିଶା ଦେଇ ଲୁଟିଲେ ଲୁଟେରା। ପରେ ଯୁବକଜଣଙ୍କ ଉଦ୍ଧାର ପାଇଁ ସାହାଯ୍ୟ ମାଗିବାରୁ ନିର୍ଧୂମ ମାଡ଼ ଖାଇଲେ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ରାଜଧାନୀରେ। ଲିଫ୍ଟ ନେଇ ଦୁର୍ଦ୍ଦଶାର ସମ୍ମୁଖୀନ ହୋଇଥିବା ଯୁବକ ହେଲେ…

ମନ୍ତ୍ରୀଙ୍କ ଉପରକୁ ମରଣାନ୍ତକ ଆକ୍ରମଣ

ଲକ୍ଷ୍ନୌ,୩।୨: ଉତ୍ତରପ୍ରଦେଶ ସରକାରର କ୍ୟାବିନେଟ ମନ୍ତ୍ରୀ ସିଦ୍ଧାର୍ଥନାଥ ସିଂହଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ବ୍ଲେଡ ଓ ବିଷରେ ତାଙ୍କ ଉପରକୁ ଆକ୍ରମଣ କରିବାକୁ ଚେଷ୍ଟା କରିଛନ୍ତି ଜଣେ ଦୁର୍ବୃତ୍ତ ତେବେ ସଠିକ ସମୟରେ ଆକ୍ରମଣକାରୀଙ୍କୁ ମନ୍ତ୍ରୀଙ୍କ ସୁରକ୍ଷାକର୍ମୀମାନେ ଅଟକାଇ ପୋଲିସ…

ନିର୍ବନ୍ଧ ସରିଛି କହି ପ୍ରଶଂସକଙ୍କୁ ଭୁଆଁ ବୁଲାଇଲେ ଏହି ଅଭିନେତ୍ରୀ, ପରେ କହିଲେ…

ବମ୍ବେ: ନିର୍ବନ୍ଧ ହେବା କହି ଲୋକଙ୍କୁ ଭୁଆଁ ବୁଲାଇଲେ ଟେଲି ଅଭିନେତ୍ରୀ ଦେବୋଲିନା ଭଟ୍ଟାଚାର୍ଜୀ। ବୁଧବାର ସୋସିଆଲ ମିଡିଆ ଆକାଉଣ୍ଟରେ ସେ ଏବଂ ବିଶାଲ ସିଂହ ପ୍ରପୋଜ ସହ ନିର୍ବନ୍ଧର ଭିଡିଓ ଶେୟାର କରିଥିଲେ। ଏହା ବେଶ ଭାଇରାଲ ହୋଇଥିଲା। ପ୍ରଶଂସକଙ୍କ…

ଟ୍ରେଲର ରିଲିଜ ପୂର୍ବରୁ ଅଜୟ ଦେବଗନଙ୍କ ଫାଷ୍ଟ୍‌ ଲୁକ୍‌

ମୁମ୍ବାଇ: ଚଳିତବର୍ଷ ସୁପରଷ୍ଟାର ଅଜୟ ଦେବଗନଙ୍କୁ ନୂଆ ରୂପରେ ଦର୍ଶକେ ଦେଖିବେ। ଏହି ବର୍ଷ ଅଜୟ ଜଣେ ଅଭିନେତା, ନିର୍ଦ୍ଦେଶକ ଏବଂ ପ୍ରଯୋଜକ ଭାବରେ ଓଟିଟିରୁ ଆରମ୍ଭ କରି ପ୍ରେକ୍ଷାଳୟ ପର୍ଯ୍ୟନ୍ତ ଛାଇ ରହିବେ। ଅଜୟ ଦେବଗନଙ୍କ ଫିଲ୍ମସ ବ୍ୟାନରରେ ଏକ…

ଘର ବିକିଦେଲେ ବିଗ୍‌ ବି! ଜାଣନ୍ତୁ କେତେ କୋଟିରେ ହେଲା ଡିଲ୍‌

ବମ୍ବେ: ଘର ବିକିଲେ ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ। ଦକ୍ଷିଣ ଦିଲ୍ଲୀର ଗୁଲମୋହର ପାର୍କରେ ଥିବା ନିଜ ଘରକୁ ବିକିଛନ୍ତି ସେ। ଉକ୍ତ ଘରେ ବିଗ୍‌ବିଙ୍କର ବହୁତ ସ୍ମୃତି ରହିଥିଲା। ମା’ ତେଜି ବଚ୍ଚନ ଏବଂ ବାପା ହରିବଂଶ ରାୟ ବଚ୍ଚନ…

ମା’ ହେବାର ୧୧ ଦିନ ପରେ ଏମିତି ଫଟୋଶୁଟ୍‌ କରି ଚର୍ଚ୍ଚାରେ ପ୍ରିୟଙ୍କା

ମୁମ୍ବାଇ: ବଲିଉଡ୍‌ରୁ ହଲିଉଡ୍‌ ପର୍ଯ୍ୟନ୍ତ ନିଜର ଅଭିନୟ ଦକ୍ଷତା ପ୍ରଦର୍ଶନ କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଆଜି କୌଣସି ପରିଚୟ ପ୍ରତି ଆଗ୍ରହୀ ନୁହନ୍ତି। କାରଣ ନିକଟରେ ଅର୍ଥାତ୍‌ ୨୨ ଜାନୁୟାରୀରେ ପ୍ରିୟଙ୍କା ପ୍ରଶଂସକଙ୍କୁ ମା’ ହେବାର ଖୁସି ଖବର ଦେଇଛନ୍ତି।…

‘ଜୀବନରେ କେବେ ବି ତାଙ୍କ ମୁହଁ ଦେଖିବାକୁ ଚାହେଁନା’

ବମ୍ବେ: ଜୀବନରେ ଆଉ କେବେ ବି ତେଜସ୍ବୀ ପ୍ରକାଶଙ୍କ ମୁହଁ ଦେଖିବି ନାହିଁ। କିଛି ଏଭଳି କହିଛନ୍ତି ଅଭିନେତ୍ରୀ ସମିତା ସେଟ୍ଟୀ। ନିକଟରେ ଶେଷ ହୋଇଥିବା ବିଗ୍‌ବସ୍‌ରେ ପ୍ରତିଯୋଗୀ ଭାବେ ଭାଗ ନେଇଥିଲେ ସେ। ଶୋ’ ଜିତି ପାରି ନ ଥିଲେ…

୨୦ବର୍ଷ ପରେ ଘରକୁ ଫେରିଲେ ଅମରଜିତ

ବାରିପଦା ଅଫିସ,୩ା୨: ଆର୍ଥତ୍କ ଅନଟନ ମଧ୍ୟରେ ପେଟକୁ ଦୁଇଓଳି ଖାଇବାକୁ ନ ପାଇ ୧୭ବର୍ଷ ବୟସରେ ଦାଦନ ଖଟିବାକୁ ଘର ଛାଡ଼ି ଦେଇଥିଲେ। ୨୦ବର୍ଷ ପରେ ନିଜେ ସ୍ବାବଲମ୍ବୀ ହୋଇ ବୁଧବାର ଘରକୁ ଫେରିଛନ୍ତି ଜଣେ ଯୁବକ। ସେ ହେଲେ ବାରିପଦା…

ନୂଆ ଅବତାରରେ ଧୋନୀ

ନୂଆଦିଲ୍ଲୀ,୩।୨:ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କ୍ରିକେଟ୍‌ରୁ ଅବସର ନେଇସାରି ଥିଲେ ମଧ୍ୟ ତାଙ୍କ କ୍ରେଜ୍‌ କମିନି। ଭାରତର ଅନ୍ୟତମ ସଫଳ ଅଧିନାୟକ ଧୋନୀଙ୍କୁଏବେ ନୂଆ ଅବତାରରେ ଦେଖିବାକୁ ମିଳିବ। ଗ୍ରାଫିକ ଉପନ୍ୟାସ ‘ଅଥର୍ବ’ରେ ସେ ନଜର ଆସିବେ। ଏହାର…

୨ ବର୍ଷରେ ୬ ବିବାହ, ସମସ୍ତଙ୍କ ସାମ୍ନାରେ ପ୍ରେମିକଙ୍କ ବାଇକ୍‌ରେ ଛୁ’ ମାରିଲେ ଯୁବତୀ

ଭୋପାଳ,୩ା୨: ମଧ୍ୟପ୍ରଦେଶର ଜବଲପୁରରୁ ଏକ ଲୁଟେରା କନ୍ୟା ମାମଲା ସାମ୍ନାକୁ ଆସିଛି। ନିଜକୁ ଅନାଥ କହିଥିବା ଯୁବତୀ ଜଣଙ୍କ କୋର୍ଟ ପରିସରସ୍ଥିତ ମନ୍ଦିରରେ ବିବାହ କରିଥିଲେ। ପରେ ବରଙ୍କୁ ଚକ୍‌ମା ଦେଖାଇ ସମସ୍ତଙ୍କ ସାମ୍ନାରେ ପ୍ରେମିକଙ୍କ ବାଇକ୍‌ରେ ବସି ଫେରାର ହୋଇଯାଇଛନ୍ତି।…

ଦିବଂଗତ ମା’ଙ୍କୁ ମନେ ପକାଇ ଭାବବିହ୍ବଳ ହେଲେ ଅର୍ଜୁନ, ପୋଷ୍ଟରେ ଲେଖିଲେ…

ବମ୍ବେ: ଦିବଂଗତ ମା’ଙ୍କ ଜନ୍ମଦିନରେ ଭାବବିହ୍ବଳ ହୋଇଛନ୍ତି ବଲିଉଡ୍‌ ଅଭିନେତା ଅର୍ଜୁନ କପୁର। ସୋସିଆଲ ମିଡିଆରେ ସେ ଏକ ଫଟୋ ଶେୟାର କରି ତାଙ୍କୁ ମନେପକାଇଛନ୍ତି। ଏହି ପୋଷ୍ଟଟି ଏବେ ବେଶ୍‌ ଭାଇରାଲ ହେଉଛି। ଅର୍ଜୁନ ଲେଖିଛନ୍ତି, ଜନ୍ମଦିନର ଶୁଭେଚ୍ଛା ମା’।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?