Home

କାନ୍ଦୁଥିବା କୁନି ପ୍ରଶଂସକଙ୍କୁ ଏମିତି ଉପହାର ଦେଲେ ଧୋନୀ: ଦେଖନ୍ତୁ ଭିଡିଓ

ଦୁବାଇ,୧୧।୧୦: ଆଇପିଏଲ୍‌ ୨୦୨୧ର ପ୍ରଥମ ଯୋଗ୍ୟତା ପର୍ଯ୍ୟାୟରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)କୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ଏହି ମ୍ୟାଚ ଜିତିବା ପରେ ଫିନିସର ମହେନ୍ଦ୍ର ସିଂ ଧୋନୀ ସୋସିଆଲ ମିଡିଆରେ ପ୍ରାଧାନ୍ୟ ବିସ୍ତାର…

ସାତଥର ଯିବ ଗଙ୍ଗା, ଥରେ ଚନ୍ଦ୍ରଭାଗା…

ପୂର୍ବ ସଂଖ୍ୟାରେ ଆମେ ଠାରିଦେଇଥିଲୁ ସଂପ୍ରୀତିର ବାର୍ତ୍ତା ଦେଉଥିଲା ଚନ୍ଦ୍ରଭାଗା। ସଂପ୍ରୀତି ମାନେ ହେଉଛି ଅନୁରାଗ ଆଉ ସ୍ନେହ। ସାମାଜିକ ଦୃଷ୍ଟିରୁ ‘ସଦ୍‌ଭାବନା’ ବନ୍ଧୁତ୍ୱପୂର୍ଣ୍ଣ ସ୍ବୀକୃତି, ହର୍ଷ ଏବଂ ଉଲ୍ଲାସ। ଏଇ ଛ’ଟି ଭାବ ମଣିଷକୁ ସକାରାତ୍ମକ ଦିଗକୁ ପ୍ରେରଣା ଦିଏ।…

କୋଭିଡ୍‌ ଯୋଗୁ ମାନସିକ ଅବସାଦ ରୋଗୀଙ୍କ ସଂଖ୍ୟା ବଢ଼ୁଛି

ଭୁବନେଶ୍ୱର, ୧୧।୧୦(ବ୍ୟୁରୋ): କୋଭିଡ୍‌ ଯୋଗୁ ରାଜ୍ୟରେ ମାନସିକ ଅବସାଦ ରୋଗୀଙ୍କ ସଂଖ୍ୟା ବହୁ ସଂଖ୍ୟାରେ ବଢ଼ିଛି। ଏ ନେଇ ରବିବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ସୂଚନା ଦେଇ କହିଛନ୍ତି, ଏହି ପରିସ୍ଥିତିର କିପରି ସମାଧାନ ହୋଇପାରିବ ସେଥିପାଇଁ ବିଭିନ୍ନ…

ବଡ଼ ରେକର୍ଡ ହାସଲ କଲେ ରିଷଭ

ଦୁବାଇ,୧୧।୧୦: ଆଇପିଏଲର ରୋମାଞ୍ଚକର ମ୍ୟାଚ୍‌ରେ ଚେନ୍ନାଇ ସୁପରକିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୪ ଉଇକେଟ୍‌ରେ ପରାସ୍ତ କରି ପ୍ଲେ ଅଫ୍‌ରେ ପହଞ୍ଚିିଛି। ଏହି ମ୍ୟାଚ୍‌ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତ ଟସ ହାରିଥିଲେ। କିନ୍ତୁ ଏହି ମ୍ୟାଚ ଖେଳିବା ସହ ସେ…

ରୁଷିଆ କୋଭିଶିଲ୍ଡ ବ୍ଲୁ ପ୍ରିଣ୍ଟ୍‌ ଚୋରି କରି ପ୍ରସ୍ତୁତ କରିଛି ସ୍ପୁଟନିକ୍‌ !…

ଲଣ୍ଡନ,୧୧।୧୦: ବ୍ରିଟେନ୍‌ ପକ୍ଷରୁ ରୁଷିଆ ବିରୋଧରେ ଗୁୁରୁତର ଅଭିଯୋଗ ଅଣାଯାଇଛି। ବ୍ରିଟେନ କହିଛି ଯେ, ରୁଷିଆ କୋଭିଶିଲ୍ଡ ବ୍ଲୁ ପ୍ରିଣ୍ଟ୍‌ ଚୋରି କରି ପ୍ରସ୍ତୁତ କରିଛି ସ୍ପୁଟନିକ କରୋନା ଟିକା ପ୍ରସ୍ତୁତ କରିଛି। ଅକ୍ସଫୋର୍ଡ-ଆଷ୍ଟ୍ରାଜେନିକା କରୋନା ଟିକା ଏବଂ କୋଭିଶିଲ୍ଡ ବିଷୟରେ…

ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୫୫କୁ ବୃଦ୍ଧି

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ବିଷାକ୍ତ ଧୂଳି, ଧୂଆଁର ଭୟ

କେନ୍ଦ୍ରାପଡ଼ା ଅଫିସ,୧୧ା୧୦: ମହାନଦୀର ଦୁଇପାର୍ଶ୍ୱରେ ୨ଟି ଜିଲା। ଗୋଟିଏ ପାର୍ଶ୍ୱରେ କେନ୍ଦ୍ରାପଡ଼ା ଅପରପାର୍ଶ୍ୱରେ ଜଗତ୍‌ସିଂହପୁର। କେନ୍ଦ୍ରାପଡ଼ା ଜିଲା ଅଦ୍ୟାବଧି ଶିଳ୍ପବିହୀନ ଅବସ୍ଥାରେ ଅଛି। ହେଲେ ଜଗତ୍‌ସିଂହପୁର ଜିଲା ପାରାଦୀପ ଅଞ୍ଚଳରେ ୧୦ରୁ ଊର୍ଦ୍ଧ୍ୱ ବୃହତ୍‌ ଶିଳ୍ପ ଅନୁଷ୍ଠାନ ଗଢ଼ି ଉଠିଛି। ଏହି…

ଧୋନୀ ମ୍ୟାଚ୍‌ ଜିତାଇବା ଦେଖି ଚେୟାର୍‌ ଉପରୁ ଡେଇଁ ପଡିଲେ କୋହଲି : ଆଉ ତା’ପରେ

ଦୁବାଇ,୧୧।୧୦: ଆଇପିଏଲ ୨୦୨୧ରେ ଚେନ୍ନାଇ ସୁପର କିଙ୍ଗସ (ସିଏସ୍‌କେ) ପ୍ରଥମ ଦଳ ଭାବରେ ଫାଇନାଲରେ ପ୍ରବେଶ କରିଛି। ପ୍ରଥମ ଯୋଗ୍ୟତା ପର୍ଯ୍ୟାୟରେ ସିଏସ୍‌କେ ଦିଲ୍ଲୀ କ୍ୟାପିଟାଲ୍ସକୁ ୪ ଉଇକେଟରେ ପରାସ୍ତ କରିଛି। ଚେନ୍ନାଇର ବିଜୟରେ ରୁତୁରାଜ ଗାଇକ୍ୱାଡ (୭୦)ଙ୍କ ବ୍ୟତୀତ ମହେନ୍ଦ୍ର…

ପୁଣି ବାଦାମବାଡ଼ି ରାସ୍ତାରେ ଭୂତଳ ପାଇପ୍‌ ଫାଟିଲା

କଟକ ଅଫିସ,୧୧ା୧୦: କଟକ ବାଦାମବାଡି ଟ୍ରାଫିକ ଛକରେ ରବିବାର ଅପରାହ୍ନରେ ପୁଣିଥରେ ଭୂତଳ ପାଣି ପାଇପ ଫାଟିଥିଲା। ଏଥିଯୋଗୁ ସେଠାରେ ବିରାଟ ଗର୍ତ୍ତ ସୃଷ୍ଟି ହେବା ସହ ପ୍ରାୟ ୧୫ ଫୁଟ ଉଚ୍ଚକୁ ପାଣି ଉଠୁଥିବା ଦେଖିବାକୁ ମିଳିଥିଲା। ଜନଗହଳିପୂର୍ଣ୍ଣ ରାସ୍ତାରେ…

ଆଜିଠୁ କଟକ, ଭୁବନେଶ୍ୱରରେ ପାର୍ବଣ କର୍ଫ୍ୟୁ: ରାତି ୮ରୁ ବଜାର ବନ୍ଦ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପୂର୍ବ ଘୋଷଣା ଅନୁଯାୟୀ ଆଜିଠୁ ଟୁଇନ ସିଟିରେ ରାତି ୮ଟାରୁ ରାତ୍ରିକାଳୀନ କର୍ଫ୍ୟୁ ଲାଗିବ। ଆସନ୍ତା ୨୦ ତାରିଖ ଯାଏ ଏହି କଟକଣା ବଳବତ୍ତର ରହିବ। ଅସାମାଜିକଙ୍କୁ ଧରିବା ପାଇଁ ସ୍ବତନ୍ତ୍ର ସ୍କ୍ବାଡ ଗଠନ କରିଛି କମିଶନରେଟ…

ଆଜି ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ସୋମବାର ପୂର୍ବାହ୍ନ ୧୧ଟା ୩୦ରେ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୧୧ଟି ପ୍ରସ୍ତାବକୁ ଅନୁମୋଦନ ମିଳିପାରେ ବୋଲି ଜଣାପଡ଼ିଛି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମନ୍ତ୍ରୀମାନେ…

ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ,୧୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ପାର୍ବଣ ଯୋଗୁ ବୃଦ୍ଧି ପାଉଥିବା ଭିଡ଼କୁ ନେଇ ସଂକ୍ରମଣ ବଢ଼ିବାର ଆଶଙ୍କା ଏବେ ସରକାରଙ୍କୁ ଘାରିଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୧୯ ହଜାର ତଳେ ରହିଛି। ଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri