ସଫଳତା ପଛରେ ଥିଲା ଉଦାରତା
ଶ୍ରୀପଦ୍ମକେଶର ନିର୍ମାଣ ସହିତ ରୂପାସଗଡ଼ ମୂଳରୁ ଜଡ଼ିତ ଥିଲା। ନରସିଂହଦେବ ରୂପାସ-ଗଡ଼କୁ ଗୁରୁତ୍ୱ ଦେବା ସହିତ ଓଡ଼ିଶାର ଆଶ୍ଚର୍ଯ୍ୟମୟ ଶ୍ରୀପଦ୍ମକେଶର ମନ୍ଦିର ନିର୍ମାଣ କାର୍ଯ୍ୟରେ ସାମିଲ କରିଥିଲେ। ଯେତେବେଳେ ପଥର ବୁହାହୋଇ ଯିବା ପାଇଁ ଜଳପଥ ନିର୍ଦ୍ଦିଷ୍ଟ ହେଲା, ସେତେବେଳେ କାଦୁଆ…
ସ୍ତ୍ରୀଙ୍କ ବିନା ଅନୁମତିରେ ସ୍ବାମୀ କରିପାରିବେନି କଲ୍ ରେକର୍ଡ…
ଚଣ୍ଡିଗଡ଼, ୧୩।୧୨: ସ୍ତ୍ରୀଙ୍କ ବିନା ଅନୁମତିରେ ସ୍ବାମୀ ତାଙ୍କର କଲ୍ ରେକର୍ଡ କରିପାରିବେନି। ଏଭଳି କରିବା ସ୍ତ୍ରୀଙ୍କ ଗୋପନୀୟ ଅଧିକାରର ଉଲ୍ଲଂଘନ ହୋଇଥାଏ ବୋଲି ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ସ୍ପଷ୍ଟ କରିଛନ୍ତି। ଏକ ମାମଲାର ବିଚାର ସମୟରେ କୋର୍ଟ ଦାଖଲ…
ନିଜ ବିବାହରେ ପାଣି ପରି ଟଙ୍କା ଖର୍ଚ୍ଚ କରିଛନ୍ତି ଏହିସବୁ ଅଭିନେତ୍ରୀ
ବି-ଟାଉନ୍ରେ ଏବେ ବିବାହ ଋତୁ ଚାଲିଛି। ଟିଭିରୁ ଆରମ୍ଭ କରି ବଲିଉଡ୍ ପର୍ଯ୍ୟନ୍ତ ପ୍ରସିଦ୍ଧ ଯୋଡିମାନେ ବିବାହ ବନ୍ଧନରେ ଆବଦ୍ଧ ହେଉଛନ୍ତି। ଅଭିନେତା ହୁଅନ୍ତୁ କି ଅଭିନେତ୍ରୀ ନିଜ ବିବାହରେ ପାଣି ପରି ଟଙ୍କା ଖର୍ଚ୍ଚ କରୁଛନ୍ତି। ନିକଟରେ ଅଭିନେତ୍ରୀ କ୍ୟାଟ୍ରିନା…
୬୩ ଦେଶରେ ପହଞ୍ଚିଲା ଓମିକ୍ରନ୍…
ଜେନେଭା, ୧୩।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନାର ନୂତନ ଭାରିଆଣ୍ଟ୍ ଇତିମଧ୍ୟରେ ପୃଥିବୀର ୬୩ ଦେଶରେ ପହଞ୍ଚିଛି। ଏନେଇ ସମ୍ପୃକ୍ତ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍ ବ୍ୟାପିବା ସହିତ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳୁଛି।…
ଉମାମହେଶ୍ୱର ଦେବ ଟ୍ରଷ୍ଟ ବୋର୍ଡକୁ ନେଇ ବିବାଦ
ବାଲୁଗାଁ ,୧୩ା୧୨(ଡି.ଏନ୍.ଏ.): ବାଲୁଗାଁ ଅଞ୍ଚଳର ପ୍ରସିଦ୍ଧ ଶୈବପୀଠ ଶ୍ରୀଶ୍ରୀ ଉମାମହେଶ୍ୱର ଦେବଙ୍କ ମନ୍ଦିର ଟ୍ରଷ୍ଟ ବୋର୍ଡ ଦାୟିତ୍ୱ ହସ୍ତାନ୍ତରକୁ ନେଇ ବିବାଦୀୟ ପରିସ୍ଥିତି ଉପୁଜିଛି। ଫଳରେ ଶନିବାର ରାତିରୁ ପ୍ରଶାସନ ପକ୍ଷରୁ ଉକ୍ତ ମନ୍ଦିର ପରିସର ଅଞ୍ଚଳରେ ୧୪୪ ଧାରା ଜାରି…
ମିସ୍ ୟୁନିଭର୍ସ ଟାଇଟେଲ୍ ଜିତି ଇତିହାସ ରଚିଥିବା ହରନାଜ୍ ସାନ୍ଧୁଙ୍କ ବିଷୟରେ ଜାଣନ୍ତୁ
ଜେରୁଜେଲମ୍,୧୩।୧୨: ଅଭିନେତ୍ରୀ-ମଡେଲ ହର୍ନାଜ୍ ସାନ୍ଧୁ ସୋମବାର ଇତିହାସ ସୃଷ୍ଟି କରିଛନ୍ତି। ସେ ମିସ ୟୁନିଭର୍ସ ୨୦୨୧ ଟାଇଟେଲ୍ ଜିତିଛନ୍ତି। ୨୧ ବର୍ଷ ପରେ ସେ ଭାରତ ପାଇଟାଇଟଲ ଜିତିଛି – ୮୦ ଟି ଦେଶରୁ ପ୍ରତିଯୋଗୀଙ୍କୁ ପରାସ୍ତ କରିଛି। ସାନ୍ଧୁଙ୍କ ପୂର୍ବରୁ…
ରାଜଧାନୀରେ ଆନ୍ତଃରାଜ୍ୟ କାର ଚୋରି ର଼୍ୟାକେଟ୍
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ବାହାର ରାଜ୍ୟରୁ ଚୋରି, ଭୁବନେଶ୍ୱରରେ ବିକ୍ରି। ସକ୍ରିୟ ରହିଥିବା ଏକ ଆନ୍ତଃରାଜ୍ୟ କାର୍ ଚୋରି ର଼୍ୟାକେଟକୁ ଧରିଛି କମିଶନରେଟ୍ ପୋଲିସ। ରବିବାର ଶହୀଦନଗର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ର଼୍ୟାକେଟର ରହସ୍ୟ ଉନ୍ମୋଚନ କରିଛି। ଗିରଫ…
୧୬,୫୦୦ ଫୁଟ ଉଚ୍ଚରେ ଉଡ଼ିଲା ଏନ୍ସିସି ପତାକା
ପୁରୀ ଅଫିସ,୧୩ା୧୨: ସାମନ୍ତ ଚନ୍ଦ୍ରଶେଖର (ଏସ୍ସିଏସ୍) ସ୍ବୟଂଶାସିତ ମହାବିଦ୍ୟାଳୟ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନ୍ସିସି)ର କ୍ୟାଡେଟ୍ ଆଶିଷ ଜେନା ଓଡ଼ିିଶାର ଏକମାତ୍ର କ୍ୟାଡେଟ ଭାବେ ହିମାଳୟର ୧୬ହଜାର ୫୦୦ ଫୁଟ ଉଚ୍ଚ ପର୍ବତାରୋହଣ କରିଛନ୍ତି। ଭାରତ ସରକାରଙ୍କ ପକ୍ଷରୁ ଏନ୍ସିସି…
‘ଅନ୍ୟ ସହ ନିଜକୁ ତୁଳନା ନ କରି ଆତ୍ମବିଶ୍ୱାସ ବୃଦ୍ଧି କରିବା ଉଚିତ’ ଉତ୍ତର ଦେଲେ ହରନାଜ୍…
ଇଲାଟ୍, ୧୩।୧୨: ଲାରା ଦତ୍ତା ମିସ୍ ୟୁନିଭର୍ସ ଭାବରେ ବିଜୟୀ ହେବାର ୨୧ବର୍ଷ ପରେ ପୁଣି ଥରେ ଭାରତ ପାଇଁ ଗର୍ବର ଏକ ମୁହୂର୍ତ୍ତ ଆସିଛି। ଭାରତର ହରନାଜ କୌର ସାନ୍ଧୁଙ୍କୁ ମିସ୍ ୟୁନିଭର୍ସ ଭାବେ ଚୟନ କରାଯାଇଛି। ତାଙ୍କୁ ମିସ୍…
ସଲାସୁତୁରାରେ ଖଣି ଚୋରି
ଯାଜପୁର ଅଫିସ,୧୩ା୧୨: ରାଜ୍ୟରେ ୨୦୧୯-୨୦ରୁ ଅଦ୍ୟାବଧି ଖଣି ଲିଜ୍ଧାରୀମାନେ ନିୟମ ଉଲ୍ଲଂଘନ କରି ୮୨୦୧ କୋଟି ଟଙ୍କାର ଲୁହାପଥର ଓ ମାଙ୍ଗାନିଜ ଉତ୍ତୋଳନରେ ଚୋରି, ଅନିୟମିତତା ଓ ଅବହେଳା କରିଛନ୍ତି। ସମ୍ପୃକ୍ତ ଲିଜ୍ଧାରୀମାନଙ୍କୁ ଖଣି ବିଭାଗ ପକ୍ଷରୁ ଗତ ୭ ଅଗଷ୍ଟରୁ…
ବାଉଁଶ ଲାଠି, ଛିଣ୍ଡା ଚପଲରେ ହକି ଖେଳ
ମହାକାଳପଡ଼ା,୧୩ା୧୨(ଡି.ଏନ.ଏ.): ହକି ଖେଳ ପ୍ରତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରିଛନ୍ତି। ହକିକୁ ବିଶ୍ୱସ୍ତରରେ ପହଞ୍ଚାଇବା ପାଇଁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ବିଶ୍ୱକପ୍ ହକି ଅନୁଷ୍ଠିତ ହୋଇଯାଇଛି। ସୁନ୍ଦରଗଡ଼ରେ ଏକ ବିଶ୍ୱସ୍ତରୀୟ ହକି ଷ୍ଟାଡ଼ିୟମ ନିର୍ମାଣ ଚାଲିଛି। ଏହି…
ସୁସ୍ଥତା ହାର ୯୮.୩୭ ପ୍ରତିଶତ…
ନୂଆଦିଲ୍ଲୀ, ୧୩।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍ ଲାଗିଛି। ଲଗାତାର ଦୁଇ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭ ହଜାର…
Archives


