Home

ପୁଣି ଏକାଠି ହେଲେ ମଲାଇକା-ଅରବାଜ୍‌!

ବଲିଉଡ ଅଭିନେତ୍ରୀ ମଲାଇକା ଆରୋରା ଏବଂ ଚଳଚ୍ଚିତ୍ର ନିର୍ମାତା ଅରବାଜ ଖାନ ସେମାନଙ୍କ ସମ୍ପର୍କକୁ ସର୍ବଦା ଚର୍ଚ୍ଚାରେ ଥାନ୍ତି। ଯଦିଓ ଉଭୟ ୧୮ ବର୍ଷର ବୈବାହିକ ସମ୍ପର୍କ ପରେ ଛାଡପତ୍ର ନେଇଥିଲେ, କିନ୍ତୁ ଉଭୟଙ୍କୁ ନେଇ ଆଲୋଚନା ଥମିବାର ନାଁ ନେଉନାହିଁ।…

ଦୀପିକାଙ୍କ ଶୁଭ ଅକ୍ଷର

ଦୀପିକା ପାଦୁକୋନ୍‌ଙ୍କର ଗୋଟିଏ ଅକ୍ଷର ଉପରେ ଅଗାଧ ବିଶ୍ୱାସ ରହିଛି। ତାହାକୁ ସେ ଲକି ଲେଟର ଭାବରେ ଗ୍ରହଣ କରିନେଇଛନ୍ତି। ତାହା ହେଲା ‘କେ’। ପୁଣି ଏପରି ସଂଯୋଗ ଏପରି ଅକ୍ଷରକୁ ନେଇ ଏକ ଫିଲ୍ମ ନିର୍ମିତ ହେବାକୁ ଯାଉଛି। ସେଥିରେ…

ଆମେରିକାରେ ଭେଣ୍ଟିଲେଟର ଅଭାବ, ସ୍ବିଜରଲାଣ୍ଡରେ ଲକ୍‌ଡାଉନ୍‌ ସ୍ଥିତି…

ଓ୍ବାଶିଂଟନ, ୧୨।୧୨: କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଏବେ ଓମିକ୍ରନ୍‌ ଅଣାୟତ୍ତ ହୋଇ ତାଣ୍ଡବ ଆରମ୍ଭ କରିଛି। ଆମେରିକା ଏବଂ ୟୁରୋପରେ କରୋନା ଭାଇରସ…

ନାଟକ, ଯାତ୍ରା, ସିନେମା ଓ ଅନନ୍ତ

ଦୀର୍ଘ ଛଅ ଦଶନ୍ଧି ଧରି ରେଡିଓ, ନାଟକ ଓ ଚଳଚ୍ଚିତ୍ର ଜଗତରେ ତାଙ୍କର ନିଖୁଣ ଅଭିନୟ, ନିର୍ଦ୍ଦେଶନା ଓ ପ୍ରଯୋଜନା, ଗୋଟିଏ ଗୋଟିଏ କୀର୍ତ୍ତିସ୍ତମ୍ଭ ହୋଇ ରହିଛି। ଓଡ଼ିଶା ନାଟ୍ୟ ଆନ୍ଦୋଳନର ଅନ୍ୟତମ ପୁରୋଧା ନିର୍ଦ୍ଦେଶକ ଅନନ୍ତ ମହାପାତ୍ର। ମଞ୍ଚରୁ ଚଳଚ୍ଚିତ୍ର…

ଅଧିନାୟକ ପଦରୁ ହଟାଯିବା ପରେ କୋହଲିଙ୍କ ଫୋନ୍‌ ସୁଇଚ୍‌ ଅଫ୍‌: ପିଲାଦିନର କୋଚ କହିଲେ…

ନୂଆଦିଲ୍ଲୀ.୧୨।୧୨: ଦକ୍ଷିଣ ଆଫ୍ରିକା ଗସ୍ତ ପୂର୍ବରୁ ଭାରତର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କୁ ଦିନିକିଆ ଅଧିନାୟକତ୍ୱରୁ ହଟାଇବା ପ୍ରସଙ୍ଗ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହାପୂର୍ବରୁ ବିରାଟ ଟି -୨୦ ବିଶ୍ୱକପରୁ ମଧ୍ୟ ଅଧିନାୟକ ପଦରୁ ଇସ୍ତଫା ଦେଇଥିଲା। ଏଭଳି ପରିସ୍ଥିତିରେ…

ଷ୍ଟାଇଲିଶ୍‌ ସହ ନିଆରା ଲୁକ୍‌

ଲୁକ୍‌କୁ ଗ୍ଲାମର୍ସ ଟଚ୍‌ ଦେବାରେ ସ୍କାର୍ଫର ରହିଥାଏ ବିଶେଷ ଭୂମିକା। ପ୍ଲେନ୍‌ ଡ୍ରେସ୍‌ରେ ଲୁକ୍‌ ଫିକାଫିକା ଲାଗିଲେ ସ୍କାର୍ଫ ବ୍ୟବହାର କରି ଏହାକୁ ଆକର୍ଷଣୀୟ କରିହୁଏ। ସେଥିପାଇଁ ଯୁବପିଢ଼ିଙ୍କ ମଧ୍ୟରେ ସ୍କାର୍ଫ ପ୍ରତି ଥାଏ ଦୁର୍ବଳତା, ଯାହାକୁ ଲକ୍ଷ୍ୟ କରି ବଜାରରେ…

ଯନ୍ତ୍ରଣା ବଖାଣିଲେ କୋହଲି

ନୂଆଦିଲ୍ଲୀ.୧୨।୧୨: ଡିସେମ୍ବର ୧୧ରେ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ କ୍ରିକେଟର୍‌ ବିରାଟ କୋହଲି ଚତୁର୍ଥ ବାର୍ଷିକୀ ପାଳନ କରିଛନ୍ତି। ଏହି ଦିନ କୋହଲି କିଛି ଫଟୋ ମଧ୍ୟ ଶେୟାର କରିଥିଲେ। ଫଟୋରେ ଝିଅ ଭାମିକା ମଧ୍ୟ ନଜର ଆସିଥିଲେ। ଫଟୋ ଶେୟାର…

ପକ୍ଷୀ ଆସିବାର ବେଳ

ଶୀତରେ ବଢେ ସମ୍ଭାର: ଶୀତ ଆସିଲେ ବଢେ ଚିଲିକାରେ ବିଦେଶୀ ପକ୍ଷୀଙ୍କ ସମ୍ଭାର। ନୀଳାମ୍ବୁ ଚିଲିକା ସମଗ୍ର ବିଶ୍ୱରେ ପକ୍ଷୀତୀର୍ଥ ଭାବେ ସୁପରିଚିତ। ଦକ୍ଷିଣ ଆଫ୍ରିକାର ଭିକ୍ଟୋରିଆ ହ୍ରଦ ପରେ ଓଡ଼ିଶାର ଚିଲିକା ହ୍ରଦର ନଳବଣ ବିଶ୍ୱର ଦ୍ୱିତୀୟ ବୃହତ୍ତମ ପକ୍ଷୀ…

ମହାମାରୀ ସଙ୍କଟରେ ବି ରାଜସ୍ବ ସଂଗ୍ରହ ଲୋଭ, ଆର୍‌ଟି-ପିସିଆର୍‌ ପରୀକ୍ଷା ଦାମ୍‌ ଆକାଶ ଛୁଆଁ…

ନୂଆଦିଲ୍ଲୀ, ୧୨।୧୨: କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଆକ୍ରାନ୍ତଙ୍କୁ ଚିହ୍ନଟ ପାଇଁ ଅନ୍ତର୍ଜାତୀୟ ବିମାନବନ୍ଦର ଏବଂ ସରକାରୀ ବିମାନବନ୍ଦରରେ ରାପିଡ୍‌ ଆର୍‌ଟି-ପିସିଆର୍‌ ପରୀକ୍ଷା କରାଯାଉଛି। ତେବେ ଏହାର ପରୀକ୍ଷା ଦାମ୍‌ ଏବେ ଆକାଶ ଛୁଆଁ…

ଆଜିର ଦିନରେ ବିଶ୍ୱରେକର୍ଡ କରିଥିଲେ ୟୁନିଭର୍ସ ବସ୍‌

ୱେଷ୍ଟଇଣ୍ଡିଜର ‘ସିକ୍ସର୍‌ କିଙ୍ଗ’ କ୍ରିସ ଗେଲ କ୍ରିକେଟ୍‌ରେ ଅନେକ ରେକର୍ଡ କରିଛନ୍ତି। ୪ ବର୍ଷ ପୂର୍ବେ, ଆଜିର ଦିନ ଅର୍ଥାତ୍‌ ୧୨ ଡିସେମ୍ବର (କ୍ରିକେଟ ରେ ଏହି ଦିନ) ବାଂଲାଦେଶରେ ଗେଲ ଝଡ ମିଳିଥିଲା। ଏକ ଟି -୨୦ ମ୍ୟାଚରେ ସର୍ବାଧିକ…

ଘରେ ମାଛ ରଖିବା କେତେ ଶୁଭ!

ଆକ୍ୱାରିୟମ୍‌ରେ ମାଛ ଖୁସିରେ ପହଁରୁଥିବାର ଦେଖିଲେ ଭାରାକ୍ରାନ୍ତ ମନକୁ ଖୁବ୍‌ ଶାନ୍ତି ମିଳିଥାଏ। କୁହାଯାଏ, ମାଛମାନେ ଯେମିତି ଚଳଚଞ୍ଚଳ, ସେମାନଙ୍କୁ ଘରେ ରଖିଲେ ଘରର ବାତାବରଣ ବି କୁଆଡ଼େ ସେମିତି ହୋଇଯାଏ। ଏପରି କି ମାଛ ରଖିବା ଦ୍ୱାରା ଘରେ ବହୁତ…

ଧନ ବୃଦ୍ଧି କରୁଥିବା ଫୁଲ

ଅପରାଜିତା, ଯିଏ କେବେ ବି ହାରେ ନାହିଁ ବା ଯାହାର କେବେ ବି ପରାଜୟ ନାହିଁ। ସେଥିପାଇଁ ଅପରାଜିତା ଫୁଲ ପ୍ରତି ଲୋକଙ୍କର ଥାଏ ଖୁବ୍‌ ଆଦର। କୁହାଯାଏ, ଅପରାଜିତା ଫୁଲର ଅନ୍ୟନାମ ହେଉଛି ନୀଳକଣ୍ଠ। ମହାପ୍ରଭୁ ଶିବଙ୍କର ମଧ୍ୟ ଆଉ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri