Home

ବାପା ମ୍ୟାଚ୍‌ ହାରିବା ପରେ ବି ଖୁସିରେ ନାଚିଲେ ଜିଭା: ଜାଣନ୍ତୁ କାହିଁକି

ଦୁବାଇ,୮।୧୦: ଆଇପିଏଲରେ ଚେନ୍ନାଇ ଏବଂ ପଞ୍ଜାବ ମଧ୍ୟରେ ହୋଇଥିବା ମ୍ୟାଚ ଅତ୍ୟନ୍ତ ଉତ୍ସାହଜନକ ଥିଲା। ଚେନ୍ନାଇ ହୁଏତ ମ୍ୟାଚ ହାରିଥାଇପାରେ କିନ୍ତୁ ଚେନ୍ନାଇର ପ୍ରଶଂସକମାନେ ଏହା ସତ୍ତ୍ୱେ ନିରାଶ ହୋଇ ନ ଥିଲେ। ଗୋଟିଏ ପଟେ ଦୀପକ ଚହର ମ୍ୟାଚ ପରେ…

ନୂଆ ହାତୀକୁ ଏମିତି ସ୍ବାଗତ ଜଣାଉଛନ୍ତି ହାତୀପଲ, ଭିଡିଓ ଦେଖିଲେ…

ପରସ୍ପର ପ୍ରତି ପ୍ରେମ ଏବଂ ଭାବନାକୁ ପ୍ରକାଶ କରିବାର ଉପାୟ ସମସ୍ତଙ୍କର ଭିନ୍ନଭିନ୍ନ ହୋଇଥାଏ। ଠିକ୍‌ ହାତୀମାନେ ମଧ୍ୟ ସେମାନଙ୍କ ଦଳରେ ନୂତନ ସଦସ୍ୟଙ୍କୁ ସ୍ବାଗତ କରିବା ପାଇଁ ଏକ ବିଶେଷ ଉପାୟ ଆପଣାଇଥାନ୍ତି। ନିକଟରେ ସେଲ୍‌ଡ୍ରିକ୍‌ ଓ୍ବାଇଲ୍ଡ ଲାଇଫ୍‌ ଟ୍ରଷ୍ଟ…

ଇତିହାସ ରଚିଲେ ଭାରତର ଜ୍ୱାଇଁ

ଲାହୋର,୮।୧୦: ପାକିସ୍ତାନର ବରିଷ୍ଠ ଖେଳାଳି ଶୋଏବ ମଲିକ ଦିନ ଟି -୨୦ କ୍ରିକେଟରେ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଦୁନିଆର ତୃତୀୟ ଏବଂ ପାକିସ୍ତାନ ପ୍ରଥମ କ୍ରିକେଟର୍‌ ଭାବେ ଟି-୨୦ରେ ୧୧,୦୦୦ ରନ ସ୍କୋର କରିବାରେ ହୋଇଥିଲେ। ସବୁଠୁ…

ଆଜି ରାଜ୍ୟରେ ୫୨୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୭୫ ଜଣ ଅଛନ୍ତି। ଏହି ୫୨୪ ଜଣଙ୍କ ମଧ୍ୟରୁ ୩୦୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୧୮ଟି…

ବିଶ୍ୱକପ୍‌ରେ ଭାରତକୁ ହରାଇଲେ ପାକିସ୍ତାନ ଖେଳାଳିଙ୍କୁ ମିଳିବ ଏମିତି ଉପହାର: ପିସିବି କଲା ଘୋଷଣା

ଇସଲାମାବାଦ୍‌,୮।୧୦: ଖେଳ ଯାହା ହେଉନା କାହିଁକି, କିନ୍ତୁ ଯେତେବେଳେ ଭାରତ ଏବଂ ପାକିସ୍ତାନର ଦଳ ମୁହାଁମୁହିଁ ହୁଅନ୍ତି ସେତେବେଳେ ଭାବପ୍ରବଣତାର ଜୁଆର ଶିଖରରେ ପହଞ୍ଚେ। ଯଦି କ୍ରିକେଟ ଗ୍ରାଉଣ୍ଡ ମୁକାବିଲା ଅଛି ତେବେ ପ୍ରଶଂସକମାନେ ଉତ୍ସାହର ସହିତ ଏହି ଦିନକୁ ଅପେକ୍ଷା…

କିଏ ସେହି ଯୁବତୀ, ଯାହାଙ୍କୁ ସାରା ବିଶ୍ୱ ଆଗରେ ପ୍ରପୋଜ କଲେ ଦୀପକ

ଦୁବାଇ,୮।୧୦: ଆଇପିଏଲ-୨୦୨୧ର ଲିଗ ମ୍ୟାଚରେ ତିନିଥର ଚାମ୍ପିୟନ ଦଳ ଚେନ୍ନାଇ ସୁପର କିଙ୍ଗ୍ସ ପଞ୍ଜାବ କିଙ୍ଗସକୁ ୬ ଉଇକେଟରେ ପରାସ୍ତ କରିଛି। ତେବେ ଚେନ୍ନାଇ ପେସର୍‌ ଦୀପକ ଚହରଙ୍କ ପାଇଁ ଏହି ମ୍ୟାଚ ଏବଂ ଦିନ ସ୍ମରଣୀୟ ହୋଇପାରିଛି। ସେ ମ୍ୟାଚ…

ଦିନକୁ ଅନେକ ଥର ରଙ୍ଗ ବଦଳାଏ ଏହି ହ୍ରଦ

ଭାରତରେ ଏପରି ଅନେକ ସ୍ଥାନ ଅଛି, ଯାହାକୁ ଦେଶ ତଥା ବିଦେଶର ପର୍ଯ୍ୟଟକମାନେ ବହୁତ ପସନ୍ଦ କରନ୍ତ। କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଭାରତରେ ପ୍ରାକୃତିକ ସୌନ୍ଦର୍ଯ୍ୟ ଭରି ରହିଛି। ଏହି ସ୍ଥାନଗୁଡ଼ିକ ହିମାଚଳ ପ୍ରଦେଶରେ ଥିବା ହ୍ରଦଗୁଡ଼ିକ ଆକର୍ଷଣର କେନ୍ଦ୍ରବିନ୍ଦୁ। ହିମାଚଳ…

ଏତିକି ଟଙ୍କାରେ ବିକ୍ରି ହେଲା ନୀରଜଙ୍କ ଜାଭେଲିନ୍‌

ନୂଆଦିଲ୍ଲୀ,୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗ୍ରହଣ କରିଥିବା ଉପହାରର ଇ-ନିଲାମର ଗୁରୁବାର ଶେଷ ଦିନ ଥିଲା। ମୋଦି ଗ୍ରହଣ କରିଥିବା ଉପହାରର ଇ-ନିଲାମରେ ଧାର୍ମିକ କଳାକୃତି ଅନେକ ଲୋକଙ୍କୁ ନିଜ ଆଡକୁ ଆକର୍ଷିତ କରିଥିଲା। ଧାର୍ମିକ କଳାକୃତି ବ୍ୟତୀତ ଅଲିମ୍ପିଆନ୍‌ଙ୍କର କ୍ରୀଡା…

ଫୋର୍ବସ ଧନୀ ତାଲିକାରେ ୬ ମହିଳା

ନୂଆଦିଲ୍ଲୀ, ୮ା୧୦:ଫୋର୍ବସ ତାଲିକାରେ ଭାରତର ୧୦୦ ଧନୀବ୍ୟକ୍ତିଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି ୬ ମହିଳା। ସେମାନଙ୍କ ମଧ୍ୟରେ ଓ.ପି. ଜିନ୍ଦଲ ଗ୍ରୁପ୍‌ର ସାବିତ୍ରୀ ଜିନ୍ଦଲ(୭୧)ଙ୍କ ସମ୍ପତ୍ତି ସର୍ବାଧିକ ୧୩.୪୬ ଲକ୍ଷ କୋଟି ଟଙ୍କା ହୋଇଥିବାବେଳେ ସେ ତାଲିକାର ୭ ନମ୍ବରରେ ରହିଛନ୍ତି।…

କଶ୍ମୀରରେ ସଂଖ୍ୟାଲଘୁଙ୍କୁ ଟାର୍ଗେଟ

ଶ୍ରୀନଗର,୮।୧୦(ପି.ଟି.):ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ କିଛିଦିନ ହେଲା ନିରୀହ ସଂଖ୍ୟାଲଘୁମାନଙ୍କୁ ଟାର୍ଗେଟ କରି ଆକ୍ରମଣ କରୁଛନ୍ତି। ଗୁରୁବାର ଶ୍ରୀନଗରସ୍ଥିତ ଏକ ସରକାରୀ ସ୍କୁଲ୍‌ର ଜଣେ ମହିଳା ପ୍ରିନି୍ସପାଲ ଓ ଜଣେ ଶିକ୍ଷକଙ୍କୁ ଆତଙ୍କବାଦୀମାନେ ଗୁଳିକରି ହତ୍ୟା କରିଛନ୍ତି। ଏହାକୁ ମିଶାଇ କଶ୍ମୀର ଉପତ୍ୟକାରେ ୫…

ହାତେ ଦୂରରେ ରହିଗଲେ ଅଂଶୁ

ନୂଆଦିଲ୍ଲୀ, ୮।୧୦: ମହିଳା ରେସଲିଂରେ ପ୍ରଥମ ଭାରତୀୟ ଭାବେ ବିଶ୍ୱ ଚାମ୍ପିୟନ ହେବାର ସଫଳତାଠାରୁ ହାତେ ଦୂରରେ ରହିଯାଇଛନ୍ତି ଅଂଶୁ ମଲିକ। ଗୁରୁବାର ନରଓ୍ବେର ଓସଲୋଠାରେ ଖେଳାଯାଇଥିବା ଫାଇନାଲରେ ତାଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ୫୭ କେଜି ବର୍ଗର ଫାଇନାଲରେ…

ଡିଫେଣ୍ଡିଂ ଚାମ୍ପିୟନର ବାଟ ବନ୍ଦ କରିଦେଲା କେକେଆର୍‌

ଶାରଜା, ୭।୧୦: ରାଜସ୍ଥାନ ରୟାଲ୍ସ ଦଳର ବୃହତ୍‌ ପରାଜୟ ସହ ବନ୍ଦ ହୋଇଯାଇଛି ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସର ପ୍ଲେ-ଅପ୍‌ରେ ପ୍ରବେଶ କରିବାର ବାଟ। କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ୮୬ ରନ୍‌ରେ ରାଜସ୍ଥାନକୁ ହରାଇ ଦେଇଛି। ଏହି ବିଜୟ ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri