Home

ପୃଥିବୀରେ ଜୀବନ ସୃଷ୍ଟିର ଗୁପ୍ତ ଉପାଦାନ ଚିହ୍ନଟ…

ଲଣ୍ଡନ,୧୧।୧୨: ବ୍ରିଟେନର ଅକ୍ସଫୋର୍ଡ ୟୁନିଭରସିଟିର ବୈଜ୍ଞାନିକମାନେ ପୃଥିବୀରେ ଜୀବନ ସୃଷ୍ଟିର ଗୁପ୍ତ ଉପାଦାନ ଚିହ୍ନଟ କରିଛନ୍ତି। ବୈଜ୍ଞାନିକମାନେ ଦାବି କରିଛନ୍ତି ଯେ ଲୁହା ଏକ ଗୁରୁତ୍ୱପୂର୍ଣ୍ଣ ଉପାଦାନ ଯାହା ପୃଥିବୀର ପ୍ରାୟ ସମସ୍ତ ଜୀବନର ସୃଷ୍ଟି,ବିକାଶ ଏବଂ ବୃଦ୍ଧି ପାଇଁ ଅପରିହାର୍ଯ୍ୟ।…

ଦିଲ୍ଲୀରେ ଆଉ ଜଣେ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ, ଜିମ୍ବାଓ୍ବେରୁ ଫେରିଥିଲେ…

ନୂଆଦିଲ୍ଲୀ,୧୧।୧୨: ଦିଲ୍ଲୀରେ ଆଉ ଜଣେ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେ ଜିମ୍ବାଓ୍ବେରୁ ଫେରଛନ୍ତି। ଏହା ଦ୍ୱାରା ଦେଶର ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୩କୁ ବୃଦ୍ଧି ପାଇଛି। ସମ୍ପୃକ୍ତ ବ୍ୟକ୍ତିଙ୍କର ଦକ୍ଷିଣ ଆଫ୍ରିକା ଟ୍ରାଭେଲ ହିଷ୍ଟ୍ରି ମଧ୍ୟ ରହିଛି। ସେ କରୋନା…

ପିନାକା-ଇଆର୍‌ ରକେଟର ସଫଳ ପରୀକ୍ଷଣ, ସେନାର ଶକ୍ତିରେ ବୃଦ୍ଧି…

ପୋଖରନ୍‌,୧୧।୧୨: ପିନାକା ରକେଟ ଲଞ୍ଚର୍‌ ସିଷ୍ଟମର ସାମର୍ଥ୍ୟକୁ ବୃଦ୍ଧି କରିବା ଲାଗି ଡିଆର୍‌ଡିଓ ପକ୍ଷରୁ ପୋଖରାନ ରେଞ୍ଜରେ ପିନାକାର ଏକ୍ସଟେଣ୍ଡ୍‌ ରେଞ୍ଜ (ପିନାକା-ଇଆର୍‌) ମଲ୍ଟି ବ୍ୟାରେଲ ରକେଟ ଲଞ୍ଚର୍‌ ସିଷ୍ଟମର ସଫଳତାର ସହି ପରୀକ୍ଷଣ ହୋଇଛି। ଡିଆର୍‌ଡିଓ ଲାବୋରେଟୋରୀରେ ଏହି ସିଷ୍ଟମର…

ସିରିଞ୍ଜ୍‌ ନିର୍ମାଣକାରୀ ସର୍ବବୃହତ୍‌ କମ୍ପାନୀରେ ତାଲା …

ନୂଆଦିଲ୍ଲୀ ୧୧।୧୨: କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ନେଇ ଦେଶରେ ଆତଙ୍କ ସୃଷ୍ଟି ହୋଇଥିବାବେଳେ ସିରିଞ୍ଜ୍‌ ନିର୍ମାଣକାରୀ ସର୍ବବୃହତ୍‌ କମ୍ପାନୀରେ ତାଲା ପଡ଼ିଛି। କରୋନା ମହାମାରୀ ମଧ୍ୟରେ ଦେଶରେ ସ୍ବାସ୍ଥ୍ୟ ସଙ୍କଟ ଦେଖାଦେଇଥିବାବେଳେ ଦେଶର ବୃହତ୍ତମ ସିରିଞ୍ଜ ଏବଂ ଛୁଞ୍ଚି କମ୍ପାନୀ…

୮ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୧।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ ୭ ହଜାର ୯୯୨ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ…

ବୈଦେଶିକ ମୁଦ୍ରା ଭଣ୍ଡାର କମିଲା…

ନୂଆଦିଲ୍ଲୀ,୧୧।୧୨: ଦେଶର ବୈଦେଶିକ ମୁଦ୍ରା ଭଣ୍ଡାର ୧.୭୮୩ ବିଲିୟନ ଡ଼ଲାର କମି ୬୩୫.୯୦୫ ବିଲିୟନ ଡ଼ଲାରରେ ପହଞ୍ଚିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ପୂର୍ବ ସପ୍ତାହରେ ବୈଦେଶିକ ମୁଦ୍ରା ଭଣ୍ଡାର ୨୭୧.୩ କୋଟି ଡ଼ଲାର କମି ୬୩୭.୬୮୭…

ଆସିଲା ଖୁସି ଖବର, ଓମିକ୍ରନ୍‌ ପାଇଁ ଆଣ୍ଟିବଡ଼ି କକ୍‌ଟେଲ୍‌ ଥେରାପିକୁ ମଞ୍ଜୁରୀ…

ବେଜିଂ,୧୧।୧୨: କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ନେଇ ଆତଙ୍କ ସୃଷ୍ଟି ହୋଇଥିବାବେଳେ ଖୁସି ଖବର ମିଳିଛି। ଚାଇନା ଏହାର ଆଣ୍ଟିବଡି କକ୍‌ଟେଲ୍‌ ଥେରାପିକୁ ଜରୁରୀକାଳୀନ କ୍ଷେତ୍ରରେ ବ୍ୟବହାର କରିବା ଲାଗିମଞ୍ଜୁର ପ୍ରଦାନ କରାଯାଇଛି। ଯାହା ହସ୍ପିଟାଲରେ ଭର୍ତ୍ତି ହେବା କିମ୍ବା ମୃତ୍ୟୁ…

ଆସେଞ୍ଜଙ୍କୁ ପ୍ରତ୍ୟର୍ପଣ କରିବ ବ୍ରିଟେନ

ଲଣ୍ଡନ, ୧୧ା୧୨: ମିଡିଆ ସଂସ୍ଥା ଓ୍ବିକିଲିକ୍ସ ପ୍ରତିଷ୍ଠାତା ଜୁଲିଆନ ଆସେଞ୍ଜଙ୍କୁ ପ୍ରତ୍ୟର୍ପଣ ନିମନ୍ତେ ବ୍ରିଟେନ ହାଇକୋର୍ଟରେ ଆମେରିକା କରିଥିବା ଆବେଦନକୁ ଶୁକ୍ରବାର ମଞ୍ଜୁରୀ ମିଳିଛି। ଏବେ ତାଙ୍କୁ ହାଇ ସିକ୍ୟୁରିଟି ବେଲମାର୍ଶ ଜେଲରୁ ଆମେରିକା ପଠାଯିବା ଏକ ପ୍ରକାର ନିଶ୍ଚିତ। ୫୦…

ମାସ୍କ ବ୍ୟବହାର କମୁଛି: ସତର୍କ କରାଇଲା କେନ୍ଦ୍ର

ନୂଆଦିଲ୍ଲୀ/ଜାମନଗର, ୧୧।୧୨: ମହାରାଷ୍ଟ୍ରରେ ଶୁକ୍ରବାର ଆଉ ୭ ଜଣ ଓମିକ୍ରନ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ଗୁଜରାଟରେ ପୂର୍ବରୁ ପଜିଟିଭ୍‌ ଚିହ୍ନଟ ହୋଇଥିବା ପ୍ରବାସୀ ଭାରତୀୟଙ୍କ ସ୍ତ୍ରୀ ଓ ଶାଳକ ମଧ୍ୟ ଉକ୍ତ ଭାରିଆଣ୍ଟରେ ସଂକ୍ରମିତ ଥିବା ଜଣାପଡ଼ିଛି। ଫଳରେ ଭାରତରେ ଓମିକ୍ରନ୍‌…

ନେତନ୍ୟାହୁ ବିଶ୍ୱାସଘାତକ: ଟ୍ରମ୍ପ

ୱାଶିଂଟନ,୧୧ ।୧୨: ଶାସନ ଗାଦି ହାତରୁ ଯିବା ପରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲଗାତାର ଭାବେ ଭିନ୍ନ ଭିନ୍ନ ନେତାଙ୍କୁ ଟାର୍ଗେଟ କରୁଛନ୍ତି । ଏଥର ସେ ପୂର୍ବତନ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେନଜାମିନ ନେତନ୍ୟାହୁଙ୍କ ପାଇଁ କଡା ଶବ୍ଦ…

କ୍ୟାନସର ଦୂର କରିବ ଏହି ୪ ଜିନିଷ

କ୍ୟାନସର ଏମିତି ଏକ ରୋଗ, ଯାହାକୁ ଥରେ ଗ୍ରାସ କଲା ସେ କିଛି ମାସ ମଧ୍ୟରେ ମରିବା ଏକପ୍ରକାର ନିଶ୍ଚିତ। କିନ୍ତୁ ଆମ ଚତୁଃପାର୍ଶ୍ୱରେ ଏମିତି କିଛି ଜିନିଷ ଅଛି, ଯେଉଁଗୁଡ଼ିକ କ୍ୟାନସରଠାରୁ ଦୂରେଇ ରଖେ। ଜାଣନ୍ତୁ ଏ ସମ୍ପର୍କରେ… ଅଁଳା:…

ତାଲିବାନ ଶାସନରେ ଜୋତା ପଲିସ କରିବାକୁ ବାଧ୍ୟ ହେଲେ ମହିଳା ଶିକ୍ଷୟିତ୍ରୀ

କାବୁଲ,୧୧ ।୧୨: ଆଫଗାନୀସ୍ତାନରେ ତାଲିବାନ ଶାସନ କରିବା ପରଠାରୁ ସେଠାକାର ଲୋକଙ୍କ ଜୀବନ ଜୀବିକା ଏକଦମ ବଦଳି ଯାଇଛି । ଏବେ ସେଠାକାର ଅଧିକାଂଶ ଲୋକେ ଭୋକରେ କାଳ କାଟୁଥିବା ସୂଚନା ମିଳୁଛି । ବିଶେଷ କରି ମହିଳାମାନେ ନାନା ଅସୁବିଧାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri