୨୦୨୨ରେ ମିଲିଟାରୀ ସ୍କୁଲରେ ନାମ ଲେଖାଇବେ ଝିଅ…
ନୂଆଦିଲ୍ଲୀ,୭।୧୦: ଆସନ୍ତା ୨୦୨୨ ବର୍ଷ ଜୁନ୍ରେ ଝିଅମାନେ ମିଲିଟାରୀ ସ୍କୁଲରେ ନାମ ଲେଖାଇ ପାରିବେ। ଏନେଇ ଗୁରୁବାର ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ଫଳରେ ୨୦୨୧ ଡିସେମ୍ବର ୧୮ରେ ହେବାକୁ ଥିବା ରାଷ୍ଟ୍ରୀୟ ଇଣ୍ଡିଆନ୍ ମିଲିଟାରୀ କଲେଜ (ଆର୍ଆଇଏମ୍ସି) ପ୍ରବେଶିକା…
ଓଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୭ା୧୦(ବ୍ୟୁରୋ): ରାଜ୍ୟ ସରକାର ଓ ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ୯ ଜଣ (ଓଏଏସ୍) ଅଫିସରଙ୍କ ବଦଳି କରାଯାଇଛି । ଝାରସୁଗୁଡ଼ା ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁଙ୍କୁ ସମ୍ବଲପୁର ମହାନଗର ନିଗମ…
ବିଶ୍ୱକପ୍ ପରେ ଭାରତର ହାତ ଛାଡିବେ ଆଉ ଜଣେ କୋଚ୍
ନୂଆଦିଲ୍ଲୀ,୭।୧୦: ୨୦୨୧ ଟି -୨୦ ବିଶ୍ୱକପ ପରେ ଭାରତୀୟ ଦଳ ଏକ ନୂତନ କୋଚ ପାଇବ ବୋଲି ଆଶା କରାଯାଉଛି। ବିଶ୍ୱକପ ପରେ କୋଚ ରବି ଶାସ୍ତ୍ରୀଙ୍କ କାର୍ଯ୍ୟକାଳ ଶେଷ ହେଉଛି। ବିସିସିଆଇ ଏକ ନୂଆ କୋଚ ଖୋଜୁଛି। ଏହି ସମୟରେ…
ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରୁ ମାନେକା-ବରୁଣ ବାହାର…
ନୂଆଦିଲ୍ଲୀ,୭।୧୦: ଭାଜପାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରୁ ମାନେକା ଗାନ୍ଧୀ ଏବଂ ବରୁଣ ଗାନ୍ଧୀଙ୍କୁ ବାହାର କରାଯାଇଛି। ବରୁଣ ଲଗାତାର ସରକାରଙ୍କର ବିଭିନ୍ନ ନୀତିର ସମାଲୋଚନା ଜାରି ରଖିଥିଲେ। ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ଖିରି ହିଂସାରେ ବରୁଣ ଗୁରୁବାର ନିଜ ଟୁଇଟର ହ୍ୟାଣ୍ଡେଲରେ ଏକ ଭିଡ଼ିଓ…
ମୁଣ୍ଡଳି ଟ୍ରାଜେଡି: ଆସିଲା ହାତୀର ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ, ଏହି କାରଣରୁ ହୋଇଥିଲା ମୃତ୍ୟୁ
କଟକ ଅଫିସ,୭ା୧୦: ମୁଣ୍ଡଳି ଦନ୍ତାହାତୀ ମୃତ୍ୟୁ ଘଟଣାର ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ମାନସିକ ଆଘାତ ଯୋଗୁ ହାତୀର ମୃତ୍ୟୁ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ମୃତ୍ୟୁର ୩ ଦିନ ଅର୍ଥାତ ୭୨ ଘଣ୍ଟା ପୂର୍ବରୁ ହାତୀର ମୃତ୍ୟୁ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ଏନେଇ…
ନକଲି ବନ୍ଧୁକ ଧରି ଚୋରି କରିବାକୁ ଆସିଥିଲେ ଦୁର୍ବୃତ୍ତ, ନିର୍ଧୂମ ଛେଚିଲେ ଗ୍ରାମବାସୀ
ମାଲକାନଗିରି,୭ା୧୦(ଡି.ଏନ୍.ଏ.): ମାଲକାନଗିରି ଜିଲାର ପଦ୍ମଗିରି ପଞ୍ଚାୟତରେ ବୁଧବାର ବିଳମ୍ବିତ ରାତିରେ ସୀମାନ୍ତ ଛତିଶଗଡ଼ ରାଜ୍ୟର କିଛି ଚୋର ଗାଁକୁ ଚୋରି କରିବା ଉଦ୍ଦେଶ୍ୟରେ ପଶି ଆସିଥିଲେ। ଚୋରମାନେ ପଦ୍ମଗିରି ଗ୍ରାମରେ ପଶି ଚୋରି କରିବାକୁ ଯାଉଥିବା ବେଳେ ଗ୍ରାମର କିଛି ଲୋକ…
୧୫୨.୯୫ କିମି ପ୍ରତି ଘଣ୍ଟା: ଜାଣନ୍ତୁ ସବୁଠାରୁ ଦ୍ରୁତ ବୋଲିଂ କରି ଚର୍ଚ୍ଚାରେ ଥିବା ଉମ୍ରାନ୍ କିଏ, କୋହଲି ବି ଏବେ…
ଆବୁଧାବି,୭।୧୦: ରାତାରାତି ଖେଳାଳିଙ୍କ ଭାଗ୍ୟ ବଦଳାଇଥାଏ ଆଇପିଏଲ୍। ଏଥିରେ ତିଳେ ମାତ୍ର ସନ୍ଦେହ ନାହିଁ। ଅନେକ ଯୁବ କ୍ରିକେଟର ଏହି ପ୍ଲାଟଫର୍ମରୁ ନିଜର କ୍ୟାରିୟର ଆରମ୍ଭ କରି ଏବେ ଦୁନିଆର ଶ୍ରେଷ୍ଠ ଖେଳାଳି ଭାବେ ପରିଗଣିତ ହେଉଛନ୍ତି। ଏଭଳି କିଛି ଘଟିଛି…
ଅଭିଯୁକ୍ତ କିଏ, ସେ ଗିରଫ ହୋଇଛନ୍ତି କି: ଯୋଗୀ ସରକାରଙ୍କୁ ସୁପ୍ରିମ୍କୋର୍ଟଙ୍କ ପ୍ରଶ୍ନ …
ନୂଆଦିଲ୍ଲୀ,୭।୧୦: ଉତ୍ତରପ୍ରଦେଶ ଲକ୍ଷ୍ମୀପୁୁର ହିଂସା ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ କଡ଼ା ପ୍ରଶ୍ନ ପଚରା ଯାଇଛି। ଏହି କାଣ୍ଡର ଅଭିଯୁକ୍ତ କିଏ? ତାଙ୍କୁ ଗିରଫ କରାଯାଇଛି କି ବୋଲି ପ୍ରଧାନ ବିଚାରପତି ଏନ.ଭି. ରମନାଙ୍କ ନେତୃତ୍ୱରେ ଗଠିତ…
ମୃତ ବ୍ୟକ୍ତିଙ୍କ ନାଁରେ ୧.୧୮ କୋଟି ଟଙ୍କା ଚଳୁ କରିଦେଲେ ଏଲ୍ଆଇସି ଏଜେଣ୍ଟ୍
ଭୁବନେଶ୍ୱର,୭ା୧୦(ବ୍ୟୁରୋ): ମୃତ ବ୍ୟକ୍ତିଙ୍କ ନାଁରେ ବୀମା କରି ଫସିଛନ୍ତି ଜଣେ ଏଲ୍ଆଇସି ଏଜେଣ୍ଟ। ୪ ମୃତ ବ୍ୟକ୍ତିଙ୍କ ନାଁରେ ଏଜେଣ୍ଟ ଜଣକ ୨୩ଟି ବୀମା ପଲିସି କରି ୧କୋଟି ୧୮ ଲକ୍ଷ ଟଙ୍କା ଚଳୁ କରି ଦେଇଥିବା ଅଭିଯୋଗ ହୋଇଛି। ଏହି…
ବିଗ୍ବସ୍-୧୫ର ନୂଆ ପ୍ରେମ ପକ୍ଷୀ
ବମ୍ବେ: ବିଗ୍ବସ୍ ୧୫ ଘରେ ବୋହିଲାଣି ପ୍ରେମର ପବନ। ଗତ କିଛି ଦିନ ଧରି ପ୍ରତିଯୋଗୀ ପ୍ରତୀକ ସେହଜପାଲ ଏବଂ ଗାୟିକା ଅକାଶା ସିଂହଙ୍କ ମଧ୍ୟରେ ନୂଆ ସମ୍ପର୍କ ଆରମ୍ଭ ହୋଇଛି। ଅକାଶା ନିଜର ମନ କଥା ଘରର ଅନ୍ୟ ସଦସ୍ୟଙ୍କ…
ଅଭିଯୁକ୍ତ ଆଶିଷ କେଉଁଠି ତାହା ଆଇଜିଙ୍କୁ ବି ଅଜଣା…
ଲକ୍ଷ୍ନୌ,୭।୧୦: ଲକ୍ଷ୍ମୀପୁର ଖିରି କାଣ୍ଡର ମୁଖ୍ୟ ଅଭିଯୁକ୍ତ ରାଜ୍ୟ ଗୃହମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ର ଏବେ ପୋଲିସ ହାତ ପାଅନ୍ତାରେ ନାହାନ୍ତି। ସେ କେଉଁଠି ଅଛନ୍ତିା ତାହା ଆଇଜିଙ୍କୁ ମଧ୍ୟ ଅଜଣା। ପୋଲିସ କହିଛି ଯେ, ତାଙ୍କର ସନ୍ଧାନ…
ମୁଁ କେବଳ ନାମକୁ ମାତ୍ର ନବାବ, ସବୁ ଟଙ୍କା ତ ମା’ ରଖନ୍ତି
ବଲିଉଡ୍ ଅଭିନେତା ସୈଫ ଅଲ୍ଲୀ ଖାନ୍ ଫିଲ୍ମ ‘ଭୁତ ପୋଲିସ୍’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏବେ ଫିଲ୍ମର ପ୍ରମୋଶନ ପାଇଁ ସେ ଏବେ ବ୍ୟସ୍ତ ଅଛନ୍ତି। ଫିଲ୍ମରେ ସେ ଲିଡ୍ ରୋଲ୍ରେ ନଜର ଆସିଛନ୍ତି। ତାଙ୍କ ସହ ଅର୍ଜୁନ କପୁର, ୟାମୀ…
Archives


