ବିଦାୟ ଜେନେରାଲ: ଶେଷ ସାଲ୍ୟୁଟ ଦେବେ ଶ୍ରୀଲଙ୍କା, ନେପାଳ, ଭୁଟାନ, ବାଂଲାଦେଶର ସେନା ଅଧିକାରୀ
ନୂଆଦିଲ୍ଲୀ,୧୦ ।୧୨: ରାଜଧାନୀ ଦିଲ୍ଲୀର ୩, ରାଜାଜୀ ମାର୍ଗରେ ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍(ସିଡିଏସ୍) ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ପାର୍ଥିବ ଶରୀର ଶେଷ ଦର୍ଶନ ପାଇଁ ରଖାଯାଇଛି । ଦର୍ଶନ ପାଇଁ…
ପଡ଼ିଲା ତେଜସ୍ବୀଙ୍କ ହାତଗଣ୍ଠି
ନୂଆଦିଲ୍ଲୀ,୧୦।୧୧: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ସାନପୁଅ ତେଜସ୍ବୀ ଯାଦବ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଏହି ବିବାହ ସମ୍ପର୍କରେ ତେଜସ୍ବୀ ଯାଦବଙ୍କ ପୁରା ପରିବାର ଦିଲ୍ଲୀରେ ଅଛନ୍ତି। ତେବେ ବରିଷ୍ଠ ଆରଜେଡି ନେତାଙ୍କ ସମେତ ପରିବାର ବାହାରେ ଥିବା…
ସିଡିଏସ୍ ବିପିନ ରାୱତଙ୍କ ରାଜକୀୟ ସମ୍ମାନ ସହ ହେବ ଶେଷ କୃତ୍ୟ ସମ୍ପନ୍ନ, ସକାଳ ୧୧ଟାରୁ ଶେଷ ଦର୍ଶନ
ନୂଆଦିଲ୍ଲୀ,୧୦ ।୧୨: ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍) ଜେନେରାଲ ବିପିନ ରାୱତଙ୍କର ଶୁକ୍ରବାର ଶେଷ କୃତ୍ୟ ଦିଲ୍ଲୀଠାରେ ସମ୍ପୂର୍ଣ୍ଣ ରାଜକୀୟ ସମ୍ମାନ ସହ ସମ୍ପନ୍ନ ହେବ । ଯେତେବେଳେ ରାୱତଙ୍କ ଅନ୍ତିମ ଯାତ୍ରା ବାହାରିବ, ସେତେବେଳେ ଯେ ତାଙ୍କୁ…
ସମାନତା ହିଁ ବିକାଶର ମୂଳମନ୍ତ୍ର
ପୃଥିବୀରେ ବିଭିନ୍ନ ବର୍ଗର ଲୋକଙ୍କ ମଧ୍ୟରେ ସମାନତା ବଜାୟ ରହିବା ଅପରିହାର୍ଯ୍ୟ। ଏହାଦ୍ୱାରା ବିକାଶଧାରା ଅବ୍ୟାହତ ରହିବା ସହ ପୃଥିବୀ ଏକ ବୃହତ୍ ପରିବାରର ଧାରଣା ସୃଷ୍ଟି ହୋଇଥାଏ। ବିଶ୍ୱ ଭ୍ରାତୃତ୍ୱକୁ ଆଗେଇ ନେବାକୁ ପ୍ରତିବର୍ଷ ଡିସେମ୍ବର ୧୦ରେ ଅନ୍ତର୍ଜାତୀୟସ୍ତରରେ ମାନବାଧିକାର…
ହସ୍ପିଟାଲରେ ମିହର ଦାସ
ଭୁବନେଶ୍ୱର,୯।୧୨: ଭେଟେରାନ ଓଡ଼ିଆ ଫିଲ୍ମ ଅଭିନେତା ମିହର ଦାସ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ସେ କୀଡନି ଜନିତ ରୋଗରେ ଆକ୍ରାନ୍ତା ଥିଲେ। ସ୍ବାସ୍ଥ୍ୟବସ୍ଥା ବିଗିଡ଼ି ଯିବାରୁ ପରିବାର ଲୋକେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲ ନେଇଥିବା…
ନିଷ୍ପତ୍ତି ପଛର କାରଣ କହିଲେ ଗାଙ୍ଗୁଲି
ଦୁବାଇ,୯।୧୨: ବିରାଟ କୋହଲିଙ୍କୁ ହଟାଇ ବୁଧବାର ରୋହିତ ଶର୍ମାଙ୍କୁ ଭାରତୀୟ ଦିନିକିଆ ଦଳର ଅଧିନାୟକ ଭାର ଦିଆଯାଇଥିଲା। କିନ୍ତୁ ପ୍ରକାଶ କରାଯାଇ ନ ଥିଲା ଏତେ ବଡ଼ ପରିବର୍ତ୍ତନ ପଛର କାରଣ। ଏହା ଉପରେ ପ୍ରଥମ ଥର ପାଇଁ ଗୁରୁବାର ମୁହଁ…
ପାର୍ଟି କ୍ଷମତାରେ ଅଛି ବୋଲି ଆମିଷ ଷ୍ଟଲ ଭାଙ୍ଗିବା କ‘ଣ ଠିକ୍ ? ଏଏମ୍ସିକୁ ହାଇକୋର୍ଟଙ୍କ ପ୍ରଶ୍ନ…
ଅହମଦାବାଦ,୯।୧୨: ଗୁଜରାଟର ଅମହଦାବାଦରେ ରାସ୍ତା ପାର୍ଶ୍ୱରେ ଥିବା ଆମିଷ ଷ୍ଟଲ ଭଙ୍ଗାରୁଜା ଘଟଣାରେ ହାଇକୋର୍ଟ ପ୍ରଶ୍ନ କରିଛନ୍ତି ଯେ, ପାର୍ଟି କ୍ଷମତାରେ ଅଛି ବୋଲି ଏଭଳି କାର୍ଯ୍ୟ କରିବା କ‘ଣ ଠିକ୍। ଅହମଦାବାଦ ମ୍ୟୁନିସପାଲ କର୍ପୋରେଶନ(ଏଏମ୍ସି)କୁ ହାଇକୋର୍ଟଙ୍କ ପକ୍ଷରୁ ଏଭଳି ପଚରା…
ସରିଲା କାଟ୍ରିନା-ଭିକିଙ୍କ ବିବାହ, ସାମିଲ ହୋଇଥିଲେ ଏହି ସେଲିବ୍ରିଟି
ମୁମ୍ବାଇ: ଅଭିନେତ୍ରୀ କାଟ୍ରିନା କୈଫ୍- ଭିକି କୌଶଲଙ୍କ ବିବାହ ରାଜସ୍ଥାନର ସିକ୍ସ ସେନ୍ସ ଦୁର୍ଗରେ ସମ୍ପନ୍ନ ହୋଇଛି। ଆଜି ଅପରାହ୍ନରେ ଭିକି ବରଯାତ୍ରୀଙ୍କ ସହ ଶୋଭାଯାତ୍ରାରେ ଆସିଥିଲେ। ପରେ ଘୋଡ଼ା ଉପରେ ବସି ବିବାହ ମଣ୍ଡପକୁ ଏଣ୍ଟ୍ରି ମାରିଥିଲେ। ପ୍ରଥମେ ପ୍ରବେଶ…
ଅତୀତର ଭୁଲ୍ ପାଇଁ ବର୍ତ୍ତମାନର ଶାନ୍ତି ଭଙ୍ଗ ହେବା ଉଚିତ ନୁହେଁ…
ନୂଆଦିଲ୍ଲୀ,୯।୧୨: ଦିଲ୍ଲୀର ମେହରୁଲି ଅଞ୍ଚଳରେ ଥିବା କୁତବ୍ ମିନାର ପରିସରରେ ୨୭ ମନ୍ଦିରର ପୁନରୁର୍ଦ୍ଧାର ନେଇ ଏକ ମାମଲା କୋର୍ଟରେ ଦାଖଲ ହୋଇଛି। ଏହାର ଶୁଣାଣି କରି ଦିଲ୍ଲୀର ଏକ କୋର୍ଟ କହିଛନ୍ତି ଯେ, ଅତୀତର ଭୁଲ୍ ପାଇଁ ବର୍ତ୍ତମାନର ଶାନ୍ତି…
କିଏ ହେବ ପରବର୍ତ୍ତି ସିଡିଏସ୍, ଏବେ ଏହାକୁ ନେଇ ଆରମ୍ଭ ହୋଇଗଲାଣି ମନ୍ଥନ
ନୂଆଦିଲ୍ଲୀ,୯ ।୧୨: ବୁଧବାର ବାୟୁସେନାର ଏକ ହେଲିକପ୍ଟର ଦୁର୍ଘଟଣାରେ ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍) ଜେନରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ପରଲୋକ ହୋଇଛି । ଏମାନଙ୍କ ବ୍ୟତୀତ ଅନ୍ୟ ୧୧ ସେନାଧିକାରୀ ମଧ୍ୟ…
ମା’ ହେବେ କମେଡି କୁଇନ୍ !
ମୁମ୍ବାଇ: ପ୍ରସିଦ୍ଧ ହାସ୍ୟ ଅଭିନେତ୍ରୀ ଭାରତୀ ସିଂ ଏବଂ ହର୍ଷ ଲାମ୍ବାଚିଆ ଖୁବ୍ଶୀଘ୍ର ପ୍ରଶଂସକଙ୍କୁ ଏକ ଖୁସି ଖବର ଦେବାକୁ ଯାଉଛନ୍ତି। ପ୍ରାୟତଃ ତାଙ୍କ ପ୍ରଶଂସକମାନେ ଭାରତୀଙ୍କୁ ପଚାରନ୍ତି ଯେ, ସେ କେବେ ଭଲ ଖବର ଦେବେ? ତେବେ ଭାରତୀ ପ୍ରଶଂସକମାନଙ୍କୁ…
ଆମେରିକା-ଅଷ୍ଟ୍ରେଲିଆ-ବ୍ରିଟେନ୍-କାନାଡ଼ା ବେଜିଂ ଅଲିମ୍ପିକ୍ସକୁ କଲେ ବହିଷ୍କାର…
ଓ୍ବାଶିଂଟନ,୯।୧୨: ଚାଇନାରେ ୨୦୨୨ରେ ହେବାକୁଥିବା ଶୀତକାଳୀନ ଅଲିମ୍ପିକ୍ସ ଖେଳକୁ କୂଟନୈତିକ ଭାବରେ ଆମେରିକା-ଅଷ୍ଟ୍ରେଲିଆ-ବ୍ରିଟେନ୍-କାନାଡ଼ା ବହିଷ୍କାର କରିଛନ୍ତି। ଏନେି ସମ୍ପୃକ୍ତ ଦେଶ ପକ୍ଷରୁ ଘୋଷଣା କରାଯାଇଛି। ଏଭଳି ଘୋଷଣା କରେ ଚାଇନାର ପ୍ରତିକ୍ରିୟା ମଧ୍ୟ ପ୍ରକାଶ ପାଇଛି। ଚାଇନା କହିଛି ଏହାର ଠିକଣା…
Archives


