Home

ସିଡିଏସ୍‌ ବିପିନ ରାଓ୍ବତଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ସିଡିଏସ୍‌ ବିପିନ ରାଓ୍ବତ ଏବଂ ତାଙ୍କ ସ୍ତ୍ରୀ ମଧୁଲିକାଙ୍କ ସମେତ ଅନ୍ୟ ୧୧ ଜଣ ସେନା ଅଧିକାରୀଙ୍କ ବିୟୋଗରେ ଆଜି ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ ହୋଇଛ। ଶୀତ ଅଧିବେଶନର ଅଷ୍ଟମ ଦିନରେ ଗୃହ ଆରମ୍ଭରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ପାର୍ଲାମେଣ୍ଟରେ ସୂଚନା ଦେଲେ ପ୍ରତିରକ୍ଷାମନ୍ତ୍ରୀ, କେବଳ ଗ୍ରୁପ୍‌ କ୍ୟାପଟେନ୍‌ ଜୀବିତ…

ନୂଆଦିଲ୍ଲୀ,୯।୧୨: ତାମିଲନାଡୁର କୁନ୍ନୁରରେ ହେଲିକପ୍ଟର ଦୁର୍ଘଟଣା ନେଇ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ପାର୍ଲାମେଣ୍ଟରେ ସୂଚନା ଦେଇଛନ୍ତି। ଏହି ଘଟଣାରେ ସିଡିଏସ ଜେନେରାଲ ବିପିନ ରାୱତ ଏବଂ ଅନ୍ୟ ୧୧ ଅଧିକାରୀମାନେ ଶହୀଦ୍‌ ହୋଇଛନ୍ତି। ରାଓ୍ବତଙ୍କ ସ୍ତ୍ରୀ ମଧୁଲିକା ରାଓ୍ବତଙ୍କର ମଧ୍ୟ ମୃତ୍ୟୁ…

୨୦୨୪ ମାର୍ଚ୍ଚ ପର୍ଯ୍ୟନ୍ତ ଜାରି ରହିବ ପିଏମ୍‌ଏଓ୍ବାଇ-ଜି ଯୋଜନା, କ୍ୟାବିନେଟ୍‌ ନିଷ୍ପତ୍ତି…

ନୂଆଦିଲ୍ଲୀ,୯।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟରେ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରାଯାଇ ମାର୍ଚ୍ଚ ୨୦୨୧ ପରେ ମଧ୍ୟ ଜାରି ରଖିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଆୱାସ ଯୋଜନା-ଗ୍ରାମିନ (ପିଏମ୍‌ଏଓ୍ବାଇ-ଜି )…

ଦୁନିଆର ସବୁଠୁ ଖୁସି ପ୍ରାଣୀ

ଏହି ପୃଥିବୀରେ ଅନେକ ପ୍ରଜାତିର ଜୀବ ଦେଖିବାକୁ ମିଳନ୍ତି। ସମସ୍ତ ପ୍ରାଣୀ ବା ଜୀବ ନିଜସ୍ବ କ୍ଷେତ୍ରରେ ଅତୁଳନୀୟ। କେତେକ ଅଦ୍ଭୁତ ପ୍ରାଣୀ ଅଛନ୍ତି, ଯାହା ବିଷୟରେ ସମସ୍ତେ ଜାଣିବାକୁ ଚାହାନ୍ତି। ଆପଣ ନିଶ୍ଚୟ ଦୁନିଆର ସବୁଠୁ ବଡ଼, ଛୋଟ, ସୁନ୍ଦର…

ବନ୍ଧୁକ ମୁନରେ ଗଣତନ୍ତ୍ର ,୧୧ ଜଣଙ୍କୁ ଜୀବନ୍ତ ଜଳାଇଲେ ସାମରିକ ଶାସକ…

ନାପିଦ୍ୱ,୯।୧୨: ମ୍ୟାନ୍‌ମାରରେ ସାମରିକ ଶାସକଙ୍କ ନିର୍ଯାତନା ସମସ୍ତ ସୀମା ଟପିଛି। ଦେଶରେ ବନ୍ଧୁକ ମୁନରେ ଗଣତନ୍ତ୍ର ସମର୍ଥକଙ୍କୁ ଦମନ କରାଯାଉଛି। ଏହା ସହିତ ସେନାର ଏକଛତ୍ରବାଦୀ ଶାସନ ବୃଦ୍ଧି ପାଉଛି। ରିପୋର୍ଟ ଅନୁଯାୟୀ, ସୈନ୍ୟବାହିନୀ ୫ ଜଣ ଛୋଟ ପିଲାଙ୍କ ସହିତ…

ଭାଇରାଲ ହେଉଛି ‘ନାନ୍‌ ବେଡ୍‌ସିଟ୍‌’, ୟୁଜର କହିଲେ…

ଆଜିକାଲି ସୋସିଆଲ ମିଡିଆରେ କ’ଣ କେତେବେଳେ ଭାଇରାଲ ହେଉଛି ତାହା କହି ହେଉନାହିଁ। ବେଳେବେଳେ କିଛି ଭିଡିଓ ହାସ୍ୟରୋଳ ସୃଷ୍ଟି କରୁଥିବା ବେଳେ ଆଉ କିଛି ଭିଡିଓ ବେଶ୍‌ ଗମ୍ଭୀର ହୋଇଥାଏ। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ…

ବାୟୁସେନା ହେଲିକପ୍ଟର ଦୁର୍ଘଟଣା: ଏନ୍‌ଆଇଏ ଯାଞ୍ଚ ଦାବି କଲେ ପୂର୍ବତନ ବ୍ରିଗେଡିୟର!

ନୂଆଦିଲ୍ଲୀ,୯ ।୧୨: ବୁଧବାର ତାମିଲନାଡୁର କୁନ୍ନୁରରେ ହୋଇଥିବା ସେନା ହେଲିକପ୍ଟର ଦୁର୍ଘଟଣାରେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ଜେନରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ସମେତ ୧୩ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଅନ୍ୟ ଜଣେ…

ଦୁର୍ଘଟଣା ପରେ ବି ଜୀବିତ ଥିଲେ ବିପିନ ରାଓ୍ବତ, କହିଥିଲେ ନିଜ ନାମ…

କୁନ୍ନୁର,୯।୧୨: ତାମିଲନାଡୁର କୁନ୍ନୁରରେ ହେଲିକପ୍ଟର ଦୁର୍ଘଟଣା ପରେ ସିଡିଏସ ଜେନେରାଲ ବିପିନ ରାୱତ ଜୀବିତ ଥିଲେ। ଏପରିକି ସେ ତାଙ୍କ ନାମ ମଧ୍ୟ କହିଥିଲେ। ଉଦ୍ଧାରକାରୀ ଦଳ ଦୁର୍ଘଟଣା ଗ୍ରସ୍ତ ହେଲିକପ୍ଟର ପାଖରେ ପହଞ୍ଚିବା ପରେ ଦୁଇ ଜଣଙ୍କୁ ଜୀବିତ ଉଦ୍ଧାର…

କୁନ୍ନୁର ହେଲିକପ୍ଟର ଦୁର୍ଘଟଣାର ୨୦ ଘଣ୍ଟା ପରେ ବି ମିଳିନି ବ୍ଲାକ ବକ୍ସ

ନୂଆଦିଲ୍ଲୀ,୯ ।୧୨: ବୁଧବାର ତାମିଲନାଡୁର କୁନ୍ନୁରରେ ହୋଇଥିବା ସେନା ହେଲିକ୍‌ପଟର ଦୁର୍ଘଟଣାକୁ ୨୦ ଘଣ୍ଟା ବିତି ଯାଇଥିଲେ ବି ବ୍ଲାକ ବକ୍ସର ସନ୍ଧାନ ମିଳି ନ ଥିବା ଜଣାପଡିଛି । ଗୁରୁବାର ସକାଳୁ ବାୟସେନା ମୁଖ୍ୟ ଏୟାର ଚିଫ୍ ମାର୍ଶାଲ ଭିଆର୍…

ପୁଣି ବଢିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୯।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୯ ହଜାର ୪୧୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ…

ଓଲଫ୍‌ ସ୍କୋଲ୍‌ଜ ନୂଆ ଚାନ୍‌ସେଲର

ବର୍ଲିନ, ୯।୧୨: ଜର୍ମାନୀ ପାର୍ଲାମେଣ୍ଟ ବୁଧବାର ଓଲଫ୍‌ ସ୍କୋଲ୍‌ଜଙ୍କୁ ନୂଆ ଚାନ୍‌ସେଲର ନିର୍ବାଚିତ କରିଛି। ଏଥିସହିତ ଜର୍ମାନୀରେ ଆଞ୍ଜେଲା ମର୍କେଲଙ୍କ ଶାସନ ଶେଷ ହୋଇଛି। ୨୦୦୫ ନଭେମ୍ବର ୨୨ରେ ମର୍କେଲ ଜର୍ମାନୀର ପ୍ରଥମ ମହିଳା ଚାନ୍‌ସେଲର ହେବା ପରେ ୧୬ ବର୍ଷ…

ପଲିଟିକାଲ୍‌ ଜେନେରାଲ

ଭାରତୀୟ ସ୍ଥଳସେନାର ପୂର୍ବତନ ମୁଖ୍ୟ ଜେନେରାଲ ବିପିନ ରାଓ୍ବତ୍‌ଙ୍କୁ ଅବସର ପରେ ତତ୍କାଳ ଦେଶର ପ୍ରଥମ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ (ସିଡିଏସ୍‌) ନିଯୁକ୍ତ କରାଯାଇଥିଲା। ସେ ପ୍ରତ୍ୟକ୍ଷ ଭାବେ କୌଣସି ଯୁଦ୍ଧ ଲଢ଼ି ନ ଥିଲେ ହେଁ ତିନି ସଶସ୍ତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri