Home

ତଳମୁହାଁ ସଂକ୍ରମଣ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫,୯୦୧ ଆକ୍ରାନ୍ତ

ଭୁବନେଶ୍ୱର,୨୭।୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫,୯୦୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩,୪୧୯ ଚିହ୍ନଟ ହୋଇଥିବାବେଳେ ୨,୪୮୨ ଲୋକାଲ କେସ ଚିହ୍ନଟ ହୋଇଛନ୍ତି । ଏହାଛଡ଼ା ୦ରୁ ୧୮ ବର୍ଷ ମଧ୍ୟରେ ୭୩୯ ଜଣ…

ପୁଣି ଉପର ମୁହାଁ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ, ୨୭।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌ ଲାଗିବା ପରେ ଏହା ପୁଣି ଉପର ମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୮୬ ହଜାର ୩୮୪ ଜଣ ନୂଆ…

କରୋନା ନେଲା ଆଉ ୮ ଜୀବନ

ଭୁବନେଶ୍ୱର,୨୭।୧(ବ୍ୟୁରୋ): ରାଜ୍ୟରେ ଆଉ ୮ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରେ ବାଲେଶ୍ୱରର ୮୦ ବର୍ଷୀୟ ବୃଦ୍ଧ ଥିବା ବେଳେ ଭୁବନେଶ୍ୱରର ୮୨ ବର୍ଷୀୟ ବୃଦ୍ଧ, କେନ୍ଦୁଝରର ୬୪ ବର୍ଷୀୟ ବୃଦ୍ଧା, କୋରାପୁଟର ୪୫ ବର୍ଷୀୟ ବ୍ୟକ୍ତି,ରାୟଗଡ଼ାର ୪୫ ବର୍ଷୀୟ ମହିଳା,…

ଆମେରିକାକୁ ଚ୍ୟାଲେଞ୍ଜ୍‌, ଜାପାନ ସମୁଦ୍ରରେ କ୍ଷେପଣାସ୍ତ୍ର ପରୀକ୍ଷଣ କଲେ କିମ୍‌…

ସିଓଲ, ୨୭।୧ : ଆଣବିକ ଅସ୍ତ୍ରଶସ୍ତ୍ର ପରୀକ୍ଷା କଟକଣାକୁ ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ଲଗାତାର ଅଣଦେଖା କରିବାରେ ଳାଗିଛନ୍ତି। ଏହି ମର୍ମରେ ସେ ଗୁରୁବାର ସକାଳେ ଜାପାନର ସମୁଦ୍ରରେ ପୁଣି ଏକ କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତି। ଏହାକୁ…

କମେଡି କିଙ୍ଗ୍‌ ସୋସିଆଲ ମିଡ଼ିଆରେ ଅପଲୋଡ୍‌ କଲେ ୨୮ ବର୍ଷ ତଳର ପୁରୁଣା ଫଟୋ…

ମୁମ୍ବାଇ, ୨୭।୧ : ସେଲିବ୍ରିଟିମାନଙ୍କ ଜୀବନ ବିଷୟରେ ଜାଣିବା ପାଇଁ ପ୍ରଶଂସକମାନଙ୍କ ମଧ୍ୟରେ ସାଧାରଣତଃ ଉତ୍ସାହ ଦେଖିବାକୁ ମିଳିଥାଏ। ପ୍ରଶଂସକମାନେ ସେମାନଙ୍କର ପ୍ରିୟ ତାରକାଙ୍କ ଜୀବନଶୈଳୀ ବିଷୟରେ ଜାଣିବାକୁ ଆଗ୍ରହ ପ୍ରକାଶ କରିଥାନ୍ତି। ଏପରି ପରିସ୍ଥିତିରେ, ଯଦି ସେମାନଙ୍କର ପିଲାଦିନର ପୁରୁଣା…

ପୁଷ୍ପା ଷ୍ଟାଇଲ୍‌ରେ ଖୁସି ମନାଇଲେ ବ୍ରାଭୋ, ଭିଡିଓ ଦେଖିଲେ…

ନୂଆଦିଲ୍ଲୀ,୨୭।୧: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ତାରକା ଆଲ୍ଲୁ ଅର୍ଜୁନଙ୍କ ଫିଲ୍ମ ‘ପୁଷ୍ପା’ ରୋଜଗାରରେ ନୂଆ ରେକର୍ଡ କରିଛି। ଚଳଚ୍ଚିତ୍ରରେ ଅଭିନୟ ଏବଂ ନୃତ୍ୟ ଶୈଳୀକୁ ବେଶ ପସନ୍ଦ କରାଯାଉଛି। ଏହାକୁ ନେଇ କ୍ରେଜ୍‌ ଏତେ ଯେ ପ୍ରଥମେ ସୋସିଆଲ ମିଡିଆରେ ଖେଳାଳିମାନେ…

ଭାଇଜାନ୍‌ଙ୍କ ପିଲାଦିନର ଶର୍ଟଲେସ୍‌ ଫଟୋ ସୋସିଆଲ ମିଡ଼ିଆରେ ଭାଇରାଲ…

ମୁମ୍ବାଇ, ୨୭।୧ : ସମ୍ପ୍ରତି ବଲିଉଡ ଅଭିନେତା ଭାଇଜାନ୍‌ ସଲମାନ୍‌ ଖାଁଙ୍କର ସୁନ୍ଦର ପିଲାଦିନର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ ଫଟୋରେ ଭାଇଜାନ୍‌ଙ୍କୁ ଚିହ୍ନବା ପ୍ରଶଂସକଙ୍କ ପାଇଁ କଷ୍ଟକର ହେଉଥିବାବେଳେ କେହି କେହି ଏହି ସୁନ୍ଦର ଫଟେରକୁ…

ଅଳ୍ପସଂଖ୍ୟକଙ୍କ ଧାର୍ମିକ ସ୍ଥଳକୁ ଟାର୍ଗେଟ୍‌, ବୈଜ୍ଞାନିକ-କଳାକାର-ଲେଖକ ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ଚିଠି…

ବେଙ୍ଗାଲୁରୁ, ୨୭।୧ : କର୍ନାଟକରେ ଅଳ୍ପସଂଖ୍ୟକଙ୍କ ଧାର୍ମିକ ସ୍ଥଳକୁ ଟାର୍ଗେଟ୍‌ କରାଯାଉଛି। ଏସବୁ ଧାର୍ମିକସ୍ଥଳ ଉପରେ ଲଊଗାତାର ଆକ୍ରମଣ ବୃଦ୍ଧି ପାଉଛି। ଏନେଇ ୩୭ ଜଣ ବୈଜ୍ଞାନିକ, ପରିବେଶ୍‌ବିତ୍‌, କଳାକାର ଏବଂ ଲେଖକ ରାଜ୍ୟ ମୁଖ୍ୟମନ୍ତ୍ରୀ ବସବରାଜ ବୋମ୍ମାଇଙ୍କୁ ଚିଠି ଲେଖିଛନ୍ତି।…

ଗୁଲାମ ନବି ଆଜାଦଙ୍କ ପଦ୍ମ ସମ୍ମାନକୁ ନେଇ କଂଗ୍ରେସରେ ତିକ୍ତତା

ନୂଆଦିଲ୍ଲୀ,୨୭ ।୧: କଂଗ୍ରେସର ବରିଷ୍ଠ ନେତା ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବି ଆଜାଦଙ୍କୁ ମିଳିବ ପଦ୍ମ ଭୂଷଣ ସମ୍ମାନ । ଏହା ଘୋଷଣା ହେବା ପରେ ଏବେ କଗ୍ରେସରେ ତିକ୍ତତା ଆରମ୍ଭ ହୋଇଛି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟରାମ…

କଂଗ୍ରେସକୁ ଘାରିଛି ଘର କଳି ଚିନ୍ତା, ପଞ୍ଜାବ-ଉତ୍ତରାଖଣ୍ଡରେ ଅବୁଝାଙ୍କୁ ବୁଝାଇବା ଜାରି…

ନୂଆଦିଲ୍ଲୀ, ୨୭।୧ : ଆଗକୁ ପଞ୍ଜାବ ଏବଂ ଉତ୍ତରାଖଣ୍ଡରେ ବିଧାନସଭା ନିର୍ବାଚନ। ତେବେ ଏହି ଦୁଇରାଜ୍ୟରେ ଘର କଳି ଯୋଗୁ କଂଗ୍ରେସର ଚିନ୍ତା ବଢ଼ିବାରେ ଲାଗିଛି। ଟିକଟ ବଣ୍ଟନ ଉପରେ ଦଳୀୟ ସଦସ୍ୟଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି। ଦଳର ହାଇକମାଣ୍ଡ…

ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ସିରିଜ୍‌ ପାଇଁ ଭାରତୀୟ ସ୍କ୍ବାର୍ଡ ଘୋଷଣା: ଫେରିଲେ ରୋହିତ, ବୁମ୍‌ରା-ଶାମି ବାଦ୍‌

ନୂଆଦିଲ୍ଲୀ,୨୭।୧: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ଓ ଟି-୨୦ ସିରିଜ ପାଇଁ ବୁଧବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ଅଧିନାୟକ ଭାବେ ରୋହିତ ଶର୍ମା ଉଭୟ ସିରିଜ ପାଇଁ ଦଳକୁ ଫେରିଛନ୍ତି। ସେହିପରି ବିରାଟ କୋହଲି ଦୁଇଟି ଯାକ ସିରିଜ ପାଇଁ…

କାନାଡାରେ ଓମିକ୍ରନ୍ ସବ ଭାରିଏଣ୍ଟ ଦ୍ୱାରା ୫୧ ସଂକ୍ରମିତ

ଓଟାୱା,୨୭ ।୧: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଏବେ ସାରା ବିଶ୍ୱରେ ଦୃତ ଗତିରେ ମାଡି ଚାଲିଛି । ଏବେ ଏହା ଅନେକ ଦେଶରେ ପିକ୍‌ରେ ରହିଛି । ଇତିମଧ୍ୟରେ କାନାଡା ସ୍ଥାନୀୟ ମିଡିଆର ସୂଚନା ଅନୁଯାୟୀ, ସେଠାରେ ଓମିକ୍ରନର ସବଭାରିଏଣ୍ଟ(ଉପବଂଶ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?