ଦାରିଙ୍ଗବାଡିରେ ବିଧାନସଭା ଷ୍ଟାଣ୍ଡିଂ କମିଟି: କଫି ବଗିଚାର ବିକାଶ ସହ ଡାକ୍ତର ପଦବୀକୁ ଗୁରୁତ୍ୱ
ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ)-କନ୍ଧମାଳ ଜିଲାକୁ ଓଡିଶା ବିଧାନସଭାର ଷ୍ଟାଣ୍ଡିଂ କମିଟି ପ୍ରତିନିଧି ଦଳ ଗସ୍ତ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୮ ଜଣିଆ ପ୍ରତିନିଧି ଦଳ ଦାରିଙ୍ଗବାଡି ଗସ୍ତ କରିଛନ୍ତି। ସେମାନେ ଶୁକ୍ରବାର ସକାଳ ସମୟରେ କଫି ବଗିଚା ପରିଦର୍ଶନରେ…
ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିଥିଲେ ସ୍ବାମୀ: ଏବେ ମିଳିଲା ବଡ଼ ଦଣ୍ଡ
ଖୋର୍ଦ୍ଧା,୩୦।୫(ପ୍ରଭାତ ପାଣିଗ୍ରାହୀ): ପତ୍ନୀହନ୍ତା ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ। ଏହି ମାମଲାର ବିଚାର କରି ଖୋର୍ଦ୍ଧା ପ୍ରଥମ ଅତିରିକ୍ତ ଜିଲା ଦୌରାଜଜ(ଏଡିଜେ-୧) ରଞ୍ଜୁଲତା ଲେଙ୍କାଙ୍କ ଅଭିଯୁକ୍ତ ସ୍ବାମୀ ଦୀପ୍ତିମାନ ସାହୁଙ୍କୁ ଦଫା ୩୦୨ରେ ଆଜୀବନ କାରାଦଣ୍ଡ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହିତ ୧୦ହଜାର ଟଙ୍କା…
ଛିଣ୍ଡିଲା ରେଳ ଧାରଣା: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଟ୍ରେନ
କେସିଙ୍ଗା,୩୦।୫(ତୁମେଶ୍ବର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନର ଏକ ନମ୍ବର ପ୍ଲାଟଫର୍ମରେ ରେଳ ଧାରଣା ଛିଣ୍ଡି ଯାଇଛି। ଦୁର୍ଭାଗ୍ୟବଶତଃ କୌଣସି ଦ୍ରୁତଗାମୀ ମାଲବାହୀ ଟ୍ରେନର କିଛି ବି କ୍ଷୟକ୍ଷତି ହୋଇ ନ ଥିବାର ଜଣାପଡ଼ିଛି। ଷ୍ଟେଶନର ଏକ…
ବରଗଡ଼ ପ୍ରଶାସନର ନିଆରା କାର୍ଯ୍ୟକ୍ରମ: ସହରରେ ଖୋଲିଲା ଗାଁ ଆମ୍ବ ପସରା
ବରଗଡ଼,୩୦।୫ ପ୍ରେମାନନ୍ଦ ଖମାରୀ): ବରଗଡ଼ ପ୍ରଶାସନ ପକ୍ଷରୁ ଏକ ନିଆରା କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ଆମ୍ବ ପସରା, ଏକ ପଦକ୍ଷେପ ଯାହାର ଉଦ୍ଦେଶ୍ୟ ଗ୍ରାମାଞ୍ଚଳରେ ବସବାସ କରୁଥିବା ଆମ୍ବ ଚାଷୀ ମାନଙ୍କୁ କିପରି ଭାବରେ ପ୍ରୋତ୍ସାହନ ଦେଇ ସେମାନଙ୍କ ଆମ୍ବର ଉଚିତ…
ମୋଦି ପ୍ରଥମେ ନିଜ ସ୍ତ୍ରୀଙ୍କୁ ସିନ୍ଦୂର ଦିଅନ୍ତୁ: କାହିଁକି ଏମିତି କହିଲେ ମମତା
କୋଲକାତା,୩୦।୫: ‘ଅପରେଶନ ସିନ୍ଦୂର’ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜନୈତିକ ଫାଇଦା ହାସଲ କରିବାକୁ ଚେଷ୍ଟା କରୁଛନ୍ତି ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ତୃଣମୂଳ କଂଗ୍ରେସ (ଟିଏମ୍ସି) ଆସନ୍ତାକାଲି ନିର୍ବାଚନ ହେଲେ ମଧ୍ୟ ଲଢିବାକୁ…
ଶିକାରୀ ଗୁଳିରେ ଚାଲିଗଲା ଆଦିବାସୀ ଯୁବକଙ୍କ ଜୀବନ
ନୟାଗଡ଼,୩୦।୫(ଲୋକନାଥ ମିଶ୍ର):ନୟାଗଡ଼ ବନଖଣ୍ଡ ପଂଚରିଡା ରେଞ୍ଜ ଗୋଛା ସରନଖିତ ଜଙ୍ଗଲରେ ଶିକାରୀ ଗୁଳିରେ ଜଣେ ଆଦିବାସୀ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ନାଁ ସୂର୍ଯ୍ୟମଣି ପ୍ରଧାନ (୪୨)। ଘର ଶରଣକୁଳ ଥାନାର ଗୋଛା ଗାଁରେ। ସୂର୍ଯ୍ୟମଣି ଗୁରୁବାର ବିଳମ୍ବିତ ରାତିରେ ଗୋଛା…
ହାଇକୋର୍ଟ ଯିବେ ପୁଞ୍ଜିଲାଲ: ପୁଅ ସହ କଲେ ଆଲୋଚନା
ବଲାଙ୍ଗୀର,୩୦ା୫(ବୀରେନ୍ଦ୍ର କୁମାର ଝାଙ୍କର):ସାରା ଦେଶରେ ହଇଚଇ ସୃଷ୍ଟି କରିଥିବା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ପୁଞ୍ଜିଲାଲ ମେହେର ହାଇକୋର୍ଟ ଯିବାକୁ ମନସ୍ଥ କରିଥିବା ଜଣାପଡିଛି। ବୁଧବାର ପାଟଣାଗଡ ଏଡିଜେ ଏହି ଚର୍ଚ୍ଚିତ ମାମଲାରେ ତାଙ୍କୁ…
ହୋଟେଲ ମାଲିକଙ୍କ ଘରୁ ୧୦ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ପୋଛିନେଲେ ଚୋର: ଧରିପାରୁନି ପୋଲିସ
ରାୟଗଡ଼ା,୩୦।୫(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରର ନିୟୁ କଲୋନୀରେ ରହୁଥିବା ହୋଟେଲ କୈଳାଶର ମାଲିକ ସୁବ୍ରତ ପତିଙ୍କ ଘରେ ଗୁରୁବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣରେ ଚୋରି ହୋଇଛି। ସେ ତାଙ୍କ ମା’ ନିଶାମଣିଙ୍କ ସହ ଆଗ ଘରେ ରହୁଥିବାବେଳେ…
ଭାଙ୍ଗି ପଡ଼ିଲେ ପଞ୍ଜାବ ମାଲିକାଣୀ: ଦେଲେ ଏମିତି ପ୍ରତିକ୍ରିୟା
ନୂଆଦିଲ୍ଲୀ,୩୦।୫: IPL କ୍ୱାଲିଫାୟର-୧ରେ, ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପଞ୍ଜାବ କିଙ୍ଗସକୁ ୮ ଉଇକେଟରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ଏହି ମ୍ୟାଚରେ ପଞ୍ଜାବର ପ୍ରଦର୍ଶନ ନିରାଶାଜନକ ଥିଲା। ଏହାଦେଖି ଦଳର ସହ-ମାଲିକ ପ୍ରୀତି ଜିଣ୍ଟା ବହୁତ ନିରାଶ ହୋଇଥିଲେ। ତାଙ୍କର…
ଏହି ଟିମ୍ ହେବ ଆଇପିଏଲ୍ ଚାମ୍ପିୟନ: ବଡ଼ ଭବିଷ୍ୟବାଣୀ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଲେ ଏହି କ୍ରିକେଟର୍
ନୂଆଦିଲ୍ଲୀ,୩୦।୫: IPL 2025ର ପ୍ଲେଅଫରେ ପହଞ୍ଚିଥିବା ୪ଟି ଦଳ ହେଉଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ, ପଞ୍ଜାବ କିଙ୍ଗସ, ଗୁଜରାଟ ଟାଇଟାନ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏମାନଙ୍କ ମଧ୍ୟରୁ ବେଙ୍ଗାଲୁର ଏବଂ ପଞ୍ଜାବ କେବେ ଇଣ୍ଡିଆନ ପ୍ରିମିୟର ଲିଗ ଟାଇଟଲ ଜିତି ନାହାଁନ୍ତି।…
ଦାରିଙ୍ଗବାଡିକୁ ଏନଏସି ଘୋଷଣା ପାଇଁ ଦାବି: ଅଣ୍ଟାଭିଡ଼ିଲେ ଭାଜପା ଯୁବନେତା
ଦାରିଙ୍ଗବାଡି, ୩୦।୫(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ରାଜ୍ୟର ପ୍ରମୁଖ ପର୍ଯ୍ୟଟନକ୍ଷେତ୍ର ପାଇଁ ଜଣାଶୁଣା। ଏଠାକାର ଜଳବାୟୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି। ତେଣୁ ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ର ସମେତ ଜିଲାର ସମସ୍ତ ପର୍ଯ୍ୟଟନକ୍ଷେତ୍ରର ବିକାଶ ସହ ଦାରିଙ୍ଗବାଡିକୁ ଏନଏସି ଘୋଷଣା କରାଯିବା ପାଇଁ ଦାରିଙ୍ଗବାଡିର…
ବିଧାୟିକାଙ୍କ ଉଦ୍ଘାଟନକୁ ଭାଜପା କାଉନ୍ସିଲରଙ୍କ ବିରୋଧ
ପଦ୍ମପୁର,୩୦।୫(ପ୍ରଦୀପ୍ତ ଦାଶ): ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ବିଜ୍ଞାପିତ ପରିଷଦ ଦ୍ୱାରା ନିର୍ମିତ ପଦ୍ମପୁରର ଆଧୁନିକ ଶ୍ମଶାନଘାଟ ଓ ଆମ୍ବେଦକର ଛକର ସୌନ୍ଦର୍ଯ୍ୟକରଣକୁ କେତେକ ଦଳୀୟ କର୍ମୀଙ୍କୁ ନେଇ ଉଦ୍ଘାଟନ କରିଥିଲେ। ଏନଏସି ନିର୍ବାହୀ ଅଧିକାରୀଙ୍କ ବିନା ଉପସ୍ଥିତିରେ ଏହି…
Archives


