Home

ବିବାହରେ ପ୍ରଦାନ କରାଯାଇଥିବା ଗହଣା ୭ ବର୍ଷ ପାଇଁ ସ୍ତ୍ରୀଙ୍କ ନାମରେ ରହୁ…

ନୂଆଦିଲ୍ଲୀ,୬।୧୨: ଯୌତୁକ ଭଳି ସାମାଜିକ ଅପରାଧକୁ ରୋକିବା ପାଇଁ ବିବାହରେ ପ୍ରଦାନ କରାଯାଇଥିବା ଗହଣା ୭ ବର୍ଷ ପାଇଁ ସ୍ତ୍ରୀଙ୍କ ନାମରେ ରହୁ ବୋଲି ଏକ ଆବେଦନ ସୁପ୍ରିମ୍‌କୋର୍ଟରେ ଦାଖଲ କରାଯାଇଛି। ସୋମବାର ଏହା ଉପରେ ଶୁଣାଣି କରି ଶୀର୍ଷକୋର୍ଟ ବିଧି…

ପ୍ରିୟଙ୍କାଙ୍କ ପରେ ଥରୁର ସଂସଦ ଟିଭି ଶୋ’ରୁ ଓହରିଲେ

ନୂଆଦିଲ୍ଲୀ,୬।୧୨: ଶିବସେନା ଏମ୍‌ପି ପ୍ରିୟଙ୍କା ଚତୁର୍ବେଦୀଙ୍କ ପରେ କଂଗ୍ରେସ ଏମ୍‌ପି ଶଶି ଥରୁରୁ ସଂସଦ ଟିଭି ହୋଷ୍ଠ ପଦବୀରୁ ଓହରି ଯାଇଛନ୍ତି। ଟକ ଶୋ’ ‘ଟୁ ଦି ପଏଣ୍ଟ’ହୋଷ୍ଟ ପଦବୀରୁ ସେ ସୋମବାର ଇସ୍ତଫା ଦେଇଥିବା ନେଇ ଘୋଷଣା କରିଛନ୍ତି। ରାଜ୍ୟ…

ପିଜ୍ଜା ଡେ’ରେ ଗୁଗଲ୍‌ ପକ୍ଷରୁ ସ୍ବତନ୍ତ୍ର ଡୁଡଲ୍ସ

ଗୁଗଲ ସର୍ବଦା ଅନେକ ବଡ଼ ଉତ୍ସବକୁ ଏକ ବିଶେଷ ଉପାୟରେ ପାଳନ କରିଥାଏ। ଉତ୍ସବ ସହିତ, ଗୁଗଲ ଡୁଡଲ୍ସ ମାଧ୍ୟମରେ ସେହି ଦିନର ଇତିହାସ ବିଷୟରେ ସୂଚନା ଦେଇଥାଏ। ଆଜି ଗୁଗୁଲ ପିଜ୍ଜା ଦିବସ ପାଳନ କରୁଛି । ୨୦୦୭ ମସିହାରେ…

ସ୍ପୁଟନିକ ସିଙ୍ଗଲ ଡୋଜ ଭ୍ୟାକ୍ସିନକୁ ମଞ୍ଜୁରୀ ଦେଲା ଆର୍ଜେଣ୍ଟିନା

ବୁନୋସ ଏରିସ,୬ ।୧୨: କରୋନା ମହାମାରୀକୁ ଦୂରେଇ ଦେବାକୁ ଆର୍ଜେଣ୍ଟିନା ରୁଷିଆ ଦ୍ୱାରା ପ୍ରସ୍ତୁତ ସ୍ପୁଟନିକ ଲାଇଟ୍ ଭ୍ୟାକ୍ସିନକୁ ବ୍ୟବହାର ଲାଗି ମଞ୍ଜୁରୀ ପ୍ରଦାନ କରିଛି । ଏହାପରେ ଏହାକୁ ବୁଷ୍ଟର ଶଟ୍ କିମ୍ବା ଭ୍ୟାକ୍ସିନ ଡୋଜ ଭାବେ ବ୍ୟବହାର କରାଯାଇ…

ଝିଅଙ୍କୁ ପ୍ରଭାବିତ କରିବା ପାଇଁ ଷ୍ଟଣ୍ଟ କରୁଥିଲେ ଯୁବକ, ଘଟିଲା ଏମିତି: ଦେଖନ୍ତୁ ଭିଡିଓ

ସୋସିଆଲ ମିଡିଆରେ ଅନେକ ବାଇକ ଷ୍ଟଣ୍ଟ ଭିଡିଓ ଭାଇରାଲ୍‌ ହେଉଛି। ଅନେକ ଥର ପୁଅମାନେ ଝିଅମାନଙ୍କୁ ପ୍ରଭାବିତ କରିବା ପାଇଁ ବିପଜ୍ଜନକ ଷ୍ଟଣ୍ଟ କରନ୍ତି। ଆଜିକାଲି ସୋସିଆଲ ମିଡିଆରେ ଏପରି ଏକ ହୃଦୟଥରା ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓରେ ଜଣେ…

ନେପାଳରେ ପଶିଲା ଓମିକ୍ରନ

କାଠମାଣ୍ଡୁ,୬ା୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ନେପାଳରେ ପହଞ୍ଚିଛି। କଏଠାରେ ୨ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ବର୍ତ୍ତମାନ ସୁଦ୍ଧା ଏ ସମ୍ପର୍କରେ ଆଉ କୌଣସି ସୂଚନା ପ୍ରକାଶ କରାଯାଇ ନାହିଁ। ଭାରତ ସମେତ ୩୦ରୁ ଅଧିକ ଦେଶ ଏହି ନୂଆ ଭାରିଆଣ୍ଟର…

ମାସେ ମଧ୍ୟରେ ଏସ୍‌ଆଇଟି ଯାଞ୍ଚ୍‌ ଶେଷ ହେବ…

ନୂଆଦିଲ୍ଲୀ,୬।୧୨: ନାଗାଲାଣ୍ଡରେ ସୁରକ୍ଷାକର୍ମୀଙ୍କ ଦ୍ୱାରା କରାଯାଇ ଯାଇଥିବା ଫାୟାରିଂ ଘଟଣା ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସୋମବାର ଲୋକ ସଭାରେ ବକ୍ତବ୍ୟ ରଖିଛନ୍ତି। ମାସେ ମଧ୍ୟରେ ଏହି ମାମଲାର ଯାଞ୍‌ ଏସ୍‌ଆଇଟି ଦ୍ୱାରା ଶେଷ ହେବ ବୋଲି ସେ ସୂଚନା ଦେଇଛନ୍ତି।…

ଜିତିଲା ଭାରତ, ସେଲିବ୍ରେଶନ କଲେ ଦୁଇ ଦଳର ଖେଳାଳି

ମୁମ୍ବାଇ,୬।୧୨: ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ରେ ଟିମ ଇଣ୍ଡିଆ ଚମତ୍କାର ପ୍ରଦର୍ଶନ କରିଛି। ସୋମବାର ଦଳ ଦ୍ୱିତୀୟ ଟେଷ୍ଟର ଚତୁର୍ଥ ଦିନରେ ନ୍ୟୁଜିଲାଣ୍ଡକୁ ୩୭୨ ରନ୍‌ରେ ପରାସ୍ତ କରିଛି। ଏହା ସହ ଦଳ ୨ ମ୍ୟାଚ ବିଶିଷ୍ଟ ସିରିଜକୁ ୧-୦ରେ ଜିତିଛି।…

ଆତଙ୍କବାଦୀ ସଂଗଠନ ପକ୍ଷରୁ ଧମକ ଭରା ପୋଷ୍ଟର ଜାରି…

ଶ୍ରୀନଗର,୬।୧୨: ଜମ୍ମୁ-କଶ୍ମୀରରେ ଗଜନାଭି ଫୋର୍ସ ନାମକ ଆତଙ୍କବାଦୀ ସଂଗଠନର ପକ୍ଷରୁ ଦୁଇଟି ପୋଷ୍ଟର କାଶ୍ମୀରର ରାଜୌରୀର ଥାନାମାଣ୍ଡିର ଆଜମତାବାଦ ଅଞ୍ଚଳରେ ଲଗାଯାଇଛି। ପ୍ରକାଶ ପାଇଛି। ଆଜମାତାବାଦର କାନ୍ଥରେ ଉଭୟ ପୋଷ୍ଟର ଲଗାଯାଇଥିଲା। ଏହି ପୋଷ୍ଟରଗୁଡିକରେ, ଭାରତୀୟ ସେନା ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନର ଧମକ…

କଦଳୀ, ମକା, ଡାଳିମ୍ବ ଆଉ ବାଉଁଶରୁ ପ୍ରସ୍ତୁତ ହେଉଛି ଡ୍ରେସ୍‌, ଜାଣନ୍ତୁ କିପରି

ଗାନ୍ଧିନଗର,୬ା୧୨: କଦଳୀ, ମକା, ଡାଳିମ୍ବ ଏବଂ ବାଉଁଶରୁ ଡ୍ରେସ୍‌ ପ୍ରସ୍ତୁତ ହେବାର କେବେ ଶୁଣିଛନ୍ତି? ଗୁଜରାଟର ସୁରଟରେ ୩ ଦିବସୀୟ ଆୟୋଜିତ ଏକ ବାଣିଜ୍ୟ ମେଳାରେ କଦଳୀ, ମକା, ଡାଳିମ୍ବ ଏବଂ ବାଉଁଶରୁ ଡ୍ରେସ୍‌ ତିଆରି କରାଯାଇଥିବା ପ୍ରଦର୍ଶିତ ହୋଇଛି। ସୁରଟର…

ନମ୍ବର ୧ ହେଲା ଭାରତ

ନୂଆଦିଲ୍ଲୀ,୬।୧୨: ଭାରତୀୟ ଦଳ ପୁଣି ଥରେ ଟେଷ୍ଟ ର଼୍ୟାଙ୍କିଙ୍ଗର ଶୀର୍ଷ ସ୍ଥାନ ଅଧିକାର କରିଛି। ମୁମ୍ବାଇ ଟେଷ୍ଟ ଜିତିବା ସହିତ ଟିମ ଇଣ୍ଡିଆ ମଧ୍ୟ ସର୍ବଶେଷ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗରେ ପ୍ରଥମ ସ୍ଥାନକୁ ଉନ୍ନୀତ ହୋଇଛି। ଭାରତୀୟ ଦଳ ବର୍ତ୍ତମାନ ୧୨୪…

ପ୍ରେମ ମାନେ ନା ବାଧା ବନ୍ଧନ, ରାଜସ୍ଥାନ ସୀମାରେ ଧରାପଡ଼ିଲା ପାକିସ୍ତାନୀ ପ୍ରେମିକ…

ଜୟପୁର,୬।୧୨: କଥାରେ ଅଛି ପ୍ରେମ ବାଧା ବନ୍ଧନ ମାନେ ନା। ଏହାର ସଦ୍ୟତମ ଉଦାହରଣ ରାଜସ୍ଥାନ ସୀମାରେ ଦେଖିବାକୁ ମିଳିଛି। ଜଣେ ପାକିସ୍ତାନୀ ଯୁବକ ସୀମାର ଶ୍ରୀ ଗଙ୍ଗା ନଗରଠାରେ ଭାରତରେ ଅନୁପ୍ରବେଶ କରୁଥିବାବେଳେ ବିଏସ୍‌ଏଫ୍‌ ହାତରେ ଧରା ପଡ଼ିଛନ୍ତି। ସୂତ୍ରରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri