Home

ପାଣିରେ ପଡ଼ିଛି ପାଚିଲା ଧାନ

ଖୋର୍ଦ୍ଧା ଅଫିସ/ବାଲୁଗାଁ/ଟାଙ୍ଗୀ,୬ା୧୨ (ଡି.ଏନ.ଏ.): ‘ଜଓ୍ବାଦ’ ପ୍ରଭାବରେ ଲଗାଣ ବର୍ଷା ଯୋଗୁ ପାଚିଲା ଧାନ ବିଲରେ ମିଶିଯାଇଛି। ଫଳରେ ବର୍ଷକର ଦାନାପାଣି ଉଜୁଡ଼ିବା ଆଶଙ୍କାରେ ଚାଷୀମାନେ ଚିନ୍ତାରେ ପଡ଼ିଛନ୍ତି। ଖୋର୍ଦ୍ଧା ଜିଲା ଅନ୍ତର୍ଗତ ବେଗୁନିଆ, ବୋଲଗଡ଼, ଖୋର୍ଦ୍ଧା, ଟାଙ୍ଗୀ, ଚିଲିକା, ବାଣପୁର, ଜଟଣୀ,…

ଜୟନ୍ତଙ୍କ ମ୍ୟାଜିକ୍‌: ନ୍ୟୁଜିଲାଣ୍ଡକୁ ଧୂଳି ଚଟେଇଲା ଭାରତ

ମୁମ୍ବାଇ,୬।୧୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ସିରିଜର ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚରେ ଭାରତ ବୃହତ୍‌ ବିଜୟ ହାସଲ କରିଛି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଭାରତ ନ୍ୟୁଜିଲାଣ୍ଡକୁ ୩୭୨ ରନ୍‌ରେ ପରାସ୍ତ କରିଛି। ଫଳରେ…

୧୦୦୦ କାର୍ଡଧାରୀ ରାଶନ ସାମଗ୍ରୀରୁ ବଞ୍ଚିତ

ରସୁଲପୁର,୬ା୧୨(ଡି.ଏନ.ଏ.): ରସୁଲପୁର ବ୍ଲକରେ ୧୦୦୦ରୁ ଊର୍ଦ୍ଧ୍ୱ ରାଶନକାର୍ଡଧାରୀ ସାମଗ୍ରୀ ପାଇବାରୁ ବଞ୍ଚିତ ହୋଇଛନ୍ତି। ହିତାଧିକାରୀଙ୍କ ନାମ ଏକାଧିକ କାର୍ଡରେ ରହିଥିବାରୁ ସେମାନଙ୍କ କାର୍ଡ ବାତିଲ କରି ଦିଆଯାଇଛି। ଏହି ବର୍ଗରେ ଆସୁଥିବା କାର୍ଡଧାରୀଙ୍କ ରାଶନ ସାମଗ୍ରୀ ରିଟେଲରଙ୍କ କୋଟାରୁ କାଟି ଦିଆଯାଇଛି।…

୨୧ ଛୁଇଁଲା ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୬।୧୨: ଦେଶରେ କରୋନାର ନୂତନ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଇତିମଧ୍ୟରେ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶରେ ୨୧ ଜଣ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ମହାରାଷ୍ଟ୍ର, ରାଜସ୍ଥାନ ଏବଂ ଦିଲ୍ଲୀରୁ ଏସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ମହାରାଷ୍ଟ୍ରରୁ ପିମ୍ପିରିରୁ…

ଅମଳ କମିବ, ଆୟ ପ୍ରଭାବିତ ହେବ

ରସୁଲପୁର,୬ା୧୨(ଡି.ଏନ.ଏ.): ବାତ୍ୟା ଜଓ୍ବାଦ ବିପଦ ଟଳିଥିବାରୁ ରସୁଲପୁର ବ୍ଲକ ଅଞ୍ଚଳରେ ପବନ ବେଗ କମ ପରିଲକ୍ଷିତ ହୋଇଛି। ଫଳରେ ମଞ୍ଚା ଜାତୀୟ ଫସଲ ବିଶେଷକରି ପାନବରଜ ଚାଷୀଙ୍କ ପାଇଁ ଆଶ୍ୱସ୍ତି ଆଣି ଦେଇଛି। ହେଲେ ପରିବା ଫସଲ କିଆରିରେ ବର୍ଷା ଜଳ…

ତୁହାକୁତୁହା ବର୍ଷା, ଚାଷୀ ଆଖିରେ ଲୁହ

କେନ୍ଦ୍ରାପଡ଼ା ଅଫିସ,୬ା୧୨: କେନ୍ଦ୍ରାପଡ଼ା ଜିଲାରେ ଗତ ଦୁଇଦିନ ଧରି ଝିପିଝିପି ବର୍ଷା ହେଉଥିଲା। ରବିବାର ସକାଳଠାରୁ ବାତ୍ୟା ଜଓ୍ବାଦ ପ୍ରଭାବରେ ତୁହାକୁ ତୁହା ବର୍ଷା ହେଉଛି। ସକାଳ ୮ଟା ସୁଦ୍ଧା ଜିଲାରେ ମୋଟ ୪୩୪ ମିଲିମିଟର ବର୍ଷା ହୋଇଛି; ଯାହା ଚାଷୀଙ୍କ…

ଦାଉ ସାଧିଲା ବାତ୍ୟା ‘ଜଓ୍ବାଦ’

ଜଗତ୍‌ସିଂହପୁର ଅଫିସ/ପାରାଦୀପ/ ଏରସମା/ତିର୍ତ୍ତୋଲ/ରଘୁନାଥପୁର/ ନାଉଗାଁ,୬ା୧୨(ସ୍ବ.ପ୍ର./ଡି.ଏନ୍‌.ଏ.): ବାତ୍ୟା ‘ଜୱାଦ’ ପ୍ରଭାବରେ ଜଗତ୍‌ସିଂହପୁର ଜିଲାରେ ହାରାହାରି ବର୍ଷା ୧୧୪.୩୭୫ ମିଲିମିଟର ରେକର୍ଡ ହୋଇଛି। ଅପରାହ୍ନ ୪ଟା ମଧ୍ୟରେ ଜଗତ୍‌ସିଂହପୁର ପୌରାଞ୍ଚଳର ଓ ବ୍ଲକ ଅଞ୍ଚଳରେ ୭୧ ମିମି, ବିରିଡ଼ି ୧୯, ରଘୁନାଥପୁର ୮୫, ବାଲିକୁଦା…

ପଡ଼ିଆରେ ଅମ୍ପାୟାର୍‌ଙ୍କ ଏଭଳି ଶୈଳୀ ଦେଖି ସମସ୍ତେ ଆଶ୍ଚର୍ଯ୍ୟ: ଦେଖନ୍ତୁ ଭିଡିଓ

ମୁମ୍ବାଇ,୬।୧୨: ମ୍ୟାଚ୍‌ରେ ଅମ୍ପାୟାରିଂ କରିବା ପ୍ରକୃତରେ ଏକ କଷ୍ଟକର କାର୍ଯ୍ୟ। ଅନ-ଫିଲ୍ଡ କିଛି ସେକେଣ୍ଡ ମଧ୍ୟରେ ଅମ୍ପାୟାରଙ୍କୁ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିଥାଏ। ଏହି ନିଷ୍ପତ୍ତି ସମ୍ପୂର୍ଣ୍ଣ ସଠିକତା ସହିତ ନିଆଯିବା ଆବଶ୍ୟକ, କାରଣ ଗୋଟିଏ ଭୁଲ କଲ ସମଗ୍ର…

ଫସଲ ନଷ୍ଟରୁ ଚାଷୀ ଆତ୍ମହତ୍ୟା

ପାତ୍ରପୁର,୬ା୧୨(ଡି.ଏନ.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ଉଲୁମା ଗ୍ରାମର ଜଣେ ଚାଷୀ ରବିବାର କୀଟନାଶକ ପିଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ କୈଳାସ ଶବର (୫୭)। ବାତ୍ୟା ‘ଜଓ୍ବାଦ’ ପ୍ରଭାବରେ ହୋଇଥିବା ଲଗାଣ ବର୍ଷାରେ ଧାନ ଫସଲ ନଷ୍ଟ…

ଉଜୁଡ଼ିଲା ଧାନ, ପରିବା ଫସଲ

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ବାତ୍ୟାର ପ୍ରଭାବ ସବୁଠୁ ଅଧିକ ଜଗତ୍‌ସିଂହପୁର ଜିଲାରେ ପଡ଼ିଛି। ପାରାଦୀପ, ତିର୍ତ୍ତୋଲ, ଏରସମା ଓ ରଘୁନାଥପୁର ବ୍ଲକର ଅନେକ ଅଞ୍ଚଳ ଜଳାର୍ଣ୍ଣବ ହୋଇଯାଇଛି। ତିର୍ତ୍ତୋଲରେ ବ୍ଲକ ଅଧୀନ କଟରା, ଗୋବିନ୍ଦପୁର, ପଟିଲୋ, କନିମୂଳ, ଗୋପାଳପୁର, କନକପୁର, କୋଲର, ସାମନ୍ତରାପୁର, ବିଷନପୁର,…

ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି…

ନୂଆଦିଲ୍ଲୀ,୬।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଏହାଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୩୦୬ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ…

ରାଜ୍ୟରେ ଚାଲୁଛି ୪୯ ଶୀତଳଭଣ୍ଡାର

ଭୁବନେଶ୍ୱର,୬।୧୨(ବ୍ୟୁରୋ): ରାଜ୍ୟରେ ସମୁଦାୟ ୧୩୧ଟି ଶାତଳଭଣ୍ଡାର ପ୍ରତିଷ୍ଠା ହୋଇଛି। ସେଥିରୁ ୨ଟି ଶୀତଳ ଭଣ୍ଡାର ଆଳୁ ମିଶନ ଅଧୀନରେ ହୋଇଛି। ଆଳୁ ମିଶନ ବାବଦରେ ୩୦୨ ଲକ୍ଷ ଟଙ୍କା ଅର୍ଥ ବ୍ୟୟ ହୋଇଛି। ଏତଦ୍‌ ବ୍ୟତୀତ ବିଦ୍ୟୁତ୍‌ ଶୁଳ୍କ ରିହାତି ବାବଦରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri