Home

ଅଭିନେତା ଶାହରୁଖ ଖାନଙ୍କ ପୁଅ ଗିରଫ

ମୁମ୍ବାଇ,୩।୧୦: ପ୍ରସିଦ୍ଧ ଅଭିନେତା ଶାହାରୁଖ ଖାନଙ୍କ ପୁଅ ଆର୍ଯ୍ୟାନ ଶେଷରେ ଗିରଫ ହୋଇଛନ୍ତି। ତାଙ୍କୁ ଏନ୍‌ସିବି ରବିବାର ଗିରଫ କିରଛି। କ୍ରୁଜ୍‌ ରେଭ ପାର୍ଟିରେ ସାମିଲ ହେବା ଅଭିଯୋଗରେ ତାଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଅଟକ ରଖି ପଚରାଉଚରା କରୁଥିଲା। ଆର୍ଯ୍ୟନଙ୍କ…

ହେଡ୍‌ଷ୍ଟାଣ୍ଡ କରି ବାଇକ ଚାଳନା

ବାଇକ୍‌ ଚଳାଇଲାବେଳେ ମୁଣ୍ଡରେ ହେଲ୍‌ମେଟ୍‌ ଲଗାଇବା ସହ ସତର୍କତା ଅବଲମ୍ବନ କରି ଚଳାଇବାକୁ ହୁଏ। କାରଣ ଟିକେ ଏପଟ ସେପଟ ହେଲେ ଦୁର୍ଘଟଣା ହେବାର ଆଶଙ୍କା ଥାଏ। କିନ୍ତୁ ଜଣେ ବ୍ୟକ୍ତି ବାଇକ୍‌କୁ ଏତେ ବିପଜ୍ଜନକଶୈଳୀରେ ଚଳାଉଛନ୍ତି ଯେ, ତାହା ନ…

ପିପିଲି ଉପନିର୍ବାଚନ: ବିଜୟ ମୁହାଁ ବିଜେଡି

ପୁରୀ ଅଫିସ୍‌,୩।୧୦: ପିପିଲି ଉପନିର୍ବାଚନ ଫଳାଫଳ ସ୍ପଷ୍ଟ ହେବାରେ ଲାଗିଛି। ଆଉ ମାତ୍ର କିଛି ଘଣ୍ଟା ମଧ୍ୟରେ ଫଳାଫଳ ଘୋଷଣା ହେବ। ଏପର୍ଯ୍ୟନ୍ତ ୧୫ ରାଉଣ୍ଡ ସୁଦ୍ଧେ ବିଜେଡି ପାର୍ଥୀ ରୁଦ୍ର ମହାରଥୀ ୧୬,୪୪୦ ଖଣ୍ଡ ଭୋଟ୍‌ରେ ଆଗୁଆ ଅଛନ୍ତି। ପିପିଲି…

ସାନିଟାଇଜର୍‌ ଏମିତିବି…

ଏବେ ଆମ ଜୀବନ ସହ ସାନିଟାଇଜର୍‌୍‌ ଓତପ୍ରୋତ ଭାବେ ଜଡ଼ିତ ହୋଇଯାଇଛି। ତେଣୁ ବଜାରରେ ବିଭିନ୍ନ କମ୍ପାନୀର ସାନିଟାଇଜର୍‌ ଉପଲବ୍ଧ ହେଉଛି। ତେବେ ଆବଶ୍ୟକତାକୁ ନଜରରେ ରଖି ଏବେ କିଛି ଭିନ୍ନ ଧରଣର ସାନିଟାଇଜର୍‌ ଓ ସାନିଟାଇଜର୍‌ ଡିସପେନ୍ସର୍‌ ଡିଜାଇନ୍‌ କରାଯାଇଛି,…

ମିଛକୁ ଘୃଣା କରେ: ଶ୍ରଦ୍ଧା ପାଣିଗ୍ରାହୀ

ରିୟାଲିଟି ଶୋ’ ‘ମିଠା ମିଠା ଯୋଡି’ରୁ ଅଭିନୟର ଯାତ୍ରା ଆରମ୍ଭ। ଏହାପରେ ସିରିୟଲ, ମ୍ୟୁଜିକ୍‌ ଭିଡିଓ, ଓ୍ବେବ୍‌ ସିରିଜ୍‌ କରି ସେ ଘରେ ଘରେ ପରିଚିତା। ନିଖୁଣ ଅଭିନୟରେ ଦର୍ଶକଙ୍କ ମନ ଜିଣୁଥିବା ଏଇ ନାୟିକା ଜଣକହେଉଛନ୍ତି ଚୁଲ୍‌ବୁଲି ଶ୍ରଦ୍ଧା ପାଣିଗ୍ରାହୀ।…

ସ୍ତ୍ରୀଙ୍କ ସହ ହେଲା ଝଗଡ଼ା, ରାଗି କି ପ୍ରଧାନଶିକ୍ଷକ ସ୍କୁଲକୁ କଲେ ଏମିତି

ଲକ୍ଷ୍ନୌ,୩ା୧୦: ଉତ୍ତରପ୍ରଦେଶର ହରଦୋଇ ଜିଲାରେ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ଜଣେ ପ୍ରଧାନଶିକ୍ଷକ ଘରେ ସ୍ତ୍ରୀଙ୍କ ସହ ଝଗଡ଼ା କରି ସ୍କୁଲକୁ ନିଜର ଘର କରି ଦେଇଛନ୍ତି। ସେ ସ୍କୁଲ କୋଠରିରେ ବେଡ୍‌ ସହ ଜରୁରୀ ସାମଗ୍ରୀ…

ଡିସ୍‌ପ୍ଲେ ସ୍କ୍ରିନ୍‌ର ବୈଜ୍ଞାନିକ

ଦକ୍ଷିଣ କୋରିଆରେ ଏକାଦିକ୍ରମେ ଦୁଇ ବର୍ଷ ଧରି ଶ୍ରେଷ୍ଠ ବୈଜ୍ଞାନିକ ହେବାର ଗୌରବ ଲାଭ କରିଛନ୍ତି ଓଡ଼ିଆ ଝିଅ ଡ. ରୂପଶ୍ରୀ ରାଗିଣୀ ଦାସ। ଓଡ଼ିଶା କେମିକାଲ୍‌ ସୋସାଇଟି ଓ ଆମେରିକୀୟ ରାସାୟନିକ ସୋସାଇଟିର ଆଜୀବନ ସଦସ୍ୟା ଡ. ଦାସ ୧୯୫୪…

ଧୋନୀଙ୍କୁ ‘କିଙ୍ଗ୍‌ କଙ୍ଗ୍‌’ ଆଖ୍ୟା ଦେଲେ ରବି ଶାସ୍ତ୍ରୀ: ଜାଣନ୍ତୁ କାହିଁକି

ଆବୁଧାବି,୩।୧୦: ଯଦି ଅଧିନାୟକତ୍ୱ ଏକ କଳା, ତେବେ ଏମଏସ ଧୋନୀ ହେଉଛନ୍ତି ବରିଷ୍ଠ କଳାକାର। ଧଳା-ବଲ ଫର୍ମାଟରେ ପ୍ରକୃତରେ ସେ ଏକ ଉଦାହରଣ ସୃଷ୍ଟି କରିଛନ୍ତି। ଯେଉଁମାନେ ତାଙ୍କୁ ଅତି ନିକଟରୁ ଦେଖିଛନ୍ତି, ସେମାନେ ଜାଣିଛନ୍ତି ନେତୃତ୍ୱ ଦୃଷ୍ଟିରୁ ଧୋନୀଙ୍କଠାରୁ ଭଲ…

ସମୁଦ୍ରକୂଳରେ ଶହ ଶହ ମୃତ ପକ୍ଷୀ, ଭୂତାଣୁ ସଂକ୍ରମଣ ଆଶଙ୍କା…

ମସ୍କୋ,୩।୧୦: ରୁଷିଆର ସମୁଦ୍ର କୂଳରେ ଶହ ଶହ ମୃତ ପକ୍ଷୀ ପଡ଼ି ରହିଛନ୍ତି। ସ୍ଥାନୀୟ ଅଜୋଭ ସାଗର କୂଳରେ ଥିବା ଆରାବାଟ୍‌ ସ୍ପିଟ୍‌ରେ ଏତେ ସଂଖ୍ୟକ ମୃତ ପକ୍ଷୀଙ୍କୁ ଦେଖି ପରିବେଶବିତ୍‌ଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ୭୦୦୦ରୁ ଅଧିକ ପକ୍ଷୀଙ୍କ ମୃତ୍ୟୁ…

ଏବେ ଅଲୋଡ଼ା…

ନାଟକ ଦର୍ଶକଙ୍କୁ କେବଳ ମନୋରଞ୍ଜନ ଦିଏ ତା’ନୁହେଁ ବରଂ ସମାଜର ନିଚ୍ଛକ ଛବିକୁ ପ୍ରତିଫଳିତ କରିଥାଏ। ଗୋଷ୍ଠୀଗତ ଜୀବନରେ ଖୁବ୍‌ ପ୍ରଭାବ ପକାଇବା ସହ ଜନଜାଗରଣର ଏକ ବଳିଷ୍ଠ ମାଧ୍ୟମ ରୂପେ କାର୍ଯ୍ୟକରେ। ଓଡ଼ିଶାର ବିଭିନ୍ନ ପୁରପଲ୍ଲୀରେ ଅନୁଷ୍ଠିତ ହେଉଥିବା ନାନାପ୍ରକାର…

ଚେନ୍ନାଇକୁ ଲାଗିଲା ବଡ଼ ଝଟ୍‌କା

ଆବୁଧାବି,୩।୧୦: ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ ୫ଟି ମ୍ୟାଚ ଜିତି ୧୮ ପଏଣ୍ଟ ସହ ପଏଣ୍ଟ ସହ ଟେବୁଲ ଉପରେ ରହିଛି। ପ୍ଲେ ଅଫରେ ସିଏସକେ ମଧ୍ୟ ଏକ ସ୍ଥାନ ସୁରକ୍ଷିତ…

ଦିଦିଙ୍କ ବିଜୟ…

କୋଲକାତା,୩।୧୦: ପଶ୍ଚିମବଙ୍ଗର ଭବାନୀପୁର ବିଧାନସଭା ଆସନରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପ୍ରିୟଙ୍କା ଟିବରେଓ୍ବାଲଙ୍କଠାରୁ ୫୮,୮୩୨ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ପ୍ରିୟଙ୍କା ୨୬,୨୩୦ ଭୋଟ ପାଇଛନ୍ତି। ଏହାକୁ ନେଇ ତୃଣମୂଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri