Home

ଯୁଦ୍ଧର ପଦଧ୍ୱନୀ, ୟୁକ୍ରେନ୍‌ ସୀମାରେ ଲକ୍ଷାଧିକ ରୁଷିଆ ସୈନ୍ୟ…

ମସ୍କୋ, ୨୨।୧ : ରୁଷିଆ ୟୁକ୍ରେନ୍‌ ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧର ପଦଧ୍ୱନୀ ସୃଷ୍ଟି ହେବା ଆରମ୍ଭ ହୋଇଛି। ଏହାକୁ ନେଇ ଅନ୍ତର୍ଜାତୀୟସ୍ତରରେ ଉତ୍ତେଜନା ଦେଖାଦେଇଛି। ଆମେରିକା ଏବଂ ରୁଷିଆ ମଧ୍ୟରେ ହୋଇଥିବା ବୈଠକ ସଫଳ ନ ହେବାରୁ ଏକ ନୂତନ ସଙ୍କଟ…

ଭାଇରାଲ ହେଉଛି ଅଭିନେତ୍ରୀଙ୍କ ବୋଲ୍ଡ ଫଟୋ

ମୁମ୍ବାଇ: ଅଭିନେତ୍ରୀ ନୁସରତ ଜାହାଁ ବ୍ୟାୟାମ କରିବା ପରେ ଥକ୍କା ହୋଇ ଏକ ସ୍କିନ୍‌ ଫିଟ୍‌ ଡ୍ରେସ୍‌ ପିନ୍ଧି ତାଙ୍କ ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ସେ ବୋଲ୍ଡ ଦେଖାଯାଉଛନ୍ତି। ନୁସରତ ଫଟୋଗୁଡ଼ିକୁ ଅନେକ ଲୋକଙ୍କ ସହ ଟ୍ୟାଗ୍‌ ବି…

ନିର୍ବାଚନ ପ୍ରଚାରରେ ଉପହାର ଦେବା ଅବା ପ୍ରତିଶ୍ରୁତି ଲାଞ୍ଚ ସହ ସମାନ, ସୁପ୍ରିମ୍‌କୋର୍ଟରେ ପିଟିଶନ୍‌…

ନୂଆଦିଲ୍ଲୀ, ୨୨।୧ : ନିର୍ବାଚନ ପ୍ରଚାରରେ ଲୋକଙ୍କୁ ଉପହାର ଦେବା ଅବା ନାନା ପ୍ରକାର ଲୋଭନୀୟ ପ୍ରତିଶ୍ରତି ଲାଞ୍ଚ ସହିତ ସମାନ। ଏନେଇ ସୁପ୍ରିମ୍‌କୋର୍ଟରେ ଏକ ପିଟିଶନ୍‌ ଦାଖଲ କରାଯାଇଛି। ଏହାକୁ ଲାଞ୍ଚ ଭାବେ ଘୋଷଣା କରିବାକୁ ଏଥିରେ ଉଲ୍ଲେଖ କରାଯାଇଛି।…

କେରଳ ଜେଲ୍‌ରେ କରୋନା ବିସ୍ଫୋରଣ…

ଥିରୁଭାନନ୍ତପୁରମ୍‌୍‌, ୨୨।୧ : କେରଳର ଥିରୁଭାନନ୍ତପୁରମ୍‌ଠାରେ ଥିବା ପୂଜାପୁରା କେନ୍ଦ୍ରୀୟ ଜେଲ୍‌ରେ କରୋନା ବିସ୍ଫୋରଣ ଘଟିଛି। ଜେଲର ୨୬୨ କଏଦୀଙ୍କ ନମୁନା ରିପୋର୍ଟ କରୋନା ପଜିିଟିଭ୍‌ ଆସିଛି। ଜେଲର ୯୩୬ କଏଦୀଙ୍କ ନମୁନା ପରୀକ୍ଷା କରାଯାଇଥିଲା। ନମୁନା ରିପୋର୍ଟ ଆସିବା ପରେ…

ଜାପାନରେ ଭୂକମ୍ପ, ୧୦ରୁ ଊର୍ଦ୍ଧ୍ୱ ଆହତ

ଟୋକିଓ,୨୨ା୧: ଦକ୍ଷିଣ ପଶ୍ଚିମ ଏବଂ ପଶ୍ଚିମ ଜାପାନରେ ହୋଇଥିବା ଭୂକମ୍ପ ସମସ୍ତଙ୍କୁ ଥରାଇ ଦେଇଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୬.୪ ରେକର୍ଡ କରାଯାଇଛି। ଏହି ଶକ୍ତିଶାଳୀ ଭୂକମ୍ପ ଯୋଗୁ ୧୦ ଜଣ ଆହତ ହୋଇଛନ୍ତି। ଜାପାନ ପାଣିପାଗ ବିଭାଗର ସୂଚନାନୁଯାୟୀ,…

ଶୋପିଆନ୍‌ରେ ଏନ୍‌କାଉଣ୍ଟର, ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର, ୨୨।୧ : ଜମ୍ମୁ-କଶ୍ମୀରର ଶୋପିଆନ୍‌ରେ ସର୍ଚ୍ଚ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। କାଲବିକ୍‌ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସମଗ୍ର ଅଞ୍ଚଳରେ ଘେରାବନ୍ଦୀ…

ଜଣେ ବ୍ୟକ୍ତି ଏକାସାଙ୍ଗରେ ଘରକୁ ନେଇ ଆସିଲେ ୧୦୦ରୁ ଅଧିକ ସାପ, ଆଉ ତା’ ପରେ…

ଓ୍ବାଶିଂଟନ,୨୨ା୧: ଆମେରିକାର ମ୍ୟାରିଲାଣ୍ଡରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଏଠାକାର ଜଣେ ବ୍ୟକ୍ତି ଘରକୁ ଏକାସାଙ୍ଗରେ ୧୦୦ରୁ ଅଧିକ ସାପ ନେଇଆସିଥିଲେ। ଏହି ଘଟଣା ଗତ ୧୯ ତାରିଖରେ ହୋଇଥିଲା। ଏନେଇ ପଡ଼ୋଶୀମାନେ ପ୍ରଥମେ ଜାଣି ପାରି ନ ଥିଲେ।…

ବିବାଦୀୟ ରାୟ, ୨୮ ଦିନର ଶିଶୁକୁ ସ୍ତନ୍ୟପାନ କରାଇବା ଲାଗି ମା’ଙ୍କର ଜାମିନ୍‌ ଆବେଦନ ନାମଞ୍ଜୁର…

ଗୁରୁଗ୍ରାମ୍‌, ୨୨।୧ : ସ୍ତନ୍ୟପାନ ଶିଶୁର ଅଧିକାର। ତେବେ ଜଣେ ୨୮ ଦିନର ଶିଶୁଙ୍କୁ ସ୍ତନ୍ୟପାନ କରାଇବା ଲାଗି ଗୁରୁଗ୍ରାମ୍‌ କୋର୍ଟ ମା’ଙ୍କର ଜାମିନ୍‌ ଆବେଦନ ନାମଞ୍ଜୁର କରିଛନ୍ତି। ମା’ଙ୍କ ବିରୋଧରେ ଗୁରୁତର ଅପରାଧିକ ମାମଲା ଥିବା ଦର୍ଶାଇ କୋର୍ଟ ଏଭଳି…

ବଦଳିଲା ନିୟମ, ଆକ୍ରାନ୍ତ ହେବାର ୩ ମାସ ପରେ ନେବାକୁ ପଡ଼ିବ ଟିକା…

ନୂଆଦିଲ୍ଲୀ, ୨୨।୧ : ଏବେ ଟିକା ନେବା ନେଇ କେନ୍ଦ୍ର ସରକାର ନିୟମରେ ପରିବର୍ତ୍ତନ କରିଛନ୍ତି। କରୋନାରେ ଆକ୍ରାନ୍ତ ହୋଇଥିବା ଲୋକଙ୍କର ରିପୋର୍ଟ ନେଗେଟିଭ୍‌ ଆସିବାର ୩ ମାସ ପରେ ଏଣିକି ଟିକା ଦିଆଯିବ। ଏହି ନିୟମ ପ୍ରଥମ, ଦ୍ୱିତୀୟ ଡୋଜ୍‌…

ଚରଣଜିତ ସିଂ, ହନି ଓ ମନିର କମ୍ବିନେଶନ: ଅକାଳି ଦଳ

ଚଣ୍ଡିଗଡ଼,୨୨ ।୧: ଅକାଳି ଦଳ ଶନିବାର ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନିଙ୍କ ସମ୍ପର୍କିୟଙ୍କ ଘରେ ଇଡିର ରେଡ ସମୟରେ ମିଳିଥିବା କୋଟି କୋଟି ଟଙ୍କାକୁ ନେଇ ଖୁବ୍ ବର୍ଷିଛି । ଅକାଳି ଦଳ ଏକ ଖବରଦାତା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଚନ୍ନି…

ଗତ ୪ ବର୍ଷ ମଧ୍ୟରେ ସବୁ ପରିବାରକୁ ମିଳିଛି ଶୌଚାଳୟ, ସବୁ ଗାଁରେ ପହଞ୍ଚିଛି ବିଜୁଳି: ମୋଦି

ନୂଆଦିଲ୍ଲୀ,୨୨ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବିଭିନ୍ନ ଜିଲାର ଜିଲାଧିକାରୀଙ୍କ ସହ ଭିଡିଓ କନଫରେନସିଂ ଯୋଗେ କଥା ହୋଇଛନ୍ତି । ଏହି ସମୟରେ ମୋଦି କହିଛନ୍ତି ଗତ ୪ ବର୍ଷ ମଧ୍ୟରେ ପ୍ରାୟ ସମସ୍ତ ଆଶାୟୀ ଜିଲାରେ ଧନ-ଜନ ଖାତା…

ବିଦେଶ ଫେରନ୍ତା ଏବେ ରହିବେ ହୋମ କ୍ୱାରାଣ୍ଟାଇନରେ

ନୂଆଦିଲ୍ଲୀ,୨୨ ।୧: କରୋନା ସଂକ୍ରମଣ କମି ଆସୁଥିବା ବେଳେ ଭାରତ ସରକାର ବିଦେଶ ଯାତ୍ରୀଙ୍କ ପାଇଁ କୋୱିନ ଆପରେ ବଡ ପରିବର୍ତ୍ତନ କରିଛନ୍ତି । ଶନିବାରଠାରୁ ବିଦେଶରୁ ଫେରୁଥିବା ଯାତ୍ରୀମାନଙ୍କୁ ସରକାରୀ ଆଇସୋଲେଶନ ବ୍ୟବସ୍ଥାରେ ରଖିବା ଅନିର୍ବାର୍ଯ୍ୟ ହେବନାହିଁ । ସଂକ୍ରମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?