Home

ପରକୀୟା ପ୍ରୀତିରୁ ହୋଇଥିଲା ହତ୍ୟା: ନୟାଗଡ଼ରୁ ଅଭିଯୁକ୍ତ ପ୍ରେମିକ ଗିରଫ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ଭରତପୁର ଥାନା ଅନ୍ତର୍ଗତ ରୁଚିକା ମାର୍କେଟ ମହାବୀର ବସ୍ତିର ଏକ ବନ୍ଦ ଘରୁ ଗତ ୭ ତାରିଖରେ ଜଣେ ମହିଳାଙ୍କ ଗଳିତ ମୃତଦେହକୁ ପୋଲିସ ଜବତ କରିଥିଲା। ମୃତା ଜଣକ ନୟାଗଡ଼ର ବୋହୂ ତଥା ବୋଲଗଡ଼ର ଝିଅ ସନ୍ଧ୍ୟାରାଣୀ ସେଠୀ…

ଦିନେ ବଢିଲେ, ଦିନେ କମୁଛି

ନୂଆଦିଲ୍ଲୀ,୧।୧୦: ଦେଶରେ କରୋନା ସଂକ୍ରମିତଙ୍କ ସଖ୍ୟର ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୧୬,୭୨୭ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨୭୭ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ…

ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ: ମହାମାରୀ ଆମ ପାଇଁ ଚ୍ୟାଲେଞ୍ଜ

ଦେଢ଼ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲା କରୋନା ମହାମାରୀ ସାରା ବିଶ୍ୱକୁ ତ୍ରସ୍ତ କରିଦେଇଛି। ଆରମ୍ଭରୁ ବରିଷ୍ଠ ନାଗରିକମାନେ କରୋନାରେ ଅଧିକ ଆକ୍ରାନ୍ତ ହୋଇଥିଲେ। ଏହା ସେମାନଙ୍କ ପାଇଁ ଥିଲା ଏକ ଚ୍ୟାଲେଞ୍ଜ। ମହାମାରୀକୁ ମୁକାବିଲା ସହ ଏବେ ସୁସ୍ଥ ଜୀବନ ବିତାଉଥିବା…

୯୬ ମିଟର ଛକା ମାରି ମ୍ୟାଚ୍‌ ଜିତାଇଲେ ଧୋନୀ, ପ୍ରଶଂସକ କହିଲେ…

ଶାରଜା,୧।୧୦: ଆଇପିଏଲ ୨୦୨୧ର ୪୪ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସନରାଇଜର୍ସ ହାଇଦ୍ରାବାଦକୁ ୬ଟି ଉଇକେଟରେ ପରାସ୍ତ କରିଛି।ଏହି ବିଜୟ ସହିତ ମହେନ୍ଦ୍ର ସିଂ ଧୋନୀଙ୍କ ସିଏସକେ ଚଳିତ ସିଜିନର ପ୍ଲେ ଅଫରେ ସ୍ଥାନ ପାଇବାରେ ପ୍ରଥମ ଦଳ ହୋଇପାରିଛି। ଧୋନୀ…

ରାଜକନିକା ପୁଅର କଳାକୃତି ଆଇଏମ୍‌ଏରେ ସ୍ଥାନ ପାଇଲା

ରାଜକନିକା,୧ା୧୦(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ନହୁଣି ଗ୍ରାମର ତ୍ରିଲୋଚନ ବେହେରାଙ୍କ ବିରଳ କଳାକୃତି ଡେରାଡୁନସ୍ଥିତ ଇଣ୍ଡିଆନ୍‌ ମିଲିଟାରୀ ଏକାଡେମୀ (ଆଇଏମ୍‌ଏ)ରେ ସ୍ଥାନ ପାଇଛି। ନହୁଣି ଗ୍ରାମ ବ୍ରାହ୍ମଣ ଶାସନର ତ୍ରିଲୋଚନ ଗରିବ କୁମ୍ଭାର ପରିବାରରେ ଜନ୍ମ ହୋଇଥିଲେ ମଧ୍ୟ ତାଙ୍କ…

ଆଜି ରାଜ୍ୟରୁ ୪୭୭ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୪ ଶିଶୁ

ଭୁବନେଶ୍ୱର,୧।୧୦(ବ୍ୟୁରୋ):  ଶୁକ୍ରବାର ରାଜ୍ୟରୁ ୨୮୦୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ  ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୬,୯୫୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୭୮ ଜଣ ଚିହ୍ନଟ ହୋଇଥିବା…

ବୋଲରଙ୍କୁ ଚ୍ୟାଲେଞ୍ଜ୍‌ ଦେଲେ ଶେୟାସ

ଶାରଜା,୧।୧୦: ଆଇପିଏଲ ୨୦୨୧ରେ ଶ୍ରେୟସ ଆୟାର ବ୍ୟାଟିଂରେ କମାଲ୍‌ କରିଛନ୍ତି। ତିନି ନମ୍ବରରେ ବ୍ୟାଟିଂ କରି ତିନୋଟି ମ୍ୟାଚରେ ୯୧ ରନ ସଂଗ୍ରହ କରି ଦିଲ୍ଲୀକୁ ଦୁଇଟି ମ୍ୟାଚ ଜିତିବାରେ ସାହାଯ୍ୟ କରିଥିଲେ। କାନ୍ଧରେ ଆଘାତ ହେତୁ ଶ୍ରେୟସ ଆଇପିଏଲ୍‌ ପ୍ରଥମ…

ବିଦ୍ୟୁତ୍‌ ବିଲ୍‌ ନାହିଁ: ଆବାସ ତାଲିକାରୁ ନାମ ବାଦ୍‌

ରଘୁନାଥପୁର,୧ା୧୦(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ପୁରଣାବସନ୍ତ ପଞ୍ଚାୟତର ବହୁ ଯୋଗ୍ୟ ହିତାଧିକାରୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କାଘର ପାଇନାହାନ୍ତି। ଏଥିସହ ତାଲିକାରେ ସାମିଲ ହୋଇଥିବା କେତେଜଣ ହିତାଧିକାରୀଙ୍କ  ନାଁ କାଟି ଦିଆଯାଇଛି। ଏହି ପଞ୍ଚାୟତର ଦେଉଳିସାହି ଗାଁରେ ୨ ଯୋଗ୍ୟ…

ବନ୍ୟା ପରେ ବିଶୁଦ୍ଧ ପାଣି ମିଳୁନି

ବରୀ,୧।୧୦(ଡି.ଏନ.ଏ.): ସରକାର ବିଶୁଦ୍ଧ ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ପ୍ରତିବର୍ଷ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରାଯାଉଛି। କିନ୍ତୁ ଚଳିତ ବନ୍ୟା ପରେ ବରୀ ବ୍ଲକ୍‌ର ସାହୁପଡ଼ା, ଧାରପୁର, ଇଶାଣପୁର, ବାଲିଆ, ଉଦୟନାଥପୁର, ଭଅଁରା, କଳାମାଟିଆ, ଅନ୍ୟାସୀପୁର, ବାଲିବିଲି…

କାରଖାନା ଛାଡୁଛି ବିଷାକ୍ତ ପାଣି: ପ୍ରଦୂଷିତ ଜଳ ଯୋଗୁ ଫସଲ ନଷ୍ଟ

ଯାଜପୁର ଅଫିସ,୧ା୧୦: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ପାରିପାର୍ଶ୍ୱିକ ବାୟୁର ମାନ ମାପିବା ପାଇଁ ସ୍ଥାପିତ ପରୀକ୍ଷଣ ଯନ୍ତ୍ର ଏମ୍ବିଏଣ୍ଟ ଏୟାର କ୍ବାଲିଟି ମନିଟରିଂ ଷ୍ଟାଟସ (ଏଏକ୍ୟୁଏମ୍‌ଏସ୍‌) ୩ ରୁ ୨ଟି ଅଚଳ ରହିଛି। ଏଥିଯୋଗୁ ବାୟୁ ପ୍ରଦୂଷଣ ତଥ୍ୟ ଲୁଚି…

ଜାଣନ୍ତି ଆପଣଙ୍କ ପାଇଁ କେଉଁ ଲାଫିଙ୍ଗ୍‌ ବୁଦ୍ଧ ଅତ୍ୟନ୍ତ ଶୁଭଦାୟକ

ଲାଫିଙ୍ଗ୍‌ ବୁଦ୍ଧ ପ୍ରାୟ ସମସ୍ତେ ଦେଖିଥିବେ। ଲାଫିଙ୍ଗ୍‌ ବୁଦ୍ଧ ଘରେ ରଖିଲେ ସକାରାତ୍ମକ ଭାବନା ସୃଷ୍ଟି ହୋଇଥାଏ। ଏହା ସୁଖ ଏବଂ ସମୃଦ୍ଧିର ପ୍ରତୀକ। ଅନେକ ପ୍ରକାର ଲାଫିଙ୍ଗ୍‌ ବୁଦ୍ଧ ରହିଛି। କିନ୍ତୁ ଜାଣନ୍ତି କି କେଉଁ ଲାଫିଙ୍ଗ୍‌ ବୁଦ୍ଧ ଅତ୍ୟନ୍ତ…

ଆଇପିଏଲ୍‌ ଅଧାରୁ ଛାଡି ପଳାଇଲେ ‘ୟୁନିଭର୍ସ ବସ୍‌’: ଜାଣନ୍ତୁ କାହିଁକି

ଦୁବାଇ,୧।୧୦: ଆଇପିଏଲ ୨୦୨୧ରେ ପଞ୍ଜାବ କିଙ୍ଗସକୁ ଏକ ବଡ଼ ଝଟ୍‌କା ଲାଗିଛି। କୋଲକାତା ନାଇଟ ରାଇଡର୍ସ ବିପକ୍ଷ ଆଜିର ମ୍ୟାଚ ପୂର୍ବରୁ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ କ୍ରିସ ଗେଲ ଆଇପିଏଲରୁ ଓହରି ଯାଇଛନ୍ତି। ବାୟୋ-ବବଲ ଥକ୍କା କାରଣରୁ ସେ ଆଇପିଏଲରୁ ଓହରିଯିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri