ଦିଦି ବଙ୍ଗଳାର ସିଂହୀ: ସଞ୍ଜୟ
ମୁମ୍ବାଇ,୧।୧୧: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବଙ୍ଗଳାର ସିଂହୀ ବୋଲି ବର୍ଣ୍ଣନା କରିଛନ୍ତି ଶିବସେନା ଏମ୍ପି ସଞ୍ଜୟ ରାଉତ। ବୁଧବାର ମମତାଙ୍କୁ ଭେଟିବା ପରେ ସଞ୍ଜୟ କହିଥିଲେ ଯେ, ଆମେ ସମସ୍ତେ ମିଶି କେନ୍ଦ୍ର ସରକାରଙ୍କ ବିରୋଧରେ ଲଢିବୁ। ଦିଦି ବଙ୍ଗଳାର…
ଓମିକ୍ରନ୍କୁ ନେଇ ଚିନ୍ତାରେ ଜାପାନ, ଆରମ୍ଭ କଲା ବୁଷ୍ଟର ଟିକାକରଣ
ଟୋକିଓ,୧ା୧୨: ଏବେ ସମଗ୍ର ବିଶ୍ୱ କରୋନା ମହାମାରୀ ସହିତ ସଂଗ୍ରାମ କରୁଥିବା ବେଳେ ଏହାର ଆଉ ଏକ ନୂତନ ଭାଇରସ ‘ଓମିକ୍ରନ୍’ ବିଶ୍ୱବାସୀଙ୍କ ଚିନ୍ତା ବଢ଼ାଇ ଦେଇଛି। ଏଭଳି ପରିସ୍ଥିତିରେ ଜାପାନରେ କରୋନା ଟିକାର ବୁଷ୍ଟର୍ ଡୋଜ୍ ଦେବା ଆରମ୍ଭ ହୋଇଛି।…
୧୫ ଡିସେମ୍ବରରୁ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଉଡ଼ାଣ ବାତିଲ…
ନୂଆଦିଲ୍ଲୀ ,୧।୧୨: କରୋନା ମହାମାରୀ ଭୂତାଣୁର ନୂଆ ଭାରିଆଣ୍ଟ୍ ଓମିକ୍ରନ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୧୫ ଡିସେମ୍ବରରୁ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଉଡ଼ାଣ ବାତିଲ କରାଯାଇଛି। ପୂର୍ବରୁ…
ଏହି ୫ ଶୁଆ ପାଇଁ ବଦ୍ନାମ ହେଲା ଚିଡ଼ିଆଖାନା, ଫେରିଗଲେ ପର୍ଯ୍ୟଟକ
ପ୍ରାୟତଃ ଶୁଆ ଗୀତ ଗାଇବା କିମ୍ବା ମଣିଷ ପରି ଭାଷା କହୁଥିବାର ଦେଖିଥିବେ। ଶୁଆ ଏମିତି ଏକ ପକ୍ଷୀ, ଯିଏ କି ମଣିଷ ଭାଷା ବୁଝିପାରେ ଏବଂ କହିପାରେ ମଧ୍ୟ। କିନ୍ତୁ ଶୁଆ ଯୋଗୁ ଗୋଟିଏ ଚିଡ଼ିଆଖାନା ଯେ, ପୂରା ବଦ୍ନାମ…
ପ୍ୟାରିସ କି ସିଙ୍ଗାପୁର ନୁହେଁ, ଏହା ହେଉଛି ବିଶ୍ୱର ସବୁଠୁ ମହଙ୍ଗା ସହର
ଲଣ୍ଡନ,୧।୧୨: ଲଣ୍ଡନର ଇକୋନୋମିଷ୍ଟ ଇଣ୍ଟେଲିଜେନ୍ସ ୟୁନିଟ ବିଶ୍ୱର ସବୁଠୁ ଦାମୀ ସହରଗୁଡ଼ିକର ତାଲିକା ପ୍ରକାଶ କରିଛି । ଏଥର ପ୍ୟାରିସ କିମ୍ବା ସିଙ୍ଗାପୁର ନୁହେଁ, ଏହି ତାଲିକାରେ ଇସ୍ରାଏଲର ସହର ତେଲ ଅଭିଭ ପ୍ରଥମ ସ୍ଥାନରେ ରହିଛି। ତେଲ ଅଭିଭ ଦୁନିଆର…
କୋର୍ଟ ରୁମ୍ରେ ରିଙ୍ଗ୍ ହେଲା ମୋବାଇଲ୍, ଫୋନ୍ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଜବତ କଲେ ହାଇକୋର୍ଟ…
ଗାନ୍ଧିନଗର,୧।୧୨: କୋର୍ଟ ରୁମ୍ରେ ଶୁଣାଣି ଚାଲିଥିବା ସମୟରେ ଜଣେ ବ୍ୟକ୍ତିଙ୍କ ମୋବାଇଲ୍ ଫୋନ୍ ରିିଙ୍ଗ୍ ହେବାରୁ ସେ ବସିବା ସ୍ଥାନରୁ ଉଠି ଚାଲିଯାଇଥିଲେ। ଏନେଇ ଉପସ୍ଥିତ ଥିବା ମୁଖ୍ୟ ବିଚାରପତି ଅରବିନ୍ଦ କୁମାର ସମ୍ପୃକ୍ତ ବ୍ୟକ୍ତିଙ୍କଠାରୁ ମୋବାଇଲ୍ ଫୋନ୍ ଅପରାହ୍ନ ୫ଟା…
ଟୁଇଟର୍ ଆଣିଲା ନୂଆ ନିୟମ
ନୂଆଦିଲ୍ଲୀ,୧।୧୨: ନୂଆଦିଲ୍ଲୀ,୧।୧୨: ଟୁଇଟର୍ ଦାୟିତ୍ୱ ନେବା ମାତ୍ରେ ପରାଗ ଅଗ୍ରୱାଲ ଆକ୍ସନ ମୋଡ୍ରେ ନଜର ଆସିଛନ୍ତି। ଟୁଇଟ୍ ସିଇଓ ପରାଗ ଟୁଇଟର ସମ୍ବନ୍ଧରେ ନୂତନ ନିୟମ କାର୍ଯ୍ୟକାରୀ କରିଛନ୍ତି। ନୂତନ ନିୟମ ଅନୁଯାୟୀ, କୌଣସି ୟୁଜର୍ସ ସମ୍ମତି ବିନା ଅନ୍ୟର ଫଟୋ…
ଫେସବୁକ ସିଇଓ ମାର୍କ ଜୁକରବର୍ଗଙ୍କ ନାଁରେ ମାମଲା
ଲକ୍ଷ୍ନୌ,୧।୧୨: ଫେସବୁକ ସିଇଓ ମାର୍କ ଜୁକରବର୍ଗଙ୍କ ନାଁରେ ଏକ ମାମଲା ରୁଜୁ ହୋଇଛି। ସାମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବଙ୍କ ବିରୋଧରେ ଆପତ୍ତି ଜନକ ପୋଷ୍ଟ ପାଇଁ ଉତ୍ତର ପ୍ରଦେଶର କନ୍ନୌଜ ଠାରେ ଥିବା ଗୋଟିଏ କୋର୍ଟରେ ଏପରି ମାମଲା ହୋଇଛି।…
ଅପରେଶନ୍ ଅଲ୍ଆଉଟର ସୁଫଳ ମିଳୁଛି, ସରକାର ଦେଲେ ସୂଚନା…
ନୂଆଦିଲ୍ଲୀ,୧।୧୨: ସମ୍ପ୍ରତି ଜମ୍ମୁ-କଶ୍ମୀରରେ ସ୍ଥିତି ସ୍ବାଭାବିକ ହେବାରେ ଲାଗିଛି। ଅପରେଶନ୍ ଅଲ୍ଆଉଟର ସୁଫଳ ମିଳୁଛି ବୋଲି ରାଜ୍ୟ ସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ସରକାର ଏଭଳି କହିଛନ୍ତି। ସାଧାରଣ ନାଗରିକଙ୍କ ଉପରେ ଆକ୍ରମଣ ତଥା କଶ୍ମୀର ପଣ୍ଡିତଙ୍କୁ ଟାର୍ଗେଟ…
ଶସ୍ତା ହେଲା ପେଟ୍ରୋଲ
ନୂଆଦିଲ୍ଲୀ,୧।୧୨: ରାଜଧାନୀ ଦିଲ୍ଲୀବାସୀଙ୍କୁ ଏକ ବଡ଼ ଆରାମ ଦେଇଛନ୍ତି କେଜ୍ରିଓ୍ବାଲ୍ ସରକାର। ଅରବିନ୍ଦ କେଜ୍ରିୱାଲଙ୍କ ସରକାର ୧ ଡିସେମ୍ବର ୨୦୨୧ ରେ ରାଜଧାନୀରେ ପେଟ୍ରୋଲ ଉପରେ ଭାଟ ହ୍ରାସ କରିଛନ୍ତି। ଦିଲ୍ଲୀ ସରକାରଙ୍କ ଏହି ନିଷ୍ପତ୍ତି ପରେ ପେଟ୍ରୋଲ ପ୍ରାୟ ୮…
ବାଣ ତିଆରି ପାଇଁ ରଖାଯାଇଥିବା ବାରୁଦ ବିସ୍ଫୋରଣ, ୩ ମୃତ…
କୋଲକାତା,୧।୧୨: ବୁଧବାର ପୂର୍ବାହ୍ନରେ ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲାର ମୋହନପୁର ଗାଁର ଏକ ଆବାସିକ କୋଠାରେ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏଥିରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ବହୁ ଲୋକ ଆହତ ହୋଇଥିବା ପୋଲିସ ପକ୍ଷରୁ ସୂଚନା…
ଓମିକ୍ରନ୍ ଆଗରେ ବର୍ତ୍ତମାନର କରୋନା ଟିକା ଅକାମୀ, ମାନିଲେ ଭାକ୍ସିନ୍ ନିର୍ମାତା…
ଓ୍ବାଶିଂଟନ/ନୂଆଦିଲ୍ଲୀ,୧।୧୨: ପୃଥିବୀରେ କରୋନାର ନୂଆ ଭାରିଆଣ୍ଟ୍ ଓମିକ୍ରନ୍ର ଆତଙ୍କ ଆରମ୍ଭ ହୋଇଛି। ଏପରିସ୍ଥଳେ ବିଶେଷଜ୍ଞଙ୍କ ପକ୍ଷରୁ ଜାରି ହୋଇଥିବା ବିବୃତ୍ତି ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ବିଶେଷଜ୍ଞଙ୍କ ଅନୁଯାୟୀ, କରୋନା ଭୂତାଣୁ ଓମିକ୍ରନ୍ର ସ୍ପାଇକ ପ୍ରୋଟିନରେ ବହୁ ପରିବର୍ତ୍ତନ ହୋଇଛି। ଏଭଳି…
Archives


