Home

ପାକିସ୍ତାନରେ ୧୨ ବିଦେଶୀ ଆତଙ୍କବାଦୀ ସଙ୍ଗଠନ

ଓ୍ବାଶିଂଟନ, ୨୯।୯: ପାକିସ୍ତାନ ଅନୂ୍ୟନ ୧୨ଟି ବିଦେଶୀ ଆତଙ୍କବାଦୀ ସଂଗଠନକୁ ଆଶ୍ରୟ ଦେଇଥିବା ଆମେରିକା କଂଗ୍ରେସ ପକ୍ଷରୁ ପ୍ରକାଶିତ ରିପୋର୍ଟରେ କୁହାଯାଇଛି। ସେଥିରୁ ଲଶ୍କର-ଇ-ତୋଇବା, ଜୈଶ-ଇ-ମହମ୍ମଦ (ଜେଇଏମ୍‌) ଭଳି ୫ଟି ସଂଗଠନର ଟାର୍ଗେଟରେ ଭାରତ ରହିଛି। ପାକିସ୍ତାନ ଆତଙ୍କବାଦୀ କାର୍ଯ୍ୟକଳାପର ପେଣ୍ଠସ୍ଥଳ।…

ଲଘୁଚାପ: ୪ ଯାଏ ବର୍ଷିବ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ତଥା ଏହାର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇପାରେ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର କେତେକ…

କରୋନା ମୃତକଙ୍କ ପରିବାରକୁ ମିଳିବ ୫୦ହଜାର ଟଙ୍କା

ଭୁବନେଶ୍ୱର, ୨୯।୯(ବ୍ୟୁରୋ):କରୋନାରେ ମୃତ୍ୟୁ ହୋଇଥିଲେ ପରିବାରକୁ ମିଳିବ ୫୦ ହଜାର ଟଙ୍କା। ଏହି ସହାୟତା ଦେବେ ରାଜ୍ୟ ସରକାର। ଏନେଇ ଡିଏମ୍‌ଇଟି ଡା. ସିବିକେ ମହାନ୍ତି ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ସହାୟତା ସଂକ୍ରାନ୍ତରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ରାଜ୍ୟ ସରକାର…

କେନ୍ଦ୍ରକୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ, ୨୯।୯(ପି.ଟି.): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରବର୍ତ୍ତୀ ହତ୍ୟା ଓ ବଳାତ୍କାର ମାମଲାଗୁଡ଼ିକର ସିବିଆଇ ତଦନ୍ତ ଅଦାଲତ ତତ୍ତ୍ୱାବଧାନରେ କରିବା ପାଇଁ କାଲ୍‌କାଟା ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ନିର୍ଦ୍ଦେଶନାମା ବିରୋଧରେ ପଶ୍ଚିମବଙ୍ଗ ସରକାରଙ୍କ ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟ ମଙ୍ଗଳବାର…

ଦେଢ଼ମାସ ହେଲା ଏସ୍‌ସିବି ଛାତ୍ର ନିଖୋଜ

କଟକ ଅଫିସ,୨୯ା୯:ଶ୍ରୀରାମ ଚନ୍ଦ୍ର ଭଞ୍ଜ(ଏସ୍‌ସିବି) ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲର ଡିଏମ୍‌ଏଲ୍‌ଟି ଛାତ୍ର ସଂଗ୍ରାମ ନାୟକଙ୍କ ପତ୍ତା ମିଳୁନି। ଦେଢ଼ ମାସ ହେବ ସେ ନିଖୋଜ ଅଛନ୍ତି। ତାଙ୍କୁ ଅପହରଣ କରାଯାଇଥିବା ନେଇ ପରିବାର ପକ୍ଷରୁ ଅଭିଯୋଗ ସତ୍ତ୍ୱେ ମଙ୍ଗଳାବାଗ ଥାନା…

ବନ୍ୟାରେ ଉବୁଟୁବୁ ଥାଇଲାଣ୍ଡ

ବ୍ୟାଙ୍କକ୍‌, ୨୯ା୯: ଝଡ଼ ଡାଇନାମୁ ଏବଂ ମୌସୁମୀଜନିତ ଲଗାଣ ବର୍ଷା ଯୋଗୁ ଥାଇଲାଣ୍ଡରେ ବନ୍ୟା ଆସିଛି। ଏଥିରେ ଦେଶର ୭୬ ପ୍ରଦେଶ ମଧ୍ୟରୁ କେନ୍ଦ୍ର, ଉତ୍ତର ଏବଂ ଉତ୍ତରପୂର୍ବରେ ଥିବା ପ୍ରାୟ ୩୦ ରାଜ୍ୟ ପ୍ରଭାବିତ ହୋଇଛି। ୭୦ ହଜାରରୁ ଊର୍ଦ୍ଧ୍ୱ…

ଉତ୍କଳ ଆଲୁମିନା ଚାରିପଟ ଗ୍ରାମକୁ ସ୍ଥାନାନ୍ତର ଦାବି

ରାୟଗଡ଼ା ଅଫିସ, ୨୯।୯: କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ରାୟଗଡ଼ା ଜିଲା ଟିକିରିସ୍ଥିତ ଉତ୍କଳ ଆଲୁମିନା ଚାରିପଟେ ଥିବା ଗ୍ରାମବାସୀଙ୍କୁ ନେଇ ମଙ୍ଗଳବାର ବ୍ରହ୍ମପୁରରେ ଦକ୍ଷିଣାଞ୍ଚଳ ଆର୍‌ଡିସି ଟି.ଆଓଙ୍କୁ ଭେଟିଛନ୍ତି। କମ୍ପାନୀ ଚାରିପଟେ ରହିଥିବା ଗ୍ରାମବାସୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ସେ…

କଶ୍ମୀର, ଲଦାଖରେ ହେବ ୩୧ ଟନେଲ

ଗୁଲ୍‌ମାର୍ଗ, ୨୯।୯: କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ମଙ୍ଗଳବାର ଜୋଜିଳା ଗିରିପଥରେ ଏସିଆର ଦୀର୍ଘତମ ଟନେଲ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜମ୍ମୁ-କଶ୍ମୀର ଓ ଲଦାଖ ୫୨ କିଲୋମିଟର ଦୂରତା ମଧ୍ୟରେ ୩୧ ଟନେଲ…

ପଞ୍ଜାବ କଂଗ୍ରେସରେ ଘଡ଼ିକେ ଘୋଡ଼ା

ଚଣ୍ଡିଗଡ଼/ନୂଆଦିଲ୍ଲୀ,୨୯।୯: କ୍ରିକେଟରରୁ ରାଜନେତା ସାଜିଥିବା ନବଜୋତ୍‌ ସିଂ ସିଦ୍ଧୁ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେବା ପରେ ପଞ୍ଜାବ ରାଜନୀତିରେ ଅନିଶ୍ଚିତତା ଦେଖାଦେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମ ସମ୍ପର୍କରେ ପ୍ରଶ୍ନ କରାଯିବାରୁ ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚନ୍ନି ସିଦ୍ଧୁଙ୍କ ଇସ୍ତଫା ସମ୍ପର୍କରେ…

ସମସ୍ୟା ବଢ଼ାଏ ସାଚ୍ୟୁରେଟେଡ୍‌ ଫ୍ୟାଟ୍‌

ବ୍ୟସ୍ତବହୁଳ ଜୀବନ ଏବଂ ଅନିୟମିତ ଖାଦ୍ୟଶୈଳୀ ଯୋଗୁ କେତେକଙ୍କଠାରେ ହାର୍ଟ(ହୃତ୍‌ପିଣ୍ଡ) ସମସ୍ୟା ଦେଖାଦେଉଛି। ପୁଣି କୋଲେଷ୍ଟ୍ରରଲ ବୃଦ୍ଧି ଏହି ସମସ୍ୟାକୁ ବଢାଇ ଦେଉଛି। ଶରୀରରେ କୋଲେଷ୍ଟରଲ ବୃଦ୍ଧି ପାଇଁ ସାଚ୍ୟୁରେଟେଡ୍‌ ଫ୍ୟାଟ୍‌ ଏକ ପ୍ରମୁଖ କାରଣ। ନିତିଦିନିଆ ଜୀବନରେ ଗ୍ରହଣ କରୁଥିବା…

ମାଡ଼ିଆସିଥିଲେ ୧୦୦ ଚାଇନା ସୈନ୍ୟ

ଡେରାଡୁନ/ନୂଆଦିଲ୍ଲୀ,୨୯।୯(ପି.ଟି.): ଏଲ୍‌ଏସି ଠିକ୍‌ ଭାବେ ନିର୍ଦ୍ଧାରଣ ହୋଇ ନ ଥିବାରୁ ଭାରତ-ଚାଇନା ସୀମାରେ ଅନେକ ସମୟରେ ଦ୍ୱନ୍ଦ୍ୱ ଓ ବିବାଦ ସୃଷ୍ଟି ହେଉଛି। ଏହି କ୍ରମରେ ଅଗଷ୍ଟ ୩୦ରେ ୧୦୦ରୁ ଊର୍ଦ୍ଧ୍ୱ ପିଏଲ୍‌ଏ ସୈନ୍ୟ ଉତ୍ତରାଖଣ୍ଡର ବାରାହୋତିକୁ ଅନୁପ୍ରବେଶ କରି ଭଙ୍ଗାରୁଜା…

କଂଗ୍ରେସ ଏକ ବଡ଼ ଜାହାଜ, ଏହାକୁ ବୁଡ଼ିଯିବାରୁ ରକ୍ଷା କରିବାକୁ ହେବ: କହ୍ନେୟା କୁମାର

ନୂଆଦିଲ୍ଲୀ,୨୮।୯: ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ) ଛାତ୍ର ସଂଗଠନର ପୂର୍ବତନ ସଭାପତି ତଥା ସିପିଆଇ ନେତା କହ୍ନେୟା କୁମାର ମଙ୍ଗଳବାର କଂଗ୍ରେସରେ ଯୋଗ ଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି, କଂଗ୍ରେସ ଏକ ବଡ଼ ଜାହାଜ। ଏହାକୁ ବୁଡିଯିବାରୁ ରକ୍ଷା କରିବାକୁ ହେବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri