ପାକିସ୍ତାନର ୧୫୦ ଆଣବିକ ବୋମା ତାଲିବାନ୍ କବ୍ଜାକୁ ଯିବା ଆଶଙ୍କା…
ଓ୍ବାଶିଂଟନ,୨୮।୯: ପାକିସ୍ତାନ ପାଖରେ ଥିବା ୧୫୦ ଆଣବିକ ବୋମାକୁ ତାଲିବାନ୍ ନିଜ କବ୍ଜାକୁ ନେବାର ଆଶଙ୍କା ରହିଛି। ଆମେରିକା ସୈନ୍ୟ ଆଫଗାନିସ୍ତାନ ଛାଡ଼ି ସ୍ବଦେଶ ଫେରିବା ପରେ ଏଭଳି ସ୍ଥିତି ସୃଷ୍ଟି ହେବାର ଆଶଙ୍କା ଅଧିକ ଥିବା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ୍…
ଦୁର୍ଭାଗ୍ୟବଶତଃ ଏହା ଆଉ ଘଟିବ ନାହିଁ: ଦଳରୁ ବାଦ୍ ପଡିବା ପରେ କାହିଁକି ଏମିତି କହିଲେ ଓ୍ବାର୍ଣ୍ଣର
ୟୁଏଇ,୨୮।୯: ରାଜସ୍ଥାନ ବିପକ୍ଷ ମ୍ୟାଚ ସମୟରେ ସନରାଇଜର୍ସ ହାଇଦ୍ରାବାଦ ଖେଳୁଥିବା ଏକାଦଶରେ ଡେଭିଡ ୱାର୍ଣ୍ଣରଙ୍କୁ ସ୍ଥାନ ଦେଇ ନ ଥିଲା। ଖରାପ ଫର୍ମରେ ଥିବା ୱାର୍ଣ୍ଣର ଏତେ ନିରାଶ ହୋଇଛନ୍ତି ଯେ ମ୍ୟାଚ ଦିନ ସେ ଷ୍ଟାଡିୟମକୁ ମଧ୍ୟ ନ ଆସି…
ମ୍ୟାଚ୍ ପୂର୍ବରୁ ହୋଟେଲ୍ରେ ଓ୍ବାର୍ଣ୍ଣରଙ୍କୁ ଛାଡି ଆସିଥିଲା ହାଇଦ୍ରାବାଦ୍ ଟିମ୍: କୋଚ କହିଲେ କାରଣ
ୟୁଏଇ,୨୮।୯: ଆଇପିଏଲର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ସନରାଇଜର୍ସ ହାଇଦ୍ରାବାଦ ଓପନର୍ ଡେଭିଡ ୱାର୍ଣ୍ଣର ଫିଟ ଥିଲେ ମଧ୍ୟ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଖେଳି ନ ଥିଲେ। ୱାର୍ଣ୍ଣର ମଧ୍ୟ ସନରାଇଜର୍ସ ହାଇଦ୍ରାବାଦର ଅଧିନାୟକ ରହିଛନ୍ତି। ୱାର୍ଣ୍ଣରଙ୍କ ଅଧିନାୟକତ୍ୱରେ ହାଇଦ୍ରାବାଦ ମଧ୍ୟ ୨୦୧୬ରେ…
ମିଶନ ୨୦୨୨: ଭାଜପାକର୍ମୀଙ୍କୁ ୧୦୦ ଦିନର ହୋମ୍ ଓ୍ବାର୍କ…
ଲକ୍ଷ୍ନୌ,୨୮।୯:ଆସନ୍ତା ୨୦୨୨ ବର୍ଷରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏନେଇ ପଶ୍ଚିମ ଉତ୍ତରପ୍ରଦେଶରେ ଭାଜପା କର୍ମୀଙ୍କୁ ୧୦୦ ଦିନର ହୋମ୍ ଓ୍ବାର୍କ ଦିଆଯାଇଛି। ଭାଜପା ହାଇକମାଣ୍ଡଙ୍କ ପକ୍ଷରୁ ଅକ୍ଟୋବରଠାରୁ ୨୦୨୧ ଜାନୁୟାରୀ ୧୦ ପର୍ଯ୍ୟନ୍ତ ଏଭଳି ଦାୟିତ୍ୱ ପ୍ରଦାନ କରାଯାଇଛି।…
ଭାରତୀୟ କ୍ରିକେଟ୍ ପାଇଁ ଆଜି ସ୍ମରଣୀୟ ଦିନ: ଜାଣନ୍ତୁ କାହିଁକି
ଆଜିକାଲି ବିଶ୍ୱ କ୍ରିକେଟରେ ଅଧିକାଂଶ ଦିନିକିଆ ମ୍ୟାଚ୍ ଡେ’ ନାଇଟ୍ ଖେଳାଯାଉଛି। କିନ୍ତୁ ୩୭ ବର୍ଷ ପୂର୍ବେ, ଏପରି ଜିନିଷ କେବଳ କଳ୍ପନା ମଧ୍ୟ କରାଯାଉ ନ ଥିଲା। ୨୮ ସେପ୍ଟେମ୍ବର ୧୯୮୪ରେ ଭାରତରେ ପ୍ରଥମ ଦିନିକିଆ ଡେ’ ନାଇଟ୍ ମ୍ୟାଚ…
୩୫ ଫସଲ କିସମ ଲୋକାର୍ପିତ: ଦେଶର ବିକାଶରେ ବିଜ୍ଞାନ-କୃଷି ମଧ୍ୟରେ ସମନ୍ବୟ ଜରୁରୀ…
ନୂଆଦିଲ୍ଲୀ,୨୮।୯: ଦେଶର ବିକାଶରେ ବିଜ୍ଞାନ ଏବଂ କୃଷି ମଧ୍ୟରେ ସମନ୍ବୟ ଜରୁରୀ। ଏହାଦ୍ୱାରା ଖାଦ୍ୟ ଉତ୍ପାଦନ ବୃଦ୍ଧି ପାଇବା ସହିତ କୃଷକଙ୍କ ଆର୍ଥିକ ଉନ୍ନତି ସମ୍ଭବ ହୋଇ ପାରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡ଼ିଓ କନଫରେନ୍ସିଂରେ ୩୫ଟି ଫସଲ କିସମର…
୧୭ ନଭେମ୍ବରରେ ନିର୍ବାଚନୀ ଖର୍ଚ୍ଚ ସମୀକ୍ଷା…
କୋଲକାତା,୨୮।୯: ପଶ୍ଚିମବଙ୍ଗ ଭବାନୀପୁର ବିଧାନସଭା ଆସନରେ ସେପ୍ଟେମ୍ବର ୩୦ରେ ଉପନିର୍ବାଚନ ହେବ। ନିର୍ବାଚନରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀଙ୍କ ପାଇଁ କରାଯାଇଥିବା ଖର୍ଚ୍ଚର ସମୀକ୍ଷା ନଭେମ୍ବର ୧୭ରେ କରାଯିବ। ଏନେଇ ମଙ୍ଗଳବାର କୋଲକାତା ହାଇକୋର୍ଟଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।…
ଏହି ମହିଳା କ୍ରିକେଟର୍ଙ୍କୁ ଭେଟିବାକୁ ସକାଳ ୫ଟାରେ ଯାଉଥିଲେ କୋହଲି: ବିବାହ ପର୍ଯ୍ୟନ୍ତ ପହଞ୍ଚିଥିଲା କଥା
ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମାଙ୍କ ଯୋଡିକୁ ସୁପରହିଟ୍ ଆଖ୍ୟା ଦିଆଯାଇଛି। ଉଭୟଙ୍କ ମଧ୍ୟରେ ଦୃଢ ବନ୍ଧନ ରହିଛି। ବିରାଟ ୨୦୧୭ରେ ଅନୁଷ୍କାଙ୍କ ହାତ ଧରିଥିଲେ। କୋହଲିଙ୍କ ଫ୍ୟାନ୍ ଫଲୋଇଙ୍ଗ୍ ଜବରଦସ୍ତ ରହିଛି। ମହିଳା କ୍ରିକେଟରଙ୍କ ମଧ୍ୟରେ ତାଙ୍କର…
କାହିଁକି ଅବିବାହିତ ଥିଲେ ସୁରସାମ୍ରାଜ୍ଞୀ
ସୁରସାମ୍ରାଜ୍ଞୀ ଲତା ମଞ୍ଜେଶକର ଆଜି ୯୨ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ବିଶେଷ ଦିନରେ ପ୍ରଶଂସକ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ୩୬ଟି ଭାରତୀୟ ଭାଷାରେ ଗୀତ ରେକର୍ଡିଂ କରିଛନ୍ତି। ସେ କେବଳ ହିନ୍ଦୀ ଭାଷାରେ ୧୦୦୦ରୁ ଅଧିକ ଗୀତରେ ସ୍ବର…
ଭବାନୀପୁର ଉପ ନିର୍ବାଚନକୁ ବନ୍ଦ କରାଯାଇ ପାରିବ ନାହିଁ, ହାଇକୋର୍ଟଙ୍କ ରାୟ…
କୋଲକାତା,୨୮।୯: ପଶ୍ଚିମବଙ୍ଗ ଭବାନୀପୁରରେ ସେପ୍ଟେମ୍ବର ୩୦ରେ ଉପନିର୍ବାଚନ କରାଯିବ। ଏହାକୁ କୌଣସି ବନ୍ଦ କରାଯାଇ ପାରିବ ନାହିଁ ବୋଲି ମଙ୍ଗଳବାର କୋଲକାତା ହାଇକୋର୍ଟ ରାୟ ଦେଇଛନ୍ତି। ଉପ ନିର୍ବାଚନର ସାମ୍ବିଧାନିକ ଆବଶ୍ୟକତା କ’ଣ ରହିଛି ବୋଲି ପ୍ରଶ୍ନ କରି କରାଯାଇଥିବା ଏକ…
ଅଭିନେତାଙ୍କ ସ୍ତ୍ରୀଙ୍କୁ ୫ ବର୍ଷ ଧରି ଡେଟ୍ କରୁଥିଲେ ରଣବୀର କପୁର
ଆଜି ବଲିଉଡ୍ ଅଭିନେତା ରଣବୀର କପୁର ନିଜର ୩୯ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ପ୍ରସିଦ୍ଧ ଅଭିନେତା ରିଷି କପୁର ଏବଂ ନୀତୁ କପୁରଙ୍କ ସୁପୁତ୍ର। ସେ ବଲିଉଡର ସର୍ବ ପୁରାତନ ତଥା ପ୍ରସିଦ୍ଧ ପରିବାର କପୁର ପରିବାରର ଚତୁର୍ଥ ପିଢି।…
୩ ଲୋକ ସଭା-୩୦ ବିଧାନସଭା ଆସନରେ ଉପ ନିର୍ବାଚନ ଅକ୍ଟୋବର ୩୦ରେ…
ନୂଆଦିଲ୍ଲୀ,୨୮।୯: ଦେଶର ୩ ଲୋକ ସଭା ଏବଂ ୩୦ ବିଧାନସଭା ଆସନରେ ଉପ ନିର୍ବାଚନ ଅକ୍ଟୋବର ୩୦ରେ କରାଯିବ। ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି। ଏହା ସହିତ ନିର୍ବାଚନ ସମ୍ପର୍କିତ ନୋଟିସ୍ ମଧ୍ୟ ଜାରି ହୋଇଛି। ନିର୍ବାଚନ…
Archives


